କରୋନାରେ ନବନିର୍ବାଚିତ ଏମ୍ପିଙ୍କ ପରଲୋକ
ନୂଆଦିଲ୍ଲୀ,୧୮।୯: ରାଜ୍ୟ ସଭାର ନବନିର୍ବଚିତ ସଦସ୍ୟ ଅଶୋକ ଗସ୍ତିଙ୍କ କରୋନାରେ ଦେହାନ୍ତ ଘଟିଛି। ମୃତ୍ୟୁବେଳକୁ ତାଙ୍କର ବୟସ ୫୫ ବର୍ଷ ଥିଲା। ସେପ୍ଟେମ୍ବର ୨ରେ କରୋନା ଆକ୍ରାନ୍ତ ହୋଇ ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗସ୍ତି ଗୁରୁତର ଅସୁସ୍ଥ ଥିଲେ। ତାଙ୍କର…
୪ଫୁଟ ଉଚ୍ଚ ମୂର୍ତ୍ତି ନିର୍ମାଣ ପାଇଁ ୯୩ ପ୍ରତିଶତ ପୂଜା କମିଟି ରାଜି
କଟକ ଅଫିସ୍,୧୮ା୯: ଦଶହରା ପାଇଁ ଦେବୀଙ୍କ ମୃଣ୍ମୟ ମୂର୍ତ୍ତି ଉଚ୍ଚତାକୁ ନେଇ ହାଇକୋର୍ଟରେ ହୋଇଥିବା ମାମଲାକୁ ଆଧାର କରି ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ ଗୁରୁବାର ଆଡ୍ଭୋକେଟ ଜେନେରାଲଙ୍କ ନିକଟରେ ଜବାବ ଦାଖଲ କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ,…
ତେଲଙ୍ଗାନା ଏନ୍ଟିପିସି ନେଲା ଓଡ଼ିଶା କୋଇଲା ଖଣି
ଭୁବନେଶ୍ୱର,୧୮ା୯(ବ୍ୟୁରୋ): କେନ୍ଦ୍ର ସରକାର ଓଡିଶାର ମନ୍ଦାକିନୀ-ବି କୋଇଲା ଖଣିକୁ ତେଲଙ୍ଗାନାର ଏନ୍ଟିପିସିକୁ ପ୍ରଦାନ କରିଛନ୍ତି। ତେଲଙ୍ଗାନାର ରାମଗୁଣ୍ଡମ୍ ଠାରେ ଥିବା ଏନ୍ଟିପିସିର ୪ ହଜାର ମେଗାଓ୍ବାଟ୍ ବିଦ୍ୟୁତ୍ ପ୍ରକଳ୍ପ ପାଇଁ ଏହି ଖଣିରୁ କୋଇଲା ଯୋଗାଣ ହେବ। ଟିଆର୍ଏସ୍ ଏମ୍ପି ରଞ୍ଜିତ…
ସଂସଦରେ ପର୍ନ ଦେଖୁଥିବାବେଳେ ଧରାପଡିଲେ ଏମ୍ପି
ବ୍ୟାଙ୍କ୍କ,୧୮।୯: ଥାଇଲାଣ୍ଡର ସଂସଦରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଗୁରୁବାର ଏଠାରେ ବଜେଟ ଉପସ୍ଥାପନ କରାଯାଇଥିଲା। ଏହି ସମୟ ମଧ୍ୟରେ ଜଣେ ଏମ୍ପି ମୋବାଇଲରେ ପର୍ନ ଫଟୋ ଦେଖୁଥିବାବେଳେ ଧରାପଡିଥିଲେ। ଏମ୍ପିଙ୍କ ନାମ ରୋନାଥେପ ଅନୁଭତ୍। ଅଶ୍ଳୀଳ ଫଟୋ ଦେଖୁଥିବାବେଳେ ତାଙ୍କର…
ହର୍ସିମରତ୍ଙ୍କ ସ୍ଥାନ ନେଲେ ତୋମାର
ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପରାମର୍ଶ କରିବା ପରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କ୍ୟାବିନେଟ୍ ମନ୍ତ୍ରୀ ହରସିମରତ୍ କୌରଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ଫଳରେ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର…
କରୋନା: କଟକଣା ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ
କଟକ ଅଫିସ, ୧୮ା୯: ଲକ୍ଡାଉନ ଉଠିଯିବା ପରେ କରୋନା କଟକଣାକୁ ଅଧିକାଂଶ ମାନୁନାହାନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେବାରେ ଲାଗିଛି। ବିଶେଷକରି କଟକ ଓ ଭୁବନେଶ୍ୱରରେ ସ୍ଥିତି ଜଟିଳ ହୋଇପଡୁଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
୧୧୦୦ କୋଟିର ସହାୟତା ଲୋଡ଼ିଲେ ସରକାର
ଭୁବନେଶ୍ୱର,୧୮ା୯(ବ୍ୟୁରୋ):ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍କୁ ଏ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିସହିତ ରାଜ୍ୟ…
ଆଇ-ଲିଗ୍ କ୍ୱାଲିଫାୟର୍ସ : ଏଆଇଏଫ୍ଏଫ୍ର କୋଭିଡ୍ ଗାଇଡ୍ ଲାଇନ୍
କୋଲକାତା, ୧୮ା୯ (ପି.ଟି.)-ବିଳମ୍ବରେ ହେଲେ ମଧ୍ୟ ଶେଷରେ ଆସନ୍ତା ମାସରେ ଏଠାରେ ଆଇ-ଲିଗ୍ କ୍ୱାଲିଫାୟର୍ସ ସହ ଫୁଟବଲ୍ ସିଜନ ଆରମ୍ଭ ହେବ। ଇଭେଣ୍ଟ ବେଳେ କୋଭିଡ୍-୧୯ ପ୍ରୋଟୋକଲକୁ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ପ୍ରକାଶ…
ଅନ୍ତେବାସୀଙ୍କୁ ପୋକରା ଚାଉଳ
ବାରିପଦା ଅଫିସ,୧୮ା୯-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ(ଏସ୍ଏସ୍ଡି) ଅଧୀନରେ ଥିବା ୩ଶହ ଛାତ୍ର ଓ ୨ଶହ ଛାତ୍ରୀ ଶଯ୍ୟା ବିଶିଷ୍ଟ ସୀମାନ୍ତ ଉଚ୍ଚ ବିଦ୍ୟାଳୟ ବଣକାଟିର ଅନ୍ତେବାସୀଙ୍କୁ ପୋକରା ଚାଉଳ ଦିଆଯାଉଥିବା ଅଭିଯୋଗ ହୋଇଛି। ରାଜ୍ୟ ସରକାରଙ୍କ ଉନ୍ନୟନ ବିଭାଗର…
ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଜର୍ସି ଉନ୍ମୋଚିତ
ଦୁବାଇ, ୧୮ା୯ (ପି.ଟି.)-କୋଭିଡ୍ ହିରୋଙ୍କୁ ସମ୍ମାନ ଜଣାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ଖେଳାଳିମାନେ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ସାରା ସ୍ବତନ୍ତ୍ର ଜର୍ସି ବ୍ୟବହାର କରିବେ। ଜର୍ସିର ପଛ ପଟେ ଲେଖା ଥିବ ‘ମାଇଁ କୋଭିଡ୍ ହିରୋଜ୍’। ଏହା ମାଧ୍ୟମରେ…
୧୧ ରାଜ୍ୟର କେସ୍ଠାରୁ ବଳିଗଲା ମହାରାଷ୍ଟ୍ର ପୋଲିସ ଆକ୍ରାନ୍ତଙ୍କ ସଂଖ୍ୟା
ମୁମ୍ବାଇ, ୧୭।୯: ମହାରାଷ୍ଟ୍ର ପୋଲିସରେ କରୋନା ଭାଇରସ୍ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର ପୋଲିସ ବିଭାଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୧ଟି ରାଜ୍ୟର ମୋଟ୍ କେସ୍ଠାରୁ ବଳି ଯାଇଛି। ମହାରାଷ୍ଟ୍ରରେ ଯେତିକି ସଂଖ୍ୟକ ପୋଲିସ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି…
କରୋନା ଆକ୍ରାନ୍ତ ହେଲେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ
ନୂଆଦିଲ୍ଲୀ, ୧୭।୯: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଭାଜପାର ଏହି ଏମ୍ପି କରୋନା ଆକ୍ରାନ୍ତ ହୋଇଥିବା ନେଇ ଗୁରୁବାର ନିଜେ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ‘ଗତ ରାତିରେ…

