Home Left

ଏହି ୨ଟି କାମ କରିବା ଦ୍ୱାରା ମଣିଷକୁ ମିଳିଥାଏ ପ୍ରକୃତ ସୁଖ-ଶାନ୍ତି; ଆପଣ ବି କରିପାରିବେ

ଭାରତର ଶ୍ରେଷ୍ଠ ବିଦ୍ୱାନମାନଙ୍କ ମଧ୍ୟରୁ ଜଣେ ହେଲେ ଆଚାର୍ଯ୍ୟ ଚାଣକ୍ୟ। ସେ ନିଜର ନୀତିଶାସ୍ତ୍ରରେ ସୁଖୀ ଜୀବନ ବିତାଇବା ସମ୍ପର୍କରେ ଅନେକ କଥା ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ମନୁଷ୍ୟ ତାର ଜୀବନରେ ବାସ୍ତବ ସୁଖକୁ ଖୋଜିବୁଲେ। ହେଲେ ଏହା ପ୍ରତ୍ୟେକ…

ଏତେ ଶବ୍ଦ ଥାଇ ଫୋନ୍‌ ଉଠାଇବା କ୍ଷଣି ଲୋକେ ହ୍ୟାଲୋ କାହିଁକି କହିଥାନ୍ତି ଜାଣନ୍ତି

ଆମେ ସମସ୍ତେ ଦେଖୁଛେ ବା ଶୁଣୁଛେ ଲୋକେ ଫୋନ୍‌ ଉଠାଇବା ମାତ୍ରେ ହ୍ୟାଲୋ କହିଥାନ୍ତି। ହ୍ୟାଲୋ କହିବା ପରେ ହିଁ କଥାବାର୍ତ୍ତା ଆରମ୍ଭ ହୁଏ। ମନକୁ କେବେ ପ୍ରଶ୍ନ ଆସିଛି କି ଏତେ ସବୁ ଶବ୍ଦ ଥାଇ ଫୋନ୍‌ ଉଠାଇଲେ ଲୋକେ…

କରୋନା କଟକଣା କଡ଼ାକଡ଼ି: ଚୌଦ୍ୱାର ସହରାଞ୍ଚଳରରେ ଚଢ଼ାଉ ଜୋରଦାର

ଚୌଦ୍ୱାର,୧୯।୯(ଡି.ଏନ୍‌.ଏ.): କଟକ ସହର ଓ ଚୌଦ୍ୱାର ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚୌଦ୍ୱାର ପୋଲିସ ତରଫରୁ ଚୌଦ୍ୱାର ସହରାଞ୍ଚଳରରେ ଚଢ଼ାଉ ଜୋରଦାର କରାଯାଇଛି। ଚୌଦ୍ୱାର ଥାନାରେ ନୂଆକରି ଯୋଗଦେଇଥିବା ଆଇଆଇସି ବିରଞ୍ଚି ନାରାୟଣ ପତିଙ୍କ ନେତୃତ୍ୱରେ ଏସ୍‌ ଆଇ ତପସ୍ବିନୀ…

ଚାଇନାରେ ନୂଆ ମହାମାରୀ: ୩ ହଜାରରୁ ଅଧିକ ପଜିଟିଭ୍‌

ବେଜିଂ, ୧୯।୯: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାରେ ଏବେ ଏକ ନୂଆ ମହାମାରୀ ଦେଖାଦେଇଛି। ଏହି ନୂଆ ମହାମାରୀରେ ଚାଇନାର ୩ ହଜାର ୨୪୫ ଲୋକ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ୨୧ ହଜାର ୮୪୭ ଜଣ ଲୋକଙ୍କ ନମୁନା…

‘ରୋଗୀ ସେବା ବୃତ୍ତି ନୁହେଁ, ବ୍ରତ ହେଉ’

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ମଣିଷ ଆନନ୍ଦରୁ ଆସିଛି, ଆନନ୍ଦରେ ରହିବ ଏବଂ ପୁଣି ଆନନ୍ଦକୁ ଫେରିଯିବ। ମାତ୍ର ଏଥିରେ ବେଳେବେଳେ ବ୍ୟତିକ୍ରମ ଦେଖାଦିଏ। ଖାଦ୍ୟ, ଚିନ୍ତା ଓ ଆବେଗ ପରିଚାଳନାରେ ତ୍ରୁଟି ଯୋଗୁ ଏହି ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ମଣିଷର ଶରୀର କୋଟି…

ପୁରୀ ସ୍ଥିତି ଅସମ୍ଭାଳ: କଡ଼ା ପଦକ୍ଷେପ ନାହିଁ

ପୁରୀ ଅଫିସ,୧୯। ୯: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ସାଂଘାତିକ ହେଉଛି। ଲକ୍‌ଡାଉନ ହଟିଯିବା ପରେ କଟକଣାକୁ ଅଧିକାଂଶ ମାନୁନାହାନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍‌ବେଗ ପରେ ଏବେ ଡିଜିପି ଅଭୟ ଟୁଇନ୍‌ ସିଟି…

୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡା ଜିଲାର ଗୋଟିଏ ଦୁଇଟି…

ହୋମ୍‌ ଆଇସୋଲେଶନରେ ୭୦% ଆକ୍ରାନ୍ତ

ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଦେଶ ତୁଳନାରେ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି। ଓଡ଼ିଶାରେ କରୋନା ମୃତ୍ୟୁ ହାର ସାରା ଦେଶରେ କମ୍‌ ରହିଛି। ରାଜ୍ୟରେ ପ୍ରତିଦିନ ୫୦ହଜାରରୁ ଅଧିକ କୋଭିଡ୍‌ ଟେଷ୍ଟ କରାଯାଉଛି। ଆରୋଗ୍ୟ ହାର ୭୮% ଥିବାବେଳେ ମୃତ୍ୟୁ…

୨ ଚିଟ୍‌ଫଣ୍ଡ ସଂସ୍ଥାର ୨୫ ଜଣଙ୍କ ନାମରେ ସପ୍ଲିମେଣ୍ଟରି ଚାର୍ଜଶିଟ୍‌ ଦାଖଲକଲା ସିବିଆଇ

ଭୁବନେଶ୍ୱର,୧୯। ୯ (ବ୍ୟୁରୋ): ଚିଟ୍‌ଫଣ୍ଡ ଠକେଇ ମାମଲାରେ ଏବିସି ଇନ୍ଦିୟା ଓ ଗୋଲ୍ଡେନ୍‌ ଲ୍ୟାଣ୍ଡ୍‌ ଡେଭଲପର୍ସ ଲିମିଟେଡର ୨୫ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ସପ୍ଲିମେଣ୍ଟାରୀ ଚାର୍ଜଶିଟ୍‌ ଦାଖଲ କରିଛି। ଭୁବନେଶ୍ୱର ସ୍ପେଶାଲ ସିଜେଏମ୍‌ ସିବିଆଇ କୋର୍ଟରେ ଏହି ଚାର୍ଜଶିଟ୍‌ ଦାଖଲ ହୋଇଛି।…

ସିପିଙ୍କ ଜବାବପତ୍ରକୁ ନେଇ ବିବାଦ

କଟକ ଅଫିସ,୧୯। ୯: ମା’ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଡ୍‌ଭୋକେଟ୍‌ ଜେନେରାଲଙ୍କ ନିକଟରେ ପୋଲିସ କମିଶନର(ସିପି) ଡ. ସୁଧାଂଶୁ ଷଡଙ୍ଗୀ ଦାଖଲ କରିଥିବା ଜବାବପତ୍ରକୁ ନେଇ ବିବାଦ ସୃଷ୍ଟି ହୋଇଛି। କଟକଚଣ୍ଡୀ ମନ୍ଦିର ପୂଜକ ମନୋଜ କୁମାର ପଣ୍ଡା…

୬ ବଲ୍‌ରେ ୬ ଛକା: ଯୁବରାଜଙ୍କ ଏହି ବିରଳ ରେକର୍ଡକୁ ପୁରିଲା ୧୩ ବର୍ଷ; ପୋଷ୍ଟ ଲେଖି ମନେପକାଇଲେ

ନୂଆଦିଲ୍ଲୀ,୧୯।୯: ୨୦୦୭ରେ ଇଲଂଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂହ ଗୋଟିଏ ଓଭରରେ ୬ଟି ଛକା ମାରି ରେକର୍ଡ କରିଥିଲେ। ଶନିବାର ଉକ୍ତ ରେକର୍ଡକୁ ୧୩ ବର୍ଷ ପୁରିଛି। ଷ୍ଟୁଆର୍ଟ ବ୍ରୋଡ୍‌ଙ୍କ ପ୍ରତିଟି…

କରୋନା ପରେ ଆଫ୍ରିକାରେ ନୂଆ ବିପଦ

ଖାର୍ଟୁମ୍‌, ୧୯।୯: କରୋନା ମହାମାରୀ ସଂକ୍ରମଣ ପରେ ଆଫ୍ରିକାର ବହୁ ଦେଶରେ ଏବେ ନୂଆ ବିପଦ ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ପୂର୍ବ ଆଫ୍ରିକାର ନଦୀଗୁଡ଼ିକରେ ବନ୍ୟା ଆସିଛି। ଏହାଯୋଗୁ ଲୋକଙ୍କ ବାସ ଉଜୁଡ଼ି ଯାଇଛି। ବନ୍ୟା ସାଙ୍ଗକୁ ଖାଦ୍ୟର ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?