କେବଳ କଙ୍ଗନା ନୁହନ୍ତି, ପୂର୍ବରୁ ଏସବୁ ତାରକାଙ୍କୁ ଟାର୍ଗେଟ୍ କରିଛି ବିଏମ୍ସି; ନେଇଛି ଏପରି କାର୍ଯ୍ୟାନୁଷ୍ଠାନ
ବିଏମ୍ସି ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ମୁମ୍ବାଇ କାର୍ଯ୍ୟାଳୟକୁ ଭାଙ୍ଗିଛି। ବେଆଇନ ନିର୍ମାଣ ଅଭିଯୋଗରେ ବିଏମ୍ସି ଏହି କାର୍ଯ୍ୟାନୁଷ୍ଠାନ ଭାଙ୍ଗିଥିବା କୁହାଯାଉଥିଲେ ହେଁ ଏହାକୁ ନେଇ ମହାରାଷ୍ଟ୍ର ସରକାର ଏବଂ କଙ୍ଗନାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ତେବେ ବଲିଉଡ ତାରକାଙ୍କୁ…
୧୩ରେ ଭୁବନେଶ୍ୱର ୟୁନିଟ-୧ ହାଟ ବନ୍ଦ
ଭୁବନେଶ୍ୱର, ୧୧।୯(ବ୍ୟୁରୋ): ନିଟ୍ ପରୀକ୍ଷାର୍ଥୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଆସନ୍ତା ୧୩ ତାରିଖରେ ୟୁନିଟ-୧ ହାଟକୁ ୬ ଘଣ୍ଟା ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରିଛି। ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହାଟ ଭିତର…
ରାଗି କି ବିନା ବିଜୁଳିରେ ୧ ଘଣ୍ଟା କାମ କଲେ ଏହି ଆଇଏଏସ୍ ଅଫିସର, ଜାଣନ୍ତୁ କାହିଁକି?
ଲକ୍ଷ୍ନୌ,୧୧ା୯: ଆଇଏଏସ୍ ଅଫିସର ତଥା ଜିଲାପାଳ (ଡିଏମ୍) ଅଜୟ ଶଙ୍କର ପାଣ୍ଡେ ଗାଜିଆବାଦ ଅଫିସରେ ବିନା ବିଜୁଳିରେ ୧ ଘଣ୍ଟା କାମ କରିଛନ୍ତି। କାରଣ ସରକାରୀ କାର୍ଯ୍ୟାଳୟରେ ଅଯଥାରେ ଫ୍ୟାନ୍ ଚାଲୁଥିବା ଦେଖି ସେ ପ୍ରଚଣ୍ଡ ରାଗି ଯାଇଥିଲେ। ରାଗରେ ଫଁ…
ରଜନୀକାନ୍ତଙ୍କଠାରୁ ଆରମ୍ଭ କରି ରଣବୀର ସିଂହ: ନିଜର ସରନେମ୍ ହଟାଇଛନ୍ତି ଏହି ୬ କଳାକାର; ପୁରା ନାମ ଶୁଣିଲେ ହେବେ ଆଶ୍ଚର୍ଯ୍ୟ
ଅଭିନୟ ପାଇଁ ନିଜ ନାମ ମଧ୍ୟ ବଦଳାଇଦେଇଥାଏ କଳାକାର। ବଲିଉଡ୍ରେ କିଛି କଳାକାର ଅଛନ୍ତି ଯେଉଁମାନେ ଫିଲ୍ମଦୁନିଆ ପାଇଁ ନିଜର ନାମ ପରିବର୍ତ୍ତନ କରିଛନ୍ତି। ସେହିଭଳି ଆଉ କିଛି କଳାକାର ନିଜ ନାମରୁ ସରନେମ୍ କାଢ଼ି ଦେଇଛନ୍ତି। ସେଭଳି କିଛି କଳାକାରଙ୍କୁ…
ଅଧାରୁ ଏମ୍ବିଏ ପଢ଼ା ଛାଡ଼ିଦେଇଥିଲେ ମୁକେଶ ଅମ୍ବାନୀ: ଜାଣନ୍ତୁ କେତେ ପଢ଼ିଛନ୍ତି ତାଙ୍କ ପୁଅଝିଅ
ରିଲାଏନ୍ସ ଇଣ୍ଡରଷ୍ଟ୍ରିଜ୍ ଲିମିଟେଡ୍ର ମାଲିକ ତଥା ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହେଉଛନ୍ତି ମୁକେଶ ଅମ୍ବାନୀ। ବର୍ତ୍ତମାନ ସମୟରେ ସଫଳ ବ୍ୟବସାୟୀ ପାଲଟିଥିବା ମୁକେଶ କିନ୍ତୁ ନିଜର ପାଠପଢ଼ା ସମ୍ପୂର୍ଣ୍ଣ ଶେଷ କରି ନାହାନ୍ତି। କାରଣ ସେ ଜଣେ କଲେଜ ଡ୍ରପ୍…
୧୧ ବର୍ଷର ନାବାଳକଙ୍କୁ ବ୍ରେନ୍ ଟ୍ୟୁମର ଜାଣି ଏପରି କଲେ ସୋନୁ ସୁଦ୍
ଅଭିନେତା ସୋନୁ ସୁଦ, କରୋନା ସମୟରୁ କ୍ରମାଗତ ଭାବରେ ଲୋକଙ୍କୁ ସାହାଯ୍ୟ କରି ଆସୁଛନ୍ତି। ପୂର୍ବରୁ ସେ ପ୍ରବାସୀ ଶ୍ରମିକଙ୍କୁ ନିଜ ଘରକୁ ପଠାଇଥିଲେ। ବର୍ତ୍ତମାନ ସୋନୁ ଅସହାୟ ଲୋକଙ୍କ ସହାୟତା ଏବଂ ରୋଗୀଙ୍କ ଚିକିତ୍ସା ପାଇଁ ସାହାଯ୍ୟ କରୁଛନ୍ତି ।…
ପରଲୋକରେ ଏହି ଲୋକପ୍ରିୟ ଅଭିନେତ୍ରୀ
ବ୍ରିଟିସର ଲୋକପ୍ରିୟ ଅଭିନେତ୍ରୀ ଡାଏନା ରିଗଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ବର୍ଷ ହୋଇଥିଲା। କର୍କଟ ରୋଗରେ ପୀଡିତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଝିଅ ରାଚେଲ ଷ୍ଟିରଲିଙ୍ଗ ଜଣାଇଛନ୍ତି। ସେ କହିଛନ୍ତି, ମୋର ପ୍ରିୟ ମା’ ସବୁଦିନ…
ଭେଟେନାରୀ ଅଫିସର ଭାବେ କ୍ୟାରିୟର ଆରମ୍ଭ କରିଥିଲେ ମୋହନ ଭାଗବତ: ଏପରି ଥିଲା ଆର୍ଏସ୍ଏସ୍ ମୁଖ୍ୟ ହେବାର ଯାତ୍ରା
ନୂଆଦିଲ୍ଲୀ,୧୧।୯: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍ଏସ୍ଏସ୍)କୁ ବିଶ୍ୱର ସବୁଠାରୁ ବଡ଼ ସ୍ବୟଂସେବକ ସଂସ୍ଥା ବୋଲି କୁହାଯାଏ। ବର୍ତ୍ତମାନ ଆର୍ଏସ୍ଏସ୍ର ମୁଖ୍ୟ ଅଛନ୍ତି ମୋହନ ଭାଗବତ। ଆଜି ଅର୍ଥାତ ଶୁକ୍ରବାର ସେ ନିଜର ୭୦ତମ ଜନ୍ମଦିବସ ପାଳନ କରୁଛନ୍ତି। ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରେ ୧୯୫୦…
ଚାଇନାର ଅସଲ ମୁଖା ଖୋଲିଲା: ଏପଟେ ସୈନ୍ୟ ବୃଦ୍ଧି, ସେପଟେ ଆଲୋଚନା
ଲଦାଖ,୧୧।୯: ବାସ୍ତବ ନିୟନ୍ତ୍ରଣ ରେଖା(ଏଲଏସି)ରେ ଭାରତ-ଚାଇନା ମଧ୍ୟରେ ସୀମା ବିବାଦ ଚରମ ସୀମାରେ ପହଞ୍ଚିଛି। ଗୋଟିଏ ପଟେ ସୀମାରେ ଶାନ୍ତି ବଜାୟ ରଖିବା ପାଇଁ ରୁଷିଆର ମସ୍କୋରେ ଭାରତ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଚାଇନା ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ…
ମାର୍କସିଟକୁ ‘ପ୍ରେସର ସିଟ୍’ କହିଲେ ମୋଦି: ଏହାଦ୍ୱାରା ଛାତ୍ରଙ୍କର ମୂଲ୍ୟାଙ୍କନ ନ ହେଉ
ନୂଆଦିଲ୍ଲୀ,୧୧ ।୯: ରାଷ୍ଟ୍ରୀୟ ଶିକ୍ଷାନୀତି ବା ନ୍ୟାଶନାଲ ଏଜୁକେଶନ ପଲିସି(ଏନ୍ଇପି)୨୦୨୦ ଆସିବା ପରେ ଏବେ ଏହା ଉପରେ ପୂରା ଧ୍ୟନ ଦିଆଯାଉଛି । ଏହାରି ଆଧାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୨୧ଶତାଦ୍ଦୀରେ ସ୍କୁଲ ଶିକ୍ଷାକୁ ନେଇ ସାରା ଦେଶର ଶିକ୍ଷକମାନଙ୍କ…
ମୁଖ୍ୟ ଶାସନ ସଚିବଙ୍କ ବାଲେଶ୍ୱର ଗସ୍ତ
ବାଲେଶ୍ୱର ଅଫିସ,୧୧ା୯: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ସହକାରୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାନ୍ତି ଏବଂ ପ୍ରଫେସର ଡା. ସିବିକେ ମହାନ୍ତି ହେଲିକପ୍ଟର ଯୋଗେ ଶୁକ୍ରବାର ପୂର୍ବାହ୍ନରେ ବାଲେଶ୍ୱର ପୋଲିସ ଲାଇନ ପଡ଼ିଆରେ…
ଏହି ନାମଧାରୀ ଯୋଡି ହୁଅନ୍ତି ସର୍ବୋତ୍ତମ ଦମ୍ପତି: ଜାଣନ୍ତୁ କେଉଁ ନାମକ ଝିଅ ସହ ଆପଣଙ୍କର ହେବ ବିବାହ
ନାମର ପ୍ରଥମ ଅକ୍ଷର ଜଣେ ବ୍ୟକ୍ତିର ସ୍ବଭାବ ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। ତେଣୁ ଜଣେ ବ୍ୟକ୍ତିର ନାମ କେଉଁ ଅକ୍ଷରରୁ ଆରମ୍ଭ ହେଉଛି ତାହା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସବୁ ନାମର କିଛି ନା କିଛି ଅର୍ଥ ରହିଛି। ଏହି…

