ଏକଦିବସୀୟ କ୍ରିକେଟରରେ ପ୍ରଥମ ହ୍ୟାଟ୍ରିକ୍ ନେଇଥିଲେ ଏହି ବୋଲର
କ୍ରିକେଟରେ ହ୍ୟାଟ୍ରିକ୍ ନେବା ସବୁ ବୋଲରଙ୍କଙ୍କ ସ୍ବପ୍ନ ଥାଏ। ଏକଦିବସୀୟ କ୍ରିକେଟରେ ଏପର୍ଯ୍ୟନ୍ତ ୪୯ଟି ହ୍ୟାଟ୍ରିକ ହୋଇଛି। ପ୍ରଥମ ହ୍ୟାଟ୍ରିକ ବେଶ୍ ରୋଚକ ଥିଲା। ସାଧାରଣତଃ ବେଲାରମାନେ ହ୍ୟାଟ୍ରିକ୍ ନେଲେ ସେହି ମୁହୂର୍ତ୍ତରେ ଖୁସି ହୋଇଥାନ୍ତି। ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ…
ବଂଶୀବାଦକ ଅଭିରାମ: ବଂଶୀର ସୁରକାର ସେ, କାରିଗର ବି
କଟକ ଅଫିସ,୧୧ା୬: ଖଣ୍ଡେ ବାଉଁଶରୁ ବଂଶୀ ତିଆରି କରିପାରନ୍ତି ଆଉ ସେଥିରେ ଅପୂର୍ବ ସୁର ବି ତୋଳି ଧରନ୍ତି ସେ। ଦେଶବିଦେଶରେ ବଂଶୀ ପାଇଁ ଖ୍ୟାତି ଅର୍ଜିଥିବା ଯେଉଁ ହାତଗଣତି ପ୍ରତିଭା ଓଡ଼ିଶାରେ ରହିଛନ୍ତି, ସେମାନଙ୍କ ଭିତରୁ ବଂଶୀବାଦକ ଅଭିରାମ ନନ୍ଦଙ୍କ…
ଶିଶୁ ଶ୍ରମିକ ନିରୋଧ ଦିବସ: ଶିଶୁ ଶ୍ରମିକଙ୍କ ସୁରକ୍ଷା ଜରୁରୀ
ଶିଶୁମାନେ ହିଁ ଦେଶ ତଥା ବିଶ୍ୱର ଭବିଷ୍ୟତ। ଏଣୁ ସେମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେଇ ପ୍ରତି ବର୍ଷ ଜୁନ୍ ୧୨ରେ ସାରା ବିଶ୍ୱରେ ଆନ୍ତର୍ଜାତିକ ଶିଶୁ ଶ୍ରମିକ ନିରୋଧ ଦିବସ ପାଳନ କରାଯାଉଛି। ୨୦୦୨ରେ ଆନ୍ତର୍ଜାତିକ ଶ୍ରମ ସଂଗଠନ(ଆଇଏଲଓ) ଦ୍ୱାରା…
ନିଆରା ରଜ ପାଇଁ ସଜବାଜ: ଅନ୍ଲାଇନରେ ହେବ ରଜ ମହୋତ୍ସବ
ଭୁବନେଶ୍ୱର,୧୨। ୬(ବ୍ୟୁରୋ): କରୋନା ଲାଗି ଏଥର ଫିକା ପଡ଼ିପାରେ ରଜ। ନା ହେବ ଦୋଳିଖେଳ ନା ଜମିବ ରଜଖଟି। ଶଟ୍ଡାଉନ୍ ଓ ଅନ୍ଲକ୍ ମଧ୍ୟରେ ରଜ ମଉଜ କିପରି ହେବ ସେନେଇ ସମସ୍ତଙ୍କ ମଧ୍ୟରେ ଚିନ୍ତା। ଓଡ଼ିଆଙ୍କ ଏହି ୩ଦିନିଆ ପର୍ବର…
ଆଦିବାସୀ ହଷ୍ଟେଲକୁ ଆଇଏସ୍ଓ ମାନ୍ୟତା : ଓଡ଼ିଶା ପ୍ରଥମ ରାଜ୍ୟ
ଭୁବନେଶ୍ୱର (ବ୍ୟୁରୋ)/କେନ୍ଦୁଝର (ସ୍ବପ୍ର/ଡି.ଏନ୍.ଏ.)୧୨।୬: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ମିଶନ ସୁବିଦ୍ୟା’ ଆରମ୍ଭ କରାଯାଇଛି। ରାଜ୍ୟର ସମସ୍ତ ଆଦିବାସୀ ହଷ୍ଟେଲରେ ସମାନ ଧରଣର ଭିତ୍ତିଭୂମି, ସୁବିଧା ସୁଯୋଗ ଓ ମାନବ ସମ୍ବଳ ସୃଷ୍ଟି ଏହାର…
ଡିଏଲ୍, ଏଲ୍ଏଲ୍ ସ୍ଲଟ୍ ବୁକିଂ ବାତିଲ: ସେପ୍ଟେମ୍ବର ୩୦ ଯାଏ ଗାଡ଼ି କାଗଜପତ୍ର ବୈଧ
କଟକ ଅଫିସ,୧୨।୬: ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ଓ ଲନର୍ସ ଲାଇସେନ୍ସ (ଏଲଏଲ୍) ଟେଷ୍ଟ ପୁଣି ଥରେ ଅନ୍ୟାଦେଶ ଯାଏ ବାତିଲ ହୋଇଛି। ଗୁରୁବାରଠାରୁ ଡିଏଲ୍ ଟେଷ୍ଟ ନିମନ୍ତେ ସ୍ଲଟ୍ ବୁକିଂ ପାଇଁ ଘୋଷଣା କରାଯାଇଥିଲା। ହେଲେ ‘ସାରଥୀ’ ପୋର୍ଟାଲ୍ରେ ସମସ୍ୟା ଯୋଗୁ…
ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫ ଲକ୍ଷ ଟପିଲା: ୪.୨୦ ଲକ୍ଷରୁ ଅଧିକ ମୃତ
ନୂଆଦିଲ୍ଲୀ,୧୨।୬: ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫ ଲକ୍ଷ ଅତିକ୍ରମ କରିଛି। ଏହି ଭୂତାଣୁ ଯୋଗୁ ଏପର୍ଯ୍ୟନ୍ତ ୪ ଲକ୍ଷ ୨୦ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ବିଶ୍ୱର ୧୮୮ଟି ଦେଶ କରୋନା ଦ୍ୱାରା ପ୍ରଭାବିତ ହୋଇଛନ୍ତି…
ବ୍ରିଟେନକୁ ଟପି ଚତୁର୍ଥ ସ୍ଥାନରେ ଭାରତ
ନୂଆଦିଲ୍ଲୀ, ୧୨ା୬:ମହାମାରୀ କରୋନା ଲୋକଙ୍କ ଜୀବନ ଜୀବିକା ଛଡ଼ାଇ ନେବା ସହ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ବିଶ୍ୱରେ ୭୫ ଲକ୍ଷରୁ ଅଧିକ ଲୋକ ଭୂତାଣୁ ଆକ୍ରାନ୍ତ ହୋଇଥିବା ବେଳେ ଚତୁର୍ଥ ସର୍ବାଧିକ ଆକ୍ରାନ୍ତ ତାଲିକାରେ ଥିବା ଭାରତରେ ଏହି ସଂଖ୍ୟା…
ଆତ୍ମନିର୍ଭର ଭାରତ ନିର୍ମାଣରେ କୋଭିଡ୍ ଏକ ସୁଯୋଗ: ମୋଦି
କୋଲକାତା,୧୨ା୬(ପି.ଟି.):ଆତ୍ମନିର୍ଭର ଭାରତ ନିର୍ମାଣ ଲାଗି କୋଭିଡ୍-୧୯ ସଙ୍କଟକୁ ଏକ ସୁଯୋଗରେ ରୂପାନ୍ତରିତ କରାଯିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଗୁରୁବାର ଭିଡିଓ କନ୍ଫରେନ୍ସ ଜରିଆରେ କୋଲକାତାରେ ଇଣ୍ଡିଆନ ଚାମ୍ବର ଅଫ୍ କମର୍ସ (ଆଇସିସି)ର ୯୫ତମ ବାର୍ଷିକ ଅଧିବେଶନକୁ ସମ୍ବୋଧିତ…
୧୦୦ କୋଟିର ହେରୋଇନ ଜବତ
ନୂଆଦିଲ୍ଲୀ/ଶ୍ରୀନଗର,୧୨ା୬:ପାକିସ୍ତାନ ପ୍ରାୟୋଜିତ ଏକ ବଡ଼ ଧରଣର ନିଶାଦ୍ରବ୍ୟ କାରବାର ର଼୍ୟାକେଟର ପର୍ଦ୍ଦଫାସ୍ କରିଛି ଜମ୍ମୁ-କଶ୍ମୀରର ହଣ୍ଡଓ୍ବାରା ପୋଲିସ। ଏହି ଘଟଣାରେ ସମ୍ପୃକ୍ତ ୩ ଲଶ୍କର-ଇ-ତୋଇବା ଆତଙ୍କବାଦୀ ଗିରଫ ହୋଇଥିବାବେଳେ ସେମାନଙ୍କଠାରୁ ୨୧ କିଲୋଗ୍ରାମ ହେରୋଇନ ଏବଂ ୧.୩୪ କୋଟି ଟଙ୍କା ମୂଲ୍ୟର…
ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଘୋଡ଼ାବେପାର
ଜୟପୁର, ୧୨ା୬:ମଧ୍ୟପ୍ରଦେଶରେ କମଳନାଥ ସରକାର ପରେ ଭାଜପା ଏବେ ରାଜସ୍ଥାନ ସରକାରକୁ ଭାଙ୍ଗିବା ଲାଗି ପ୍ରୟାସ ଜାରି ରଖିଛି। ବିଶେଷକରି ଜୁନ୍ ୧୯ରେ ରାଜ୍ୟ ସଭା ଭୋଟ ପୂର୍ବରୁ ଭାଜପା କଂଗ୍ରେସ ବିଧାୟକଙ୍କୁ ହାତେଇବା ଲାଗି ଘୋଡ଼ାବେପାର ଆରମ୍ଭ କରିଦେଇଥିବା ରାଜସ୍ଥାନ…
ଥମୁନି ସୀମା ବିବାଦ
ନୂଆଦିଲ୍ଲୀ, ୧୨ା୬:ପୂର୍ବ ଲଦାଖ ଅଞ୍ଚଳରେ ଶାନ୍ତି ଫେରାଇ ଆଣିବା ଲାଗି ଭାରତ ଓ ଚାଇନା ଆଲୋଚନା ଟେବୁଲକୁ ଯାଇ ସୈନ୍ୟ ପ୍ରତ୍ୟାହାର କରିଥିଲେ। ସେନା ଅଧିକାରୀସ୍ତରୀୟ ଆଲୋଚନା ମଧ୍ୟ କରାଯାଇ ସୀମାରେ ଶାନ୍ତିରକ୍ଷା ଲାଗି ପଦକ୍ଷେପ ଗ୍ରହଣ କରାଯାଇଥିଲା। ଉଭୟେ ଚାଇନା…
Archives


