Home Left

ଏସିଆର ମହଙ୍ଗା ଛାଡ଼ପତ୍ର: ରାତାରାତି କୋଟିପତି ପାଲଟିଲେ ମହିଳା

ବେଜିଂ, ୨।୬: ଏସିଆର ଏକ ମହଙ୍ଗା ଛାଡ଼ପତ୍ରରେ ଜଣେ ମହିଳା ରାତାରାତି କୋଟିପତି ପାଲଟି ଯାଇଛନ୍ତି। ଚାଇନା ଶେଜ୍ନେନର କାଙ୍ଗଟଇ ବାୟୋଲୋଜିକାଲ ପ୍ରଡକ୍ଟର ଅଧ୍ୟକ୍ଷ ଡ୍ୟୁ ଓ୍ବେଇମିନ୍‌ ତାଙ୍କ ପୂର୍ବତନ ସ୍ତ୍ରୀ ୟୁଆନ୍‌ ଲିପିଂଙ୍କୁ ଛାଡ଼ପତ୍ର କ୍ଷତିପୂରଣ ବାବଦରେ ଭାକସିନ୍‌ ମେକରର…

ସ୍ନାନଯାତ୍ରାର ସିଧା ପ୍ରସାରଣ: ସ୍ଥିତି ପରଖିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ

ପୁରୀ ଅଫିସ, ୨।୬:ଆସନ୍ତା ୫ ତାରିଖରେ ସ୍ନାନ ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋର୍‌ଦାର ପ୍ରସ୍ତୁତି ଚାଲିଛି। କରୋନା ପାଇଁ ଏଥର ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ତେବେ ସ୍ନାନଯାତ୍ରାକୁ ଟିଭି ମାଧ୍ୟମରେ କିଭଳି…

ଜଣଙ୍କ ମୃତ୍ୟୁରେ ପରିବାର ୫ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ

ଝାରସୁଗୁଡା ଅଫିସ,୨।୬: ଝାରସୁଗୁଡ଼ା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣ ସଦସ୍ୟ ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସମସ୍ତଙ୍କୁ ପୋଲିସ ଉଦ୍ଧାରକରି ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର…

ପୁଲଓ୍ବାମା ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ମୃତ

ପୁଲଓ୍ବାମା,୨।୬: ଜମ୍ମୁ-କଶ୍ମୀରରେ ହୋଇଥିବା ଏନ୍‌କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସାଇମଙ୍ଗ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଏହି ଏନ୍‌କାଉଣ୍ଟର କରାଯାଇଛି। ସୋମବାର ଆରମ୍ଭ ହୋଇଥିବା ଏହି ଏନ୍‌କାଉଣ୍ଟରରେ ପ୍ରଥମେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ମଙ୍ଗଳବାର…

କରୋନା ଭୂତାଣୁ ସହିତ ବଞ୍ଚିବା ଶିଖିବାକୁ ପଡ଼ିବ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍‌ କରାଯାଇଛି। ସଂକ୍ରମଣ ରୋକିବା ଲାଗି ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ସରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ କରୋନା ଭୂତାଣୁ ଏତେ…

ମାତା-ପିତାଙ୍କ ପାଇଁ ଭାବପ୍ରବଣ ଚିଠି ଲେଖିଲେ ସଚିନ ତେନ୍ଦୁଲକର

ଦେଶରେ କରୋନା ମହାମାରୀ ଧିରେ ଧିରେ ଜଟିଳ ରୂପ ଧାରଣ କରିଛି। ଏହି ସମୟରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ମାତାପିତାଙ୍କ ଯତ୍ନ ନେବାକୁ ନିବେଦନ କରିଛନ୍ତି। ‘ଗଡ ଅଫ କ୍ରିକେଟ’ ଭାବରେ ଜଣାଶୁଣା ସଚିନ ସୋସିଆଲ ମିଡିଆରେ ତାଙ୍କର ଏକ ପୁରୁଣା…

ସେଲୁନରେ ବାଳ କାଟିବାକୁ ହେଲେ ଦେଖାଇବାକୁ ପଡିବ ଆଧାର କାର୍ଡ !

ଚେନ୍ନାଇ,୨।୬: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଗତ ମାର୍ଚ୍ଚ ମାସରୁ ଦେଶରେ ଲାଗୁ ହୋଇଥିଲା ଲକ୍‌ଡାଉନ। ହେଲେ ଜୁନ୍‌ ପହିଲାରୁ ଅନ୍‌ଲକ୍‌ ୧.୦ ଲାଗୁ ହେବା ପରେ ଲକ୍‌ଡାଉନର ସମସ୍ତ ନିୟମରେ ପ୍ରାୟତଃ କୋହଳ କରାଯାଇଛି। ଏମିତିକି କିଛି ରାଜ୍ୟରେ ସ୍ପା,…

ନିଶ୍ଚିନ୍ତକୋଇଲିରେ ବଢୁଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା

ନିଶ୍ଚିନ୍ତକୋଇଲି୨।୬(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଦିନକୁଦିନ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବଢ଼ୁଛି। କ୍ୱାରାଣ୍ଟାଇନ ସେଣ୍ଟରରେ ପଜିଟିଭ୍‌ ଚିହ୍ନଟ ହେଉଥିବାରୁ ଗୋଷ୍ଠୀ ସଂକ୍ରମଣର ଭୟ ନ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ବ୍ଲକର ୪୧ଟି ପଞ୍ଚାୟତରେ ୮…

ଜୁନ୍‌ ୧୭ରେ ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ

ଜେନେଭା, ୨।୬: ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ ଜୁନ୍‌ ୧୭ରେ ହେବ। ଏନେଇ ସୂଚନା ପ୍ରକାଶ ପାଇଛି। ଫ୍ରାନ୍ସ୍‌ର ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏହି ସୂଚନା ପ୍ରକାଶ ପାଇଛି। ପରିଷଦର ୫ ଅସ୍ଥାୟୀ ସଦସ୍ୟତା ପାଇଁ ହେବାକୁ ଥିବା ଏହି ନିର୍ବାଚନରେ…

ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟରେ ୧୩ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୨।୬: ରାଜଧାନୀ ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବୈଜଲଙ୍କ କାର୍ଯ୍ୟାଳୟରେ କରୋନା ତା’ର ଉପସ୍ଥିତି ଜାହିର କରିଛି। ଏଠାରେ ଏକାଥରକେ ୧୩ ଜଣ କରୋନାରେ ପୀଡ଼ିତ ଥିବା ମଙ୍ଗଳବାର ସକାଳେ ଜଣାପଡିବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି। ଦେଶରେ ଅନ୍‌ଲକ ୧.୦…

ବ୍ୟାଙ୍କ ଅଫ୍‌ ବରୋଦା ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ବଇଣ୍ଡା,୨।୬ (ଡି.ଏନ୍‌.ଏନ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ଗ୍ରାମରେ ଥିବା ବ୍ୟାଙ୍କ ଅଫ୍‌ ବରୋଦାରୁ ସୋମବାର ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। କେତେକ ଦୁର୍ବୃତ୍ତ ବ୍ୟାଙ୍କର ମୁଖ୍ୟ ଫାଟକ ତାଲାକୁ ଭାଙ୍ଗି ଭିତରେ ଥିବା ଏଟିଏମ୍‌କୁ ମଧ୍ୟଭାଙ୍ଗି ଦେଇଛନ୍ତି।…

ବୋଲେରୋରେ ମୃତଦେହ ଛାଡ଼ି ଫେରାର: ପ୍ରତିବାଦରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା

ଓଡ଼ାପଡ଼ା, ୨।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ୫୫ ନଂ. ଜାତୀୟ ରାଜପଥର ଗଉଡ଼ାକାଟେଣି ଛକ ନିକଟରେ ମଙ୍ଗଳବାର ସକାଳେ ଏକ ବୋଲେରୋ ଭିତରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଥିବା ଅଞ୍ଚଳବାସୀ ଦେଖିବାକୁ ପାଇଥିଲେ। ଏହାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri