ଚାଇନା ନୁହେଁ ୟୁରୋପରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ !
ବେଜିଂ, ୨।୬: ଚାଇନାର ଉହାନ ସହର କରୋନାର ଏନ୍ତୁଡ଼ିଶାଳ ବୋଲି କୁହାଯାଉଥିଲା। ୨୦୧୯ ଡିସେମ୍ବର ୩୧ରେ ଚାଇନା ସରକାର କରୋନା ସଂକ୍ରମଣ ସମ୍ପର୍କରେ ଜଣାଇଥିଲେ। ତେବେ ଏହାକୁ ଏକ ସର୍ଭେ ରିପୋର୍ଟରେ ଭୁଲ ଦର୍ଶାଯାଇଛି। ଫ୍ରାନ୍ସ୍ରେ କରୋନା ସଂକ୍ରମଣ ୨୦୨୦ ଜାନୁୟାରୀ…
ଏକ୍ସ ବୟଫ୍ରେଣ୍ଡଙ୍କ ସହ ଫଟୋ ଶେୟାର କଲେ ଦୀପିକା
ମୁମ୍ବାଇ: ବଲିଉଡ୍ର ପଦ୍ମାବତ ଫେମ୍ ଦୀପିକା ପାଦୁକୋନ ଆଜିକାଲି ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ରହୁଛନ୍ତି। ଅବଶ୍ୟ ପୂର୍ବରୁ ସେ ଯେତିକି ଆକ୍ଟିଭ ଥିଲେ ଲକ୍ଡାଉନ ପରଠାରୁ ସେ ଆହୁରି ଆକ୍ଟିଭ ହୋଇଯାଇଛନ୍ତି। ନିକଟରେ ସେ ଏମିତି ଦୁଇଟି ଫଟୋ ସୋସିଆଲ…
ସ୍ନାନଯାତ୍ରା ଲାଗି ବଡ଼ଦାଣ୍ଡରେ ୧୪୪ ଧାରା
ପୁରୀ ଅଫିସ,୨।୬: ଆସନ୍ତା ୫ ତାରିଖରେ ଅନୁଷ୍ଠିତ ହେବ ସ୍ନାନଯାତ୍ରା। କରୋନା ଲାଗି ଏଥର ବିଭିନ୍ନ କଟକଣା ମଧ୍ୟରେ ମହାପ୍ରଭୁ ସ୍ନାନମଣ୍ଡପରେ କରିବେ ପ୍ରତ୍ୟକ୍ଷ ସ୍ନାନ । ବିନା ଭକ୍ତରେ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଏଥିପାଥଇଁ ବଡ଼ ଦାଣ୍ଡର ମାର୍କେଟ ଛକଠାରୁ…
କଣ୍ଟେନମେଣ୍ଟ ଉଠାଇବା ଦାବି: ଘରୁ ବାହାରି ଜାତୀୟ ରାଜପଥ ଅବରୋଧ କଲେ ଅଞ୍ଚଳବାସୀ
କେନ୍ଦୁଝର, ୨।୬(ସ୍ବ.ପ୍ର.): କେନ୍ଦୁଝର ସହର ନିହାଲସିଂ ଛକ ନିକଟ କିମିରିଡୋଲି ସାହିରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଉକ୍ତ ସାହିକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ସେଠାରେ ପୋଲିସ ମୂତୟନ କରାଯାଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି।…
ଦିଲ୍ଲୀ ସରକାରଙ୍କ ନୂଆ ଆପ୍: ଜଣାପଡିବ କେଉଁ ହସ୍ପିଟାଲରେ ରହିଛି କେତେ ବେଡ୍
ନୂଆଦିଲ୍ଲୀ,୨।୬: ପ୍ରତିଦିନ ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ୮ହଜାରରୁ ଅଧିକ ରହୁଥିବା ବେଳେ ରାଜଧାନୀ ଦିଲ୍ଲୀର ସ୍ଥିତି ମଧ୍ୟ ଉଦ୍ବେଗଜନକ ରହିଛି। ହେଲେ ଏହାକୁ ନେଇ ଭୟଭୀତ ନ ହେବାକୁ ପୁଣିଥରେ ଦିଲ୍ଲୀବାସୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ।…
ଏସିଆର ମହଙ୍ଗା ଛାଡ଼ପତ୍ର: ରାତାରାତି କୋଟିପତି ପାଲଟିଲେ ମହିଳା
ବେଜିଂ, ୨।୬: ଏସିଆର ଏକ ମହଙ୍ଗା ଛାଡ଼ପତ୍ରରେ ଜଣେ ମହିଳା ରାତାରାତି କୋଟିପତି ପାଲଟି ଯାଇଛନ୍ତି। ଚାଇନା ଶେଜ୍ନେନର କାଙ୍ଗଟଇ ବାୟୋଲୋଜିକାଲ ପ୍ରଡକ୍ଟର ଅଧ୍ୟକ୍ଷ ଡ୍ୟୁ ଓ୍ବେଇମିନ୍ ତାଙ୍କ ପୂର୍ବତନ ସ୍ତ୍ରୀ ୟୁଆନ୍ ଲିପିଂଙ୍କୁ ଛାଡ଼ପତ୍ର କ୍ଷତିପୂରଣ ବାବଦରେ ଭାକସିନ୍ ମେକରର…
ସ୍ନାନଯାତ୍ରାର ସିଧା ପ୍ରସାରଣ: ସ୍ଥିତି ପରଖିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ
ପୁରୀ ଅଫିସ, ୨।୬:ଆସନ୍ତା ୫ ତାରିଖରେ ସ୍ନାନ ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋର୍ଦାର ପ୍ରସ୍ତୁତି ଚାଲିଛି। କରୋନା ପାଇଁ ଏଥର ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ତେବେ ସ୍ନାନଯାତ୍ରାକୁ ଟିଭି ମାଧ୍ୟମରେ କିଭଳି…
ଜଣଙ୍କ ମୃତ୍ୟୁରେ ପରିବାର ୫ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ
ଝାରସୁଗୁଡା ଅଫିସ,୨।୬: ଝାରସୁଗୁଡ଼ା ଥାନା ବିଟିଏମ୍ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସମସ୍ତଙ୍କୁ ପୋଲିସ ଉଦ୍ଧାରକରି ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର…
ପୁଲଓ୍ବାମା ଏନ୍କାଉଣ୍ଟର: ୨ ଆତଙ୍କବାଦୀ ମୃତ
ପୁଲଓ୍ବାମା,୨।୬: ଜମ୍ମୁ-କଶ୍ମୀରରେ ହୋଇଥିବା ଏନ୍କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସାଇମଙ୍ଗ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଏହି ଏନ୍କାଉଣ୍ଟର କରାଯାଇଛି। ସୋମବାର ଆରମ୍ଭ ହୋଇଥିବା ଏହି ଏନ୍କାଉଣ୍ଟରରେ ପ୍ରଥମେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ମଙ୍ଗଳବାର…
କରୋନା ଭୂତାଣୁ ସହିତ ବଞ୍ଚିବା ଶିଖିବାକୁ ପଡ଼ିବ: ସତ୍ୟେନ୍ଦ୍ର ଜୈନ
ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍ କରାଯାଇଛି। ସଂକ୍ରମଣ ରୋକିବା ଲାଗି ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ସରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ କରୋନା ଭୂତାଣୁ ଏତେ…
ମାତା-ପିତାଙ୍କ ପାଇଁ ଭାବପ୍ରବଣ ଚିଠି ଲେଖିଲେ ସଚିନ ତେନ୍ଦୁଲକର
ଦେଶରେ କରୋନା ମହାମାରୀ ଧିରେ ଧିରେ ଜଟିଳ ରୂପ ଧାରଣ କରିଛି। ଏହି ସମୟରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ମାତାପିତାଙ୍କ ଯତ୍ନ ନେବାକୁ ନିବେଦନ କରିଛନ୍ତି। ‘ଗଡ ଅଫ କ୍ରିକେଟ’ ଭାବରେ ଜଣାଶୁଣା ସଚିନ ସୋସିଆଲ ମିଡିଆରେ ତାଙ୍କର ଏକ ପୁରୁଣା…
ସେଲୁନରେ ବାଳ କାଟିବାକୁ ହେଲେ ଦେଖାଇବାକୁ ପଡିବ ଆଧାର କାର୍ଡ !
ଚେନ୍ନାଇ,୨।୬: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଗତ ମାର୍ଚ୍ଚ ମାସରୁ ଦେଶରେ ଲାଗୁ ହୋଇଥିଲା ଲକ୍ଡାଉନ। ହେଲେ ଜୁନ୍ ପହିଲାରୁ ଅନ୍ଲକ୍ ୧.୦ ଲାଗୁ ହେବା ପରେ ଲକ୍ଡାଉନର ସମସ୍ତ ନିୟମରେ ପ୍ରାୟତଃ କୋହଳ କରାଯାଇଛି। ଏମିତିକି କିଛି ରାଜ୍ୟରେ ସ୍ପା,…
Archives


