Home Left

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ଏବେ, ଜଣେ ଟାଟୁ କଳାକାରଙ୍କ ଏକ ନୂତନ ପୋଷ୍ଟ ଅନୁମାନ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା ଶନି ଦୀର୍ଘ ସମୟ ପର୍ଯ୍ୟନ୍ତ ନିଜର ପ୍ରଭାବ ବଜାୟ ରଖନ୍ତି। ଏହି କାରଣରୁ…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ ସୃଷ୍ଟି ହେବ, ଯାହାର ସକାରାତ୍ମକ ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିବ। ଏହା…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ମହିଳାଙ୍କୁ ତାଙ୍କ ପ୍ରେମିକ ବିଷ ମିଶା କୋଲ୍ଡ ଡ୍ରିଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର ଯୋଗ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଅଂଶଗ୍ରହଣକାରୀଙ୍କ ସହ…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେବାସହ ଦିଅର ତାଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ ଦେଇଥିଲା। ଦାବି କରାଯାଉଥିଲା ଯେ କିଛି ଅବସରପ୍ରାପ୍ତ କେନ୍ଦ୍ରୀୟ କର୍ମଚାରୀଙ୍କ ପେନ୍ସନ ବନ୍ଦ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ ବ୍ୟକ୍ତି) ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅଭିଯୋଗ ଅନୁଯାୟୀ, ଜଣେ ହୋଟେଲ ମାଲିକ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଥାଇଲ୍ୟାଣ୍ଡ ବିପକ୍ଷରେ ଏହାର ଉଦଘାଟନୀ ମ୍ୟାଚ ଖେଳିବାକୁ ଯାଉଛି। ମହିଳା T20…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ର ସଂଯୋଯିକା…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଡାକ୍ତରଙ୍କ ରିପୋର୍ଟ ଆଧାରରେ ନନ୍ଦିପଦା ପୋଲିସ ଏନେଇ ମାମଲା ନଂ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ ୨,୪୦୦ ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି ସମୟରେ, ନେପାଳର ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?