Home Left

ଇନ୍‌ଷ୍ଟା ପୋଷ୍ଟ ଲାଗି ଟ୍ରୋଲ୍‌ ହେଉଛନ୍ତି ସାରା

ବମ୍ବେ: ଟ୍ରୋଲ ହେଉଛନ୍ତି ସୈଫ ଲଳନା ସାରା। ସେ ବି ଏକ ଇନ୍‌ଷ୍ଟା ପୋଷ୍ଟକୁ ନେଇ। ପରିସ୍ଥିତି ଏଭଳି ହୋଇଛି ଯେ ସାରା ବାଧ୍ୟ ହୋଇ ପୋଷ୍ଟଟିକୁ ଡିଲିଟ୍‌ କରିଛନ୍ତି। କଥାଟି ଏପରି। ବର୍ତ୍ତମାନ ଆମେରିକାରେ କୃଷ୍ଣକାୟ ଜର୍ଜ ଫ୍ଲୋଏଡଙ୍କ ହତ୍ୟା…

ତିନି ଦିନ ପରେ ଖୋଲିବ ମନ୍ଦିର

ଲକ୍ଷ୍ନୌ,୫।୬: ଏବେ ଲକ୍‌ଡାଉନ ନିୟମରେ କୋହଳ କରାଯାଇଥିବା ବେଳେ ଉତ୍ତରପ୍ରଦେଶରେ ଜୁନ୍‌ ୮ରେ ସମସ୍ତ ମନ୍ଦିର ପୁଣିଥରେ ଭକ୍ତଙ୍କ ଦର୍ଶନ ନିମନ୍ତେ ଖୋଲାଯିବ। ଉତ୍ତରପ୍ରଦେଶରେ ଧାର୍ମିକ ଅନୁଷ୍ଠାନ, ହୋଟେଲ, ରେସ୍ତୋରାଁ, ଶପିଙ୍ଗ ମଲ, ହସ୍ପିଟାଲିଟି ସର୍ଭିସ ଆଦି ଜୁନ୍‌ ୮ରୁ ଖୋଲିବ…

ଫୋବ୍ସ ତାଲିକା: ସର୍ବାଧିକ ରୋଜଗାର କରିଥିବା ଭାରତୀୟ ସେଲିବ୍ରିଟି ଅକ୍ଷୟ, ଶୀର୍ଷରେ କାଇଲି ଜେନେର

ବମ୍ବେ: ବଲିଉଡ୍‌ର ସର୍ବାଧିକ ରୋଜଗାର କରିଥିବା ସେଲିବ୍ରିଟି ପାଲଟିଛନ୍ତି ଖିଲାଡ଼ି କିଙ୍ଗ ଅକ୍ଷୟ କୁମାର। ଫୋବ୍ସ ମାଗାଜିନ୍‌ ପକ୍ଷରୁ ଜାରି କରାଯାଇଥିବା ୨୦୨୦ର ତାଲିକାରେ ୫୨ତମ ସ୍ଥାନରେ ଅକ୍ଷୟ ଅଛନ୍ତି। ଏଥିରେ ଟପ୍‌ରେ ଅଛନ୍ତି କାଇଲି ଜେନେର। ଏହାଛଡ଼ା ପ୍ରିୟଙ୍କା ଚୋପ୍ରାଙ୍କ…

ଏମିତି ଏଟିଏମ୍‌, ଟଙ୍କା ବଦଳରେ ବାହାରିଥାଏ ସୁନା

ଆଜିକାଲି ସମୟରେ ବ୍ୟାଙ୍କରେ ଲମ୍ବା ଲାଇନ୍‌ ଲଗାଇ ଗ୍ରାହକମାନେ ଆଉ ଟଙ୍କା ଉଠାଉ ନାହାନ୍ତି। ଏଥିପାଇଁ ଏଟିଏମ୍‌ ସହଜ ଏବଂ ସୁଲଭ ମାଧ୍ୟମ ପାଲଟିଛି। ବିଶ୍ୱର ଯେଉଁ ସ୍ଥାନକୁ ଗଲେ ମଧ୍ୟ ଏଟିଏମ୍‌ରୁ ଟଙ୍କା ଉଠାଇ ପାରିବେ। କିନ୍ତୁ ଜାଣନ୍ତି କି,…

କରୋନା କଟକଣା : ବିନା ଭକ୍ତରେ ସ୍ନାନ ମଣ୍ଡପରେ ଶ୍ରୀଜିଉ

କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜିଉଙ୍କ ସ୍ନାନଯାତ୍ରା ଶୁକ୍ରବାର ନିରାଡମ୍ବର ଭାବେ ଅନୁଷ୍ଠିତ ହୋଇଯାଇଛି। କରୋନା କଟକଣା ପାଇଁ ଭକ୍ତଙ୍କ ପ୍ରବେଶ ନିଷେଧ କରାଯାଇଥିବା ଯୋଗୁ ବିନା ଭକ୍ତରେ ସ୍ନାନ ମଣ୍ଡପରେ ଶ୍ରୀଜିଉ ବିଜେ କରିଛନ୍ତି। ଏହି ଅବସରରେ…

ଲକ୍‌ଡାଉନ୍‌ରେ କ’ଣ କରୁଛନ୍ତି ଧୋନୀ; ଭିଡିଓ ଭାଇରାଲ

କରୋନା ଭାଇରସ୍‌ ଯୋଗୁ ଗତ ଦୁଇ ମାସ ହେବ କୌଣସି ମ୍ୟାଚ୍‌ ଆୟୋଜନ କରାଯାଇ ନାହିଁ। ଫଳରେ ଖେଳାଳିମାନେ ଲକ୍‌ଡାଉନ୍‌ରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଗତ ବିଶ୍ୱକପ୍‌ ପରଠାରୁ କ୍ରିକେଟରୁ ଦୂରେଇ ରହିଥିବା ମହେନ୍ଦ୍ର ସିଂ ଧୋନୀଙ୍କ କିଛି…

ବିନା ଭକ୍ତରେ ଚାଲିଛି ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା

ସଜନାଗଡ଼, ୫।୬(ଡି.ଏନ୍‌.ଏ.): ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲା ନୀଳଗିରି ଜଗନ୍ନାଥ ମନ୍ଦିରରେ ଠାକୁରଙ୍କ ନୀତି ଶୁକ୍ରବାର ଭୋରରୁ ଯଥା ରୀତିନୀତି ଅନୁସାରେ ଚାଲିଛି। ନୀଳଗିରି ରାଜା ଜୟନ୍ତ ମର୍ଦ୍ଦରାଜ ହରିଚନ୍ଦନ ଛେରା…

ବରଗଡ଼ରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଲା

ବରଗଡ଼ ଅଫିସ,୫ା୬: ବରଗଡ଼ ଜିଲାରେ ପୁଣି ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ସାତବନ୍ଧ, ଜାରିଂ କନପୁରୀ ଓ ବାନ୍ଦୁପାଲିର ଜଣେ ଲେଖାଏ ହୋଇଥିବା ବେଳେ ସମସ୍ତେ ତାମିଲନାଡୁ ଫେରନ୍ତା ବୋଲି ଜିଲା ସୂଚନା…

ଚଳନ୍ତା ଟ୍ରେନ୍‌ରେ ୪ ମାସର ଶିଶୁ ପାଇଁ କ୍ଷୀର ପହଞ୍ଚାଇଲେ ଆର୍‌ପିଏଫ୍‌ ଯବାନ

ନୂଆଦିଲ୍ଲୀ,୫।୬: ଚଳନ୍ତା ଟ୍ରେନ୍‌ରେ ୪ ମାସର ଶିଶୁ ପାଇଁ କ୍ଷୀର ଆଣି ଦେଇଥିବା ଜଣେ ଆର୍‌ପିଏଫ୍‌ ଯବାନଙ୍କର ସବୁଠି ପ୍ରଶଂସା କରାଯାଉଛି। ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଏବେ ଅଜସ୍ର ବାଃ ବାଃ ସାଉଁଟୁଛି। ରେଳମନ୍ତ୍ରୀ ପିୟୁଷ ଗୋୟଲ ମଧ୍ୟ…

କୁଇଣ୍ଟାଲ ଓଜନର ଲେହେଙ୍ଗା ପିନ୍ଧି ବିବାହ କଲେ ଯୁବତୀ

ବିବାହକୁ ସ୍ବତନ୍ତ୍ର ତଥ ସ୍ମରଣୀୟ କରିବା ପାଇଁ ବର-କନ୍ୟା କିଛି ନୂଆ କରିବାକୁ ଚେଷ୍ଟା କରିଥାନ୍ତି। ସେହିପରି ପାକିସ୍ତାନର ଜଣେ ଯୁବତୀ ବିବାହକୁ ସ୍ବତନ୍ତ୍ର କରିବା ପାଇଁ ଏକ ନିଆରା ପନ୍ଥା ଆପଣାଇଛନ୍ତି। ସେ ବିବାହରେ ୧ କି ୨ ନୁହେଁ,…

ପୁରୀରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଲା

ପୁରୀ ଅଫିସ, ୫।୬: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୮ଜଣ ଚିକିତ୍ସିତ ହେଉଛନ୍ତି। ତେବେ…

କରୋନା ସଂକ୍ରମଣରେ ଆଗକୁ ବଢୁଛି ବ୍ରାଜିଲ-ଭାରତ

ଓ୍ବାଶିଂଟନ,୫।୬: ୟୁରୋପୀୟ ଦେଶକୁ ବାଦ୍‌ ଦେଲେ ଏବେ ଆମେରିକା ସମେତ ଏସିଆ ଓ ଆଫ୍ରିକାରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ସୁଦ୍ଧା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬,୯୨,୬୦୦ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ୩,୯୨,୨୦୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri