ବିଶ୍ୱର ସବୁଠୁ ରାଗ ଲଙ୍କା
ଅଧିକାଂଶ ଲୋକ ରାଗଯୁକ୍ତ ଖାଦ୍ୟ ଖାଇବାକୁ ପସନ୍ଦ କରିଥାନ୍ତି। ସେଥିମଧ୍ୟରୁ କିଛି କିସମର ଲଙ୍କା ଆଦୌ ରାଗ ନ ଥିବା ବେଳେ ଆଉ କିଛି ଲଙ୍କା ବହୁତ ରାଗ ହୋଇଥାଏ। ଏମିତି ଏକ କିସମର ଲଙ୍କା ରହିଛି, ଯାହା ବିଶ୍ୱର ସବୁଠୁ…
ଲକ୍ଡାଉନ୍ରେ ଯୌଥ ପରିବାରରେ କମ୍ ମାନସିକ ଦୁଶ୍ଚିନ୍ତା: ଲୋକେ ପ୍ରତିଦିନ ବ୍ୟବହାର କରୁଛନ୍ତି ୧୮ ହଜାର ଟିବି ଡାଟା
ନୂଆଦିଲ୍ଲୀ,୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ହୋଇଛି। ଧୀରେଧୀରେ ଅର୍ଥ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଅନ୍ଲକ୍ ଆରମ୍ଭ ହୋଇଛି। ଲକ୍ଡାଉନ୍ ଯୋଗୁ ଏକୁଟିଆ ରହୁଥିବା ପରିବାର ସଦସ୍ୟ ଅଧିକ…
ପ୍ରତିଷେଧକ ଶକ୍ତି ବୃଦ୍ଧି ଯୋଜନା: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ
ପୁରୀ ଅଫିସ, ୭ା୬: କରୋନା(କୋଭିଡ-୧୯)କୁ ନଜରରେ ରଖି ଶ୍ରୀମନ୍ଦିର ସେବାୟତଙ୍କ ମଧ୍ୟରେ ପ୍ରତିଷେଧକ ଶକ୍ତି ବୃଦ୍ଧି ଉଦ୍ଦେଶ୍ୟରେ ହୋମିଓପାଥି ଔଷଧ ଦିଆଯିବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟର ପୁରୀସ୍ଥିତ ଆୟୁର୍ବେଦ ଗବେଷଣା ପ୍ରତିଷ୍ଠାନ (ହୋମିଓପାଥି)ର ଭାରପ୍ରାପ୍ତ ଅଧିକାରୀଙ୍କୁ…
ମୟୂରଭଞ୍ଜରୁ ୬ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଛୁଇଁଲା
ବାରିପଦା ଅଫିସ, ୮।୬: ମୟୂରଭଞ୍ଜ ଜିଲାରୁ ସୋମବାର ନୂଆ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ୬ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ଶୁଲିଆପଦା ବ୍ଲକର…
କୋଭିଡ-୧୯ ପାଇଁ ଚଳିତ ବର୍ଷ ହେବନାହିଁ ଜନଗଣନା
ନୂଆଦିଲ୍ଲୀ,୮।୬: ଚଳିତ ବର୍ଷ ଏପ୍ରିଲ-ସେପ୍ଟେମ୍ବରରେ ହେବାକୁ ଥିବା ଜନଗଣନା, ହାଉସ ଲିଷ୍ଟିଂ ଓ ଏନ୍ପିଆର୍କୁ ଏବେ ସ୍ଥଗିତ ରଖାଯାଇଛି। ତେବେ ଜୁନ୍ ମାସ ପରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଏହି ପ୍ରକ୍ରିୟାକୁ ଆରମ୍ଭ କରାଯାଇ ପାରିବ କି…
ଗଞ୍ଜାମରେ ସ୍ବାସ୍ଥ୍ୟ ସ୍କ୍ରିନିଂ ଆରମ୍ଭ: ୩.୫ ଲକ୍ଷ ପରିବାରଙ୍କ ପାଖରେ ପହଞ୍ଚିବ ଟିମ୍
ଛତ୍ରପୁର, ୮।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ମେଗା ସ୍ବାସ୍ଥ୍ୟ ସ୍କ୍ରିନିଂ ଫେଜ୍ -୨ ଆରମ୍ଭ ହୋଇଛି। ଜିଲାରେ ଥିବା ସାଢ଼େ ୩ ଲକ୍ଷରୁ ଊର୍ଦ୍ଧ୍ୱ ପରିବାରର ସମସ୍ତ ସଦସ୍ୟଙ୍କ କରୋନା ଲକ୍ଷଣ ଅଛି କି ନାହିଁ ତାହାର ଥର୍ମାଲ ସ୍କ୍ରିନିଂ ଚାଲିଥିବା…
ଧୋନୀଙ୍କ ଟ୍ରାକ୍ଟର କିଣାକୁ ନେଇ ଏମିତି କହିଲେ ଆନନ୍ଦ ମହିନ୍ଦ୍ରା
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିକଟରେ ଆଠ ଲକ୍ଷ ଟଙ୍କା ଦେଇ ଟ୍ରାକ୍ଟର କିଣିଛନ୍ତି। ଏହାକୁ ନେଇ ଏକ ଟୁଇଟ୍ କରିଛନ୍ତି ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା। ସେ କହିଛନ୍ତି, ମୁଁ ସବୁବେଳେ ଭାବିଥିଲି ଯେ ବିଚାରର…
ଥିଏଟରରେ ରିଲିଜ୍ ହେବ ଜୟାଙ୍କ ବାୟୋପିକ୍
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କ ଅଭୀନିତ ଫିଲ୍ମ ତଲାଓ୍ବି ରିଲିଜ୍କୁ ନେଇ ବହୁ କଳ୍ପନା ଜଳ୍ପନା ଲାଗି ରହିଥିଲା। ପୂର୍ବରୁ କରୋନା ଭାଇରସ୍ ଲକ୍ଡାଉନ ଯୋଗୁ ଅନ୍ୟ ପିଲ୍ମଗୁଡ଼ିକ ଫିଲ୍ମ ଭଳି ଏହା ମଧ୍ୟ ଡିଜିଟାଲ ପ୍ଲାଟଫର୍ମ (ଓଟିଟି)ରେ ରିଲିଜ୍…
ଖୋଲିଲା ଦିଲ୍ଲୀ ସୀମା
ନୂଆଦିଲ୍ଲୀ,୮।୬: କରୋନା ଭାଇରସ ସଂକ୍ରମଣକୁ ଦେଖି ଦିଲ୍ଲୀ-ନଏଡା ସୀମାକୁ ଗୋଟିଏ ସପ୍ତାହ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ସୋମବାର ଏହି ସୀମାକୁ ଖୋଲି ଦିଆଯାଇଛି। ଏହାଦ୍ୱାରା ଦିଲ୍ଲୀ ନଏଡା ମଧ୍ୟରେ ସିଧାସଳଖ ଯାତ୍ରା ଆରମ୍ଭ ହୋଇଥିବାରୁ…
ରୋଷେଇ କରୁଛନ୍ତି ଆସିନଙ୍କ କୁନି ଝିଅ ଆରିନ
ତାମିଲ ତଥା ବଲିଉଡ୍ ଅଭିନେତ୍ରୀ ଆସିନ ବ୍ୟବସାୟୀ ରାହୁଲ ଶର୍ମାଙ୍କୁ ବିବାହ କରିବା ପରଠାରୁ ଅଭିନୟଠାରୁ ଦୂରେଇ ଯାଇଛନ୍ତି। ମାତ୍ର ସବୁ ସମୟରେ ସେ ନିଜର ଏବଂ ଝିଅ ଆରିନର ଫଟୋ ସୋସିଆଲ ମିଡିଆରେ ଶେୟାର କରି ପ୍ରଶଂସକଙ୍କ ସହ ଯୋଡି…
ଆରମ୍ଭ ହେବ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ
ଅଯୋଧ୍ୟା,୮।୬: ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟକୁ ନେଇ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର କୁବେର ଟିଲା ମନ୍ଦିରରେ ରୀତିନୀତି ଅନୁସାରେ ରୁଦ୍ରାଭିଷେକ ସମାରୋହ ଆୟୋଜନ କରାଯିବା ପରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ…
ପଗଡ଼ି କାଟି ମାସ୍କ ପ୍ରସ୍ତୁତ କରି ଗରିବଙ୍କୁ ବାଣ୍ଟିଲେ ଶିଖ୍ ବ୍ୟକ୍ତି
ଲକ୍ଡାଉନ୍ରେ ଲୋକେ ଗରିବଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଆଗେଇ ଆସୁଛନ୍ତି। ଏହି ସମୟରେ ଜଣେ ଶିଖ୍ ବ୍ୟକ୍ତି ନିଜର ୧୧ଟି ନୂଆ ପଗଡି କାଟି ମାସ୍କ ପ୍ରସ୍ତୁତ କରି ଗରିବଙ୍କୁ ବାଣ୍ଟିଛନ୍ତି। ହିମାଚଳ ପ୍ରଦେଶର ମଣ୍ଡି ଜିଲା ସୁନ୍ଦରନଗର ଅନ୍ତର୍ଗତ…
Archives


