Home Left

କରୋନା ସଂକ୍ରମଣରେ ଟେଲିଭିଜନ ଖବରଦାତାଙ୍କ ମୃତ୍ୟୁ

ହାଇଦ୍ରାବାଦ,୮।୬: ତେଲେଙ୍ଗାନାର ଜଣେ ଟେଲିଭିଜନ ଖବରଦାତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ଜଣାପହିଛି। ୩୩ ବର୍ଷର ଉକ୍ତ ଖବରଦାତା ଜଣକ ଏକ ତେଲଗୁ ଟେଲିଭିଜନ ଚ୍ୟାନେଲରେ କାମ କରୁଥିବା ବେଳେ ରବିବାର ସକାଳେ ତାଙ୍କର ହାଇଦ୍ରାବାଦର ଗାନ୍ଧୀ ହସ୍ପିଟାଲରେ ମୃତ୍ୟୁ ହୋଇଛି। ଜୁନ୍‌…

‘ବନ୍ଦେ ଉତ୍କଳ ଜନନୀ’ ୩ ମିନିଟ୍‌ରେ କରାଯିବ ଗାନ

ଭୁବନେଶ୍ୱର,୮।୬(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ୩ ମିନିଟ୍‌ ମଧ୍ୟରେ ଗାନ କରାଯିବ। ତେବେ ଏହାର ସ୍ବର, ଲୟ ଏବଂ ତାଳ କ’ଣ ହେବ ସେ ନେଇ ଖୁବ୍‌ ଶୀଘ୍ର ଜଣାଇ ଦିଆଯିବ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏ ନେଇ…

ଜନ୍ମ ନେବାର ୧୨ଘଣ୍ଟା ମଧ୍ୟରେ ନବଜାତ ଶିଶୁ କରୋନା ପଜିଟିଭ୍‌

ଲଣ୍ଡନ,୮।୬: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଥମିବାର ନା ନେଉନି। ଇତିମଧ୍ୟରେ ବ୍ରିଟେନରେ କରୋନା ସହ ଜଡିତ ଆଉ ଏକ ନୂଆ…

ଲକ୍‌ଡାଉନ ଖୋଲିବା ପରେ ସମୁଦ୍ର କୂଳରେ ନଜର ଆସିଲେ ଶୈଫିନା

ମୁମ୍ବାଇ: କରୋନା ସଂକ୍ରମଣକୁ ନେଇ ଗତ ମାର୍ଚ୍ଚ ମାସ ଶେଷରୁ ମେ’ ମାସ ଶେଷ ପର୍ଯ୍ୟନ୍ତ ଜାରି ରହିଥିଲା ଲକ୍‌ଡାଉନ। ଏହି ସମୟରେ ବଲିଉଡ୍‌ର ସମସ୍ତ ଶୁଟିଂକୁ ବାତିଲ କରାଯାଇଥିଲା। ଏବେ ଲକ୍‌ଡାଉନ ଖୋଲିଯିବା ସହ ଦେଶରେ ଅନ୍‌ଲକ୍‌ ୧.୦ ଜାରି…

କଲରାପତରିଆ ବାଘ, ଚିତା ହରିଣ ଛାଲ ଜବତ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଭୁବନେଶ୍ୱର/ନୟାଗଡ଼ ଅଫିସ,୮।୬(ବ୍ୟୁରୋ): ବାଘ ଓ ହରିଣ ଛାଲ ର଼୍ୟାକେଟର ଦୁଇ ବ୍ୟବସାୟୀଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ସାକେଣିର ପ୍ରତାପ ନାୟକ ଓ ଦେଡ଼ସର ଗାଁର ଈଶ୍ୱର ଚନ୍ଦ୍ର ଦେଉରୀ। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ…

କରୋନାରେ ଆକ୍ରାନ୍ତ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ୍‌,୮।୬: ପାକିସ୍ତାନରେ କରୋନା କବଳରୁ ସାଧାରଣ ଜନତାଠାରୁ ଆରମ୍ଭ କରି ନେତାମନ୍ତ୍ରୀ ମଧ୍ୟ ବର୍ତ୍ତି ପାରିନାହାନ୍ତି। ଇତିମଧ୍ୟରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଏମ୍‌ଏଲ୍‌-ଏନ୍‌ ନେତା ଶାହିଦ ଖକାନ ଆବ୍ବାସି ମଧ୍ୟ କରୋନାରେ ପୀଡ଼ିତ ହୋଇଛନ୍ତି। ସୋମବାର ତାଙ୍କର ରିପୋର୍ଟ କରୋନା…

ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଏସିଡ୍‌ ମାଡ: ପୋଲିସର ତଦନ୍ତ ଆରମ୍ଭ

କପ୍ତିପଦା,୮।୬(ଡି.ଏନ.ଏ)- କପ୍ତିପଦା ଥାନା ଅଧୀନ ଜଡିଦା ପଞ୍ଚାୟତ ଜଡିଦା ଗ୍ରାମରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ କେହି ଜଣେ ଦୁର୍ବୃତ୍ତ ଏସିଡ ମାଡ କରିଥିବା ସୂଚନା ମିଳିଛି। ଫଳରେ ତାଙ୍କର ପେଟ, ଛାତି, ଜଙ୍ଘ ଓ ପିଠି ୫୦ ପ୍ରତିଶତ ପୋଡି…

ଭଉଣୀ ଘରକୁ ଯାଉଥିବା ବେଳେ ଯୁବକଙ୍କୁ ଗୁଳିମାଡ଼

ସୋନପୁର,୮।୬(ନି.ପ୍ର.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଚୁଡ଼ାଖାଇ ପାହାଡ଼ ରାସ୍ତା ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି । ସେ ହେଲେ ବ୍ରାହ୍ମଣୀ ନିକଟସ୍ଥ ଭୁରାଟ ଗାଁର ଶାନ୍ତନୁ ରାଉତ। ସୂଚନାଯୋଗ୍ୟ, ଶାନ୍ତନୁ ସକାଳେ ମୋଟର ସାଇକେଲରେ ଭଉଣୀଙ୍କ ଘରକୁ…

ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ ରାକେଟ: ପର୍ଦ୍ଦାଫାଶ୍‌ କଲା ବିଏସ୍‌ଏଫ୍‌

କୋଲକାତା,୮।୬: ଭାରତରୁ ବାଂଲାଦେଶକୁ କଖାରୁ ଭିତରେ ମାଛ ଜାଆଁଳ ଚୋରା ଚାଲାଣ କାରବାରର ପର୍ଦ୍ଦାଫାଶ୍‌ ହୋଇଛି। ବିଏସ୍‌ଏଫ୍‌ ପକ୍ଷରୁ ଦକ୍ଷିଣ ପଶ୍ଚିମବଙ୍ଗ କରିଡୋରରେ ଚଢ଼ାଉ କରି ଏଥିରେ ସଫଳତା ପାଇଛନ୍ତି। ରାକେଟ ଦ୍ୱାରା ଇଛାମତୀ ନଦୀ ବାଟେ ଏଭଳି ଚୋରା ଚାଲାଣ…

ଲକ୍‌ଡାଉନ୍‌ରେ ନିଜକୁ କେମିତି ରଖିବେ ଫିଟ୍‌: ସଚିନ୍‌ ଦେଲେ ମନ୍ତ୍ର

ଲକ୍‌ଡାଉନ୍‌ ଯୋଗୁ ଏବେ ପ୍ରାୟ ଲୋକ ଘରେ ରହୁଛନ୍ତି। ମର୍ନିଂ ଓ୍ବାର୍କ କରିବା ମଧ୍ୟ ସମ୍ଭବ ହୋଇପାରୁନାହିଁ। ଏସବୁ ଭିତରେ ମାମଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଶରୀରକୁ ଫିଟ୍‌ ରଖିବାର ମନ୍ତ୍ର ଦେଇଛନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି କହିଛନ୍ତି,…

ପାକିସ୍ତାନ ରେଳମନ୍ତ୍ରୀଙ୍କୁ କରୋନା

ଇସ୍‌ଲାମାବାଦ୍‌,୮।୬: ସାରା ବିଶ୍ୱ କରୋନା କବଳରୁ ବର୍ତ୍ତି ପାରି ନ ଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ଅହମ୍ମଦ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ସୋମବାର ଏନେଇ ରେଲଓ୍ବେ ମନ୍ତ୍ରଣାଳୟ…

ସର୍‌ପ୍ରାଇଜ୍‌ ଦେବେ ସଲମାନ !

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ସଲମାନ ଖାଁ ଲକ୍‌ଡାଉନ ସମୟରେ ବି ତାଙ୍କ ପ୍ରଶଂସକଙ୍କର ମନୋରଞ୍ଜନ କରି ଚାଲିଛନ୍ତି। ଏବେ ପାନଭେଲରେ ଥିବା ତାଙ୍କ ଫାର୍ମ ହାଉସରେ ସଲମାନ ବ୍ୟସ୍ତ ରହିଲେ ବି ସୋସିଆଲ ମିଡିଆ ମାଧ୍ୟମରେ ସେ ତାଙ୍କ ପ୍ରଶଂସକମାନଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri