ଆଜିଠୁ ରାଜ୍ୟ ଭିତରେ ଗଡ଼ିଲା ଟ୍ରେନ୍
ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାରଠାରୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି। ଆଜି ସକାଳ ୫ଟା ୧୦ରେ ପ୍ରଥମ ଟ୍ରେନ୍ ରାଉରକେଲାରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ଜଣାପଡ଼ିଛି। ଟ୍ରେନ୍କୁ ସାନିଟାଇଜ୍ କରାଯିବା ପରେ ଏହି ଟ୍ରେନଟି ଯାତ୍ରା ଆରମ୍ଭ କରିଥିଲା।…
ଗୁଜରାଟରେ ରିସର୍ଟ ରାଜନୀତି ସରଗରମ
ଅହମଦାବାଦ,୮ା୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ ରାଜନୀତି ସରଗରମ ହୋଇଛି। ଶାସକ ଭାଜପା ପକ୍ଷରୁ ଘୋଡ଼ାବେପାର କରାଯିବା ଆଶଙ୍କାରେ କଂଗ୍ରେସ ବିଧାୟକମାନଙ୍କୁ ରାଜକୋଟ ଜିଲାସ୍ଥିତ ଏକ ହୋଟେଲରେ ରଖାଯାଇଛି। ଲକ୍ଡାଉନ୍ ନିୟମ ଉଲ୍ଲଂଘନ ଅଭିଯୋଗରେ କଂଗ୍ରେସ ବିଧାୟକମାନେ ଅବସ୍ଥାନ କରୁଥିବା…
ଏନ୍ଡିଏ ଦୁଇତୃତୀୟାଂଶ ସଂଖ୍ୟାଗରିଷ୍ଠତା ପାଇବ
ନୂଆଦିଲ୍ଲୀ,୮ା୬(ପି.ଟି.): କରୋନା ଯୋଗୁ ଦେଶ ଲକ୍ଡାଉନରେ ରହିଥିବାବେଳେ ବିହାରରେ ବିଧାନସଭା ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ପକ୍ଷରୁ ରବିବାର ବିଗୁଲ ବାଜିଛି। ବରିଷ୍ଠ ଭାଜପା ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଭିଡିଓ କନ୍ଫରେନ୍ସ ଜରିଆରେ (ଭର୍ଚୁଆଲ) ପାଟନାର ଏକ…
ଏଆର୍ଆଇଇଏସ୍ ସହ ଇସ୍ରୋର ଏମ୍ଓୟୁ: ମହାକାଶ ସମ୍ପତ୍ତିର ସୁରକ୍ଷାରେ ସହାୟକ ହେବ
ବେଙ୍ଗାଲୁରୁ,୮ା୬: ମହାକାଶରେ ବର୍ଜ୍ୟବସ୍ତୁକୁ ନେଇ ଚିନ୍ତା ବଢ଼ୁଥିବାବେଳେ ଆଷ୍ଟ୍ରୋଫିଜିକ୍ସ ଏବଂ ମହାକାଶ ସ୍ଥିତିଗତ ସଚେତନତା କ୍ଷେତ୍ରରେ ସହଯୋଗ ଲାଗି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଆର୍ଯ୍ୟଭଟ୍ଟ ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟ ଅଫ୍ ଅବ୍ଜରରେଶନାଲ ସାଇନ୍ସେସ୍ (ଏଆର୍ଆଇଇଏସ୍) ସହ ଏକ ବୁଝାମଣାପତ୍ର (ଏମ୍ଓୟୁ)…
ଅଗଷ୍ଟ ୧୫ ପରେ ଖୋଲିପାରେ ସ୍କୁଲ
ନୂଆଦିଲ୍ଲୀ,୮ା୬: କୋଭିଡ୍-୧୯ ଜନିତ ଲକ୍ଡାଉନ ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ମାର୍ଚ୍ଚ ମଧ୍ୟଭାଗରୁ ବନ୍ଦ ରହିଛି। ଫଳରେ ସାରାଦେଶର ପିଲା ଶିକ୍ଷାଗ୍ରହଣରୁ ବଞ୍ଚିତ ହୋଇଛନ୍ତି। ଏହା କେବେ ଖୋଲିବ ଜାଣିବା ପାଇଁ ପାଖାପାଖି ୩୩ କୋଟି ପିଲା ଅପେକ୍ଷା କରି ରହିଛନ୍ତି। ଅଗଷ୍ଟ ପରେ…
ଖୋଲିବନି କି ଜଗନ୍ନାଥ ମନ୍ଦିର
ନୂଆଦିଲ୍ଲୀ,୮ା୬: ପଞ୍ଚମ ପର୍ଯ୍ୟାୟ ଲକ୍ଡାଉନରେ ଜୁନ୍ ୮ ଅର୍ଥାତ୍ ସୋମବାରଠାରୁ ଦେଶରେ ବିଭିନ୍ନ ଧାର୍ମିକ ତଥା ଉପାସନା ସ୍ଥଳ ଖୋଲିବାକୁ ଯାଉଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ରକ୍ଷଣାବେକ୍ଷଣରେ ଥିବା ୮୨୦ ସ୍ମାରକୀକୁ ଖୋଲିବା ଲାଗି ରବିବାର କେନ୍ଦ୍ର ସଂସ୍କୃତି…
ଲକ୍ଡାଉନ୍ କୋହଳ ପରେ ଗାଡ଼ି ବିକ୍ରି ବଢ଼ିଛି
କଟକ ଅଫିସ,୮।୬: ଲକ୍ଡାଉନ୍ କଟକଣା କୋହଳ ହେବା ପରେ ଓଡ଼ିଶାରେ ଯାନବାହନ ବିକ୍ରି ବଢ଼ିଛି। ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ) ଏହି ସୂଚନା ଦେଇଛି। ମାର୍ଚ୍ଚ ୨୨ରେ ରାଜ୍ୟ ସରକାର ପ୍ରଥମେ ଲକ୍ଡାଉନ୍ ଘୋଷଣା କରିବା ପରଠାରୁ ଏଯାବତ୍ ତାହା ଜାରି…
ଏସ୍ସିବିରେ ୨ ସଫଳ ଅସ୍ତ୍ରୋପଚାର: ଯୋଡ଼ିହେଲା ଦୁଇଜଣଙ୍କ କଟା ହାତ
କଟକ ଅଫିସ,୮।୬: ଦୁଇ ଜଣଙ୍କ କଟିଯାଇଥିବା ହାତକୁ ଯୋଡ଼ି ସେମାନଙ୍କ ଜୀବନରେ ବଞ୍ଚତ୍ବାର ନୂତନ ଆଶା ସଞ୍ଚାର କରିଛି ଏସ୍ସିବି ମେଡିକାଲ। ଏହାର ପ୍ଳାଷ୍ଟିକ୍ ସର୍ଜରି ବିଭାଗ ମୁଖ୍ୟ ତଥା ମେଡିକାଲ ଅଧୀକ୍ଷକ ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକ ଓ ପ୍ରଫେସର…
ଭାଇରସ୍ କର୍ଫ୍ୟୁ ଉଲ୍ଲଂଘନ: ଖେଳାଳିଙ୍କୁ ୬ମାସ ସସ୍ପେଣ୍ଡ
ବେଜିଂ, ୮ା୬ (ଏପି.): କରୋନାଭାଇରସ୍ କର୍ଫ୍ୟୁ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ଚାଇନିଜ୍ ଫୁଟ୍ବଲ ଆସୋସିଏଶନ (ସିଏଫ୍ଏ) ୧୯ବର୍ଷରୁ କମ୍ ଜାତୀୟ ଦଳର ୬ ଜଣ ଖେଳାଳିଙ୍କୁ ୬ ମାସ ପାଇଁ ସସ୍ପେଣ୍ଡ କରିଛି। ଅଭିଯୁକ୍ତ ଖେଳାଳିମାନେ ମଧ୍ୟରାତ୍ରରେ ମଦ୍ୟପାନ କରିବା…
ଏମ୍ଏସ୍ଏମ୍ଇଗୁଡିକୁ ମିଳିଲା ୮,୩୨୦କୋଟିର ଋଣ
ନୂଆଦିଲ୍ଲୀ,୮।୬: କରୋନା ଜନିତ ଲକ୍ଡାଉନ ଲାଗି ଦେଶର ଅଣୁ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ)ଗୁଡିକ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି। ଏହି ଶିଳ୍ପଗୁଡିକୁ ୩ ଲକ୍ଷ କୋଟି ଟଙ୍କାର ପାଣ୍ଠି ଯୋଗାଣ ଲାଗି ସରକାର ଏମର୍ଜେନ୍ସି କ୍ରେଡିଟ ଲାଇନ ଗ୍ୟାରେଣ୍ଟି ସ୍କିମ (ଇସିଏଲ୍ଜିଏସ୍)…
ଓଡ଼ିଆ ଯୁବକଙ୍କ ସଫଳତା: ୬୦୦ ଟଙ୍କାରେ କରୋନା ଟେଷ୍ଟିଂ କିଟ୍
କଟକ ଅଫିସ,୮ା୬: ଆଇଆଇଟି (ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି) ହାଇଦ୍ରାବାଦ ପକ୍ଷରୁ ଏକ କରୋନା ଟେଷ୍ଟିଂ କିଟ୍ ପ୍ରସ୍ତୁତ କରାଯାଇଛି। ଏହାର ମୂଲ୍ୟ ୬୦୦ ଟଙ୍କା ରହୁଥିବା ବେଳେ ୨୦ ମିନିଟ ମଧ୍ୟରେ ଏହା ଫଳାଫଳ ଦେଇପାରିବ ବୋଲି ଆଇଆଇଟି ହାଇଦ୍ରାବାଦ…
ଆଜି ଭାଜପା ଭର୍ଚୁଆଲ ରାଲିକୁ ସମ୍ବୋଧନ କରିବେ ଶାହା
ଭୁବନେଶ୍ୱର,୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱିତୀୟ ପାଳି ସରକାରର ପ୍ରଥମ ବର୍ଷ ପୂର୍ତ୍ତି ପୂରଣ ଅବସରରେ ଭାଜପା ପକ୍ଷରୁ ସୋମବାର ଭର୍ଚୁଆଲ ରାଲି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଗତବର୍ଷେ ମଧ୍ୟରେ କେନ୍ଦ୍ର ସରକାର ନେଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏବଂ ରାଜ୍ୟକୁ ମିଳିଥିବା ବିଭିନ୍ନ…
Archives


