କ୍ରିକେଟରେ ଡକଓ୍ବର୍ଥ ଲୁଇସ୍ ନିୟମ କେବଠୁ ହୋଇଥିଲା ଆରମ୍ଭ
ବର୍ଷା ପ୍ରଭାବିତ ଏକଦିବସୀୟ ଏବଂ ଟି-୨୦ ମ୍ୟାଚ୍ରେ ଫଳାଫଳ ବାହାର କରିବା ପାଇଁ ଏକ ନିୟମ ବ୍ୟବହାର କରାଯାଏ। ଏହାକୁ ଡକଓ୍ବର୍ଥ ଲୁଇସ୍ ନିୟମ କୁହାଯାଏ। ତେବେ ଏହି ନିୟମ କେବେ ଏବଂ କାହିଁକି ବାହାର କରାଯାଏ ତାହା ଜାଣନ୍ତି କି?…
ନିଜ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖିଲେ ସରପଞ୍ଚ ମାଆ
କୋକସରା,୯।୬(ଡି.ଏନ.ଏ.)-ଦିଲ୍ଲୀର ଏକ କମ୍ପାନୀରେ ଚାକିରୀ କରୁଥିବା ପୁଅ ଗାଁକୁ ଫେରିଥିଲେ । ହେଲେ କରେନା କଟକଣାକୁ ପାଳନ କରୁଥିବା ତାଙ୍କ ସରପଞ୍ଚ ମାଆ ପୁଅକୁ କ୍ୱାରାଣ୍ଟାଇନ ସେଣ୍ଟରରେ ରଖି ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି । କଳାହାଣ୍ଡି ଜିଲା କୋକସରା…
କେବଳ ଶନି-ରବିବାର ଶଟ୍ଡାଉନ୍; ଉଡ଼ା ଖବରକୁ ବିଶ୍ୱାସ କରନ୍ତୁ ନାହିଁ: ଏସ୍ଆର୍ସି
ଭୁବନେଶ୍ୱର,୯।୬(ବ୍ୟୁରୋ): ସପ୍ତାହର କେବଳ ଶନିବାର ଓ ରବିବା ଶଟ୍ଡାଉନ୍ ରହିବ। ଶନି ଓ ରବିବାର ବ୍ୟତୀତ ଅନ୍ୟ କୌଣସି ଦିନରେ ଶଟ୍ଡାଉନ୍ ହେବ ନାହିଁ। ଅନ୍ୟ ଦିନଗୁଡ଼ିକରେ ଶଟ୍ଡାଉନ୍ ବୃଦ୍ଧି ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ ବୋଲି ଏସ୍ଆର୍ସି ପ୍ରଦୀପ ଜେନା…
ଟେଷ୍ଟ ସିରିଜ ଖେଳିବାକୁ ଇଂଲଣ୍ଡରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ ଦଳ
ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ),୯।୬(ଏପି): କୋଭିଡ୍-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଏକ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳ ଇଂଲଣ୍ଡରେ ପହଞ୍ଚିଛି । ଆଣ୍ଟିଗୁଆରୁ ଦଳ ଏକ ଚାର୍ଟର ବିମାନ ଯୋଗେ ଗସ୍ତ ଆରମ୍ଭ…
ସୁନ୍ଦରଗଡ଼ରେ ସରପଞ୍ଚଙ୍କ ସମେତ ୭ କରୋନା ଆକ୍ରାନ୍ତ ଚିହ୍ନଟ: ଡମକୁଡ଼ା ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା
ସୁନ୍ଦରଗଡ଼,୯।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ସରପଞ୍ଚ ଥିବା ବେଳେ ଦୁଇଜଣ ଜଗୁଆଳୀ ଏବଂ ସବ୍ଡେଗା ଟିଏମ୍ସିର ୪ଜଣ ପ୍ରବାସୀ ଅଛନ୍ତି। ପ୍ରବାସୀମାନେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ତେବେ ସମସ୍ତ…
ଜୁନ୍ ୩୦ ଯାଏ ଚାଲିବ ରବି ଧାନ କିଣା
ଭୁବନେଶ୍ୱର,୯।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟର ୧୭ ଜିଲାରେ ରବି ଧାନ ସଂଗ୍ରହ ଚାଲିଛି। ୮ଜୁନ୍ ପର୍ଯ୍ୟନ୍ତ ୧୦ ଲକ୍ଷ ୯୧ ହଜାର ମେଟ୍ରିକ୍ ଟନ୍ ଧାନ କିଣା ସରିଛି। ଗତବର୍ଷ ତୁଳନାରେ ଏହା ୪୦% ଅଧିକ ରହିଛି। ରବିଧାନ ପାଇଁ ଏ ପର୍ଯ୍ୟନ୍ତ…
ଏ ବର୍ଷ ଚାଷୀଙ୍କୁ ୯ ହଜାର କୋଟି ଋଣ ପ୍ରଦାନ ଲକ୍ଷ୍ୟ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ବିନା ସୁଧ ହାରରେ ଚାଷୀଙ୍କୁ ୫୦ହଜାର ଯାଏ କୃଷି ଋଣ ଯୋଗାଇ ଦିଆଯାଉଛି। ସେହିଭଳି ୫୦ହଜାରରୁ ୩ ଲକ୍ଷ ଯାଏ ଋଣ ୨% ସୁଧରେ ଦିଆଯାଉଛି। ଏପ୍ରିଲ ୨୫ରୁ ଚାଷୀମାନଙ୍କୁ ଋଣ ବଣ୍ଟନ କରାଯାଉଛି।…
କେଜରିଓ୍ବାଲଙ୍କୁ ହୋଇନାହିଁ କରୋନା, ନେଗେଟିଭ୍ ଆସିଲା ରିପୋର୍ଟ
ନୂଆଦିଲ୍ଲୀ, ୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ କରୋନା ସଂକ୍ରମଣ ହୋଇନାହିଁ। ମଙ୍ଗଳବାର ତାଙ୍କର ସ୍ବାବ୍ ନମୂନା ରିପୋର୍ଟ ନେଗେଟିଭ୍ ଆସିଥିବା ସୂଚନା ମିଳିଛି। ପ୍ରକାଶ ଯେ, କେଜରିଓ୍ବାଲଙ୍କୁ ସୋମବାର ଗଳାରେ ଦରଜ ସହ ଜ୍ୱର ଅନୁଭବ ହୋଇଥିଲା। ଫଳରେ ସେ…
ଭଞ୍ଜନଗରରେ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ପାଳିତ
ଭଞ୍ଜନଗର,୯।୬(ଡି.ଏନ.ଏ)- ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୯ତମ ଜୟନ୍ତୀ ମଙ୍ଗଳବାର ଭଞ୍ଜନଗରରେ ପାଳିତ ହୋଇଯାଇଛି। କରୋନା ଯୋଗୁ ସମସ୍ତ ବ୍ୟକ୍ତିଙ୍କୁ ସାନିଟାଇଜ କରାଯିବା ପରେ ସାମାଜିକ ଦୂରତ୍ୱ ବଜାୟ ରଖି ଶ୍ରୀଅରବିନ୍ଦ ଶକ୍ତିପୀଠରେ ଜୟନ୍ତୀ…
ପ୍ରତି ସୋମବାର ପଞ୍ଚାୟତ ଯିବେ ଭିଏଡବ୍ଲୁ, ବୁଝିବେ ଚାଷୀଙ୍କ ସମସ୍ୟା
ଭୁବନେଶ୍ୱର,୯।୬(ବ୍ୟୁରୋ): ଚଳିତ ବର୍ଷ ୬୨ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେଥିରୁ ୯୬ ଲକ୍ଷ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ ଲକ୍ଷ୍ୟ ରହିଛି ବୋଲି ମଙ୍ଗଳବାର କୃଷି ସଚିବ ସୌରଭ ଗର୍ଗ କହିଛନ୍ତି। ଚାଷୀଙ୍କ ସମସ୍ୟା ବୁଝିବାକୁ ଭିଲେଜ୍…
ପଶ୍ଚିମବଙ୍ଗରେ ସିବିଆଇ ଅଧିକାରୀ କରୋନା ପଜିଟିଭ୍
କୋଲକାତା,୯।୬: ପଶ୍ଚିମବଙ୍ଗ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନ୍ଭେଷ୍ଟିଗେସନ୍(ସିବିଆଇ)ର ଜଣେ ଅଧିକାରୀଙ୍କ କରୋନା ରିପୋର୍ଟ ମଙ୍ଗଳବାର ପଜିଟିଭ୍ ଆସିଥିବା ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟିରୁ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଏବେ…
ବୃଦ୍ଧି ହେଲା ମୋଟର ଯାନ କାଗଜପତ୍ରର ସମୟ ସୀମା
ନୂଆଦିଲ୍ଲୀ,୯।୬: ସଂଶୋଧିତ ମୋଟର ଯାନ ନିୟମ ଅନୁଯାୟୀ ସମସ୍ତ କାଗଜ ପତ୍ରର ସମୟ ସୀମା ଅବଧିକୁ ଏବେ ବୃଦ୍ଧି କରାଯାଇଛି। ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି କହିଛନ୍ତି ଆସନ୍ତା ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ସମୟ ସୀମାକୁ ବୃଦ୍ଧି କରାଗଲା। ଡ୍ରାଇଭିଂ ଲାଇସେନ୍ସ…
Archives


