ସେମିଷ୍ଟାର ପରୀକ୍ଷା ବାତିଲ ଦାବିରେ ଏସ୍ସିଏସ୍ କଲେଜ ଛାତ୍ରୀଛାତ୍ରଙ୍କ ଧାରଣା
ପୁରୀ ଅଫିସ,୧୧।୬: ସେମିଷ୍ଟାର ପରୀକ୍ଷା ବାତିଲ ଦାବିରେ ଗୁରୁବାର ସାମନ୍ତ ଚନ୍ଦ୍ରଶେଖର ସ୍ବୟଂ ଶାସିତ ମହାବିଦ୍ୟାଳୟ(ଏସ୍ସିଏସ୍)ର ଛାତ୍ରୀଛାତ୍ରମାନେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ସମ୍ପ୍ରତି ମହାମାରୀ କରୋନା ପରିପ୍ରେକ୍ଷୀରେ ଆଗକୁ ହେବାକୁ ଥିବା ଷଷ୍ଠ ସେମିଷ୍ଟାର ପରୀକ୍ଷାକୁ ବାତିଲ କରିବା ଲାଗି…
ରାତାରାତି ଲୋନାର ହ୍ରଦ ପାଣିର ରଙ୍ଗ ପାଲଟିଲା ଗୋଲାପି
ଔରଙ୍ଗାବାଦ, ୧୧।୬: ମହାରାଷ୍ଟ୍ର ବୁଲଧାନା ଜିଲାରେ ଥିବା ଲୋନାର ହ୍ରଦର ପାଣିର ରଙ୍ଗ ରାତାରାତି ଗୋଲାପି ରଙ୍ଗ ପାଲଟି ଯାଇଛି। ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହା କିପରି ହେଲା ସେ ନାନା କଳ୍ପାନ ଜଳ୍ପନା ପ୍ରକାଶ…
କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ
ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ କରୋନା ମୁକାବିଲା ଆଳରେ ମହାଦୁର୍ନୀତି ହୋଇଥିବା ନେଇ କଂଗ୍ରେସ ଅଭିଯୋଗ ଆଣିଛି। ଏଭଳି ଅଭିଯୋଗ…
ରଜରେ ଭିଡ ଜମିବା ଆଶଙ୍କା: ଖୋର୍ଦ୍ଧା ବରୁଣେଇ, ମା’ ଉଗ୍ରତାରା ପୀଠରେ ସପ୍ତାହେ ଯାଏ ୧୪୪ ଧାରା ଜାରି
ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନିୟନ୍ତ୍ରଣ ସହ ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ଚଳିତ ବର୍ଷ ରଜ ଉତ୍ସବରେ ଜିଲାର ଦୁଇ ପ୍ରମୁଖ ପର୍ଯ୍ୟଟନସ୍ଥଳୀ…
ଶୁଟିଂ ପାଇଁ ମୁମ୍ବାଇରେ ପହଞ୍ଚିଥିବା କନିକାଙ୍କୁ ଫ୍ଲାଟରେ ଏଣ୍ଟ୍ରି ପାଇଁ ମନାକଲା ସୋସାଇଟି
ମୁମ୍ବାଇ: କରୋନା ଲକ୍ଡାଉନ ଯୋଗୁ ମାର୍ଚ୍ଚ ୨୨ଠାରୁ ସମସ୍ତ ଫିଲ୍ମ ଓ ସିରିୟଲ୍ ଶୁଟିଂ ବନ୍ଦ ରହିଛି। ଫଳରେ କଳାକାରମାନେ ହାତବାନ୍ଧି ଘରେ ବସି ରହିଛନ୍ତି। ନିକଟରେ ନୂଆ ଗାଇଡ୍ଲାଇନ୍ ଅନୁସାରେ ଶୁଟିଂ କରିବାକୁ ସରକାର ଅନୁମତି ଦେଇଛନ୍ତି। ଅନୁମତି ମିଳିବା…
ନିଜ ଦେଶରେ ହେଉଥିବା ବର୍ଣ୍ଣବୈଷମ୍ୟ ପ୍ରଦର୍ଶନକୁ ଭୁଲିଲା ଆମେରିକା: ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କଲା
ଓ୍ବାଶିଂଟନ, ୧୧।୬: ଆମେରିକାର ପରାମର୍ଶ ଦେବା ପଣିଆ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ନିଜ ଦେଶରେ ବର୍ଣ୍ଣବୈଷମ୍ୟ ପ୍ରଦର୍ଶନ ଜାରି ରହିଥିବାବେଳେ ଆମେରିକା ଏହି ସମସ୍ୟାକୁ ଅଣଦେଖା କରି ଭାରତର ଧାର୍ମିକ ସ୍ବାଧୀନତା ନେଇ ଚିନ୍ତା ପ୍ରକାଶ କରିଛି। ରାଷ୍ଟ୍ରପତି…
ପିତାଙ୍କ ବାଓପିକ୍ରେ ନଜର ଆସିବେ ଏହି କ୍ରିକେଟରଙ୍କ ଝିଅ
୧୯୮୩ରେ ଭାରତୀୟ କ୍ରିକେଟ ଟିମ୍ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମ ’୮୩’। ଏହି ଫିଲ୍ମରେ ରଣବୀର ଭାରତୀୟ କ୍ରିକେଟ ଟିମ୍ କ୍ୟାପଟେନ୍ କପିଲ ଦେବଙ୍କ ଭୂମିକାରେ ଅଭିନୟ କରୁଥିଲା ବେଳେ ଦୀପିକା ତାଙ୍କ ପତ୍ନୀ ରୋମି ଦେବଙ୍କୁ ଭୂମିକାରେ…
ଓଡ୍ରାଫ୍, ଏନ୍ଡିଆର୍ଏଫ୍ର ଆଉ ୫୪ କରୋନା ପଜିଟିଭ୍
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଓଡ୍ରାଫ୍ ଓ ଏନ୍ଡିଆର୍ଏଫ୍ ଟିମ୍ର ଆଉ ୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଯବାନମାନେ ରହିଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟରେ ୫୦ ଏନ୍ଡିଆର୍ଏଫ୍ ଯବାନ ଓ ୧୨ ଜଣ ଅଗ୍ନିଶମ…
ପରଲୋକରେ ଶ୍ରୀ ଗଣେଷ ଫେମ୍ ଅଭିନେତା ଜଗେଶ ମୁକାତି
ମୁମ୍ବାଇ,୧୧।୬: ଟେଲି କଳାକାର ତଥା ଶ୍ରୀ ଗଣେଷ ଫେମ୍ ଅଭିନେତା ଜଗେଶ ମୁକାତିଙ୍କ ନିଧନ ହୋଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ ୩-୪ ଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ…
ଶୌଚାଳୟରୁ ମିଳିଲା ନିଖୋଜ ଥିବା କରୋନା ସଂକ୍ରମିତଙ୍କ ମୃତଦେହ
ମୁମ୍ବାଇ,୧୧।୬: କରୋନା ସଂକ୍ରମଣକୁ ନେଇ ମହାରାଷ୍ଟ୍ରର ସ୍ଥିତି ଉଦ୍ବେଗଜନକ ଥିବା ବେଳେ ଗତ ପ୍ରାୟ ଏକ ସପ୍ତାହ ହେବ ଜଣେ କରୋନା ସଂକ୍ରମିତ ୮୨ ବର୍ଷୀୟା ମହିଳା ହସ୍ପିଟାଲରୁ ନିଖୋଜ ହୋଇଯିବା ଖବର ସମସ୍ତଙ୍କୁ ଚମକାଇ ଦେଇଥିଲା। ଏବେ ଉକ୍ତ ମହିଳାଙ୍କ…
ମୟୁରଭଞ୍ଜରେ ୯ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଛୁଇଁଲା
ବାରିପଦା ଅଫିସ୍,୧୧।୬: ମୟୁରଭଞ୍ଜ ଜିଲାରେ ଗୁରୁବାର ୯ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨କୁ ବୃ୍ଦ୍ଧି ପାଇଛି। ଗୋପବନ୍ଧୁନଗର, ବାଙ୍ଗିରିପୋଷି, ଉଦଳା, ବେତନଟୀ, ମୋରଡା ବ୍ଲକରୁ ଜଣେ ଲେଖାଏ ଆକ୍ରାନ୍ତ ହୋଇଥିବାବେଳେ ଆଉ…
କଟକ ସହରରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୧୧ା୬: ଗୁରୁବାର କଟକ ସହରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୨ ଏବଂ ୩୯ ବର୍ଷୀୟ ବ୍ୟକ୍ତି ଦୁଇଜଣ ମୁମ୍ବାଇରୁ ଫେରିଥିବାବେଳେ ୨୮ ବର୍ଷୀୟ ଯୁବକ ଜଣକ କୋଲକାତାରୁ ଫେରିଥିଲେ। ଏମାନେ ଫେରିବା ଦିନରୁ ସଙ୍ଗରୋଧ…
Archives


