ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ଷଷ୍ଠ ସେମିଷ୍ଟର
ଭୁବନେଶ୍ୱର, ୯।୬(ବ୍ୟୁରୋ)- ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ୩ ଷଷ୍ଠ ସେମିଷ୍ଟର ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୭ରୁ ପରୀକ୍ଷା ଆରମ୍ଭ ହୋଇ ୨୩ରେ ତାରିଖରେ ଶେଷ ହେବ। ପ୍ରାକ୍ଟିକାଲ ପରୀକ୍ଷା ଜୁଲାଇ ୭ରୁ…
ଓମ୍ଫେଡ: ଦୁଗ୍ଧକୁ ପାଣି
ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ଗୌରବ ବୋଲାଉଥିବା ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ(ଓମ୍ଫେଡ୍)ର ଜନ୍ମ ୧୯୮୦ରେ ହୋଇଥିଲା। ଦୀର୍ଘ ୪ଦଶନ୍ଧି ପରେ ଏହି ସମବାୟ ସଂସ୍ଥାର ଆର୍ଥିକ ପରିସ୍ଥିତି ଅତ୍ୟନ୍ତ ଜଟିଳ ହୋଇଥିବାର ଖବର ମିଳିଛି। ଜଣାପଡ଼ିଛି ଯେ, ଏହି ସମିତିର…
କେସିଙ୍ଗାରେ ଏମ୍ଏସ୍ଏମ୍ଇ ପାର୍କ ପାଇଁ ଖର୍ଚ୍ଚ ହେବ ୧୦୦ କୋଟି
ଭୁବନେଶ୍ୱର,୯।୬(ବ୍ୟୁରୋ): କଳାହାଣ୍ଡି ଜିଲାର କେସିଙ୍ଗାରେ ପ୍ରତିଷ୍ଠା କରାଯାଉଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପାର୍କ ପାଇଁ ୧୦୦ କୋଟି ଖର୍ଚ୍ଚ ହେବ। ସୋମବାର ଲୋକସେବା ଭବନରେ ଏମ୍ଏସ୍ଏମ୍ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି…
ଲଘୁଚାପ: ୧୦ରୁ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏଥିସହିତ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବ। ରାଜ୍ୟରେ ବିଭିନ୍ନ ସ୍ଥାନରେ ୩ ଦିନ…
ଆଦିବାସୀଙ୍କୁ ମିଳୁନି ଶାଳମଞ୍ଜିର ମୂଲ୍ୟ
କେନ୍ଦୁଝର, ୯ା୬ (ସ୍ବ.ପ୍ର.)- ବଣ ପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ବଣ ଜଙ୍ଗଲ ଅର୍ଥନୀତି ଉପରେ ବନବାସୀମାନେ ନିର୍ଭରଶୀଳ। ବର୍ଷର ପ୍ରାୟ ୮ମାସ ଜଙ୍ଗଲରୁ ଫଳମୂଳ, ମଞ୍ଜି ଆଦି ଲଘୁବନଜାତ ଦ୍ରବ୍ୟ ସଂଗ୍ରହ କରି ଚଳନ୍ତି ା ସେଥିରୁ…
ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ନିୟନ୍ତ୍ରକଙ୍କ ଦୁର୍ବ୍ୟବହାର: ଅଭିଯୋଗ ବିଶ୍ୱବିଦ୍ୟାଳୟ ଫାଟକରେ ୪ ଘଣ୍ଟା ପଡ଼ିଲା ତାଲା
ବାରିପଦା ଅଫିସ,୯ା୬- ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ସୋମବାର କେତେଜଣ ଛାତ୍ରୀଛାତ୍ରଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ପ୍ରତିବାଦରେ ଛାତ୍ରୀଛାତ୍ରମାନେ ଅପରାହ୍ନ ୧୧ଟା ୩୦ରୁ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେଇଥିଲେ।…
ଆଇଟିଆଇର ପୁଣି ନୂଆ ଉଦ୍ଭାବନ: ପ୍ରସ୍ତୁତ କଲା ୟୁଭିସି ସୋଲ ସାନିଟାଇଜର
ବ୍ରହ୍ମପୁର ଅଫିସ,୯ା୬-କୋଭିଡ୍-୧୯ ମୁକାବିଲା ତଥା ସଂକ୍ରମଣରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଗୋଟିଏ ପରେ ଗୋଟିଏ ଉଦ୍ଭାବନକରି ଏବେ ସାରା ଦେଶରେ ବ୍ରହ୍ମପୁର ଆଇଟିଆଇ ଅନ୍ୟ ଆଇଟିଆଇ ପାଇଁ ଉଦାହରଣ ପାଲଟିଛି। ସୋମବାର ପୁଣି ଆଉ ଏକ ଉଦ୍ଭାବନ ପାଇଁ…
ସୁରକ୍ଷିତ ହେଲେ ବଢ଼ିବ ସୁନାମ
ଢେଙ୍କାନାଳ ଅଫିସ, ୯।୬ ଗୌରବମୟ ଇତିହାସର ମୂକସାକ୍ଷୀ ବୀରାଶାଳ ଏୟାରଷ୍ଟ୍ରିପ୍। ସତୁରି ଦଶକରେ ପରିକଳ୍ପନା କରାଯାଇଥିବା ଏହି ଏୟାରଷ୍ଟ୍ରିପ୍ ପୂର୍ଣ୍ଣାଙ୍ଗ ରୂପ ପାଇଥିଲା ୨୦୧୯ରେ। ସୋମବାର ପ୍ରଶିକ୍ଷଣ ଚାଲିଥିବାବେଳେ ଏଠାରେ ବିମାନ ଦୁର୍ଘଟଣା ଘଟି ଜଣେ କ୍ୟାପ୍ଟେନ୍ ଏବଂ ଅନ୍ୟଜଣେ ପ୍ରଶିକ୍ଷାର୍ଥୀଙ୍କ…
ଦୈନିକ ୪ଘଣ୍ଟା ଅଭ୍ୟାସ କରୁଛନ୍ତି କୁଲ୍ଦୀପ
ଲକ୍ଷ୍ନୌ, ୯ା୬ (ପି.ଟି.)- ଭାରତର ବାମହାତୀ ରିଷ୍ଟ ସ୍ପିନର କୁଲ୍ଦୀପ ଯାଦବ ପୁଣି ତାଙ୍କର ଟ୍ରେନିଂ ଆରମ୍ଭ କରିଛନ୍ତି। ସେ ଦୈନିକ ୪ଘଣ୍ଟା ଅଭ୍ୟାସ କରୁଛନ୍ତି। ବଲ୍କୁ ଚକ୍ ଚକ୍ କରିବା ଲାଗି ବୋଲରମାନେ ଛେପ ବ୍ୟବହାର କରିବା ଏକ ସ୍ବାଭାବିକ…
ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରେ ଗାଜର ଜୁସ୍
ନିୟମିତ ରୂପେ ଗାଜର ଜୁସ୍ ସେବନ କଲେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ଗାଜରରେ ଭରପୂର୍ ମାତ୍ରାରେ କ୍ୟାଲ୍ସିୟମ୍, ଫାଇବର୍, ଭିଟାମିନ୍ ଏ, ବି, ଓ ସି ମହଜୁଦ୍ ରହିଛି, ଯାହା ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହ କୋଲେଷ୍ଟୋରଲ୍…
ବଜ୍ରପାତ ନେଲା ୧୦ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ) – ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ଘଟି ୧୦ ଜଣଙ୍କ ଜୀବନ ଯାଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜଣେ ନାବାଳକ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଜଣେ ଯୁବକ,…
୨ ମିନିଟ୍ ୧୧ ସେକେଣ୍ଡ ହେବ ରାଜ୍ୟ ସଙ୍ଗୀତ
ଭୁବନେଶ୍ୱର,୮ା୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ସ୍ବତନ୍ତ୍ର ଗାଇଡ୍ଲାଇନ ପ୍ରସ୍ତୁତ କରିବେ ରାଜ୍ୟ ସରକାର। ରାଜ୍ୟ ସଙ୍ଗୀତକୁ ନେଇ ରହିଥିବା ନୀତି ନିୟମକୁ ଅନୁକରଣ କରାଯାଇ ଏହି ଗାଇଡ୍ଲାଇନ ପ୍ରସ୍ତୁତ କରାଯିବ। ଗୀତ ଗାନ ବେଳେ ସମସ୍ତେ ଦଣ୍ଡାୟମାନ ହେବାକୁ…
Archives


