ବାବୁ ସିଂ ହେଲେ ଭୁବନେଶ୍ୱର ଭାଜପା ସଭାପତି
ଭୁବାନେଶ୍ୱର,୨।୬(ବ୍ୟୁରୋ): ଭୁବନେଶ୍ୱର ଭାଜପା ସାଂଗଠନିକ ଜିଲା ସଭାପତି ହୋଇଛନ୍ତି ବାବୁ ସିଂ। ସେହିଭଳି କଳାହାଣ୍ଡି ଜିଲା ଭାଜପା ସଭାପତି ଭାବେ ଦେବେନ୍ଦ୍ର ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଉଭୟଙ୍କ ନିଯୁକ୍ତି ନେଇ ରାଜ୍ୟ ଭାଜପା ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି।
ଖଳ ପ୍ରକୃତିର ବ୍ୟକ୍ତିଙ୍କୁ ନେଇ ଏପରି କହିଛନ୍ତି ଚାଣକ୍ୟ
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ମନୁଷ୍ୟ ପ୍ରକୃତି ବିଷୟରେ ଅନେକ କଥା କହିଛନ୍ତି। ଏହାକୁ ପ୍ରତ୍ୟେକ ବ୍ୟକ୍ତି ଅନୁସରଣ କଲେ କଠିନରୁ କଠିନ ପରିସ୍ଥିତି ସହ ଲଢ଼ି ଆଗକୁ ବଢ଼ିପାରିବ। ଶ୍ଲୋକ: तक्षकस्य विषं दन्ते मक्षिकायास्तु मस्तके। वृश्चिकस्य…
୧୯ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ: ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୨।୬(ବ୍ୟୁରୋ): ବିହାରରୁ ଛତିଶଗଡ଼ ମଧ୍ୟରେ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଥିବା ଯୋଗୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିବ। ତେବେ ଏ ନେଇ ୧୯ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି…
ଅଲିବଗ ନିକଟରେ ସ୍ଥଳଭାଗ ଛୁଇଁପାରେ ‘ନିସର୍ଗ’
ପୁଣେ,୨।୬: ବାତ୍ୟା ‘ନିସର୍ଗ’ବୁଧବାର ମହାରାଷ୍ଟ୍ରର ଉପକୂଳ ଅଲିବଗ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହି ସମୟରେ ପବନର ବେଗ ୧୦୦ କିଲୋମିଟର ପ୍ରତିଘଣ୍ଟା ରହିବ ବୋଲି କୁହାଯାଇଛି। ‘ନିସର୍ଗ’ ସ୍ଥଳଭାଗ ଛୁଇଁବା ସମୟରେ ପାଲଘର, ପୁଣେ,…
୧୧ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କ ମଧ୍ୟରୁ ୧,୦୩୬ ଜଣଙ୍କଠାରେ ଥିଲା କରୋନା ଲକ୍ଷଣ
ଲକ୍ଷ୍ନୌ,୨।୬: ଉତ୍ତରପ୍ରଦେଶକୁ ଏପର୍ଯ୍ୟନ୍ତ ସାଢେ ୧୧ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଫେରି ଆସିଲେଣି। ହେଲେ ଏମାନଙ୍କ ମଧ୍ୟରୁ ପ୍ରାୟ ୧ହଜାରରୁ ସାମାନ୍ୟ ଅଧିକ ଲୋକଙ୍କ ପାଖରେ କରୋନା ସଂକ୍ରମଣର ଲକ୍ଷଣ ଥିବା କହିଛନ୍ତି ଉତ୍ତରପ୍ରଦେଶ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଦେଶରେ କରୋନା ଆରୋଗ୍ୟ ହାର ୪୮ ପ୍ରତିଶତ: ଲଭ ଅଗ୍ରଓ୍ବାଲ
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣକୁ ନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ କିଛି ନୂଆ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ବିଶ୍ୱର ସବୁଦେଶଠାରୁ କମ୍ ରହିଛି। ସେହିପରି ଏପର୍ଯ୍ୟନ୍ତ ୯୫,୫୨୭…
ଘରକୁ ଫେରୁଥିବା ପ୍ରବାସୀଙ୍କୁ ଦିଆଯାଉଛି ଗର୍ଭ ନିରୋଧକ
ପାଟନା,୨।୬: କରୋନା ଭାଇରସ ସଂକ୍ରମଣ ଯୋଗୁ ବାହାର ରାଜ୍ୟରେ ରହିଥିବା ପ୍ରବାସୀ ଶ୍ରମିକମାନେ ଏବେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଏହି କ୍ରମରେ ବିହାରକୁ ପ୍ରାୟ ୨୯ ଲକ୍ଷ ପ୍ରବାସୀ ଶ୍ରମିକ ଫେରିଥିବା କୁହାଯାଉଛି। ଏମାନଙ୍କ ମଧ୍ୟରେ ଗର୍ଭଧାରଣକୁ ନେଇ ସ୍ବାସ୍ଥ୍ୟ…
କିରୋସିନ ଆବଣ୍ଟନରେ ଠକାମୀ: ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଧାରଣା
କଣ୍ଟାପଡ଼ା, ୨।୬(ଡି.ଏନ୍.ଏ.): କରୋନା ମହାମାରୀ ଓ ଲକ୍ଡାଉନ ଯୋଗୁ ଗରିବ ତଥା ଦିନମଜୁରିଆ ଦୁଃଖକଷ୍ଟରେ ଜୀବନ ବିତାଉଛନ୍ତି। ତେବେ ରାସନ କାର୍ଡଧାରୀଙ୍କ ପାଇଁ ସରକାର କମ୍ ମୂଲ୍ୟରେ ଯୋଗାଇ ଦେଇଥିବା କିରୋସିନକୁ କଟକ ଜିଲା କଣ୍ଟାପଡା ବ୍ଲକରେ ଅସାଧୁ ରିଟେଲରମାନେ ଚଢ଼ାଦରରେ…
୩ ଭାଜପା ରାଜ୍ୟ ଅଧ୍ୟକ୍ଷଙ୍କ ପରିବର୍ତ୍ତନ
ନୂଆଦିଲ୍ଲୀ, ୨।୬: ଦିଲ୍ଲୀ, ଛତିଶଗଡ଼ ଏବଂ ମଣିପୁର ଆଦି ୩ ରାଜ୍ୟର ଭାଜପା ରାଜ୍ୟ ଅଧ୍ୟକ୍ଷଙ୍କୁ ପରିବର୍ତ୍ତନ କରାଯାଇଛି। ଦିଲ୍ଲୀ ଭାଜପା ଅଧ୍ୟକ୍ଷ ପଦରୁ ମନୋଜ ତିଓ୍ବାରୀଙ୍କୁ ହଟାଇ ଦିଆଯାଇଛି। ତାଙ୍କ ସ୍ଥାନରେ ଆଦେଶ କୁମାରଙ୍କୁ ଅଧ୍ୟକ୍ଷ ଭାର ଦିଆଯାଇଛି। ସେହିପରି…
ମୁକୁଳିଲେ ଜେସିକା ଲାଲ ହତ୍ୟାକାଣ୍ଡର ଦୋଷୀ ମନୁ ଶର୍ମା
ନୂଆଦିଲ୍ଲୀ,୨।୬: ବହୁ ଚର୍ଚ୍ଚିତ ଜେସିକା ଲାଲ ହତ୍ୟାକାଣ୍ଡରେ ଦୋଷୀ ସାବ୍ୟସ୍ତ ହୋଇଥିବା ମନୁ ଶର୍ମା ସୋମବାର ମୁକୁଳିଛନ୍ତି। ସେଣ୍ଟେନ୍ସ ରିଭ୍ୟୁ ବୋର୍ଡର ସୁପାରିସ କ୍ରମେ ଦିଲ୍ଲୀର ଉପରାଜ୍ୟପାଳ ଅନୁମତି ଦେବା ପରେ ସେ ମୁକୁଳିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ୧୯୯୯ ମସିହାରେ…
ପାଟଣା ବ୍ଲକରୁ ୨ ନୂଆ କରୋନା ପଜିଟିଭ ଚିହ୍ନଟ
ପାଟଣା,୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତରୁ ମଙ୍ଗଳବାର ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍କରି ସୂଚନା ଦିଆଯାଇଛି। ଏମାନଙ୍କୁ ମିଶାଇ ବ୍ଲକରେ ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଛି। ତେବେ…
ପଙ୍ଗପାଳ ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଲେ ଅଭିନେତା ଧର୍ମେନ୍ଦ୍ର
ସମଗ୍ର ଦେଶ କରୋନା ଭାଇରସ ସହ ସଂଘର୍ଷ କରୁଥିବାବେଳେ, ଏହି ସମୟରେ ପୁଣି ଏକ ନୂଆ ସମସ୍ୟା ସାମ୍ନାକୁ ଆସିଛି। ସମସ୍ୟାଟି ହେଉଛି ପଙ୍ଗପାଳ। ରାଜସ୍ଥାନ, ଗୁଜୁରାଟ, ମଧ୍ୟପ୍ରଦେଶ, ହରିୟାଣା ପରେ ବର୍ତ୍ତମାନ ମହାରାଷ୍ଟ୍ର, ଉତ୍ତପ୍ରଦେଶ ଓ ପଞ୍ଜାବରେ ପଙ୍ଗପାଳ ଦଳ…
Archives


