ପୁରୀରେ ପହଞ୍ଚିଲା ବଉଳକାଠ
ପୁରୀ ଅଫିସ/ସାକ୍ଷୀଗୋପାଳ, ୩ା୬(ଡି.ଏନ୍.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରାରେ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ବାହୁଟ ସେବାଲାଗି ଆବଶ୍ୟକ ବଉଳ କାଠ ଶଗଡ଼ି ମଙ୍ଗଳବାର ଏକାଦଶୀ ତିଥିରେ ସାକ୍ଷୀଗୋପାଳରୁ ବାହାରି ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଛି। ଶ୍ରୀମନ୍ଦିର ଭୋଇ ସେବକ ଶ୍ରୀରାମଚନ୍ଦ୍ରପୁର…
୫ ଜିଲାରେ ଉଜାଡ଼ିବ ଜଙ୍ଗଲ, ଚାଷ
କଟକ ଅଫିସ,୩ା୬: ପାକିସ୍ତାନୀ ପଙ୍ଗପାଳ ଏବେ ଛତିଶଗଡ଼ରେ ଉପଦ୍ରବ ଚଳାଇଛି। କିନ୍ତୁ ଓଡ଼ିଶାରେ ସେମାନଙ୍କ ଆଗମନ ସୂଚନା ପାଇବା ପରେ ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀଙ୍କ ଭିତରେ ଭାଳେଣି ପଡ଼ିଲାଣି। କିଛି ଦିନ ଭିତରେ ପଙ୍ଗପାଳ ଦଳ ଛତିଶଗଡ଼ ସୀମାବର୍ତ୍ତୀ ଜିଲାଗୁଡ଼ିକରେ…
ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି
କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍ଡାଉନ୍ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ ଏଭଳି ସ୍ଥିତିରେ ଆଣି ଛିଡ଼ା କରେଇଛି ଯେ, ଓଡ଼ିଶା ଫେରିବା ପାଇଁ ଜଣେ ପ୍ରବାସୀ…
ରଥଯାତ୍ରା ସମ୍ପର୍କିତ ଜନସ୍ବାର୍ଥ ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ
କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର ନିଜ ପକ୍ଷ ରଖିଛନ୍ତି। କେବଳ ‘ବିଧି ଓ ବିଧାନ’ ପାଇଁ ରଥଯାତ୍ରା ଆୟୋଜିତ…
ରାଉତପଡ଼ାରୁ ଗଲା ମହାପ୍ରଭୁଙ୍କ ପାଟବସ୍ତ୍ର, ସୂତାଲୁଗା
ଖୋର୍ଦ୍ଧା ଅଫିସ,୩ା୬: ଜୁନ ୨୩ରେ ଘୋଷଯାତ୍ରା। ଏଥିଲାଗି ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତାଲୁଗା ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାରୁ ପଠାଯାଇଛି। ଗତ ଫେବୃୟାରୀ ୨୫ରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ତାଲିକା ପାଇବା ପରେ ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତା…
ମହିଳାଙ୍କୁ ଅଟୋରେ ଅପହରଣ ପରେ ଅସଦାଚରଣ ଘଟଣା: କନ୍ଷ୍ଟେବଳ ସମେତ ୩ ଗିରଫ
ଭୁବନେଶ୍ୱର,୩ା୬(ବ୍ୟୁରୋ): ଖାକିରେ ପୁଣି ଲାଗିଲା ଦାଗ। ମହିଳାଙ୍କୁ ଥାନାରେ ଛାଡ଼ି ଦେବାକୁ କହି ଖଣ୍ଡଗିରି ପିସିଆର କନ୍ଷ୍ଟେବଳ ଓ ତାଙ୍କର ଦୁଇ ସହଯୋଗୀ ଅଟୋରେ ଅପହରଣ କରିବା ସହ ଅସଦାଚରଣ କରିବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ମାମଲାକୁ…
ବଡ଼ଦାଣ୍ଡକୁ ବାହାରିବନି ବିମାନ
ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍ ୩୦ ପର୍ଯ୍ୟନ୍ତ କୌଣସି ଧାର୍ମିକସ୍ଥଳକୁ ସର୍ବସାଧାରଣ ଯାଇପାରିବେ ନାହିଁ। ସେହିପରି ଧାର୍ମିକ ସମାବେଶ ଉପରେ ବି…
ବିରୋଧ ପରେ ପିପିଇ ରଖିଲେ
ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟକୁ ପ୍ରଥମେ ମନଇଚ୍ଛା ପର୍ସନାଲ ପ୍ରୋଟେକ୍ଟିଭ୍ ଇକ୍ୟୁପ୍ମେଣ୍ଟ(ପିପିଇ) କିଟ୍ ମଗାଇଦେଲେ। ତାହା ପହଞ୍ଚତ୍ବା ପରେ ରଖିବାକୁ ମନା କରିଦେଇଥିବା ରାଜ୍ୟ ସରକାର ଶେଷରେ ନିଜ ନିଷ୍ପତ୍ତି ବଦଳାଇଛନ୍ତି। ବିଭିନ୍ନ ମହଲରୁ ବିରୋଧ ପରେ ଅନ୍ୟ ରାଜ୍ୟରୁ କିଟ୍ ନେଇ ଆସିଥିବା…
ଚିନ୍ତା ବଢ଼ାଇଲେ ସ୍ଥାନୀୟ ଆକ୍ରାନ୍ତ
ଭୁବନେଶ୍ୱର, ୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୋଟିଏ ଦିନରେ ୧୮ଜିଲାରେ ଚିହ୍ନଟ ହୋଇଛନ୍ତି ଆଉ ୧୪୧ ନୂଆ ଆକ୍ରାନ୍ତ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏମାନଙ୍କ ମଧ୍ୟରେ ୩୧ଜଣ ସ୍ଥାନୀୟ ସଂକ୍ରମଣ(ଲୋକାଲ କେସ୍) ଅଛନ୍ତି।…
ବିରାଟ କୋହଲିଙ୍କଠାରୁ ଦୁଇଗୁଣା ଅଧିକ ମୂଲ୍ୟରେ ଘର କିଣିଲେ ଏହି ଭାରତୀୟ କ୍ରିକେଟର୍
ଭାରତକୁ ଦୁଇଟି ବିଶ୍ୱକପ୍ ଜିତାଇଥିବା ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଏବେ ଅଧିନାୟକ ବିରାଟ କୋହଲିଙ୍କ ପଡୋଶୀ ହୋଇଯାଇଛନ୍ତି। ଯୁବରାଜ ମୁମ୍ବାଇର ଓ୍ବର୍ଲିରେ ଥିବା ଓମକାର ଟାଓ୍ବାର୍ସରେ ଘର କିଣିଛନ୍ତି। ୨୦୧୬ରେ ବିରାଟ କୋହଲି ଏଠାକୁ ଶିଫ୍ଟ ହୋଇଥିଲେ। ସେ ୩୫ତମ…
ଥଣ୍ଡା, କାଶ ପାଇଁ ଉପକାରୀ ଅଳେଇଚ
ଶରୀର ପାଇଁ ଅଳେଇଚ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡେଣ୍ଟ, ଭିଟାମିନ୍-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ, ମୁଖ-ଦୁର୍ଗନ୍ଧ…
ଏକଦିବସୀୟ ମ୍ୟାଚ୍ରେ ଦ୍ରୁତତମ ୧୦ ହଜାର ରନ୍ ସଂଗ୍ରହ କରିଥିବା ବିଶ୍ୱର ୫ ଖେଳାଳି
ବିଶ୍ୱରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନଙ୍କ ରେକର୍ଡ ଭାଙ୍ଗିବା କଷ୍ଟକର। ଏକଦିବସୀୟ ମ୍ୟାଚରେ ୧୦ ହଜାର ରନ ସଂଗ୍ରହ ଏକ ଏଭଳି ମାଇଲ୍ଖୁଣ୍ଟ, ଯାହାକୁ ପ୍ରତ୍ୟେକ ବ୍ୟାଟ୍ସମ୍ୟାନ ହାସଲ କରିବାକୁ ଚାହାଁନ୍ତି। ଏକଦିବସୀୟ ମ୍ୟାଚ୍ରେ ଦ୍ରୁତତମ ୧୦ ହଜାର ଦ୍ରୁତତମ…
Archives


