Home Left

ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ନିଶାଶକ୍ତ ସ୍ବାମୀ

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ସହର ସାନ୍ତରାପୁର ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଶକ୍ତ ସ୍ବାମୀ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟକର ସୃଷ୍ଟି କରିଛି। ସୂଚନାଯୋଗ୍ୟ, ସାନ୍ତରାପୁର ସାହିରେ ରହୁଥିବା ବାବୁଲି ପ୍ରଧାନ…

କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ଶନିବାର ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା…

ପୁରୀ ସହରରେ ଆଜି ଲାଗୁ ହେବନି ଶଟ୍‌ଡାଉନ୍‌

ପୁରୀ ଅଫିସ, ୬।୬: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ ପୁରୀ ସହର ରହିଛି। କିନ୍ତୁ ଶନିବାର ପୁରୀ ସହର ପାଇଁ ଶଡ୍‌ଡାଉନ୍‌ ଲାଗୁ…

CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ୧୩୭କୁ ବୃଦ୍ଧି

ଭଦ୍ରକ ଅଫିସ,୬।୬: ଭଦ୍ରକ ଜିଲାରେ ଶନିବାର ସକାଳେ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସମସ୍ତ ଗୁଜରାଟ ଫେରନ୍ତା ହୋଇଥିବା ବେଳେ ସେମାନେ…

ଟୁଇଟର ପ୍ରୋଫାଇଲରୁ ଭାଜପା ହଟାଇଲେ ଜ୍ୟୋତିରାଦିତ୍ୟ !

ଭୋପାଳ,୬।୬: କିଛି ମାସ ତଳେ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ନେଇ ଏବେ ପୁଣିଥରେ ରାଜନୀତି ହୋଇଛି ସରଗରମ। ଏବେ ସେ ତାଙ୍କ ଟୁଇଟର ଆକାଉଣ୍ଟରୁ ‘ଭାଜପା’ ହଟାଇ ଦେଇଥିବା କଥା ଆଲୋଚନା ହେଉଛି।…

୧୪ ଜିଲାରୁ ୧୭୩ କରୋନା ପଜିଟିଭ ଚିହ୍ନଟ: ଗଞ୍ଜାମରୁ ସର୍ବାଧିକ ୬୪ ଜଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରୁ ଶନିବାର ଚିହ୍ନଟ ୧୭୩ କରୋନା ଆକ୍ରାନ୍ତ ୧୪ଟି ଜିଲାର। ଏମାନଙ୍କ ମଧ୍ୟରୁ ସର୍ବଧିକ ଗଞ୍ଜାମ ଜିଲାରୁ ୬୪ ଜଣ ରହିଛନ୍ତି। ସେହିପରି ଯାଜପୁରରୁ ୧୯, କଟକ ଓ ମୟୂରଭଞ୍ଜରୁ ୧୩, ବଲାଙ୍ଗୀର, ବାଲେଶ୍ୱରରୁ ୧୧, ଗଜପତି ୧୦, ନୂଆପଡ଼ା…

ବିମାନ ଦୁର୍ଘଟଣା: ଗୋଟିଏ ପରିବାରର ୪ ଜଣଙ୍କ ସମେତ ୫ ମୃତ

ଜର୍ଜିଆ,୬।୬: ଆମେରିକାର ଜର୍ଜିଆରେ ହୋଇଥିବା ଏକ ଛୋଟ ବିମାନ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣ ସଦସ୍ୟଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏମାନେ ସମସ୍ତେ ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ…

ଶ୍ରୀମନ୍ଦିର ଅଣସର ଘରେ ପଟିଦିଅଁ ପୂଜା ଆରମ୍ଭ

ପୁରୀ ଅଫିସ, ୬।୫: ସ୍ନାନ ମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁ ଦାରୁବ୍ରହ୍ମ। ଅସୁସ୍ଥ ହୋଇପଡିଛନ୍ତି। ଶ୍ରୀମନ୍ଦିର ଅଣସର ଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶନିବାରଠାରୁ ପଟିଦିଅଁଙ୍କ ପୂଜା ମଧ୍ୟ ଆରମ୍ଭ ହୋଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନାରାୟଣ…

ଖାଁ ଖାଁ ଅଲାରନାଥ ପୀଠ, ଶୁଭୁନି ଭକ୍ତଙ୍କ ଗହଳି

ବ୍ରହ୍ମଗିରି, ୬।୬(ଡି.ଏନ୍‌.ଏ): ସ୍ନାନ ପୂର୍ଣ୍ଣିମାରେ କାଳିଆ ସାନ୍ତ ଭାଇ ଭଉଣୀଙ୍କ ସହିତ ମହାସ୍ନାନ କରି ଜ୍ବରରେ ପଡି ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଛନ୍ତି। ଏହି ସମୟରେ ଆଉ ଏକ ଲୀଳା କ୍ଷେତ୍ର ପାଲଟିଛି ବ୍ରହ୍ମଗିରିର ଅଲାରନାଥ ପୀଠ। ୧୪ ଦିନ…

ଡିଜିଟାଲ ପ୍ଲାଟଫର୍ମରେ ଯୋଡ଼ି ହେବେ ପାଞ୍ଚ ହଜାର କାର୍ଯ୍ୟକର୍ତ୍ତା

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୋଦି ସରକାରଙ୍କ ଦିତୀୟ ପାଳିର ଏକ ବର୍ଷ ପୂର୍ତ୍ତି ଶାସନର ସଫଳତା ଓ ଯୋଜନା ସମ୍ପର୍କରେ ଆସନ୍ତା ୮ ତାରିଖ ୩ଟା ୩୦ ମିନିଟ ସମୟରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବେ। ଏହି ବିଶାଳ ଡିଜିଟାଲ…

‘ଏଚ୍‌ସିକ୍ୟୁ ଅସୁରକ୍ଷିତ’ ଦାବିରୁୁ ଓହରିଲେ ଅଧ୍ୟୟନକାରୀ

ଓ୍ବାଶିଂଟନ,୬ା୬: କରୋନା ରୋଗୀଙ୍କୁ ଦିଆଯାଉଥିବା ମ୍ୟାଲେରିଆ ନିରୋଧୀ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ (ଏଚ୍‌ସିକ୍ୟୁ) ବିରୋଧରେ ଏକପ୍ରକାର ଷଡ଼ଯନ୍ତ୍ର କରାଯାଇଥିବା ମନେହେଉଛି। କାରଣ ଏହି ଔଷଧ କରୋନା ରୋଗୀଙ୍କ ପାଇଁ ନିରାପଦ ନୁହେଁ ବୋଲି ମେଡିକାଲ ଜର୍ନାଲ ‘ଦ ଲାନ୍‌ସେଟ୍‌’ ପକ୍ଷରୁ ଏକ ଅଧ୍ୟୟନ…

କମାଣ୍ଡର ନିଯୁକ୍ତ କଲା ଚାଇନା

ବେଜିଂ,୬ା୬(ପି.ଟି.): ସୀମାବିବାଦକୁ ନେଇ ଭାରତ ଓ ଚାଇନା ସେନା ମଧ୍ୟରେ ପାଖାପାଖି ୨ ସପ୍ତାହ ହେଲା ଅଚଳାବସ୍ଥା ଲାଗି ରହିଛି। ଏହାର ସମାଧାନ ଲାଗି ଶନିବାର ଦୁଇଦେଶର ସେନା ଅଧିକାରୀ ସ୍ତରୀୟ ଆଲୋଚନା ହେବାକୁ ଯାଉଥିବାବେଳେ ଏହାର ଦିନକ ପୂର୍ବରୁ ବେଜିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri