Home Left

୬ ଗୃହପାଳିତ ପ୍ରାଣୀଙ୍କ ଲାଗି ୯ ଲକ୍ଷ ୬୦ ହଜାରରେ ବିମାନ ବୁକ୍‌ କଲେ ମାଲିକ

ନୂଆଦିଲ୍ଲୀ, ୬।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଜଣେ ମାଲିକ ନିଜ ଗୃହପାଳିତ ପ୍ରାଣୀଙ୍କୁ ଦିଲ୍ଲୀରୁ ମୁମ୍ବାଇ ଆଣିବା ଲାଗି ୯ ଲକ୍ଷ ୬୦ ହଜାର ଟଙ୍କାର ଏକ ବିମାନ ବୁକ୍‌ କରିଛନ୍ତି। ଜୁନ୍‌ ଦ୍ୱିତୀୟ ସପ୍ତାହରେ…

ଆସିମ-ହିମାଂଶୀଙ୍କ ନୂଆ ମ୍ୟୁଜିକ୍‌ ଭିଡିଓର ପୋଷ୍ଟର ରିଲିଜ୍‌

ଛୋଟ ପରଦାର ଚର୍ଚ୍ଚିତ ଶୋ’ ‘ବିଗ୍‌ ବସ୍‌-୧୩’ ମାଧ୍ୟମରେ ଚର୍ଚ୍ଚାକୁ ଆସିଥିଲେ ଆସିମ ରିୟାଜ ଏବଂ ପଞ୍ଜାବୀ ଅଭିନେତ୍ରୀ ହିମାଂଶୀ ଖୁରାନା। ଏହି ଯୋଡିଙ୍କୁ ମ୍ୟୁଜିକ ଭିଡିଓ ‘କାଲା ସୋନା ନଇଁ..’ରେ ଏକାଠି ଦେଖିବାକୁ ମିଳିଥିଲା। ପ୍ରଥମ ମ୍ୟୁଜିକ୍‌ ଭିଡିଓର ସଫଳତା…

ରାଜ୍ୟରେ ବନ୍ଦ ହେବନି ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲ, ସୋମବାରରୁ ନାମଲେଖା ଆରମ୍ଭ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲ ବନ୍ଦ ହେବ ନାହିଁ। ଗତବର୍ଷ ଯେଉଁ ସବୁ ସ୍କୁଲରେ ନାମଲେଖା ହୋଇଥିଲା ଚଳିତ ବର୍ଷ ମଧ୍ୟ ହେବ। କରୋନା ପାଇଁ ସବୁ ସ୍କୁଲରେ ଆଡମିଶନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୋମବାରଠାରୁ ଜୁଲାଇ…

ରାଜଧାନୀର ଘରୋଇ ହସ୍ପିଟାଲକୁ କେଜରିଓ୍ବାଲଙ୍କ ଚେତାବନୀ

ନୂଆଦିଲ୍ଲୀ,୬।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଥିବା ବେଳେ ଏହାକୁ ନିୟନ୍ତ୍ରଣକୁ ଆଣିବାକୁ ଓ ସଂକ୍ରମିତଙ୍କର ଠିକ୍‌ ଚିକିତ୍ସା କରିବାକୁ ସରକାରଙ୍କ ତତ୍ପରତା ଦେଖିବାକୁ ମିଳିଛି। ଘରୋଇ ହସ୍ପିଟାଲରେ କରୋନା ସଂକ୍ରମିତଙ୍କ ଚିକିତ୍ସାକୁ ନେଇ ପୁଣିଥରେ…

ଜୁଲାଇ ୨୧ରୁ ଆରମ୍ଭ ହେବ ଅମରନାଥ ଯାତ୍ରା: ଶ୍ରଦ୍ଧାଳୁଙ୍କ କରୋନା ଯାଞ୍ଚ ରହିବ ବାଧ୍ୟତାମୂଳକ

ଅନନ୍ତନାଗ,୬।୬: କରୋନା ଲକ୍‌ଡାଉନ ମଧ୍ୟରେ ଅମରନାଥ ଯାତ୍ରାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତ ଥର ଅମରନାଥ ଯାତ୍ରା ଜୁଲାଇ ୨୧ରୁ ଅଗଷ୍ଟ ୩ମଧ୍ୟରେ ଆରମ୍ଭ ହେବ। ଏହି ଯାତ୍ରା କେବଳ ୨ସପ୍ତାହ ଅର୍ଥାତ୍‌ ୧୫ ଦିନ ଯାଏଁ ଚାଲିବ…

ଶଟ୍‌ଡାଉନ୍‌ରେ ଖାଁ ଖାଁ ରାଜଧାନୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଶନିବାର ସୁଦ୍ଧା ଚିହ୍ନଟ ହେଲେଣି ମୋଟ ୨,୭୮୧ କରୋନା ସଂକ୍ରମିତ। କେବଳ ୬ ଦିନରେ ଏହି ସଂଖ୍ୟା ୮୩୩ ବୃଦ୍ଧି ପାଇଛି। ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖଇ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ୧୧ଜିଲାରେ ରାଜ୍ୟ ସରକାର ସପ୍ତାହରେ…

୩୦ ଏପ୍ରିଲ୍‌ ମଧ୍ୟରେ ହୋଇଥିବା ନମୁନା ପରୀକ୍ଷା: ୭୦ ପ୍ରତିଶତଙ୍କ ତଥ୍ୟ ହୋଇନି ସଂରକ୍ଷିତ

ନୂଆଦିଲ୍ଲୀ, ୬।୬: କରୋନା ସଂକ୍ରମଣ ଲଢ଼େଇ ଭାରତରେ ଜୋର୍‌ଦାର ହେବାରେ ଲାଗିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ଏବଂ ପବ୍ଲିକ୍‌ ହେଲଥ୍‌ ଫାଉଣ୍ଡେଶନ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ହୋଇଥିବା ଏକ ସର୍ଭେରେ ଦର୍ଶାଯାଇଛି ଯେ, ଗତ ୩ ମାସ ମଧ୍ୟରେ ହୋଇଥିବା ନମୁନା ପରୀକ୍ଷା…

‘କୋଭିଡ-୧୯’ ଚାଇନାର ଅତ୍ୟଧିକ ଖରାପ ଉପହାର: ଟ୍ରମ୍ପ

ଓ୍ବାଶିଂଟନ,୬।୬: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ବା କୋଭିଡ-୧୯ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଛି। ଏହା ଚାଇନାରେ ଯେତିକି ସଂକ୍ରମିତ ହୋଇ ନ ଥିଲା ଏବେ ଏହା ଆମେରିକାରେ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଆମେରିକାରେ…

ଚିନ୍ତା ବଢ଼ାଇଲାଣି କରୋନା: ୬ ଦିନରେ ଚିହ୍ନଟ ହେଲେଣି ୮୩୩ ଆକ୍ରାନ୍ତ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୬ ଦିନରେ ମୋଟ ୮୩୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜୁନ୍‌ ୧ରେ ୧୫୬ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଜୁନ୍‌ ୨ରେ ୧୪୧, ଜୁନ୍‌ ୩ରେ…

ନବବିବାହିତା ମହିଳାଙ୍କୁ ପୋଲିସର ଦୁର୍ବ୍ୟବହାର ଅଭିଯୋଗ : କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର/ଆନନ୍ଦପୁର/ହାଟଡିହୀ,୬।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଗହଳଡାହି ଅଞ୍ଚଳରେ ଜଣେ ନବବିବାହିତା ମହିଳାଙ୍କୁ ୨ ଥାନା ଅଧିକାରୀ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗନୁଯାୟୀ, ଗତ ୨ ତାରିଖ ରାତିରେ ବଉଳା ଫାଣ୍ଡି ଅଧିକାରୀ…

ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଜୋ ବିଡେନଙ୍କ ନାମ ଘୋଷଣା କଲା ଡେମୋକ୍ରାଟିକ ପାର୍ଟି

ଓ୍ବାଶିଂଟନ,୬।୬: ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଡେମୋକ୍ରାଟିକ ପାର୍ଟି, ପୂର୍ବତନ ଉପରାଷ୍ଟ୍ରପତି ଜୋ ବିଡେନଙ୍କ ନାମ ଔପଚାରିକ ଭାବେ ଘୋଷଣା କରିଛି। ଶୁକବ୍ରାର ରାତିରେ ଏକ ବୟାନରେ ବିଡେନ କହିଛନ୍ତି ଡେମୋକ୍ରାଟିକ ପାର୍ଟିର ସବୁଠାରୁ ଶକ୍ତିଶାଳୀ ପ୍ରାର୍ଥୀଙ୍କ ସହ ନାମାଙ୍କନ ପାଇଁ…

ହଜ୍‌ଯାତ୍ରା ଉପରେ ସଙ୍କଟ

ନୂଆଦିଲ୍ଲୀ/ମକ୍କା, ୬।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ବଜାୟ ରଖିବା ଲାଗି ବହୁ ଦେଶରେ ଧାର୍ମିକସ୍ଥଳକୁ ବନ୍ଦ କରି ଦିଆଯାଇଛି। ଏପରିସ୍ଥଳେ ଚଳିତ ବର୍ଷ ମକ୍କା-ମଦିନାକୁ ଯିବା ପାଇଁ ଶ୍ରଦ୍ଧାଳୁଙ୍କ ଉପରେ କଟକଣା ଜାରି କରାଯାଇଛି। ଫଳରେ ହଜ୍‌ଯାତ୍ରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri