ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ
ଛତ୍ରପୁର,୨୯ା୧୧(ଦିଲ୍ଲୀପ ସାମଲ) ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ଗ୍ରାମରେ ଭଲିବଲ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଗଞ୍ଜାମ ଏସ୍ପି ଶୁଭେନ୍ଦୁ କୁମାର୍ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟର ଉଦ୍ଘାଟନ କରିଛନ୍ତି। ଭଲିବଲ ଟୁର୍ନାମେଣ୍ଟ ଯୁବଖେଳାଳୀଙ୍କୁ ବେଶ ଉତ୍ସାହ ଉଦ୍ଦୀପନା ଆଣିବାରେ...
ଡବ୍ଲ୍ୟୁପିଏଲ୍-୪ କାର୍ଯ୍ୟସୂଚୀ ଘୋଷିତ
ମୁମ୍ବାଇ,୨୯ା୧୧: ଆସନ୍ତା ବର୍ଷ ଜାନୁଆରୀ ୯ ତାରିଖରୁ ଆରମ୍ଭ ହେବାକୁ ଥିବା ଓମେନ୍ସ ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍)ର ଚତୁର୍ଥ ସଂସ୍କରଣ ଲାଗି ଶନିବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ମ୍ୟାଚ୍ରେ...
ଜୟ ଶାହାଙ୍କୁ ମିଳିଲା ଆଉଟଷ୍ଟାଣ୍ଡିଂ ଆଚିଭ୍ମେଣ୍ଟ ଆଓ୍ବାର୍ଡ
ନୂଆଦିଲ୍ଲୀ,୨୯ା୧୧: ଆଇସିସି ଚେୟାରମ୍ୟାନ ଜୟ ଶାହାଙ୍କୁ ଭାରତୀୟ ମହିଳା କ୍ରିକେଟ୍ରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସିଏନ୍ଏନ୍-ନ୍ୟୁଜ ୧୮ ପକ୍ଷରୁ ଇଣ୍ଡିଆନ ଅଫ୍ ଦି ଇୟର ପୁରସ୍କାର ବିତରଣ ଉତ୍ସବରେ ଆଉଟ୍ଷ୍ଟାଣ୍ଡିଂ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାରକୁ ଶାହା...
ଆରମ୍ଭରୁ ଅବ୍ୟବସ୍ଥା: ଖୋଲିଲା ମଣ୍ଡି, ଉଠିଲାନି ଧାନ
ଭବାନୀପାଟଣା,୨୯ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଶନିବାରଠାରୁ ଚଳିତ ଖରିଫ ଧାନ ପାଇଁ ମଣ୍ଡିର ଶୁଭାରମ୍ଭ ହୋଇଛି। ଜିଲାର ପ୍ରଥମ କରି ଗୋଲାମୁଣ୍ଡା ବ୍ଲକ ଘୋଟିଆ ମଣ୍ଡିରୁ ଏହାର ଶୁଭାରମ୍ଭ ହୋଇଥିବାବେଳେ ଆରମ୍ଭରୁ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମଣ୍ଡି ଖୋଲିଥିଲେ...
୩ ବର୍ଷ ପୁଅର ମୃତଦେହ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହାୟକ ମାଗିଲେ ୨ ହଜାର ଟଙ୍କା
ରାୟଗଡ଼ା,୨୯ା୧୧(ଆଶିଷ ରଞ୍ଜନ ପଣ୍ଡା): ମାଆ ପଛେପଛେ ଯାଇ ନଦୀରେ ବୁଡ଼ି ଶୁକ୍ରବାର ଚାଲିଗଲା ୩ ବର୍ଷ ଶିଶୁପୁତ୍ରର ଜୀବନ। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ କାହ୍ନୁଗୁଡ଼ା ଗ୍ରାମରେ। ଘଟଣାରୁ ପ୍ରକାଶ ଯେ, କାହ୍ନୁଗୁଡ଼ା ଗ୍ରାମର...
ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ
ଭଦ୍ରକ,୨୯।୧୧(ସନାତନ ରାଉତ): ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲା ସଭାପତିଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ଅଧ୍ୟକ୍ଷଙ୍କ ବିରୋଧରେ...
ପୋଖରୀରେ ବୁଡି ଶିଶୁ ପୁତ୍ର ମୃତ ଘଟଣା: ସହାୟତାର ହାତ ବଢ଼େଇଲେ
ଗଞ୍ଜାମ,୨୯।୧୧(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗାଁ ପୋଖରୀରେ ବୁଡି ଜଣେ ଅଢେଇ ବର୍ଷର ଶିଶୁ ପୁତ୍ରଙ୍କ ମୃତ୍ୟୁ ଘଟିଛିା l ସେହି ଗାଁରେ ଭଡାରେ ରହୁଥିବା ସୁମୁନାଥ ପାତ୍ରଙ୍କ ପୁଅ ବନ୍ଧ ପାଖରେ ବୁଲୁ ଥିବା ବେଳେ...
ଚିରାଗ ପାସଓ୍ବାନଙ୍କ ବଡ଼ ବୟାନ, କହିଲେ ବାବ୍ରି ମସ୍ଜିଦ୍ ପ୍ରସଙ୍ଗ କେବଳ ଏକ…
ନୂଆଦିଲ୍ଲୀ,୨୯ା୧୧: ମୁର୍ଶିଦାବାଦରେ ବାବ୍ରି ମସ୍ଜିଦ ନିର୍ମାଣ ପାଇଁ ଟିଏମ୍ସି ବିଧାୟକ ହୁମାୟୁନ କବୀରଙ୍କ ଘୋଷଣା ପରେ ଜାତୀୟ ରାଜନୀତି ଉଷ୍ମ ହୋଇଛି। ନେତାମାନଙ୍କ ପ୍ରତିକ୍ରିୟା ନିରନ୍ତର ଆସୁଛି। କେନ୍ଦ୍ର ମନ୍ତ୍ରୀ ଏବଂ ଏଲ୍ଜେପି (ରାମ ବିଳାସ) ମୁଖ୍ୟ ଚିରାଗ ପାସଓ୍ବାନ...
ମାଲିକଙ୍କ ଆଖି ଆଗରେ ଜଳିଲା କଣ୍ଟେନର
ଗୋପାଳପୁର,୨୯ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅଧୀନ କନିଶିହାଟ ନିକଟ ରାସ୍ତାରେ ଏକ କଣ୍ଟେନର ହୁତହୁତ ହୋଇ ଜଳି ଯାଇଛି। କଣ୍ଟେନରକୁ ମାଲିକ ସାୱନ ଚୌଧୁରୀ ନିଜେ ଚଳାଉଥିବା ବେଳେ ସେ...
ଅମୃତ ମିଳନରେ ଶହ ଶହ ଶ୍ରଦ୍ଧାଳୁ
ଦାରିଙ୍ଗବାଡ଼ି, ୨୯।୧୧ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ମା’ଦଶଭୁଜା ଦୁର୍ଗମଣ୍ଡପଠାରେ ଶନିବାର ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଛି। ସକାଳ ୯ ଟାରୁ ଶହ ଶହ ମହିଳା ଶିବ ମନ୍ଦିର ପ୍ରାଙ୍ଗଣରେ ଥିବା ପୋଖରୀରୁ ଗଙ୍ଗାପୂଜା କରି ଜଳ ଉଠାଇ ବିରାଟ...
ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ଖୋଲିବ ଆଉ ୧୫…
ଭୁବନେଶ୍ୱର,୨୯।୧୧: ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ।ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବ। ସେହିପରି ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର,...
୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି: ଜାଣନ୍ତୁ କାହିଁକି…
ଭୁବନେଶ୍ୱର, ୨୯।୧୧: ରାଜ୍ୟରେ ୯୬ ପ୍ରତିଶତ e-KYC ସରିଛି, ୮ ଲକ୍ଷରୁ ଊର୍ଦ୍ଧ୍ବଙ୍କ ରାସନ କାର୍ଡ କଟିଛି। ଏ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି। ଗତ ୧୫ ମାସ ସରକାରରେ e-KYC ଲାଗୁ...
Archives


