ଗଞ୍ଜାମରେ ପୁଣି ୬୪ ନୂଆ ସଂକ୍ରମିତ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୯୭କୁ ବୃଦ୍ଧି, ସୁସ୍ଥ ହେଲେଣି ୩୮୯
ବ୍ରହ୍ମପୁର ଅଫିସ,୬।୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ୬୪ ନୂତନ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୭ରେ ପହଞ୍ଚିଛି। ଏଯାବତ୍ ଜିଲାରେ ୩ ଆକ୍ରାନ୍ତଙ୍କ…
ଡାକଘର ଟେବୁଲ ଚୋରି କଲେ ଦୁର୍ବୃତ୍ତ
ବରଗଡ଼ ଅଫିସ,୬।୬: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅନ୍ତର୍ଗତ ଦୁଲମପୁର ଅଞ୍ଚଳରେ ଚୋରମାନଙ୍କ ଦୌରାତ୍ମ ବଢିବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ଦୁଲମପୁରସ୍ଥିତ ଶାଖା ଡାକଘରୁ (ବ୍ରାଞ୍ଚ ପୋଷ୍ଟ ଅଫିସ)ରୁ ଚୋରି ହୋଇଥିବା ଜଣାପଡ଼ିଛି। ଚୋରମାନେ ଡାକଘର କବାଟରେ…
ଶଟ୍ଡାଉନ୍ରେ ମାଟ୍ରିକ ମୂଲ୍ୟାୟନ ବନ୍ଦ
ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଓ ରବିବାର ୧୧ ଜିଲାକୁ ଶଟ୍ଡାଉନ୍ ଘୋଷଣା କରାଯାଇଛି। ତେବେ ଶଟ୍ଡାଉନ୍ ଘୋଷିତ ଉକ୍ତ ଜିଲାଗୁଡ଼ିକରେ ଶନିବାର ମାଟ୍ରିକ ମୂଲ୍ୟାୟନ ବନ୍ଦ ରହିଛି। ରବିବାର ମଧ୍ୟ ଉକ୍ତ ଜିଲାଗୁଡିକରେ ଖାତା…
ଶଟ୍ଡାଉନ୍ରେ ବିକ୍ରି ହେବ ଓମଫେଡ୍ ସାମଗ୍ରୀ: ରିଟେଲରଙ୍କ ଠିକଣା ସହ ମୋବାଇଲ ନଂ. ଜାରି
ଭୁବନେଶ୍ୱର,୬।୬(ବ୍ୟୁରୋ): ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ୨ ଦିନ ସଟ୍ଡାଉନ ବେଳେ ଓମଫେଡ୍ ପ୍ରଡକ୍ଟ ବିକ୍ରି ହୋଇପାରିବ। ତେବେ ଶଟ୍ଡାଉନ୍ ବେଳେ କିଏ…
ଶରୀରରେ ଆଇଏଲ୍-୬ ପ୍ରୋଟିନ୍ ଅଧିକ ରହିଲେ ହୁଏ କରୋନା ସଂକ୍ରମଣ
ଓ୍ବାଶିଂଟନ, ୬।୬: କରୋନା ମହାମାରୀ ବିରୋଧରେ ପୃଥିବୀରେ ଲଢ଼େଇ ଜାରି ରହିଛି। କେଉଁ ମାନଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ ସେନେଇ ଗବେଷକ ଦିନରାତି ଗବେଷଣା ଜାରି ରଖିଛନ୍ତି। ଲଣ୍ଡନର ଫ୍ରାନ୍ସିସ୍ କ୍ରିକ୍ ଇନଷ୍ଟିଚ୍ୟୁଟ୍ରେ ହୋଇଥିବା ଏକ ଗବେଷଣା…
ସୋସିଆଲ ମିଡିଆରେ ପାଣିପାଗ ସୂଚନା ଦେଲେ ବରୁଣ!
ମୁମ୍ବାଇ: ମାୟାନଗରୀ ମୁମ୍ବାଇରେ ଶନିବାର ସକାଳେ ବର୍ଷା ହୋଇଥିବା ବେଳେ ସାମାନ୍ୟ ପବନ ମଧ୍ୟ ବହିଥିଲା। ଏହି ସମୟରେ ବଲିଉଡ୍ ଅଭିନେତା ବରୁଣ ଧଓ୍ବନଙ୍କର ଏକ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି। ବରୁଣ ଶନିବାର ସକାଳୁ ସକାଳୁ ରାସ୍ତା ଉପରକୁ ଚାଲିଆସି…
ଭଦ୍ରକରେ ଶଟ୍ଡାଉନ୍ ପ୍ରଭାବ, ଖାଁ ଖାଁ ରାସ୍ତାଘାଟ
ଭଦ୍ରକ ଅଫିସ,୬।୬: କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ଜୁନ ମାସର ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ଦୁଇଦିନ ଶଟ୍ଡାଉନ୍ ଘୋଷଣା କରିଛନ୍ତି। ପୂର୍ବରୁ ଶଟ୍ଡାଉନ୍ ନିୟମକୁ କଡାକଡି ଭାବେ ପାଳନ କରାଯାଉଥିଲା। ତେବେ ନୂତନ ଭାବେ…
ଲକ୍ଡାଉନ୍ ନିୟମ ନମାନି ତଣ୍ଡ ଗଣିଲେ ଦୋକାନୀ
ଗଞ୍ଜାମ,୫।୬(ଡି.ଏନ୍.ଏ.): କରୋନା ପାଇଁ ଲକ୍ଡାଉନ୍ ଚାଲିଥିବା ବେଳେ ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି l ସକାଳ ୭ରୁ ସା ୭ଟା ପର୍ଯ୍ୟନ୍ତ ଦୋକାନବଜାର ଖୋଲିବାକୁ ନିୟମ ରହିଛି। ମାତ୍ର ଏହି ନିୟମକୁ ଉଲ୍ଲଂଘନ କରିଥିବା ଜଣେ ତେଜରାତି…
ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ
ବହଳଦା,୬।୬(ଡି.ଏନ୍.ଏ.): ମୟୁରଭଞ୍ଜ ଜିଲା ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତ ଜଣଙ୍କ ଶଶ ଗାଁ ର ଜଣେ ୨୩ବର୍ଷୀୟା ବିବାହିତା ମହିଳା ବୋଲି ଜଣାପଡିଛି। ଗତ ମେ ୯ ତାରିଖରେ ମହିଳା ଜଣକ ସ୍ବାସ୍ଥ୍ୟ ଖରାପ୍…
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ୫ ଜଣ କରୋନା ପଜିଟିଭ
ନୂଆଦିଲ୍ଲୀ,୬।୬: ରାଜଧାନୀ ଦିଲ୍ଲୀର ଲୋକ ନାୟକ ଭବନ, ଖାନ ମାର୍କେଟରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ମୁଖ୍ୟକାର୍ଯ୍ୟାଳୟରେ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ଉକ୍ତ କୋଠାକୁ ସାନିଟାଇଜ କରାଯିବା ସହ ୨ଦିନ ପାଇଁ ଏହାକୁ ସିଲ୍ କରି ଦିଆଯାଇଛି।…
ମୁଣ୍ଡରେ କେଶ ନ ଥିବା ପୁରୁଷଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ
ଓ୍ବାଶିଂଟନ, ୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଶିଶୁ, ଗର୍ଭବତୀ ଏବଂ ବୟସ୍କ ବ୍ୟକ୍ତିଙ୍କ କ୍ଷେତ୍ରରେ ସଂକ୍ରମଣ ଆଶଙ୍କା ଅଧିକ ଥିବା ବିଶେଷଜ୍ଞ କହିଛନ୍ତି।…
ଡେରାଡୁନରେ ୨ ଦିନିଆ ସଟ୍ଡାଉନ୍
ଡେରାଡୁନ,୬।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡର ଡେରାଡୁନରେ ସପ୍ତାହକୁ ୨ ଦିନ ସଟ୍ଡାଉନ ଘୋଷଣା କରାଯାଇଛି। ଶନିବାର ଓ ରବିବାର ସଟ୍ଡାଉନ ଘୋଷଣା କରାଯାଇଥିବାରୁ ଶନିବାର ଡେରାଡୁନ ସହରରେ ଲୋକଙ୍କ ଯାତାୟତ କମ୍ ରହିଥିଲା। କେବଳ ଜରୁରୀ ସେବା ଯୋଗାଉଥିବା…
Archives


