Home Left

ଡେରାଡୁନରେ ୨ ଦିନିଆ ସଟ୍‌ଡାଉନ୍‌

ଡେରାଡୁନ,୬।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡର ଡେରାଡୁନରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ ଘୋଷଣା କରାଯାଇଛି। ଶନିବାର ଓ ରବିବାର ସଟ୍‌ଡାଉନ ଘୋଷଣା କରାଯାଇଥିବାରୁ ଶନିବାର ଡେରାଡୁନ ସହରରେ ଲୋକଙ୍କ ଯାତାୟତ କମ୍‌ ରହିଥିଲା। କେବଳ ଜରୁରୀ ସେବା ଯୋଗାଉଥିବା…

ମାସ୍କ ବାଣ୍ଟୁଛନ୍ତି କଣ୍ଡକ୍ଟର

ମଦୁରାଇ: କରୋନା ସଂକ୍ରମଣ ରୋକିବା ଲାଗି ଲୋକଙ୍କୁ ସଚେତନ କରିବାକୁ ପ୍ରୟାସ ଜାରି ରହିଛି। ତେବେ ସରକାରଙ୍କ ଏହି ଉଦ୍ୟମକୁ କେତେଜଣ ବ୍ୟକ୍ତି ସ୍ବଇଚ୍ଛାରେ କରିବାରେ ଲାଗିଛନ୍ତି। ଆଉ ଏଥିପାଇଁ ନିଜେ ଖର୍ଚ୍ଚାନ୍ତ ହେବାକୁ ବି ପଛାଉ ନାହାନ୍ତି। ଏମିତି ଜଣେ…

କରୋନା ବିଜୟୀଙ୍କ ପୁନର୍ବିବାହ

ଭୋପାଳ: ସେମାନେ ବିବାହିତ। ଢେର ଦିନର ଘରସଂସାର କରି ଏବେ ପରିଣତ ବୟସରେ। କିନ୍ତୁ ଏମିତି ଏକ ସମୟରେ ସେମାନେ ପୁଣି ଥରେ ବିବାହ କରିଛନ୍ତି। କାରଣ କରୋନା ପଜିଟିଭ୍‌ ହେବା ପରେ ସେମାନେ ସୁସ୍ଥ ହୋଇପାରିଛନ୍ତି। ଭୋପାଳରେ ଏମିତି ଏକ…

ହିନ୍ଦୁ ଝିଅଙ୍କ ବାହାଘର କଲେ ମୁସଲମାନ ଦମ୍ପତି

ମାଛିଓ୍ବାଡା(ପଞ୍ଜାବ): ଲକ୍‌ଡାଉନ୍‌ କଟକଣା ମଧ୍ୟରେ ଅନେକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏ ସମୟରେ ଏପରି କିଛି ଘଟଣା ମଧ୍ୟ ଘଟିଛି, ଯାହା ଅନେକଙ୍କୁ ପ୍ରେରିତ କରିବା ସହ ସବୁଦିନ ପାଇଁ ସ୍ମୃତି ହୋଇ ରହିବ। ପଞ୍ଜାବର ଲୁଧିଆନାରେ ଦେଖିବାକୁ ମିଳିଛି…

ଡ୍ରାମା ଅଫ୍‌ ନେଚର

ନୂଆଦିଲ୍ଲୀ: ସାପ ଉପରେ ବେଙ୍ଗ। ଏମିତି ଏକ କଥା ଶୁଣିବା ମାତ୍ରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚୟ। କାହିଁକିନା ଜଣେ ଖାଦ୍ୟ ଆଉ ଜଣେ ଖାଦକ। ଏମିତି ଏକ ସମ୍ପର୍କର ଦୁଇଟି ଜୀବଙ୍କୁ ଏକାଠି ଦେଖିବା ନିହାତିଭାବେ ଆଶ୍ଚର୍ଯ୍ୟର କଥା। ମାତ୍ର…

ଭାଇରସ୍‌ରେ ୪୧% ‘କ୍ଲେଡ୍‌ ଏ୩-ଆଇ’

ହାଇଦ୍ରାବାଦ: ପରିବେଶ ଅନୁଯାୟୀ ପରିବର୍ତ୍ତିତ ଗୁଣାବଳୀ କରୋନା ଭାଇରସ୍‌କୁ ସଂକ୍ରମଣ ଲାଗି ବଳ ଯୋଗାଉଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି ଭୂତାଣୁ ଆମେରିକାରେ ଯେଉଁ ପ୍ରତିକ୍ରିୟା ଦେଖାଉଛି, ୟୁରୋପୀୟ ରାଷ୍ଟ୍ରରେ ଏହା ଭିନ୍ନ। ସେହିପରି ଭାରତରେ ମଧ୍ୟ ଭୂତାଣ ଗୁଣରେ ବିବିଧତା…

ସହଯୋଗର ହାତ ବଢ଼ାଇଲେ ନୋରା

ମୁମ୍ବାଇ: ଲକ୍‌ଡାଉନ୍‌ ସମୟରେ ମଜାଦାର ପୋଷ୍ଟକରି ନିଜର ଫ୍ୟାନ୍‌ମାନଙ୍କୁ ମନୋରଞ୍ଜନ କରାଉଥିବା ବଲିଉଡ୍‌ ଅଭିନେତ୍ରୀ ତଥା ମଡେଲ ନୋରା ଫତେହି ଏବେ ଅନ୍ୟ ଏକ କାରଣ ଯୋଗୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ନୋରା ବର୍ତ୍ତମାନ ଫ୍ରଣ୍ଟ୍‌ଲାଇନ୍‌ ଓ୍ବାର୍କର୍ସଙ୍କ ସହାୟତା ଲାଗି ଆଗେଇ…

କରୋନା ସଂକ୍ରମଣ: ଇଟାଲୀକୁ ପଛରେ ପକାଇ ଆଉ ଗୋଟିଏ ପାହାଚ ଉପରକୁ ଗଲା ଭାରତ

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏବେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଗଲାଣି ସଂକ୍ରମିତଙ୍କ ସଂଖ୍ୟା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪…

ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ନିଶାଶକ୍ତ ସ୍ବାମୀ

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ସହର ସାନ୍ତରାପୁର ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଶକ୍ତ ସ୍ବାମୀ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟକର ସୃଷ୍ଟି କରିଛି। ସୂଚନାଯୋଗ୍ୟ, ସାନ୍ତରାପୁର ସାହିରେ ରହୁଥିବା ବାବୁଲି ପ୍ରଧାନ…

କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ଶନିବାର ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା…

ପୁରୀ ସହରରେ ଆଜି ଲାଗୁ ହେବନି ଶଟ୍‌ଡାଉନ୍‌

ପୁରୀ ଅଫିସ, ୬।୬: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ ପୁରୀ ସହର ରହିଛି। କିନ୍ତୁ ଶନିବାର ପୁରୀ ସହର ପାଇଁ ଶଡ୍‌ଡାଉନ୍‌ ଲାଗୁ…

CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ୧୩୭କୁ ବୃଦ୍ଧି

ଭଦ୍ରକ ଅଫିସ,୬।୬: ଭଦ୍ରକ ଜିଲାରେ ଶନିବାର ସକାଳେ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସମସ୍ତ ଗୁଜରାଟ ଫେରନ୍ତା ହୋଇଥିବା ବେଳେ ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri