Home Left

ରାଜ୍ୟର ସମସ୍ତ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ବାତିଲ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ମହାମାରୀ କରୋନା ସକାଶେ ସମସ୍ତ ୟୁଜି (+୩) ଓ ପିଜି ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଶେଷ ବର୍ଷର ବାକି ଥିବା ସମସ୍ତ ଥିଓରୀ, ପ୍ରାକ୍ଟିକାଲ ପରୀକ୍ଷା ବାତିଲ କରାଯାଇଛି। ଗୁରୁବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ …

ଜୁଲାଇ ୧୭ରୁ ‘ମୁମ୍ବାଇ ସାଗା’ର ଶୁଟିଂ ଆରମ୍ଭ

କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଥିଲା। ଏହାର ପ୍ରଭାବରେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ସମସ୍ତ ଶୁଟିଂ ବନ୍ଦ ରହିଛି। ଏବେ ମହାରାଷ୍ଟ୍ର ସରକାର ଫିଲ୍ମ ଶୁଟିଂ ପାଇଁ ସର୍ତମୂଳକ ଅନୁମତି ଦେଇଛନ୍ତି। ତେବେ ଏହି ଅନୁମତି ମିଳିବା…

ମେ’ ୨୬ରୁ ଜୁନ୍‌ ୧୧ ମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣ ବଢ଼ିଛି: ବାଗ୍‌ଚୀ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା (କୋଭିଡ-୧୯)ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ସଂକ୍ରମିତ ଦେଶ ତାଲିକାରେ ଭାରତ ୫ମ ସ୍ଥାନରେ ପହଞ୍ଚିଲାଣି। ରାଜ୍ୟରେ ଗତ ମେ’ ୨୬ ପରଠାରୁ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ମେ’ ୨୬ରୁ ଜୁନ୍‌ ୧୧…

ମହଙ୍ଗା ପଡିଲା ଅନ୍‌ଲାଇନରେ ଖାଦ୍ୟ ମଗାଇବା: ଭାଇ, ଭଉଣୀଙ୍କ ଆକାଉଣ୍ଟରୁ ୧.୦୩ ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁରରେ ପୁଣି ଥରେ ସାଇବର ଅପରାଧୀ ଗ୍ୟାଙ୍ଗ ସକ୍ରିୟ ହୋଇ ଉଠିଛନ୍ତି। ଅନଲାଇନରେ ଖାଦ୍ୟ ଅର୍ଡର କରି ମଗାଇବା ଜଣେ ଛାତ୍ର ପାଇଁ ଏବେ ମହଙ୍ଗା ପଡିଛି। ଏଥିରେ ତାଙ୍କ ଭଉଣୀ ମଧ୍ୟ ଠକାମୀର ଶିକାର ହୋଇଛନ୍ତି। ଠକ ଗ୍ୟାଙ୍ଗ…

କରୋନା ଭୟ: ସାବୁନରେ ସଫାକଲେ ଧନିଆପତ୍ର

ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍‌ଡାଉନ ଜାରି ହୋଇଛି। ଏହି ସମୟରେ ଲୋକେ ଘରକୁ ଆଣୁଥିବା ଜିନିଷକୁ ସର୍ବପ୍ରଥମେ ସାନିଟାଇଜ କରୁଛନ୍ତି। ଏବେ ଟିକ୍‌ଟକ୍‌ରେ ଏମିତି…

ସତର୍କତାର ସହ ରଜ ପାଳନ କରନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ସଙ୍କଟ ଭିତରେ ରଜ ପର୍ବକୁ ସତର୍କତାର ସହ ପାଳନ କରିବାକୁ ରାଜ୍ୟ ସରକାରଙ୍କ କରୋନା ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ସମଗ୍ର ନାରୀ ଜାତିକୁ ସମ୍ମାନ ଦେବାର ପର୍ବ ରଜ। ଏହି ସମୟରେ…

ଇରାନରୁ ୨୩୩ ଭାରତୀୟଙ୍କୁ ନେଇ ଗୁଜରାଟ ପହଞ୍ଚିଲା ଆଇଏନ୍‌ଏସ୍‌ ଶାର୍ଦ୍ଦୁଳ

ପୋରବନ୍ଦର,୧୧।୬: ଭାରତୀୟ ନୌସେନା ଜାହାଜ ଶାର୍ଦ୍ଦୁଳ ୨୩୩ ଭାରତୀୟଙ୍କୁ ଇରାନର ବନ୍ଦର ଆବାସରୁ ଆଣି ଗୁରୁବାର ଗୁଜରାଟର ପୋରବନ୍ଦରରେ ପହଞ୍ଚିଛି। ବନ୍ଦେ ଭାରତ ମିଶନର ‘ଅପରେଶନ ସମୁଦ୍ର ସେତୁ’ ଜରିଆରେ ବିଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରାଯାଉଛି। ସୂଚନାଯୋଗ୍ୟ, କରୋନା…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧଳାପଥର ଏଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୧ା୭ : ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଧଳାପଥର ଏଏସ୍‌ଆଇ ଅଶୋକ କୁମାର ପଣ୍ଡା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ଘଟଣାରେ ରଫାଦଫା ଲାଗି ସେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିଲେ। ପ୍ରକାଶ…

ଦିଲ୍ଲୀରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୯୮: ନଗର ନିଗମ ନେତାଙ୍କ ଦାବି

ନୂଆଦିଲ୍ଲୀ,୧୧।୬: ଦିଲ୍ଲୀର ୩ ନଗର ନିଗମର ବୈଠକ ପରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ ନଗର ନିଗମର ନେତାମାନେ ଦାବି କରିଥିଲେ କି ରାଜଧାନୀ ଦିଲ୍ଲୀରେ ଏପର୍ଯ୍ୟନ୍ତ କରୋନା ସଂକ୍ରମଣରେ ୨,୦୯୮ ଜଣଙ୍କ ମୃତ୍ୟୁ ହୋଇଛି। କିନ୍ତୁ କୌଣସି…

ଦେଶରେ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ, ୪୯.୨୧ ପ୍ରତିଶତ ରହିଛି ସୁସ୍ଥତା ହାର

ନୂଆଦିଲ୍ଲୀ,୧୧।୬: କରୋନା ସଂକ୍ରମଣକୁ ନେଇ ଏକ ମିଳିତ ଖବରଦାତା ସମ୍ମିଳନୀରେ ଗୁରୁବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନୂଆ ତଥ୍ୟ ପ୍ରଦାନ କରାଯାଇଛି। ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ କହିଛନ୍ତି ଦେଶରେ ଏବେ କରୋନା ସୁସ୍ଥତାର ହାର ୪୯.୨୧ ପ୍ରତିଶତ ରହିଛି।…

ପୁଣିଥରେ ସହଯୋଗର ହାତ ବଢାଇଲେ କ୍ୟାଟ୍ରିନା

ମୁମ୍ବାଇ: ଦେଶରେ ଏବେ କରୋନା ସଂକ୍ରମଣ ମାଡି ଚାଲିଥିବା ବେଳେ ଗୋଟିଏ ଦିନରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଛୁଇଁବାକୁ ବସିଲାଣି। ଏହାକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଯେତିକି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି…

ଅମିତାଭଙ୍କ ସହ ଫଟୋ ଶେୟାର କଲେ ଶତ୍ରୁଘ୍ନ: କହିଲେ, ‘ବନ୍ଧୁତା ଅତୁଟ ରହୁ’

ମୁମ୍ବାଇ: ଅମିତାଭ ବଚ୍ଚନ ଏବଂ ଶତ୍ରୁଘ୍ନ ସିହ୍ନା ବଲିଉଡ୍‌ର ଦୁଇ ଖ୍ୟାତନାମା କଳାକାର। ୭୦ ଦଶକର ଏହି ଦୁଇଜଣଙ୍କ ବନ୍ଧୁତା ଉପରେ ଆଜିପର୍ଯ୍ୟନ୍ତ କାହାର ନଜର ଲାଗିନାହିଁ। ଯଦିଓ ଦୁଇଜଣଙ୍କ ମଧ୍ୟରେ ତୁ ତୁ ମେ ମେ କିଛିଦିନ ଧରି ଚାଲିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri