ଚାଣକ୍ୟଙ୍କ ମୃତ୍ୟୁ ଆଜି ବି ରହସ୍ୟାବୃତ୍ତ
ପ୍ରାଚୀନ ଭାରତରେ ଏମିତି କିଛି ମହାନ ବ୍ୟକ୍ତି ଜନ୍ମଗ୍ରହଣ କରିଛନ୍ତି, ଯେ କି ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିଯାଇଛନ୍ତି। ସେହିପରି ଜଣେ ମହାନ୍ ବ୍ୟକ୍ତି ହେଉଛନ୍ତି ଚାଣକ୍ୟ। ଯିଏ ‘କୌଟିଲ୍ୟ’ ନାମରେ ସୁବିଖ୍ୟାତ। ଚାଣକ୍ୟ ତକ୍ଷଶୀଳା ବିଶ୍ୱବିଦ୍ୟାଳୟର ଆଚାର୍ଯ୍ୟ ଥିଲେ।…
ଗଛ-ଗୀତା ମାଧ୍ୟମରେ ବିଦାୟ ଦେଲେ ସରପଞ୍ଚ, ଭାବବିହ୍ବଳ ହେଲେ ପ୍ରବାସୀ
ଖଇରା,୬।୬(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତ ସରପଞ୍ଚ ରାଜଶ୍ରୀ ଦାସ ଶନିବାର ଗୀତା ଓ ଗଛ ଦେଇ ନହଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରହୁଥିବା ପ୍ରବାସୀମାନଙ୍କୁ ଭାବବିହ୍ବଳ ପରିବେଶରେ ବିଦାୟ ଜଣାଇଛନ୍ତି। ଏହି ସଙ୍ଗରୋଧ କେନ୍ଦ୍ରରେ ୧୫ଜଣ…
ସେଲୁନ ମାଲିକଙ୍କ ଝିଅ ହେଲେ ୟୁଏନ୍ଏଡିଏପିର ଗୁଡ୍ ଓ୍ବିଲ ଆମ୍ବାସଡର
ଚେନ୍ନାଇ,୬।୬: କରୋନା ଭାଇରସକୁ ନେଇ ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ଗରିବଙ୍କ ସେବା କରିଥିବା ଜଣେ ସେଲୁନ ମାଲିକଙ୍କ ଝିଅ ଏବେ ୟୁନାଇଟେଡ ନେଶନ୍ସ ଆସୋସିଏଶନ ଫର୍ ଡେଭଲପମେଣ୍ଟ ଆଣ୍ଡ ପିସ୍(ୟୁଏନ୍ଏଡିଏପି)ର ‘ଗୁଡଓ୍ବିଲ ଆମ୍ବାସଡର ଟୁ ଦି ପୁଅର’ ଭାବେ ନିଯୁକ୍ତ…
ଖୋର୍ଦ୍ଧା ଜେଲ୍ରେ ବେଧଡ଼କ ଚାଲିଛି ଧଳା ଜହର କାରବାର: ଭିଡିଓ ଭାଇରାଲ
ଖୋର୍ଦ୍ଧା ଅଫିସ,୬।୬ : ଖୋର୍ଦ୍ଧା ଜେଲ ପାଲଟିଛି ଧଳା ଜହର କାରବାରର ପେଣ୍ଠସ୍ଥଳୀ। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ଚାଲିଛି ଏହି କାରବାର। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଖୋର୍ଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ସଂପୃୃୃକ୍ତି ନେଇ ଉଠିିିଛି…
ଦୁର୍ଦ୍ଦିନରେ ଖବରକାଗଜ ବିତରକ: ସହାୟତା ଦାବିରେ ଜିଲାପାଳଙ୍କ ନିକଟରେ ଫେରାଦ
ବରଗଡ଼ ଅଫିସ,୬।୬: ଘାତକ କରୋନା (କୋଭିଡ -୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍ଡାଉନ କଟକଣା ଲାଗୁ ହୋଇଛି। ଏଥିରେ ଖବରକାଗଜ ବିତରକଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି । ଖବରକାଗଜ ବିତରଣ ପୂର୍ବଭଳି କାର୍ଯ୍ୟ କରି ପାରୁ ନ ଥିବା…
ଜୁନ୍ରେ ବିବାହ କରିବେ ଅର୍ଜ୍ଜୁନ-ମଲାଇକା!
ମୁମ୍ବାଇ: ବଲିଉଡ୍ ନାୟିକା ମଲାଇକା ଆରୋରା ଓ ଅଭିନେତା ଅର୍ଜ୍ଜୁନ କପୁରଙ୍କ ବିବାହକୁ ନେଇ ଅନେକଥର ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଛି। ତେବେ ଏମାନଙ୍କ ରିଲେସନଶିପକୁ ନେଇ ପ୍ରାୟ ସବୁ ସମୟରେ ଚର୍ଚ୍ଚା ଯୋର ଧରିଥାଏ। ଏମିତିକି ଏମାନେ ରିଲେସନଶିପରେ…
ଦୁର୍ଘଟଣା ରୋକିବାକୁ ନିର୍ମାଣ ହେବ ଟ୍ରକ୍ ଟର୍ମିନାଲ୍: ଟୁଇଟ୍ କରି ସୂଚନା ଦେଲେ ଜିଲାପାଳ
ଝାରସୁଗୁଡ଼ା ଅଫିସ,୬ା୬: ଝାରସୁଗୁଡ଼ା ଦେଇ ଯାଇଥିବା ଜାତୀୟ ରାଜପଥ -୪୯ରେ ପ୍ରାୟ ସମୟରେ ସଡ଼କ ଦୁର୍ଘଟଣା ଘଟୁଛି। ରାସ୍ତାକଡ଼ରେ ପାର୍କିଂ ହୋଇ ରହୁଥିବା ଟ୍ରକ୍ଗୁଡ଼ିକ ପାଇଁ ଏହା ବିଶେଷ ଭାବେ ହେଉଛି। ତେବେ ଏହି ଦୁର୍ଘଟଣାଗୁଡ଼ିକୁ ଏଡ଼ାଇବା ପାଇଁ ଜିଲା ପ୍ରଶାସନ…
ସ୍ବର୍ଣ୍ଣମନ୍ଦିରରେ ଖଲିସ୍ତାନ ସ୍ଲୋଗାନ୍: ବ୍ଲୁଷ୍ଟାର ଅପରେଶନ୍ର ୩୬ତମ ବାର୍ଷିକୀ ପାଳନ
ଅମୃତସର,୬।୬: ପଞ୍ଜାବ ଅମୃତସରରେ ଥିବା ସ୍ବର୍ଣ୍ଣମନ୍ଦିରରେ ହୋଇଥିବା ବ୍ଲୁଷ୍ଟାର ଅପରେଶନକୁ ଶନିବାର ୩୬ବର୍ଷ ପୂରଣ ହୋଇଛି। ଏହି ଅବସରରେ ସ୍ବର୍ଣ୍ଣମନ୍ଦିର ପରିସରରେ ଥିବା ଅକାଳ ତଖତ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଇମନ୍ ସିଂ ମନ୍ଙ୍କ ନେତୃତ୍ୱରେ ୧୦୦ରୁ ଅଧିକ କର୍ମୀ ଯୋଗଦେଇ…
ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା, ସୁସ୍ଥ ହେଲେଣି ୬
ଝାରସୁଗୁଡ଼ା ଅଫିସ,୬ା୬: ଝାରସୁଗୁଡ଼ା ଜିଲାରେ ଶନିବାର ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଅନ୍ୟପକ୍ଷରେ ୬ ଜଣ ସୁସ୍ଥ ହୋଇସାରିଛନ୍ତି। ଜିଲାପାଳ ସରୋଜ କୁମାର ସାମଲଙ୍କ ସୂଚନା ଅନୁଯାୟୀ, ବ୍ରଜରାଜନଗର…
କେରଳ ଘଟଣାର ପୁନରାବୃତ୍ତି: ହାତୀ ପରେ ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇଲେ ଦୁର୍ବୁତ୍ତ !
ବିଳାସପୁର,୬।୬: ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଏକ ଗର୍ଭବତୀ ଗାଈର ପାଟିରେ ଗଭିର ଆଘାତ ଲାଗିଥିବା ଦେଖାଯାଇଛି। ତେବେ ଗାଈର ମାଲିକ ଗୁରଦିଆଲ ସିଂ କହିଛନ୍ତି କେହି ଦୁର୍ବୁତ୍ତ ତାଙ୍କ ଗର୍ଭିଣୀ ଗାଈକୁ ବିସ୍ଫୋରକ…
ଗଞ୍ଜାମରେ ୬୦ ଘଣ୍ଟା ଶଟ୍ଡାଉନ୍: ଲାଠିଧରି ବୁଲୁଛନ୍ତି ପ୍ରଶାସନିକ ଅଧିକାରୀ
ଛତ୍ରପୁର,୬।୬(ଡି.ଏନ୍.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ୬୦ ଘଣ୍ଟା ଶଟ୍ଡାଉନ୍ ଜାରି ରହିଛି। ଜିଲାରେ ଶୁକ୍ରବାର ସନ୍ଧ୍ୟା ୭ଟାରୁ ସୋମବାର ସକାଳ ୭ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶଟ୍ଡାଉନ୍ ରହିବ ବୋଲି ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରଯାଇଥିଲା। ଶୁକ୍ରବାର…
ଦାଉଦ ଇବ୍ରାହିମ୍ଙ୍କ ମୃତ୍ୟୁ ନେଇ ଚର୍ଚ୍ଚା ଜାରି
ନୂଆଦିଲ୍ଲୀ, ୬।୬: ଅଣ୍ଡର ଓ୍ବାଲର୍ଡ ଡନ୍ ଦାଉଦ ଇବ୍ରାହିମ୍ଙ୍କ ମୃତ୍ୟୁ ନେଇ ଏବେ ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚା ଜୋର୍ ଧରିଛି। କରୋନା ସଂକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା କେତେକ କହୁଛନ୍ତି। ଶୁକ୍ରବାର ଖବର ମିଳିଥିଲା ଯେ, ଦାଉଦ ଏବଂ ତାଙ୍କ ସ୍ତ୍ରୀ…
Archives


