ବର୍ଷା ଛାଡ଼ିଗଲା ପରେ କାହିଁକି ଦିଶେ ଇନ୍ଦ୍ରଧନୁ
ଆକାଶରେ ନିଶ୍ଚିତ ଭାବେ ଇନ୍ଦ୍ରଧନୁକୁ କିଛି ସମୟ ପାଇଁ ଦେଖିଥିବେ। ପ୍ରାୟତଃ ବର୍ଷାଦିନରେ ଏହା ଦେଖାଯାଏ। ଆକାଶରେ ଏକାସଙ୍ଗରେ ବିଭିନ୍ନ ରଙ୍ଗ ଦେଖିବାକୁ ମଳିଥାଏ। ଯାହା ଧନୁ ପରି, ତେଣୁ ଏହାକୁ ଇନ୍ଦ୍ରଧନୁ କୁହାଯାଏ। ମନକୁ କେବେ ପ୍ରଶ୍ନ ଆସିଛି କି,…
ଓଲଟିଲା ବରଯାତ୍ରୀ ଭ୍ୟାନ୍: ୨ ମୃତ; ୪୦ରୁ ଊର୍ଦ୍ଧ୍ୱ ଆହତ
ଜୟପୁର/ବୋରିଗୁମ୍ମା,୩।୬(ଡି.ଏନ୍.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବି.ସିଂହପୁର ଥାନା ବୋଡ଼ିଗାଁରୁ ଗୁରୁମାଇଁଗୁଡ଼ା ଗ୍ରାମକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ବୁଧବାର ଏକ ଭ୍ୟାନ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚଞ୍ଚଳା ଜାନୀ…
ପୁଣି ଆରମ୍ଭ ହେବ ଲାଇଟ୍, କ୍ୟାମେରା, ଆକ୍ସନ: ପ୍ରଥମ ଶୁଟିଂ ତାଲିକାରେ ଏହିସବୁ ଫିଲ୍ମ
ମୁମ୍ବାଇ: ଲକ୍ଡାଉନ୍ର ଦୁଇ ମାସ ପରେ ଆରମ୍ଭ ହେବାକୁ ଯାଉଛି ଲାଇଟ୍, କ୍ୟାମେରା ଆକ୍ସନ୍। ଅର୍ଥାତ୍ କରୋନା ମହାମାରୀ ଯୋଗୁ ଅଟକି ରହିଥିବା ଭାରତୀୟ ଫିଲ୍ମର ପୁଣି ଶୁଟିଂ ଆରମ୍ଭ ହେବା ପାଇଁ ଯାଉଛି। ଏଥିପାଇଁ ସରକାର ମଧ୍ୟ ଅନୁମତି ଦେଇସାରିଛନ୍ତି। ଅନୁମୋଦନ…
ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍ ବ୍ୟବହାର କ୍ଷତିକାରକ: ଡବ୍ଲ୍ୟୁଏଚ୍ଓ
ଜେନେଭା, ୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସୁସ୍ଥ ହେବା ପାଇଁ ସଂକ୍ରମିତଙ୍କୁ ବିଭିନ୍ନ ଆଣ୍ଟିବାୟୋଟିକ୍ସ୍ ଦିଆଯାଉଛି। ତେବେ ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍ ବ୍ୟବହାର କ୍ଷତିକାରକ ବୋଲି (ବିଶ୍ୱସ୍ବାସ୍ଥ୍ୟ ସଂଗଠନ) ଡବ୍ଲ୍ୟୁଏଚ୍ଓ ପକ୍ଷରୁ କୁହାଯାଇଛି। ଏନେଇ ଡବ୍ଲ୍ୟୁଏଚ୍ଓ ମହାନିର୍ଦ୍ଦେଶକ…
ନିସର୍ଗର ତାଣ୍ଡବ ଆରମ୍ଭ: ଅଲିବାଗରେ ବ୍ୟାପକ କ୍ଷୟକ୍ଷତି
ମୁମ୍ବାଇ, ୩।୬: ସାମୁଦ୍ରିକ ଝଡ଼ ନିସର୍ଗ ମହାରାଷ୍ଟ୍ରର ରାୟଗଡ଼ ଜିଲାର ହରିହରେଶ୍ୱର-ଡାମନ ମଧ୍ୟବର୍ତ୍ତୀ ଅଞ୍ଚଳ ଅଲିବାଗରେ ଭୂପୃଷ୍ଠ ଛୁଇଁଛି। ନିସର୍ଗ ପ୍ରଭାବରେ ଏଠାରେ ଘଣ୍ଟାପ୍ରତି ୧୨୦ରୁ ଅଧିକ ବେଗରେ ପବନ ବହିବା ସହିତ ବର୍ଷା ଲାଗି ରହିଛି। ଅଲିବାଗ ଅଞ୍ଚଳରେ ବହୁଗଛ…
ଚା’ କପ୍, ଟିକେ ବର୍ଷା, ବାତ୍ୟା ଅପେକ୍ଷାରେ ଟ୍ବିଙ୍କଲ
ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ନିସର୍ଗ’ ମହାରାଷ୍ଟ୍ରର ରାୟଗଡ଼ ଜିଲା ହରିହରେଶ୍ୱର-ଡାମନ ମଝି ଆଲିବାଗରେ ଲ୍ୟାଣ୍ଡଫଲ କରୁଛି। ଆଜି ମଧ୍ୟାହ୍ନରେ ଏହା ଲ୍ୟାଣ୍ଡଫଲ କରୁଛି। ଏହାକୁ ନେଇ ମୁମ୍ବାଇରେ ଘଣ୍ଟାପ୍ରତି ୧୧୦ କିମି ବେଗରେ ପବନ ବହୁଛଇ। ମହାରାଷ୍ଟ୍ର ସରକାର…
ପଙ୍ଗପାଳକୁ ନେଇ ଚିନ୍ତା ନ କରିବାକୁ କଳାହାଣ୍ଡି କୃଷି ବିଭାଗର ପରାମର୍ଶ
ଭବାନୀପାଟଣା,୩।୬(ଡି.ଏନ୍.ଏ.): ଦେଶ କରୋନା ସହ ଯୁଦ୍ଧ କରୁଥିବା ବେଳେ ଏବେ ପଙ୍ଗପାଳକୁ ନେଇ ଚିନ୍ତା ବଢ଼ୁଛି। ଯଦିଓ ଏଯାବତ୍ ପଙ୍ଗପାଳ ଓଡ଼ିଶାକୁ ପହଞ୍ଚତ୍ ନାହାନ୍ତି ତଥାପି କଳାହାଣ୍ଡି ଜିଲାର ଚାଷୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସେମାନଙ୍କୁ ଚିନ୍ତା ନ…
ପଶ୍ଚିମବଙ୍ଗରେ ଅମ୍ଫନ୍ ମୁକାବିଲା: ବଲାଙ୍ଗୀରର ୨୨ଜଣିଆ ଓଡ୍ରାଫ ଟିମ୍ଙ୍କୁ ପ୍ରଶଂସା
ବଲାଙ୍ଗୀର ଅଫିସ,୩।୬: ଗତ କିଛିଦିନ ପୂର୍ବରୁ ସାମୁଦ୍ରିକ ଝଡ଼ ଅମ୍ଫନ୍ ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗର କଲିକତା ସହର ଓ ସାରା ରାଜ୍ୟରେ ଅନେକ କ୍ଷୟକ୍ଷତି ଘଟାଇଥିଲା। ଏଥିରେ ବଡ଼ବଡ଼ ଗଛ ଉପୁଡ଼ି ପଡ଼ି ପଶ୍ଚିମବଙ୍ଗର ଅନେକ ରାସ୍ତା ଅବରୋଧ…
ଶେଷରେ ରାୟଗଡ଼ା ଛୁଇଁଲା କରୋନା
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟର ୩୦ ତମ ଜିଲା ଭାବେ ରାୟଗଡ଼ା ଛୁଇଁଲା କରୋନା। ବୁଧବାର ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ରାୟଗଡ଼ାରୁ ଜଣେ ପଜିଟିଭ୍ ଅଛନ୍ତି। ଆକ୍ରାନ୍ତଜଣଙ୍କ ଦିଲ୍ଲୀରୁ ଫେରି କ୍ୱାରାଣ୍ଟାଇନ୍ରେ ରହିଥିବା ସୂଚନା ମିଳିଛି। ପ୍ରକାଶ ଯେ, ବୁଧବାର ୧୪୩ ଆକ୍ରାନ୍ତ…
‘ନିସର୍ଗ’ ବାତ୍ୟାର ନାମ ଦେଇଥିଲା ଏହି ଦେଶ, ଜାଣନ୍ତୁ କେଉଁ ବାତ୍ୟାର ନାମକରଣ କରିଛି କେଉଁ ଦେଶ
୧୯୫୩ ମସିହାରେ ଆଟ୍ଲାଣ୍ଟିକ ସାଗରର ଦେଶମାନଙ୍କ ଦ୍ୱାରା ପ୍ରଥମେ ବାତ୍ୟାର ନାମକରଣ କରାଯାଇଥିଲା। ବର୍ତ୍ତମାନ ବିଶ୍ୱ ପାଣିପାଗ ସଂଗଠନ ଏକ ବ୍ୟବସ୍ଥା କରିଛି, ଯେଉଁଥିରେ କେବଳ ଘୂର୍ଣ୍ଣିବଳୟ ଅଞ୍ଚଳର ନାମକରଣ କରାଯାଇଛି। ଆରବସାଗର ଏବଂ ବଙ୍ଗୋପସାଗରରେ ଝଡ଼ର ନାମକରଣ ପ୍ରକ୍ରିୟା ୧୬ବର୍ଷ…
ଅମିତାଭ-ଜୟାଙ୍କ ବିବାହକୁ ପୁରିଲା ୪୭ ବର୍ଷ, ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛାର ସୁଅ
ବମ୍ବେ: ବିଗ୍ ବି ଅମିତାଭ ବଚ୍ଚନ-ଜୟାଙ୍କ ଆଜି ୪୭ ତମ ବିବାହ ବାର୍ଷିକୀ। ତାଙ୍କୁ ଏ ନେଇ ପୁଅ ଅଭିଷେକ ଓ ଝିଅ ଶ୍ୱେତା ଶୁଭେଚ୍ଛା ଜଣାଇଛନ୍ତି। ସେମାନେ ନିଜ ନିଜ ସୋସିଆଲ ପୃଷ୍ଠାରେ ଉଭୟଙ୍କ ବିବାହ ସମୟର ଫଟୋ ଶେୟାର…
ଲକ୍ଡାଉନ୍ରେ ମାଗଣାରେ ଲୋକଙ୍କ ଜିନିଷ ବୋହୁଛନ୍ତି ୮୦ ବର୍ଷୀୟ କୁଲି
ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଅନେକ ଲୋକ ଅସହାୟଙ୍କୁ ସହାୟତାର ହାତ ବଢ଼ାଉଛନ୍ତି। ସେହିପରି ଜଣେ ହେଲେ ଲକ୍ଷ୍ନୌର ୮୦ ବର୍ଷୀୟ ବୃଦ୍ଧ କୁଲି ମୁଜିବୁଲ୍ଲାହ। ସେ ରେଳ ଷ୍ଟେଶନରେ ବିନା…
Archives


