୧୦ ଘଣ୍ଟା ଧରି ଉଠାଇଲେ ଆବର୍ଜନା, ଉପହାରରେ ମିଳିଲା କାର
ଆମେରିକାର ମିନେପୋଲିସ୍ ସହରରେ ପୋଲିସ ହେପାଜତରେ ଥିବା ଜର୍ଜ ଫ୍ଲୋୟଡ୍ ନାମକ ଜଣେ କୃଷ୍ଣକାୟଙ୍କ ମୃତ୍ୟୁ ହେବା ପରେ ସାରା ଦେଶରେ ପ୍ରତିବାଦ ନିଆଁ ଜଳିଛି। ଲୋକେ ପ୍ଲାକାର୍ଡ, କାଗଜ ଏବଂ ବୋଡ ଧରି ଏହାର ବିରୋଧ ପ୍ରଦର୍ଶନ କରୁଛନ୍ତି। ଏସବୁ…
ସୁନ୍ଦରଗଡ଼ରୁ ୧୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧
ସୁନ୍ଦରଗଡ଼, ୮।୬(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରୁ ସୋମବାର ପୁଣି ୧୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ ପହଞ୍ଚିଛି। ତେବେ ଚିହ୍ନଟ ନୂଆ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ ସେଣ୍ଟରରୁ ବୋଲି ଜଣାପଡ଼ିଛି। ଏ ନେଇ…
ଖୋଲିଲା ବିଭିନ୍ନ ରାଜ୍ୟର ଧାର୍ମିକ ଅନୁଷ୍ଠାନ
ନୂଆଦିଲ୍ଲୀ,୮।୬: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଥିବା ବେଳେ ମନ୍ଦିର, ମସ୍ଜିଦ, ଚର୍ଚ୍ଚ, ଗୁରୁଦ୍ୱାର ଆଦି ସମସ୍ତ ଧାର୍ମିକ ଅନୁଷ୍ଠାନକୁ ମଧ୍ୟ ବନ୍ଦ କରି ଦିଆଯାଇଥିଲା। ଦୀର୍ଘ ପାଖାପାଖି ୨ ମାସ ବନ୍ଦ ରହିବା ପରେ…
ଡିମ୍ପଲଙ୍କୁ ୬୩ ବର୍ଷ: ୧୬ ବର୍ଷ ବୟସରେ ବବି ଫିଲ୍ମରେ ଅଭିନୟ କରି ରାତାରାତି ଷ୍ଟାରଡମ୍ କରିଥିଲେ ହାସଲ
ମୁମ୍ବାଇ,୮।୬: ବଲିଉଡ୍ ନାୟିକା ଡିମ୍ପଲ କପାଡ଼ିଆ ସୋମବାର ୬୩ ବର୍ଷରେ ପାଦ ଥାପିଛନ୍ତି। ୧୯୫୭ ଜୁନ୍ ୮ରେ ସେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କୁ ୧୬ ବର୍ଷ ବୟସ ହୋଇଥିବାବେଳେ ରାଜକପୁର ଡିମ୍ପଲଙ୍କୁ ଫିଲ୍ମ ବବି ମାଧ୍ୟମରେ ବଲିଉଡ୍ରେ ଡେବ୍ୟୁ…
ପ୍ରଭାବଶାଳୀ ମହିଳା ଭୂମିକାରେ ନଜର ଆସିବେ ସୁସ୍ମିତା
ପ୍ରଥମଥର ପାଇଁ ଡିଜିଟାଲ ପ୍ଲାଟଫର୍ମକୁ ଓହ୍ଲାଇଛନ୍ତି ଅଭିନେତ୍ରୀ ସୁସ୍ମିତା ସେନ। ତାଙ୍କ ଅଭିନୀତ ୱେବ ସିରିଜ ‘ଆର୍ଯ୍ୟ’ର ଟ୍ରେଲର ରିଲିଜ ହୋଇଯାଇଛି। ଏଥିରେ ସେ ଜଣେ ପ୍ରଭାବଶାଳୀ ମହିଳା ଭୂମିକାରେ ଅଭିନୟ କରିଛନ୍ତି। ଦୀର୍ଘ ୫ ବର୍ଷ ପରେ ଅଭିନୟ ଜଗତକୁ…
ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା
ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିଲା ବେଳେ ୨୩ଜଣ ବିଭିନ୍ନ…
୪୫ ବର୍ଷରେ ଖିଲାଡି ଗର୍ଲ ଶିଳ୍ପା
ମୁମ୍ବାଇ, ୮।୬: ବଲିଉଡ୍ର ଖିଲାଡି ଗର୍ଲ ଶିଳ୍ପା ଶେଟ୍ଟି ସୋମବାର ୪୫ ବର୍ଷର ପାଦ ଦେଇଛନ୍ତି। ସେ ୧୯୭୫ ଜୁନ୍ ୮ରେ ମାଙ୍ଗାଲୋର୍ଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି। ଶିଳ୍ପା…
ଉଦ୍ଧବ ଠାକରେଙ୍କୁ ଭେଟିଲେ ସୋନୁ ସୁଦ: କହିଲେ, ଯେପର୍ଯ୍ୟନ୍ତ ପ୍ରବାସୀ ଶମିକମାନେ ଘରେ ନ ପହଞ୍ଚିବେ, ସେ ପର୍ଯ୍ୟନ୍ତ ସହାୟତା କରି ଚାଲିବି
ବଲିଉଡ ଅଭିନେତା ସୋନୁ ସୁଦ ତାଙ୍କ ଖର୍ଚ୍ଚରେ ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇ ସମସ୍ତଙ୍କ ହୃଦୟ ଜିତିଛନ୍ତି। ତେବେ ସୋନୁଙ୍କୁ ନେଇ ରାଜନୀତି ଆରମ୍ଭ କରିଦେଇଥିଲା ଶିବସେନା। ଶିବସେନା ନେତା ସଞ୍ଜୟ ରାଓ୍ବତ ଅଭିନେତା ସୋନୁ ସୁଦଙ୍କୁ ଭାଜପାର ମୋହରା ବୋଲି…
ପୂର୍ବତନ ଏମ୍ପି ଅର୍ଜୁନ ସେଠୀ ଅସୁସ୍ଥ
ଭଦ୍ରକ ଅଫିସ,୮ା୬ : ପୂର୍ବତନ ଭଦ୍ରକ ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀ ଏବେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ବୋଲି ଜଣାପଡ଼ିଛି। ତାଙ୍କ ନିକଟରେ ତାଙ୍କ…
ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୭ ହଜାର ୨୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୨୩ ହଜାର ୮୪୮…
ସ୍ତ୍ରୀଙ୍କୁ ହାଣି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ
କେନ୍ଦ୍ରାପଡ଼ା ଅଫିସ,୮ା୬: ପରିଣତ ବୟସରେ ପାରିବାରିକ ମନୋମାଳିନ୍ୟ ଭୟଙ୍କର ରୂପ ନେଇଛି। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଗ୍ରାମର ଝିଙ୍ଗର ମଲ୍ଲିକ (୭୪) ସ୍ତ୍ରୀ ଘୁଙ୍ଗୁର(୭୦)ଙ୍କୁ ସୋମବାର ହାଣିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଘୁଙ୍ଗୁରଙ୍କ ମୃତ୍ୟୁ…
ହରଭଜନ ସିଂଙ୍କ ପ୍ରଥମ ଚଳଚ୍ଚିତ୍ରର ପୋଷ୍ଟର ରିଲିଜ୍, ଫିଲ୍ମ ଷ୍ଟାଇଲ୍ରେ ପ୍ରମୋଶନ କଲେ ସଚିନ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍ସ୍ପିନର୍ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ଚଳଚ୍ଚିତ୍ର ମୁହାଁ ହୋଇଛନ୍ତି। ଜେପିଆର ଏବଂ ଶ୍ୟାମ ସୂର୍ଯ୍ୟାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଫେଣ୍ଡ୍ସିପ୍’ରେ ହରଭଜନ ଲିଡ୍…
Archives


