Home Left

ଅଭିନୟରେ ପାଦ ଦେବେ କି ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିିଙ୍କ ଜୀବନୀ ଉପରେ ବଲିଉଡ ଚଳଚ୍ଚିତ୍ର ନିର୍ମାଣ ହେବାର ଯୋଜନା ଚାଲିଛି। ଉକ୍ତ ଚଳଚ୍ଚିତ୍ରରେ କୋହଲି ନିଜ ଭୂମିକାରେ ଅଭିନୟ କରିବାକୁ ରାଜି ଅଛନ୍ତି। ତେବେ ଏଥିପାଇଁ ସେ ଏକ ସର୍ତ୍ତ ରଖିଛନ୍ତି। ତାଙ୍କର…

ସନ୍ଧ୍ୟା ସାଢ଼େ ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟା ସାଢ଼େ ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟବାସୀ କରୋନା(କୋଭିଡ-୧୯) ମହାମାରୀ ସହ ଲଢ଼େଇ କରୁଛନ୍ତି। ୪ଟି ପର୍ଯ୍ୟାୟ ଲକ୍‌ଡାଉନ୍‌ ପରେ…

କ୍ୟାମେରା ଧରି ସମୂଦ୍ରକୁ ଡେଇଁଲେ ଉର୍ବଶୀ: ପଛରେ ପଡ଼ିଗଲା ବିଶାଳକାୟ ମାଛ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। କିଛି ଦିନର ବ୍ୟବଧାନରେ ସେ ନିଜର ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରିଥାନ୍ତି। ଏବେ ସେ ନିଜର ଏକ ଭିଡିଓ ଶେୟାର କରିଛନ୍ତି, ଯାହାକି ଖୁବ୍‌ ଭାଇରାଲ ହେବାରେ…

ଟ୍ରେନିଂକୁ ଫେରିଲେ ଅଶ୍ୱିନୀ, ଲକ୍ଷ୍ୟ

ନୂଆଦିଲ୍ଲୀ,୪।୬(ପି.ଟି.): ବ୍ୟାଡ୍‌ମିଣ୍ଟନ ତାରକା ଅଶ୍ୱିନୀ ପୋନାପ୍ପା ଓ ଲକ୍ଷ୍ୟ ସେନ୍‌ଙ୍କ ସମେତ ୨୦ଜଣ ଅନ୍ୟ ଭାରତୀୟ ଖେଳାଳି ଟ୍ରେନିଂକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବେଙ୍ଗାଲୁରୁ ସ୍ଥିତ ପ୍ରକାଶ ପାଦୁକନ୍‌ ବ୍ୟାଡ୍‌ମିଣ୍ଟନ ଏକାଡେମୀ (ପିପିବିଏ)ରେ ଏହି ଖେଳାଳିମାନେ ଅଭ୍ୟାସ ଆରମ୍ଭ କରିଛନ୍ତି। କୋଭିଡ-୧୯ ମହମାରୀ…

ବାଲକୋନୀରୁ ଡେଇଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ଉଥାପ୍ପା

ନୂଆଦିଲ୍ଳୀ,୪।୬(ପି.ଟି.): ୨୦୦୭ରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ର ପ୍ରାରମ୍ଭିକ ସଂସ୍କରଣରେ ଭାରତକୁ ଚାମ୍ପିୟନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ରବିନ୍‌ ଉଥାପ୍ପା ଏକଦା ମାନସିକ ଦୁଃଶ୍ଚିନ୍ତାର ଶିକାର ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। କ୍ୟାରିୟରରେ ୨ ବର୍ଷ ସେ ଏ…

ସପ୍ତାହରେ ୨ ଦିନ ବନ୍ଦ ରହିବ ଡେରାଡୁନ

ଡେରାଡୁନ,୪।୬: କରୋନା ସଂକ୍ରମଣ ଦୃଷ୍ଟିରୁ ଗତ ମାର୍ଚ୍ଚ ମାସଠାରୁ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଜୁନ୍‌ ପହିଲାରୁ ଅନ୍‌ଲକ୍‌ ୧.୦ ଲାଗୁ କରାଯାଇଛି। ଏହି ସମୟରେ ଅଧିକାଂଶ ନିୟମରେ କୋହଳ କରାଯାଇଥିବା ବେଳେ କିଛି ସେବା ବନ୍ଦ କରିଦିଆଯାଇଛି। ଯେମିତକି…

ମୋଦିଙ୍କ ଆଲିଙ୍ଗନକୁ ମିସ୍‌ କଲେ ମୋରିସନ

କାନବେରା,୪।୬: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଗୁରୁବାର ଏକ ଭର୍ଚୁଆଲ ସାକ୍ଷାତ୍‌କାର ହୋଇଛି। ଏହି ସମୟରେ କିନ୍ତୁ ସ୍କଟ କିଛି କୌତୁକିଆ କଥା କହିଛନ୍ତି। କରୋନା ଭାଇରସ ପାଇଁ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯାଉଥିବାରୁ…

କୋଭିଡ୍‌-୧୯ ନୋଡାଲ ଅଫିସରଙ୍କ ଟିଏମ୍‌ସି ପରିଦର୍ଶନ

ଚୌଦ୍ୱାର,୪।୬(ଡି.ଏନ୍‌.ଏ): କଟକ ଜିଲା ଟାଙ୍ଗି-ଚୌଦ୍ୱାର ବ୍ଲକରେ ଥିବା ବିଭିନ୍ନ ଅସ୍ଥାୟୀ ମେଡିକାଲ ସେଣ୍ଟର(ଟିଏମ୍‌ସି)କୁ ଗୁରୁବାର ବୁଲି ଦେଖିଛନ୍ତି କଟକ ଜିଲା କୋଭିଡ୍‌-୧୯ ପାଇଁ ନିଯୁକ୍ତ ନୋଡାଲ ଅଫିସର ସୌରଭ୍‌ ଗର୍ଗ। ସେ ବାଣିପଦା, କୟଳପଡ଼ା ସମେତ ଅନେକ ମେଡିକାଲ କେନ୍ଦ୍ର ବୁଲି…

ଦାରିଙ୍ଗବାଡ଼ି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଛନ୍ତି ୫୬୫ ପ୍ରବାସୀ: ଡାକ୍ତରଙ୍କ ଦ୍ୱାରା ନିୟମିତ କରାଯାଉଛି ସ୍ବାସ୍ଥ୍ୟ ପରୀକ୍ଷା

ଦାରିଙ୍ଗବାଡ଼ି,୪।୬(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରରେ ମୋଟ ୭୪୩ ପ୍ରବାସୀ ରହିଥିଲେ। ସେମାନଙ୍କ ମଧ୍ୟରୁ ଅଦ୍ୟାବଧି ୧୭୮ ପ୍ରବାସୀ ନିଜ ଘରକୁ ଫେରିଥିବା ଜଣାପଡ଼ିଛି। ଏହି ସମସ୍ତ ପ୍ରବାସୀ ଦାରିଙ୍ଗବାଡ଼ି ବ୍ଲକ ସମେତ ଜିଲାର ବିଭିନ୍ନ…

ତବଲିଗି ଜମାତର ବିଦେଶୀ ନାଗରିକଙ୍କୁ ୧୦ ବର୍ଷ ପାଇଁ ଭାରତ ମନା

ନୂଆଦିଲ୍ଲୀ,୪।୬: ତବଲିଗି ଜମାତର ଗତିବିଧିରେ ସାମିଲ ଥିବା ୯୬୦ ବିଦେଶୀ ନାଗରିକଙ୍କ ଭାରତ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏମାନେ ୧୦ ବର୍ଷ ପର୍ଯ୍ୟନ୍ତ ଭାରତ ଗସ୍ତ କରିପାରିବେ ନାହିଁ। କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିଥିବା ସୂତ୍ରରୁ ଜଣାପଡିଛି ଏମାନଙ୍କୁ ପୂର୍ବରୁ…

ସୈଫ୍‌ଙ୍କ ପିଠିରେ ଶୋଇ ମଜା ଉଠାଉଛନ୍ତି ପୁଅ ତୈମୁର, ଫଟୋ ଶେୟାର କଲେ କରୀନା

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ବଲିଉଡ୍‌ ଷ୍ଟାର୍‌ମାନେ ସାଧାରଣ ଲୋକଙ୍କ ପରି ନିଜ ଘରେ ରହିବାକୁ ବାଧ୍ୟ ହେଉଛନ୍ତି। ଅଭିନେତ୍ରୀ କରୀନା କପୁର ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ସେ ଏହି…

ସାକ୍ଷୀଙ୍କୁ ଘାତକ ଆକ୍ରମଣ ମାମଲା: ପ୍ରତ୍ୟେକ୍ଷଦର୍ଶୀଙ୍କୁ ପଚାରିଲେ ଏଏସ୍‌ପି

ବ୍ରହ୍ମପୁର ଅଫିସ , ୪ା୬ – ସଦରଥାନା ଅନ୍ତର୍ଗତ ରୋହିଗାଁରେ ଗତମାସ ୯ ତାରିଖରେ ଏକ ହତ୍ୟା ମାମଲାର ସାକ୍ଷୀଥିବା ପୂର୍ଣ୍ଣ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ମାମଲାର ମୁଖ୍ୟ ଅଭିଯୁକ୍ତ ବିଶିଷ୍ଟ ଜେନାଙ୍କୁ ପୋଲିସ ଗିରଫ ନ କରିବାରୁ ଆକ୍ରମଣର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri