Home Left

କଦଳୀ କିଣିବା ସମୟରେ ଏସବୁ ଦିଗ ପ୍ରତି ଧ୍ୟାନ ଦେବା ଜରୁରୀ

ପ୍ରତ୍ୟେକ ଋତୁରେ କଦଳୀ ସହଜରେ ମିଳିଥାଏ। ଏହା ସ୍ବାସ୍ଥ୍ୟ ଉପକାରୀ। ଡାକ୍ତର ପ୍ରତିଦିନ କଦଳୀ ଖାଇବାକୁ ପରାମର୍ଶ ଦେଇଥାନ୍ତି। ଏହା ଶରୀରକୁ ତୁରନ୍ତ ଶକ୍ତି ଯୋଗାଇଥାଏ। ତେବେ ଏହି କଦଳୀ କିଣିବା ସମୟରେ ଏସବୁ ଦିଗ ପ୍ରତି ଧ୍ୟାନ ଦେବା ଜରୁରୀ।…

ମହିଳା ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ: ଭାରତ, ଦକ୍ଷିଣ ଆଫ୍ରିକା ସହିତ ଆଲୋଚନା ଚାଲିଛି; ଇସିବି

ଲଣ୍ଡନ,୧୦।୬(ପି.ଟି.): ଚଳିତ ବର୍ଷ ଶେଷ ଆଡକୁ ଏକ ମହିଳା ତ୍ରିରାଷ୍ଟ୍ରୀୟ ସିରିଜ ଆୟୋଜନ କରିବାକୁ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡ ସହ ଆଲୋଚନା ଚାଲିଛି ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ (ଇସିବି) ତରଫରୁ କୁହାଯାଇଛି। ଇଂଲଣ୍ଡ ବିପକ୍ଷରେ…

ଇଞ୍ଜୁରୀ କାରଣରୁ ୨୦୨୧ ଆରମ୍ଭ ପର୍ଯ୍ୟନ୍ତ ଫେଡରର ଖେଳିବେନି

ଲଣ୍ଡନ,୧୦।୬(ଏପି): ଚଳିତ ୨୦୨୦ ବର୍ଷରେ ଆୟୋଜନ ହେବାକୁ ଥିବା ବାକି ଟୁର୍ନାମେଣ୍ଟଗୁଡିକରୁ ବାଦ୍‌ ପଡିଛନ୍ତି ସୁଇଜରଲାଣ୍ଡ ଅଭିଜ୍ଞ ଟେନିସ୍‌ ତାରକା ରୋଜର ଫେଡରର। ଡାହାଣ ଆଣ୍ଠୁରେ ଦେଖାଦେଇଥିବା ଆଘାତ ସମସ୍ୟା ଓ ଅସ୍ତ୍ରୋପଚାରରୁ ସେ ସମ୍ପୂର୍ଣ୍ଣ ଭାବେ ଆରୋଗ୍ୟ ଲାଭ କରିପାରିନାହାନ୍ତି।…

ପୂର୍ବତନ ବିଶ୍ୱ ଚାମ୍ପିୟନ ବକ୍ସର ଜିଭୋଜିକ୍‌ଙ୍କ ଅବସର

କିଏଭ୍‌ ,୧୦।୬ (ଏପି): ପୂର୍ବତନ ବିଶ୍ୱ ଲାଇଟ୍‌ ହେଭିଓ୍ବେଟ୍‌ ବକ୍ସିଂ ଚାମ୍ପିୟନ ଆଲେକଜାଣ୍ଡାର ଜିଭୋଜିକ୍‌ ଅବସର ଘୋଷଣା କରିଛନ୍ତି। ଏ ନେଇ ତାଙ୍କ ମ୍ୟାନେଜର ଏଗିସ୍‌ କ୍ଲିମାସ ବୁଧବାର ସୂଚନା ଦେଇଛନ୍ତି। ଜିଭୋଜିକ୍‌ ୨୦୧୮ ଡିସେମ୍ବରରେ ଡବ୍ଲ୍ୟୁବିସି ଟାଇଟଲ ହାସଲ କରିଥିଲେ।…

ଫ୍ରେଞ୍ଚ୍‌ ପାଇଁ ୟୁଏସ୍‌ ଓପନ ନ ଖେଳିବାକୁ ଜୋକୋଭିଚ୍‌ ଚିନ୍ତା କରୁଛନ୍ତି

ବେଲଗ୍ରେଡ,୧୦।୬(ଏ.ପି.): ଅଭିଜ୍ଞ ସର୍ବିୟା ଟେନିସ ତାରକା ନୋଭାକ ଜୋକୋଭିଚ୍‌ ବର୍ଷର ଚତୁର୍ଥ ତଥା ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନ ନ ଖେଳିବାକୁ ଚିନ୍ତା କରୁଛନ୍ତି। ଯଦି ୟୁଏସ୍‌ ଓପନ ଆୟୋଜନ ହୁଏ ତେବେ ସେ ଫ୍ରେଞ୍ଚ୍‌ ଓପନ ଖେଳିବାକୁ ଅଧିକ…

ବ୍ୟାୟାମ କରିବାକୁ ବାହାରି ଟ୍ରୋଲ୍‌ ହେଲେ ମଲ୍ଲିକା

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ବଲିଉଡ୍‌ ଷ୍ଟାରମାନେ ସାଧାରଣ ଲୋକଙ୍କ ପରି ଘରେ ସମୟ ବିତାଉଥିଲେ। ଯଦିଓ ଦେଶରୁ କରୋନା ହଟିନାହିଁ ତଥାପି ସରକାର ଲକ୍‌ଡାଉନ୍‌ ହଟାଇ ଦେଇଛନ୍ତି। ଏହା ପରେ ମୁମ୍ବାଇ ରାସ୍ତାରେ ବ୍ୟାୟାମ କରିବାକୁ ବାହାରି ପଡ଼ିଛନ୍ତି ସେଲିବ୍ରିଟିମାନେ।…

ସଞ୍ଜିତାଙ୍କ ଉପରୁ ଡୋପିଂ ମାମଲା ପ୍ରତ୍ୟାହୃତ

ନୂଆଦିଲ୍ଲୀ,୧୦।୬(ପି.ଟି.): ଭାରତୀୟ ମହିଳା ଭାରୋତ୍ତୋଳିକା ସଞ୍ଜିତା ଚାନୁଙ୍କ ଉପରେ ଲାଗୁ କରାଯାଇଥିବା ଡୋପିଂ ମାମଲା ପ୍ରତ୍ୟାହାର କରାଯାଇଛି। ଅନ୍ତର୍ଜାତୀୟ ଓ୍ବେଟ ଲିଫ୍ଟିଂ ଫେଡେରେଶନ (ଆଇଡବ୍ଲ୍ୟଏଫ୍‌) ତାଙ୍କ ସବୁ ମାମଲା ପ୍ରତ୍ୟାହାର କରିଛି। ତାଙ୍କ ନମୁନାରେ ଏକ ରୂପତା ନ ଥିଲା। ଅର୍ଥାତ୍‌…

ଦିଲ୍ଲୀରେ ବିଏସ୍‌ଏଫ୍‌ ଯବାନଙ୍କ କରୋନାରେ ମୃତ୍ୟୁ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ସଙ୍କଟ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ଦେଶବ୍ୟାପି ଲକ୍‌ଡାଉନ ଜାରି ରହିଥିଲେ ମଧ୍ୟ ସଂକ୍ରମଣ ଥମିବାର ନାଁ ନେଉନି। ଏହା କବଳରୁ ଆଗଧାଡ଼ିର ଥିବା ଯୋଦ୍ଧାମାନେ ମଧ୍ୟ ବର୍ତ୍ତିପାରୁନାହାନ୍ତି।…

ବାଗଜାନ ଗ୍ୟାସ କୂଅ ଅଗ୍ନିକାଣ୍ଡ ଘଟଣାରେ ୨ଅଗ୍ନିଶମ କର୍ମଚାରୀ ମୃତ

ଗୁଆହାଟି,୧୦।୬: ଆସାମ ତିନିସୁକିଆ ଜିଲାର ବାଗଜାନ ସ୍ଥିତ ତୈଳ କୂଅରେ ଘଟିଥିବା ଅଗ୍ନିକାଣ୍ଡ ଦିନକୁ ଦିନ ସାଂଘାତିକ ହେବାରେ ଲାଗିଛି। ଅଏଲ୍‌ ଇଣ୍ଡିଆ କମ୍ପାନୀର ବାଗଜାନ ଗ୍ୟାସ କୂଅରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ପାଇଁ ପ୍ରାୟ ୪ ସପ୍ତାହରୁ ଊର୍ଦ୍ଧ୍ୱ…

ଆଲିଆଙ୍କ ପ୍ରିୟ ଖାଦ୍ୟ: ଏଥିରେ ରହିଛି ଏସବୁ ଉପକାରୀ ଗୁଣ

ବଲିଉଡ୍‌ର କୌଣସି ତାରକା ଯଦି କୁହନ୍ତି, ତାଙ୍କର ପ୍ରିୟ ଖାଦ୍ୟ ଦହି ଭାତ ତେବେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚିତ। ମାତ୍ର ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଦହି ଭାତ ଅଧିକ ପସନ୍ଦ। ସେ ଦିନରେ ଯେତେ ଥର ହେଉନା କାହିଁକି ଏହାକୁ ଖାଇବାକୁ…

କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢ଼ାଉ: ୭ ଜୁଆଡ଼ି ଗିରଫ: ୯୫ ହଜାର ୪୮୫ ଟଙ୍କା ଜବତ

କଣ୍ଟାବାଞ୍ଜି,୧୦।୬(ଡି.ଏନ୍‌.ଏ.): ବଲାଙ୍ଗୀର ପୋଲିସ ଅଧୀକ୍ଷକ ସନ୍ଦିପ ସମ୍ପଦ ମଡକରଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ରାତିରେ କଣ୍ଟାବାଞ୍ଜିର ଏକ ଜୁଆ ଆଡ୍ଡାରେ ପୋଲିସ ଅଚାନକ ଚଢ଼ାଉ କରିଥିଲା। ଏଥିରେ ୭ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହିତ ୭ଟି ମୋବାଇଲ ଫୋନ୍‌, ନଗଦ ୯୫,୪୮୫…

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୫ଆତଙ୍କବାଦୀ

ଶ୍ରୀନଗର,୧୦।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଉ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri