ସାତ ଜନ୍ମର କଥା ଦେଇ, କେଇ ମାସରେ ଅଲଗା ହୋଇଯାଇଥିଲେ ଏସବୁ କଳାକାର ଦମ୍ପତି
ବମ୍ବେ: କଥା ଥିଲା ସାତ ଜନ୍ମର। ହେଲେ କିଛି ଦିନରେ ହିଁ ଭାଙ୍ଗିଗଲା ସମ୍ପର୍କ। ନିକଟରେ ବୋଲ୍ଡ ଅଭିନେତ୍ରୀ ପୁନମ୍ ପାଣ୍ଡେ ମାତ୍ର ଚଉଦ ଦିନ ପରେ ନିଜ ବିବାହ ଭାଙ୍ଗିବାକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ସ୍ବାମୀ ସାମ୍ ବମ୍ବେ ମାରପିଟ୍…
ଧୋନୀଙ୍କ ଉପରେ ବର୍ଷିଲେ ଗମ୍ଭୀର
ଆଇପିଏଲର ସବୁଠୁ ସଫଳ ଟିମ୍ ମଧ୍ୟରେ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ ଚଳିତ ସିଜିନ ବିଜୟ ଅଭିଯାନରୁ ଆରମ୍ଭ କରିଛି। କିନ୍ତୁ ଚେନ୍ନାଇ ସୁପର କିଙ୍ଗସ ଦ୍ୱିତୀୟ ମ୍ୟାଚ୍ରେ ପରାଜୟର ସାମ୍ନା କରିଛି। ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରାଜସ୍ଥାନ ରୟାଲ୍ସ…
ଟଳିଲା ବିପଦ: ସ୍କୁଲ ବସ୍ ଆକାରର ଜଳନ୍ତା ଗ୍ରହାଣୁ ପିଣ୍ଡ ପୃଥିବୀକୁ କଲା ଅତିକ୍ରମ
ଓ୍ବାଶିଂଟନ, ୨୪।୯: ସ୍କୁଲ ବସ୍ ଆକାର ଏକ ଜଳନ୍ତା ଗ୍ରହାଣୁ ପିଣ୍ଡ ପୃଥିବୀକୁ ଗୁରୁବାର ମଧ୍ୟାହ୍ନରେ ଅତିକ୍ରମ କରିଛି। ନାସା ପକ୍ଷରୁ କୁହାଯାଇଛି ଯେ, ଗ୍ରହାଣୁ ପିଣ୍ଡଟି ପୃଥିବୀଠାରୁ ୨୨ ହଜାର କିଲୋମିଟର ଦୂରରେ ପ୍ରଶାନ୍ତ ମହାସାଗର ଉପରେ ମହାକାଶରେ ଅତିକ୍ରମ…
ଖଳନାୟକ ହେବାକୁ ସମୟ ଲାଗେ ନାହିଁ, କାହିଁକି ଏମିତି କହିଲେ କ୍ରିକେଟର
କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ରୋମାଞ୍ଚକର ବିଜୟ ଆଣିଥିବା ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମାର୍କସ ଷ୍ଟୋନିସ କହିଛନ୍ତି ଯେ ବିଗ ବାଶ୍ ଲିଗ(ବିବିଏଲ୍) ଯୋଗୁ ସେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଭଲ ପ୍ରଦର୍ଶନ କରୁଛନ୍ତି। କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷ…
ରିଲ୍ ହେଉ କି ରିୟଲ ଐଶ୍ଙ୍କୁ ଆଜି ବି କପି କରନ୍ତି ଲୋକେ, ଜାଣନ୍ତୁ କାହିଁକି
ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଯାହା ବି ପିନ୍ଧନ୍ତି ଖୁବ୍ ସୁନ୍ଦର ଦେଖାଯା’ନ୍ତି। ସବୁଠୁ ଆକର୍ଷଣୀୟା ଦେଖାଯାଉଥିଲେ ତାଙ୍କ ବିବାହ ସମୟରେ। ଏପରିକି ଏହି ସମୟରେ ତାଙ୍କୁ ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ଲାଗିଥିଲା। ରିଲ୍ରେ ହେଉ କି…
ପୁଣି ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୫…
ମାତ୍ର ୧୨ ବର୍ଷରେ ଅଲିମ୍ପିକ୍ସରେ ଭାଗ ନେଇଥିଲେ ଏହି ଭାରତୀୟ ମହିଳା, ଡୁଡୁଲ ଜଣାଇଲା ସମ୍ମାନ
ଭାରତୀୟ ସନ୍ତରଣକାରୀ ଆରତି ଶାହାଙ୍କ ୮୦ତମ ଜନ୍ମ ବାର୍ଷିକୀରେ ଗୁଗୁଲ ଏକ ଡୁଡଲ କରି ତାଙ୍କୁ ମନେପକାଇଛି। ଶାହା ସେପ୍ଟେମ୍ବର ୨୪, ୧୯୪୦ରେ କୋଲକାତାରେ ଜନ୍ମଗ୍ରହଣ କରିଥିଲେ। ସେ ହୁଗୁଳି ନଦୀ କୂଳରେ ପହଁରିବା ଶିଖିଥିଲେ। ପରେ ସେ ଭାରତର ଅନ୍ୟତମ…
୫୦ ପ୍ରତିଶତ ମୂଳ ଭାରତୀୟଙ୍କ ଭୋଟ ଟ୍ରମ୍ପ୍ଙ୍କ ଖାତାକୁ ଯିବ: ସର୍ଭେ
ଓ୍ବାଶିଂଟନ, ୨୪।୯: ନଭେମ୍ବର ୩ରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏଥିରେ ୫୦ ପ୍ରତିଶତ ମୂଳ ଭାରତୀୟଙ୍କ ଭୋଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଖାତାକୁ ଯିବାର ସମ୍ଭାବନା ରହିଛି। ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ଟ୍ରମ୍ପଙ୍କ…
କୃଷକ ସଙ୍ଗଠନ ଆନ୍ଦୋଳନରେ ସାମିଲ ହେବ କଂଗ୍ରେସ
ଭୁବନେଶ୍ୱର,୨୪।୯(ବ୍ୟୁରୋ):ପାର୍ଲାମେଣ୍ଟରେ ଅଗଣତାନ୍ତ୍ରିକ ଉପାୟରେ କେନ୍ଦ୍ର ସରକାର ପାରିତ କରିଥିବା ୩ଟି କୃଷି ବିଧେୟକକୁ ନେଇ ସାରା ଭାରତରେ କୃଷକମାନଙ୍କ ପ୍ରତିବାଦ ଓ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। କୃଷକ ଓ ଭାଗଚାଷୀଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ଅଖିଳ ଭାରତ କଂଗ୍ରେସ…
ଗଞ୍ଜାମ ସହରକୁ କରୋନା ମୁକ୍ତ ପାଇଁ ଶପଥ
ଗଞ୍ଜାମ,୨୪।(ଡି.ଏନ.ଏ.): ଗଞ୍ଜାମ ସହରରୁ ସମ୍ପୂର୍ଣ୍ଣ କରୋନା ମୁକ୍ତ ନିମନ୍ତେ ତହସିଲଦାର ଅବନୀ କୁମାର ସାହୁଙ୍କ ନେତୃତ୍ୱରେ ଗୁରୁବାର ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲି ଜୟଶ୍ରୀ ଛକରୁ ବାହାରି ସାନ ବଜାର ପର୍ଯ୍ୟନ୍ତ ଯାଇଥିଲା। ବ୍ୟବସାୟୀମାନଙ୍କୁ କୋଭିଡ ନିୟମ…
ଅକ୍ଟୋବର ୯ରେ ଜମି ଅଧିଗ୍ରହଣ ଜନଶୁଣାଣି
ପୁରୀ ଅଫିସ, ୨୪।୯:ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତୀକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ୍ ଏକ ଚିଠା ସାମାଜିକ ପ୍ରଭାବ ବିବରଣୀ ପ୍ରସ୍ତୁତ କରିଛନ୍ତି।…
ସିଆର୍ପିଏଫ୍ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର, ୨୪।୯: ସିଆର୍ପିଏଫ୍ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଗୁରୁବାର ସକାଳେ କାଶ୍ମୀରର ବୁଦଗାଓଁ ଜିଲାର ଚାଦୋରା ଅଞ୍ଚଳରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍ ହୋଇଛନ୍ତି। ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା…

