Home Left

୨ ଭାଲୁ ଆକ୍ରମଣରେ ୬ ଗୁରୁତର

ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ବାଉଁଶବଣିଆ ଏବଂ ଟଣକା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ୨ଟି ଭାଲୁ ଆକ୍ରମଣରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କୁଲଡ଼ିହା ଅଭୟାରଣ୍ୟରୁ…

ବାଲେଶ୍ୱର ସହରରେ ଲାଗିଲା ୬ ସାନିଟାଇଜ ମେଶିନ

ବାଲେଶ୍ୱର ଅଫିସ, ୫।୬: ମହାମାରୀ କରୋନା ଯୋଗୁ ସବୁବର୍ଗର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ହାତପାଣ୍ଠିରୁ ୧୦ଲକ୍ଷ ଟଙ୍କା ବ୍ୟୟବରାଦରେ ସହରରେ ୬ଟି ଅତ୍ୟାଧୁନିକ ସାନିଟାଇଜ ମେଶିନ ଲଗାଯାଇଛି। ପୌରପାଳ ଅଧିକାରୀ ପ୍ରଣୟ…

ବିଚ୍‌ ରାସ୍ତାରେ ଅଧିକାରୀଙ୍କୁ ଚପଲରେ ପିଟିଲେ ଭାଜପା ନେତ୍ରୀ

ଚଣ୍ଡିଗଡ଼,୫।୬: ଟିକ୍‌ଟକ୍‌ ଷ୍ଟାର ତଥା ଭାଜପା ନେତ୍ରୀ ସୋନାଲି ଫୋଗାଟ ପ୍ରାୟ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଚଳିତ ଥର ମଧ୍ୟ ସେ ଏଭଳି ଏକ କାମ କରିଛନ୍ତି ଯାହା ତାଙ୍କୁ ଚର୍ଚ୍ଚାର ପରିସରକୁ ଟାଣିଆଣିଛି। ହରିୟାଣା ହିସାରର ଆଦମପୁର ବିଧାନସଭା ମଣ୍ଡଳୀର…

ଶଟ୍‌ଡାଉନ୍‌ରେ ଗଡ଼ିବନି ମୋ’ ବସ୍‌

ଭୁବନେଶ୍ୱର, ୫ା୬(ବ୍ୟୁରୋ)- ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇ ମୋ’ବସ୍‌ ପକ୍ଷରୁ ଶଟ୍‌ଡାଉନ୍‌ରେ ମୋ’ ବସ୍‌ ଚଳାଚଳ କରିବ ନାହିଁ। ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାର କ୍ୟାପିଟାଲ ରିଜିଅନ୍‌ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ୍‌) ପକ୍ଷରୁ ମୋବସ୍‌ ଚଳାଚଳ କରିବ…

ୟୁପି ଶିକ୍ଷୟିତ୍ରୀଙ୍କ ଦରମା ୧ କୋଟି, ଏକାସହ ପଢ଼ାଉଥିଲେ ୨୫ ସ୍କୁଲରେ ପାଠ

ଗୋଟିଏ କିମ୍ବା ଦୁଇଟି ନୁହେଁ ଏକା ସମୟରେ ୨୫ସ୍କୁଲରେ ପାଠ ପଢ଼ାଉଥିଲେ ଶିକ୍ଷୟିତ୍ରୀ। ଏଥିପାଇଁ ପ୍ରତି ମାସରେ ତାଙ୍କ ବ୍ୟାଙ୍କ ଖାତାକୁ ଆସୁଥିଲା ୧ କୋଟି ଟଙ୍କା। ଉତ୍ତରପ୍ରଦେଶରେ ଶିକ୍ଷା ବ୍ୟବସ୍ଥାରେ ଏଭଳି ଏକ କେଳେଙ୍କାରୀ ସାମ୍ନାକୁ ଆସିଛି। ରାଜ୍ୟର ମୌଳିକ…

ବାତ୍ୟା ନିସର୍ଗ: ରାଇଗଡ ପାଇଁ ଶହେ କୋଟି ଟଙ୍କା ଘୋଷଣା କଲେ ଠାକରେ

ମୁମ୍ବାଇ,୫।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶୁକ୍ରବାର ବାତ୍ୟା ନିସର୍ଗରେ ରାଇଗଡରେ ହୋଇଥିବା କ୍ଷୟକ୍ଷତି ପାଇଁ ଜରୁରୀକାଳୀନ ୧୦୦ କୋଟି ଟଙ୍କାର ରିଲିଫ୍‌ ଘୋଷଣା କରିଛନ୍ତି। ଏହାସହ ନିସର୍ଗ ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ତୁରନ୍ତ କରିବାକୁ ଠାକରେ ନିର୍ଦ୍ଦେଶ ଦେଇଛନ୍ତି।…

ବଲାଙ୍ଗୀରରେ ୩ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି

ବଲାଙ୍ଗୀର ଅଫିସ,୫।୬: ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି । ଶୁକ୍ରବାର ୩ କରୋନା ସଂକ୍ରମିତ ଚିହ୍ନଟ ପରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଜିଲାରେ ୮୧ ସକ୍ରିୟ କେସ୍‌ ଥିବା ବେଳେ…

ଜାତିଆଣ ମନ୍ତବ୍ୟ ନେଇ କ୍ଷମା ମାଗିଲେ ଯୁବରାଜ

ନୂଆଦିଲ୍ଲୀ,୫।୬(ପି.ଟି.): ଏକ ଇନ୍‌ଷ୍ଟାଗ୍ରାମ୍‌ ଚାଟ ଅବସରରେ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ବିରୋଧରେ ଜାତିଆଣ ମନ୍ତବ୍ୟ ଦେଇ ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ କ୍ଷମା ମାଗିଛନ୍ତି। ଅଜାଣତରେ ଏଭଳି ମନ୍ତବ୍ୟ ଦେଇ ଜନତାଙ୍କ ମନରେ ଆଘାତ ଦେଇଥିଲି ବୋଲି ସେ କହିଛନ୍ତି।…

ରାୟଗଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ

ରାୟଗଡ଼ା ଅଫିସ,୫।୬: ରାୟଗଡ଼ା ଜିଲାରେ ଶୁକ୍ରବାର ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ୨୨ ବର୍ଷୀୟା ଜଣେ ଯୁବତୀ ଏବଂ କର୍ଣ୍ଣାଟକ ଫେରନ୍ତା ବୋଲି ଜଣାପଡ଼ିଛି। ତାଙ୍କୁ ଗଜପତି କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେ ୨୯ ତାରିଖରେ ରାୟଗଡ଼ା…

ଲକ୍‌ଡାଉନ୍‌ରେ ଟପ୍‌-୧୦ ଆୟକାରୀ ଆଥ୍‌ଲେଟ ତାଲିକାରେ କୋହଲି

ଲଣ୍ଡନ,୫।୬(ପି.ଟି.): କୋଭିଡ୍‌-୧୯ କାରଣରୁ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ଲକ୍‌ଡାଉନ୍‌ ସମୟରେ ଜଣାଶୁଣା ସୋସିଆଲ ମିଡିଆ ‘ଇନ୍‌ଷ୍ଟାଗ୍ରାମ୍‌’ରେ ପୋଷ୍ଟ କରି ଭାରତୀୟ ଅଧିନାୟକ ବିରାଟ କୋହଲି ଘରେ ବସି କୋଟି କୋଟି ଟଙ୍କା ଆୟ କରିଛନ୍ତି। ଏ ଦୃଷ୍ଟିକୋଣରୁ…

ଟି୨୦ ବିଶ୍ୱକପ୍‌ ଉଚିତ ସମୟରେ ଆୟୋଜନ ହେବା ଆବଶ୍ୟକ: ଆକ୍ରମ

କରାଚୀ, ୫।୬(ପି.ଟି.): ସାରା ବିଶ୍ୱରେ କୋଭିଡ୍‌- ୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ପୂର୍ବତନ ପାକିସ୍ତାନ ଦ୍ରୁତ ବୋଲର ଓ୍ବାସିମ ଆକ୍ରମ ନିଜ ମତ ପ୍ରକାଶ କରିଛନ୍ତି। ଉଚିତ ସମୟରେ ଏହି ମେଗା ଇଭେଣ୍ଟ…

୨୦୨୨ ଏଏଫ୍‌ସି ମହିଳା ଏସିଆନ କପ୍‌ ଆୟୋଜନ କରିବ ଭାରତ

ନୂଆଦିଲ୍ଳୀ,୫।୬(ପି.ଟି.): ଭାରତ ୨୦୨୨ ମହିଳା ଏସିଆନ୍‌ କପ୍‌ ଆୟୋଜନ କରିବାକୁ ଅଧିକାର ପାଇଛି। ଏସିଆନ୍‌ ଫୁଟବଲ କନ୍‌ଫେଡେରେଶନ ୧୯୭୯ ପରେ ପ୍ରଥମଥର ପାଇଁ ଏହି ଟୁର୍ନାମେଣ୍ଟ ଆୟୋଜନ ପାଇଁ ଭାରତକୁ ଅଧିକାର ଦେଇଛି। ଏଏଫ୍‌ସି ମହିଳା ଫୁଟବଲ କମିଟି ବୈଠକରେ ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri