Home Left

ଆଜି ସ୍ବାସ୍ଥ୍ୟକର୍ମୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହିତ ବୈଷୟିକ କର୍ମଶାଳାରେ ଯୋଗଦେଇ ସମ୍ବୋଧିତ କରିବେ। ଏହି କର୍ମଶାଳାରେ କୋଭିଡ୍‌-୧୯ ପରିଚାଳନାରେ ନିୟୋଜିତ ସ୍ବାସ୍ଥ୍ୟ କର୍ମଚାରୀଙ୍କ ପାଇଁ ଅଧିକ ସୁରକ୍ଷା ବ୍ୟବସ୍ଥା…

ଓଡ଼ିଶା ଫେରିବେ ବିଜୟ ମହାନ୍ତି

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଓଡ଼ିଶା ଫେରିବେ। ସମ୍ପୂର୍ଣ୍ଣଭାବେ ସୁସ୍ଥ ହୋଇ ନ ଥିଲେ ମଧ୍ୟ ସେ ନିଜ ଜନ୍ମମାଟିକୁ ଆସିବାକୁ ଚାହୁଁଛନ୍ତି। ତେଣୁ ଭୁବନେଶ୍ୱର ଏମ୍‌ପି…

ସଙ୍କଟରେ ଶତାଧିକ କରୋନା ଯୋଦ୍ଧା

ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ କରୋନାକୁ ହଟାଇବା ପାଇଁ ଚାଲିଛି ଲମ୍ବା ଲଢ଼େଇ। ଏହି ଲଢ଼େଇରେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ନର୍ସ, ପୋଲିସ, ଯବାନଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀ। ସବୁକିଛି ଭୁଲି ସେମାନେ ରାଜ୍ୟ ତଥା ରାଜ୍ୟବାସୀଙ୍କୁ କରୋନା…

ରଥଯାତ୍ରା ବାତିଲ ପାଇଁ ଜନସ୍ବାର୍ଥ ମାମଲା: ‘ସ୍ଥିତି ଦେଖି ନିଷ୍ପତ୍ତି ନିଅନ୍ତୁ ସରକାର’

କଟକ ଅଫିସ,୧୦ା୬: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଚଳିତ ବର୍ଷ ରଥଯାତ୍ରା ସ୍ଥଗିତ ରଖିବାକୁ ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାର ମଙ୍ଗଳବାର ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ବିଚାରପତି ଜଷ୍ଟିସ ବିଶ୍ୱଜିତ ମହାନ୍ତିଙ୍କୁ ନେଇ ଗଠିତ…

ତୃତୀୟ ଦିନ ପାଇଁ ବଢ଼ିଲା ପେଟ୍ରୋଲ,ଡିଜେଲ ଦର

ନୂଆଦିଲ୍ଲୀ,୧୦।୬: ଲଗାତର ତୃତୀୟ ଦିନ ପାଇଁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ଆସିଛି। ମଙ୍ଗଳବାର ପେଟ୍ରୋଲର ଲିଟର ପିଛା ଦର ୫୪ ପଇସା ବଢିଥିବା ବେଳେ ଡିଜେଲର ଲିଟର ପିଛା ଦର ୫୮ ପଇସା ବୃଦ୍ଧି ଘଟିଥିବା ଜଣାପଡିଛି। ନୂଆଦିଲ୍ଲୀରେ…

୧୦ ବର୍ଷ ତଳକୁ ଖସିଲା ଟିକସ-ଜିଡିପି ଅନୁପାତ

ନୂଆଦିଲ୍ଲୀ,୧୦।୬: ଆର୍ଥିକ ବର୍ଷ ୨୦୧୯-୨୦ରେ ଦେଶର ଟିକସ ଜିଡିପି ଅନୁମାତ ୧୦ ବର୍ଷ ନିମ୍ନକୁ ଖସିଯାଇଛି। ଏହି ସମୟରେ ଏହା ୯.୮୮% ସ୍ତରକୁ ଖସିଥିବା ଜଣାପଡିଛି। ସୀମା ଶୁଳ୍କ ଏବଂ କର୍ପୋରେଶନ ଟିକସ ଆଦାୟ କମିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି।…

ମୁମ୍ବାଇରେ ଜୀବନଯାପନ ସବୁଠୁ ମହଙ୍ଗା

ନୂଆଦିଲ୍ଲୀ,୧୦।୬: ଦେଶର ଆର୍ଥତ୍କ ରାଜଧାନୀ କୁହାଯାଉଥିବା ମୁମ୍ବାଇ ସହରରେ ଜୀବନଯାପନ କରିବା ସବୁଠାରୁ ମହଙ୍ଗା। ନିକଟରେ ହୋଇଥିବା ମରସର୍ସ ୨୦୨୦ କଷ୍ଟ ଅଫ୍‌ ଲିଭିଂ ୨୦୨୦ ସର୍ଭେରୁ ଏହା ସାମ୍ନାକୁ ଆସିଛି। ବିଶ୍ୱର ସବୁଠୁ ବ୍ୟୟ ବହୁଳ ସହର ମଧ୍ୟରେ ମୁମ୍ବାଇ…

ଡେବ୍ୟୁ ମ୍ୟାଚରେ ମାରିଥିଲେ ଶତକ, ଏବେ ଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି ଏହି ଖେଳାଳି

କ୍ରିକେଟ ପଡିଆରେ ଦିନେ ମ୍ୟାକଗ୍ରାଥ, ବ୍ରେଟ ଲିଙ୍କ ଭଳି ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିଥିବା ଖେଳାଳି ଏବେ ଶ୍ରମିକ ଭାବେ କାର୍ଯ୍ୟ କରୁଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସେ ହେଉଛନ୍ତି ନ୍ୟୁଜିଲାଣ୍ଡର ପୂର୍ବତନ ଓପନର୍‌ ଲୁ ଭିନସେଣ୍ଟ। ନ୍ୟୁଜିଲାଣ୍ଡ…

ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା, ବରଗଡ଼ରେ ବିରୋଧ

ବରଗଡ଼ ଅଫିସ୍‌,୯।୬- ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ବିରୋଧ କରିଛି। ଏହିକ୍ରମରେ ମଙ୍ଗଳବାର ବରଗଡ଼ ଗାନ୍ଧୀଛକରେ କୋସଲ ରାଜ୍ୟ…

ଟେଷ୍ଟ କ୍ରିକେଟରେ ୫ ଦିନ ବ୍ୟାଟିଂ କରିଛନ୍ତି ଏହି ୫ କ୍ରିକେଟର

ଟେଷ୍ଟ କ୍ରିକେଟ ଧୈର୍ଯ୍ୟର ଖେଳ। ପଡିଆରେ ସେଟ୍‌ ହୋଇ ଖେଳିବାକୁ ଜଣେ ବ୍ୟାଟ୍ସମ୍ୟାନ ପାଖରେ ପର୍ଯ୍ୟାପ୍ତ ସମୟ ଥାଏ। ୧୪୩ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ କେବଳ ୧୦ ଜଣ ବ୍ୟାଟ୍ସମ୍ୟାନ ଅଛନ୍ତି, ଯେଉଁମାନେ ଟେଷ୍ଟ ମ୍ୟାଚର ସମସ୍ତ ପାଞ୍ଚ ଦିନ…

ଟ୍ରାକ୍ଟର ଓଲଟି ଚାଳକ ମୃତ, ୬ ଗୁରୁତର

ଆର.ଉଦୟଗିରି,୯ା୬(ଡି.ଏନ.ଏ)- ରାମଗିରି ଥାନା ନିକଟସ୍ଥ ରାଇଗଡ଼ା ବ୍ଲକ ବୋଲଡ଼ାଗୁମା ଛକ ନିକଟରେ ମଙ୍ଗଳବାର ଏକ ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ବାଲିଡ଼ି ଗ୍ରାମର ମଣ୍ଟୁ ପ୍ରଧାନ। ବଡ଼ପୁତାର ଗ୍ରାମରୁ ବିଦ୍ୟୁତ ପୋଲ୍‌…

କ୍ରିକେଟରେ ଡକଓ୍ବର୍ଥ ଲୁଇସ୍‌ ନିୟମ କେବଠୁ ହୋଇଥିଲା ଆରମ୍ଭ

ବର୍ଷା ପ୍ରଭାବିତ ଏକଦିବସୀୟ ଏବଂ ଟି-୨୦ ମ୍ୟାଚ୍‌ରେ ଫଳାଫଳ ବାହାର କରିବା ପାଇଁ ଏକ ନିୟମ ବ୍ୟବହାର କରାଯାଏ। ଏହାକୁ ଡକଓ୍ବର୍ଥ ଲୁଇସ୍‌ ନିୟମ କୁହାଯାଏ। ତେବେ ଏହି ନିୟମ କେବେ ଏବଂ କାହିଁକି ବାହାର କରାଯାଏ ତାହା ଜାଣନ୍ତି କି?…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri