Home Left

ପରଲୋକରେ ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତି

ମୁମ୍ବାଇ,୧୧।୬: ଟେଲି କଳାକାର ତଥା ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତିଙ୍କ ନିଧନ ହୋଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ ୩-୪ ଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ…

ଶୌଚାଳୟରୁ ମିଳିଲା ନିଖୋଜ ଥିବା କରୋନା ସଂକ୍ରମିତଙ୍କ ମୃତଦେହ

ମୁମ୍ବାଇ,୧୧।୬: କରୋନା ସଂକ୍ରମଣକୁ ନେଇ ମହାରାଷ୍ଟ୍ରର ସ୍ଥିତି ଉଦ୍‌ବେଗଜନକ ଥିବା ବେଳେ ଗତ ପ୍ରାୟ ଏକ ସପ୍ତାହ ହେବ ଜଣେ କରୋନା ସଂକ୍ରମିତ ୮୨ ବର୍ଷୀୟା ମହିଳା ହସ୍ପିଟାଲରୁ ନିଖୋଜ ହୋଇଯିବା ଖବର ସମସ୍ତଙ୍କୁ ଚମକାଇ ଦେଇଥିଲା। ଏବେ ଉକ୍ତ ମହିଳାଙ୍କ…

ମୟୁରଭଞ୍ଜରେ ୯ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଛୁଇଁଲା

ବାରିପଦା ଅଫିସ୍‌,୧୧।୬: ମୟୁରଭଞ୍ଜ ଜିଲାରେ ଗୁରୁବାର ୯ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨କୁ ବୃ୍‌ଦ୍ଧି ପାଇଛି। ଗୋପବନ୍ଧୁନଗର, ବାଙ୍ଗିରିପୋଷି, ଉଦଳା, ବେତନଟୀ, ମୋରଡା ବ୍ଲକରୁ ଜଣେ ଲେଖାଏ ଆକ୍ରାନ୍ତ ହୋଇଥିବାବେଳେ ଆଉ…

କଟକ ସହରରେ ପୁଣି ୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୧ା୬: ଗୁରୁବାର କଟକ ସହରରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୨ ଏବଂ ୩୯ ବର୍ଷୀୟ ବ୍ୟକ୍ତି ଦୁଇଜଣ ମୁମ୍ବାଇରୁ ଫେରିଥିବାବେଳେ ୨୮ ବର୍ଷୀୟ ଯୁବକ ଜଣକ କୋଲକାତାରୁ ଫେରିଥିଲେ। ଏମାନେ ଫେରିବା ଦିନରୁ ସଙ୍ଗରୋଧ…

ବ୍ରିଜ୍‌ ଉପରୁ ଖସିପଡ଼ିଲା ଟ୍ରାକ୍ଟର

ବଅଁରପାଳ,୧୧।୬: ବଅଁରପାଳ ନାଲାଜ ଥାନା କନ୍ୟାବେଡ଼ ଗାଁ ନିକଟରେ ଥିବା ରେଲଓ୍ବେ ବ୍ରିଜ୍‌ ଉପରୁ ଗୁରୁବାର ଏକ ଟ୍ରାକ୍ଟର ତଳକୁ ଖସିପଡ଼ିଛି। ଫଳରେ ଟ୍ରାକ୍ଟରରେ ଥିବା ଜଣେ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ଏଯାଏଁ ପରିଚୟ ମିଳିପାରିନାହିଁ। ସୂଚନାଯୋଗ୍ୟ,…

ଖ୍ରୀଷ୍ଟୋଫର କଲମ୍ବସ୍‌ଙ୍କ ମୂର୍ତ୍ତି ଭାଙ୍ଗି ଦେଲେ ପ୍ରଦର୍ଶନକାରୀ

ଓ୍ବାଶିଂଟନ, ୧୧।୬: ଆମେରିକାରେ ବର୍ଣ୍ଣବୈଷମ୍ୟ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଏହାର ଫଳ ସ୍ବରୂପ ବୋଷ୍ଟନରେ ଥିବା ଖ୍ରୀଷ୍ଟୋଫର କଲମ୍ବସ୍‌ଙ୍କ ମୂର୍ତ୍ତିର ମୁଣ୍ଡ କେତେକ ପ୍ରଦର୍ଶନକାରୀ କାଟି ନେଇଛନ୍ତି। ସେହିପରି ଡାଉନ୍‌ଟାଉନ୍‌ ମିଆମିରେ ମଧ୍ୟ କଲମ୍ବସଙ୍କର ମୂର୍ତ୍ତିକୁ ଭଙ୍ଗାରୁଜା କରାଯାଇଛି। ଚଳିତ…

ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି ଏହି କ୍ରିକେଟର୍‌

କରୋନା ଯୋଗୁ ଏବେ କ୍ରିକେଟ ସିରିଜ୍‌ ଆୟୋଜନ କରାଯାଉନାହିଁ। ଏହି ସମୟରେ କିଛି ଭାରତୀୟ କ୍ରିକେଟରମାନେ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବାବେଳେ ଆଉ କିଛି କ୍ରିକେଟର ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଛନ୍ତି। ପେସ୍‌ ବୋଲର ମହମ୍ମଦ ଶାମି ରାଜପଥରେ ପ୍ରବାସୀ…

ଜୀବିକା ହରାଇଲେ ବାଜାବାଲା: ସହାୟତା ଦାବି କଲା ଭାଜପା

ବରଗଡ଼ ଅଫିସ,୧୧।୬: କରୋନା ଭାଇରସ୍‌ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଜାରି କରାଯାଇଛି। ଏଥିରେ ବାଜାବାଲା(ବଜନିଆଁ)ମାନେ ନିଜ ଜୀବିକା ହରାଇଛନ୍ତି। ସାଧାରଣତଃ ଅନୁସୂଚିତ ଜାତି ବର୍ଗର ଏହି ଅଣସ୍ବୀକୃତ କଳାକାରମାନେ ବିଭିନ୍ନ ପର୍ବପର୍ବାଣୀଠାରୁ ଆରମ୍ଭ କରି ବିବାହ ଆଦି…

ପୁରୀରୁ ୩ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଲା

ପୁରୀ ଅଫିସ,୧୧ା୬: ପୁରୀରୁ ପୁଣି ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୯୨ ଜଣ ସୁସ୍ଥ ହୋଇଥିବା ବେଳେ ୨୬ ଜଣ ଚିକିତ୍ସାଧୀନ…

ଭିନ୍ନ ଢଙ୍ଗରେ ଲାଲୁଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରୋଧୀ

ପାଟନା,୧୧।୬: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ୭୩ ବର୍ଷରେ ପଦାର୍ପଣ କରିଛନ୍ତି। ଏହାକୁ ନେଇ ଆର୍‌ଜେଡି ପକ୍ଷରୁ ପୋଷ୍ଟର ମାଧ୍ୟମରେ ଲାଲୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନେତା ତଥା କର୍ମୀ। କିନ୍ତୁ ବିରୋଧୀ (ଜେଡିୟୁ)ପୋଷ୍ଟର ମାଧ୍ୟମରେ ଲାଲୁଙ୍କୁ ଟାର୍ଗେଟ…

ମନ୍ଦିରରୁ ଦେବୀଙ୍କ ରୂପା ଛତର ଚୋରି

ବରଗଡ଼ ଅଫିସ,୧୧।୬: ବରଗଡ଼ ସହର ଉପକଣ୍ଠ ସରସରା ପଞ୍ଚାୟତ ଅନ୍ତର୍ଗତ କଟାଟିକ୍ରା ମେଟାକାନୀ ମନ୍ଦିରରୁ ବୁଧବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ଫାଟକରେ ଲାଗିଥିବା ତାଲା ଭାଙ୍ଗି ଦେବୀଙ୍କ ରୂପା ନିର୍ମିତ ଛତର ଚୋରି କରି…

ଦେଶରେ ପ୍ରଥମଥର ଲଞ୍ଚ୍‌ ହେବ ଆଣ୍ଟିଭାଇରସ୍‌ ପୋଷାକ

ଦେଶରେ କରୋନା ଭୂତାଣୁ କାୟା ବିସ୍ତାର କରିଛି। ଏହାକୁ ଦୃଷ୍ଟିରେ ରଖି ଦେଶରେ ପ୍ରଥମ ଥର ପାଇଁ ଆଣ୍ଟିଭାଇରସ ଟେକ୍ସଟାଇଲ ଟେକ୍ନୋଲୋଜିରେ ତିଆରି ପୋଷାକ ଲଞ୍ଚ ହେବାକୁ ପ୍ରସ୍ତୁତ ହେଉଛି। ଜୁନ ଶେଷ ସୁଦ୍ଧା ଏହି ପୋଷାକ ବଜାରକୁ ଆସିବ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri