Home Left

କ୍ୱାରାଣ୍ଟାଇନ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଜୀବନ ଗଲା

ଭଦ୍ରକ ଅଫିସ, ୧୦।୬: ଭଦ୍ରକ ଜିଲା ଭଦ୍ରକ ବ୍ଲକ କୋର୍କୋରା ଗ୍ରାମ କ୍ୱାରାଣ୍ଟାଇନ ସେଣ୍ଟରରେ ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ରାଧାଶ୍ୟାମ ପାଣି। ମଙ୍ଗଳବାର ରାତିରେ ରାଧାଶ୍ୟାମ କାର ଯୋଗେ କୋଲକାତାରୁ ଫେରିଥିଲେ।…

ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍‌କା

ପୋର୍ଟବ୍ଲେୟାର,୧୦।୬: ବୁଧବାର ସକାଳେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ଉତ୍ତର-ପୂର୍ବରେ ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ରେ ଆକଳନ କରାଯାଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ଆଣ୍ଡାମାନ ଏବଂ ନିକୋବରର ଦିଗ୍‌ଲିପୁର ଠାରୁ ୧୧୦ କିଲୋମିଟର…

ଦଶମ ଶ୍ରେଣୀରେ ସମସ୍ତେ ପାସ୍‌

ଚେନ୍ନାଇ, ୧୦ା୬: ତାମିଲନାଡ଼ୁରେ ଦଶମ ବୋର୍ଡ ପରୀକ୍ଷାକୁ ମଙ୍ଗଳବାର ବାତିଲ କରାଯାଇଛି। ଜୁନ୍‌ ୧୫ରୁ ଏହି ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। ମୁଖ୍ୟମନ୍ତ୍ରୀ ଇ. କେ. ପାଲାନିସାମି ମହାମାରୀ କରୋନା ଯୋଗୁ ବୋର୍ଡ ପରୀକ୍ଷା ବାତିଲ ସହ ସମସ୍ତ ଛାତ୍ରୀଛାତ୍ର ପାସ୍‌…

ଉତ୍ତର କୋରିଆରେ ଭୟଙ୍କର ଖାଦ୍ୟ ସଙ୍କଟ

ଜେନିଭା, ୧୦ା୬: ଉତ୍ତର କୋରିଆରେ ଭୟଙ୍କର ଖାଦ୍ୟ ସଙ୍କଟ ଦେଖିବାକୁ ମିଳିଛି। ଦେଶର ୪୦% ଅର୍ଥାତ୍‌ ୧୦ ନିୟୁତ ଲୋକ ଠିକ୍‌ ଭାବେ ଖାଇବାକୁ ପାଉନାହାନ୍ତି ବୋଲି ଜାତିସଂଘ ମାନବାଧିକାର ବିଶେଷଜ୍ଞ ଥୋମାସ୍‌ ଓଜେଆ କ୍ୱିଣ୍ଟାନା ମଙ୍ଗଳବାର ପ୍ରକାଶ କରିଛନ୍ତି। ସେଠାରେ…

୫୦ ଜିଲାକୁ ପଠାଗଲା କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ, ୧୦ା୬: ମହାମାରୀ କରୋନା କାୟାବିସ୍ତାର କରିଚାଲିଛି। ସବୁଠାରୁ ସମ୍ବେଦନଶୀଳ ଅଞ୍ଚଳରେ ଏହାର ମୁକାବିଲା କରିବା ଲାଗି ମଙ୍ଗଳବାର ୧୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୫୦ ଜିଲାକୁ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ୍‌ ପଠାଯାଇଛି। ଏହି ଟିମ୍‌ ସ୍ଥାନୀୟ ପ୍ରଶାସନକୁ ସହଯୋଗ…

୪୮ ଘଣ୍ଟା ଲାଗି ୩ ଗ୍ରାମ ଶଟ୍‌ଡାଉନ

ଜଟଣୀ,୧୦ା୬(ଡି.ଏନ୍‌.ଏ.): ଜଟଣୀ ବ୍ଲକ ଅଞ୍ଚଳରେ ଜଣେ ଦୋକାନୀ କରୋନା ସଂକ୍ରମିତ ହେବା ପରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳକୁ ଶଟ୍‌ଡାଉନ୍‌ ଓ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଚିହ୍ନଟ ବ୍ୟକ୍ତିଙ୍କ ଘର ଏହି ବ୍ଲକ ପଦନପୁର ପଞ୍ଚାୟତର ବଡ଼ତୋଟା ଗ୍ରାମରେ ହୋଇଥିବାବେଳେ…

ଶାହା-ମମତା ବାକ୍‌ଯୁଦ୍ଧ

କୋଲକାତା, ୧୦ା୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକାଣ୍ଡକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। ଶାହା ମଙ୍ଗଳବାର ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ସେ…

ଦାଦନଙ୍କ ଉପରୁ ମାମଲା ହଟାଅ

ନୂଆଦିଲ୍ଲୀ,୧୦ା୬: ଦାଦନ ଶ୍ରମିକଙ୍କ ବିରୋଧରେ ଲକ୍‌ଡାଉନ୍‌ ଉଲ୍ଲଂଘନ ଅଭିଯୋଗରେ ଦାଏର ହୋଇଥିବା ମାମଲାଗୁଡ଼ିକୁ କେନ୍ଦ୍ର ଓ ରାଜ୍ୟ ସରକାରମାନେ ପ୍ରତ୍ୟାହାର କରନ୍ତୁ। ପୋଲିସ ସେମାନଙ୍କ ସହ ମାନବୀୟ ବ୍ୟବହାର କରୁ। ପ୍ରବାସୀମାନଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ଘରେ ପହଞ୍ଚାଇବା ବ୍ୟବସ୍ଥା…

ଜେଲରେ ବ୍ୟାପୁଛି କରୋନା

କଟକ ଅଫିସ,୧୦ା୬: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପିରିକି ଜେଲ୍‌ରେ ମଧ୍ୟ ସଂକ୍ରମଣ ବ୍ୟାପୁଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ୨ ଓ ରାଉରକେଲା ଉପ କାରାଗାରରେ ୬ ଜଣ ବିଚାରାଧୀନ କଏଦୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଗୋଷ୍ଠୀ ସଂକ୍ରମଣକୁ ଦୃଷ୍ଟିରେ…

ପିଭିଟିଜିରେ ଅନ୍ତର୍ଭୁକ୍ତ ହେଲା ରାଜ୍ୟର ୮୮୮ ଗାଁ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚିହ୍ନଟ ହୋଇଥିବା ମାଇକ୍ରୋ ପ୍ରୋଜେକ୍ଟ ଅଞ୍ଚଳର ୮୮୮ଟି ଗ୍ରାମକୁ ନୂତନ ପିଭିଟିଜି (ଦୁର୍ବଳ ତଥା ଅନୁନ୍ନତ ଶ୍ରେଣୀର ଜନଜାତି ଗୋଷ୍ଠୀ) ଗ୍ରାମଭାବେ ରାଜ୍ୟ ସରକାର ସ୍ବୀକୃତି ଦେଇଛନ୍ତି। ଏହାସହ ପ୍ରାଚୀନ ଜନଜାତିଙ୍କ ସର୍ବାଙ୍ଗୀନ ବିକାଶ ନିମନ୍ତେ ଢେଙ୍କାନାଳ, ଯାଜପୁର ଓ…

ନେତା, ନିବେଶକଙ୍କ ଉପରେ ଗୁପ୍ତଚରଗିରି

ଲଣ୍ଡନ/ଓ୍ବାଶିଂଟନ,୧୦ା୬: ଭାରତର ଏକ ଅଳ୍ପ ଜଣାଶୁଣା ଆଇଟି ଫାର୍ମ ନିଜ କ୍ଲାଏଣ୍ଟମାନଙ୍କୁ ୧୦,୦୦୦ରୁ ଊର୍ଦ୍ଧ୍ୱ ଇମେଲ୍‌ ଆକାଉଣ୍ଟ ଉପରେ ୭ ବର୍ଷରୁ ଅଧିକ ସମୟ ଧରି ସାହାଯ୍ୟ କରିବା ପାଇଁ ହ୍ୟାକିଂ ସେବା ପ୍ରଦାନ କରିଥିଲା। ନୂଆଦିଲ୍ଲୀର ବେଲ୍‌ଟ୍ରୋକ୍ସ ଇନ୍‌ଫୋଟେକ୍‌ ସର୍ଭିସ…

ସପ୍ତାହକୁ ୫ଦିନ ଶଟ୍‌ଡାଉନ୍‌ ଖବର ଗୁଜବ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ରାଜ୍ୟର ୧୧ଟି ଜିଲାରେ ସପ୍ତାହକୁ ୫ଦିନ ଶଟ୍‌ଡାଉନ ହେବା ନେଇ ଏକ ଖବର ଚାରିଆଡ଼େ ବ୍ୟାପିବାରେ ଲାଗିଛି। କିନ୍ତୁ ଏହି ଖବର ଗୁଜବ ବୋଲି ଏସ୍‌ଆର୍‌ସି ପ୍ରଦୀପ ଜେନା ସ୍ପଷ୍ଟ କରିଛନ୍ତି। ପୂର୍ବରୁ ଯେଉଁ ନିୟମ ରହିଥିଲା, ତାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri