ଶଟ୍ଡାଉନ୍ ସମୟରେ ଚାଲିବ ବସ୍, ଅଟୋ,ଟ୍ୟାକ୍ସି
କଟକ ଅଫିସ,୪।୬- କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟର ୧୧ଟି ଜିଲାରେ ସବୁ ଶନିବାର ଏବଂ ରବିବାର ଶଟ୍ଡାଉନ୍ ଜାରି କରାଯାଇଛି। ଏହି ସମୟରେ ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ବଲାଙ୍ଗୀର…
ଚାଲିପାରୁ ନ ଥିଲେ ସ୍ବାମୀ, ପିଠିରେ ବୋହି ଷ୍ଟେଶନ ନେଲେ ସ୍ତ୍ରୀ
କରୋନା ମହାମାରୀ ସଙ୍କଟ ବେଳେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢିବାକୁ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକ ନିଜ ରାଜ୍ୟକୁ ଫେରିବା ପାଇଁ ନାନା ଅସୁବିଧାର ସାମ୍ନା କରୁଛନ୍ତି। ଶ୍ରମିକଙ୍କ ଏଭଳି ଦୁଃଖ…
କେରଳ ହାତୀ ମୃତ୍ୟୁ ମାମଲା: ରାଜ୍ୟକୁ କେନ୍ଦ୍ର ମାଗିଲା ରିପୋର୍ଟ
ନୂଆଦିଲ୍ଲୀ,୪।୬: କେରଳରେ କେତେଜଣ ଦୁର୍ବୁତ୍ତ ଗର୍ଭବତୀ ହାତୀକୁ ବାଣଭର୍ତ୍ତି ଥିବା ସପୁରୀ ଖୁଆଇବା ଘଟଣା ଏବେ ଚର୍ଚ୍ଚାର ପରିସରକୁ ଆସିଯାଇଛି। ଏମିତିକି କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭେଡକର କହିଛନ୍ତି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଗୁରୁବାର ଜାଭେଡକର କହିଛନ୍ତି,…
ପୁରୀରୁ ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ: ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଲା
ପୁରୀ ଅଫିସ,୪ା୬: ପୁରୀ ଜିଲାରୁ ଗୁରୁବାର ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭ ଜଣ ଚିକିତ୍ସିତ ହେଉଛନ୍ତି।…
ଭାଇଙ୍କ ପାଇଁ ଭାବବିହ୍ବଳ ପୋଷ୍ଟ ଲେଖିଲେ ସାଜିଦ୍
ବଲିଉଡ୍ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍ ଖାନ୍ଙ୍କ ଅଚାନକ ପରଲୋକ ଘଟିଛି। ଏଥିରେ ଭାଙ୍ଗିପଡିଛନ୍ତି ତାଙ୍କ ଭାଇ ସାଜିଦ୍ ଖାନ୍। ସେ ହସ୍ପିଟାଲ୍ରେ ଚିକିତ୍ସିତ ଥିବା ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରି ଏକ ଭାବପ୍ରବଣ ମେସେଜ୍ ଲେଖିଛନ୍ତି।…
ନଭେମ୍ବର-ଡିସେମ୍ବରରେ ଭାରତରେ ପହଞ୍ଚିସାରିଥିଲା କରୋନା !
ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଭାରତରେ କେବେ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା ସେନେଇ ହାଇଦ୍ରାବାଦ ସ୍ଥିତ ସେଣ୍ଟର ଫର୍ ସେଲ୍ୟୁଲାର ଆଣ୍ଡ୍ ମଲିକ୍ୟୁଲାର ବାୟୋଲୋଜି(ସିସିଏମ୍ବି) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ…
ଖୋର୍ଦ୍ଧାରୁ ୧୯ କରୋନା ପଜିଟିଭ୍ ଚିହ୍ନଟ
ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଉପଖଣ୍ଡରେ ଗୁରୁବାର ପୁଣି ୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲୁଙ୍ଗାରୁ ୫, ଟାଙ୍ଗରିୁ ୮, ବେଗୁନିଆ ୨ ଓ ଖୋର୍ଦ୍ଧା ବ୍ଳକ ୪ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି। ସମସ୍ତେ ସଂଘରୋଧ…
ହାତୀ ମୃତ୍ୟୁକୁ ନେଇ କ୍ରିକେଟ ଜଗତ ସ୍ତବ୍ଧ
ତିରୁଭାନନ୍ତପୁରମ,୪।୬: ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଗତ ମେ’ ୨୭ ତାରିଖରେ କେରଳରେ ଘଟିଥିବା ଏହି ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ ଆସିବା…
କ୍ଷୁଧାରେ କଟୁଛି ହାତୀଙ୍କ ଜୀବନ
ବେଙ୍ଗାଲୁର,୪।୬: କୋଭିଡ୍-୧୯ ଯୋଗୁ ମଣିଷଠାରୁ ଆରମ୍ଭ କରି ସମଗ୍ର ଜୀବଜଗତ ପ୍ରଭାବିତ ହୋଇଛନ୍ତି। ରୋଜଗାର ହରାଇ କୋଟିକୋଟି ଲୋକ ଭୋକ ଉପାସରେ ଜୀବନ କାଟୁଥିବାବେଳେ ପଶୁପକ୍ଷୀମାନେ ମଧ୍ୟ ଏଥିରୁ ବାଦ୍ପଡ଼ି ନାହାନ୍ତି। ବିଶେଷକରି ବ୍ୟକ୍ତିଗତ ମାଲିକାନାରେ ଥିବା ହାତୀମାନେ ନାହିଁ ନ…
ସଦୟ ହେଲା ‘ନିସର୍ଗ’
ମୁମ୍ବାଇ/ନୂଆଦିଲ୍ଲୀ,୪।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ବାତ୍ୟା ‘ନିସର୍ଗ’ ପ୍ରଭାବରୁ ବର୍ତ୍ତିଯାଇଛି। ମୁମ୍ବାଇରେ ସେଭଳି କୌଣସି ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ମହାରାଷ୍ଟ୍ରର ମୁମ୍ବାଇଠାରୁ ପ୍ରାୟ ୧୦୦ କି.ମି. ଦୂର ରାୟଗଡ଼ ଜିଲାର ଆଲିବାଗ୍ଠାରେ ବାତ୍ୟା ‘ନିସର୍ଗ’ ବୁଧବାର…
ବିଦା ହେଉଛନ୍ତି ଓଡ଼ିଆ ଶ୍ରମିକ, କର୍ମଚାରୀ
ଯାଜପୁର ଅଫିସ,୪।୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ରହିଥିବା ଏକମାତ୍ର ପେଲେଟ କାରଖାନା ବିଆର୍ପିଏଲ୍ (ବ୍ରାହ୍ମଣୀ ରିଭର୍ସ ପିଲେଟ୍ସ ଲିମିଟେଡ) ରେ ଅଣଓଡିଆଙ୍କ ପ୍ରାଧାନ୍ୟ ଅଧିକ ରହୁଛି। ମନମୁଖି ଭାବେ ସ୍ଥାନୀୟ କର୍ମଚାରୀ ଓ ଶ୍ରମିକଙ୍କୁ ଚାକିରିରୁ ବାହାର କରି ଦିଆଯାଉଛି। ବିଆର୍ପିଏଲ୍କୁ ତ୍ରିବେଣୀ ଓ…
୬ରେ ସେନାଧିକାରୀ ସ୍ତରୀୟ ଆଲୋଚନା
ନୂଆଦିଲ୍ଲୀ,୪ା୬: ସୀମା ବିବାଦକୁ ନେଇ ଲଦାଖ ପୂର୍ବାଞ୍ଚଳରେ ଭାରତ ଓ ଚାଇନା ସେନା ମୁହାଁମୁହିଁ ହୋଇଥିବାବେଳେ ଏହାର ସମାଧାନ ଲାଗି ୬ ତାରିଖରେ ଦୁଇ ଦେଶର ଉଚ୍ଚ ସାମରିକ ସ୍ତରୀୟ ଆଲୋଚନା ହେବାକୁ ଯାଉଛି। ଏଥିରେ ଭାରତ ପକ୍ଷରୁ ୧୪ କର୍ପସ୍ର…
Archives


