Home Left

ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ସିଡିଭିଓ: କାର୍‌ରୁ ଜବତ ହେଲା ୩ ଲକ୍ଷ ୯୧ ହଜାର ଟଙ୍କା

ବାରିପଦା ଅଫିସ/ବେତନଟୀ,୧୨।୬: ( ଡିଏନଏ)- ମୟୂରଭଞ୍ଜ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ( ସିଡିଭିଓ) ଡା. ଅଭୟ କୁମାର ତ୍ରିପାଠୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛିନ୍ତି। ସେ ସକାଳେ ସରକାରୀ ଗାଡ଼ିରେ ଭୁବନେଶ୍ୱର ଅଭିମ୍ମୁଖେ ଯାଉଥିବା ବେଳେ ବେତନଟୀଠାରେ ବାଲେଶ୍ୱର…

ରାଜଧାନୀରେ ରାଜମିସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜଧାନୀର ଚନ୍ଦ୍ରଶେଖରପୁର କଲ୍ୟାଣମଣ୍ଡପ ପଛପଟ ବସ୍ତିରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ରାଜମିସ୍ତ୍ରୀ ରାହାସ ବେହେରା। ପୋଲିସ ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତ ସନାତନ ମୁଣ୍ଡାଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ଗୁରୁବାର…

ପୂର୍ବତନ ବିଧାୟକଙ୍କ ଅଜବ ଦାବି: ହନୁମାନ ଚାଳିଶା ପଢିଲେ କରୋନା ସଙ୍କଟରୁ ମିଳିବ ମୁକ୍ତି

ଭୋପାଳ,୧୨।୬: ମଧ୍ୟପ୍ରଦେଶର ସେହୋର ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମେଶ ସାକ୍ସେନା କରୋନା ସମ୍ପର୍କରେ ଅଜବ ଦାବି କରିଛନ୍ତି। କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ରମେଶ କହିଛନ୍ତି ଯେ, କରୋନା ପାଇଁ ଡାକ୍ତରୀ ବିଜ୍ଞାନରେ କୌଣସି ଔଷଧ ଏପର୍ଯ୍ୟନ୍ତ ଉପଲବ୍ଧ…

ରତନ ଲାଲ୍‌ଙ୍କୁ ମିଳିଲା ବିଶ୍ୱ ଖାଦ୍ୟ ପୁରସ୍କାର ସମ୍ମାନ

ଓ୍ବାଶିଂଟନ୍‌,୧୨।୬: ଭାରତୀୟ ମୂଳର ମୃତ୍ତିକା ବୈଜ୍ଞାନିକ ରତନ ଲାଲଙ୍କୁ ଚଳିତବର୍ଷ ବିଶ୍ୱ ଖାଦ୍ୟ ପୁରସ୍କାରରେ ସମ୍ମାନିତ କରାଯିବ ବୋଲି ଘୋଷଣା କରାଯାଇଛି। ଗୁରୁବାର ଏହି ଘୋଷଣା କରାଯାଇଛି। ମୃତ୍ତିକା ସଂରକ୍ଷଣ ପାଇଁ ଗତ ପାଞ୍ଚ ଦଶନ୍ଧି ଧରି ସେ କରିଥିବା ଉଦ୍ୟମ…

ପୋଲିସ କ୍ୟାଣ୍ଟିନରେ ମହିଳାଙ୍କୁ ଗଣବଳାତ୍କାର, ହତ୍ୟା ମାମଲା: ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ମହିଳା କମିଶନ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଟିନରେ ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାରେ ରାଜ୍ୟ ମହିଳା କମିଶନ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ମାମଲାର ତଦନ୍ତ ରିପୋର୍ଟ ତୁରନ୍ତ ଦେବାକୁ ମାଲକାନଗିରି ଏସ୍‌ପିଙ୍କୁ ରାଜ୍ୟ ମହିଳା…

ମହାରାଷ୍ଟ୍ର କ୍ୟାବିନେଟ୍‌ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ଆକ୍ରାନ୍ତ

ମୁମ୍ବାଇ,୧୨।୬: ମହାରାଷ୍ଟ୍ରର ପୁଣି ଜଣେ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନସିପିର ବରିଷ୍ଠ ନେତା ତଥା କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମୁଣ୍ଡେଙ୍କ ବ୍ୟତୀତ ତାଙ୍କ ଡ୍ରାଇଭର ଏବଂ ରୋଷେୟା ମଧ୍ୟରେ ସଂକ୍ରମିତ ହୋଇଛନ୍ତି। ଗତ…

ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତକୁ ୭୨ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୧୨ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ଓ ତହସିଲ କୋମଣ୍ଡ ପଞ୍ଚାୟତରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ସରପଞ୍ଚ ସୁଶାନ୍ତ କୁମାର ଦଳେଇ ଜିଲାପାଳ କ୍ଷମତା ପ୍ରୟୋଗ କରି ୭୨ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରୁ…

ମୌସୁମୀ ଓଡ଼ିଶା ଛୁଇଁବା ପରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ମାଲକାନଗିରି ଓ କୋରାପୁଟ ଜିଲାକୁ ମୌସୁମୀ ଛୁଇଁଥିବା ବେଳେ ଆଜି ଉପକୂଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଲଘୁଚାପ…

ଏକଦିବସୀୟ କ୍ରିକେଟରରେ ପ୍ରଥମ ହ୍ୟାଟ୍ରିକ୍‌ ନେଇଥିଲେ ଏହି ବୋଲର

କ୍ରିକେଟରେ ହ୍ୟାଟ୍ରିକ୍‌ ନେବା ସବୁ ବୋଲରଙ୍କଙ୍କ ସ୍ବପ୍ନ ଥାଏ। ଏକଦିବସୀୟ କ୍ରିକେଟରେ ଏପର୍ଯ୍ୟନ୍ତ ୪୯ଟି ହ୍ୟାଟ୍ରିକ ହୋଇଛି। ପ୍ରଥମ ହ୍ୟାଟ୍ରିକ ବେଶ୍‌ ରୋଚକ ଥିଲା। ସାଧାରଣତଃ ବେଲାରମାନେ ହ୍ୟାଟ୍ରିକ୍‌ ନେଲେ ସେହି ମୁହୂର୍ତ୍ତରେ ଖୁସି ହୋଇଥାନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ…

ବଂଶୀବାଦକ ଅଭିରାମ: ବଂଶୀର ସୁରକାର ସେ, କାରିଗର ବି

କଟକ ଅଫିସ,୧୧ା୬: ଖଣ୍ଡେ ବାଉଁଶରୁ ବଂଶୀ ତିଆରି କରିପାରନ୍ତି ଆଉ ସେଥିରେ ଅପୂର୍ବ ସୁର ବି ତୋଳି ଧରନ୍ତି ସେ। ଦେଶବିଦେଶରେ ବଂଶୀ ପାଇଁ ଖ୍ୟାତି ଅର୍ଜିଥିବା ଯେଉଁ ହାତଗଣତି ପ୍ରତିଭା ଓଡ଼ିଶାରେ ରହିଛନ୍ତି, ସେମାନଙ୍କ ଭିତରୁ ବଂଶୀବାଦକ ଅଭିରାମ ନନ୍ଦଙ୍କ…

ଶିଶୁ ଶ୍ରମିକ ନିରୋଧ ଦିବସ: ଶିଶୁ ଶ୍ରମିକଙ୍କ ସୁରକ୍ଷା ଜରୁରୀ

ଶିଶୁମାନେ ହିଁ ଦେଶ ତଥା ବିଶ୍ୱର ଭବିଷ୍ୟତ। ଏଣୁ ସେମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଇ ପ୍ରତି ବର୍ଷ ଜୁନ୍‌ ୧୨ରେ ସାରା ବିଶ୍ୱରେ ଆନ୍ତର୍ଜାତିକ ଶିଶୁ ଶ୍ରମିକ ନିରୋଧ ଦିବସ ପାଳନ କରାଯାଉଛି। ୨୦୦୨ରେ ଆନ୍ତର୍ଜାତିକ ଶ୍ରମ ସଂଗଠନ(ଆଇଏଲଓ) ଦ୍ୱାରା…

ନିଆରା ରଜ ପାଇଁ ସଜବାଜ: ଅନ୍‌ଲାଇନରେ ହେବ ରଜ ମହୋତ୍ସବ

ଭୁବନେଶ୍ୱର,୧୨। ୬(ବ୍ୟୁରୋ): କରୋନା ଲାଗି ଏଥର ଫିକା ପଡ଼ିପାରେ ରଜ। ନା ହେବ ଦୋଳିଖେଳ ନା ଜମିବ ରଜଖଟି। ଶଟ୍‌ଡାଉନ୍‌ ଓ ଅନ୍‌ଲକ୍‌ ମଧ୍ୟରେ ରଜ ମଉଜ କିପରି ହେବ ସେନେଇ ସମସ୍ତଙ୍କ ମଧ୍ୟରେ ଚିନ୍ତା। ଓଡ଼ିଆଙ୍କ ଏହି ୩ଦିନିଆ ପର୍ବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri