୩ ଶ୍ରମିକଙ୍କୁ ବିମାନରେ ଘରକୁ ପଠାଇଲେ ୧୨ ବର୍ଷର ଝିଅ
ନୋଏଡା,୨।୬: କରୋନା ମହାମାରୀ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକମାନେ ଏଥିପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଏ ହଜାର ହଜାର କିଲୋମିଟର ଚାଲି ଚାଲି ଘରକୁ ଫେରୁଥିଲା…
କରୋନା ପରେ ଡରାଇଲାଣି ଇବୋଲା
କିନସାସା,୨।୬: ବିଶ୍ୱରେ ଏବେ କରୋନା ସଂକ୍ରମଣ ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ଆଫ୍ରିକାବାସୀଙ୍କ ପାଇଁ ବୋଝ ଉପରେ ନଳିତା ବିଡା ସାଜିଲାଣି ଇବୋଲା ଭାଇରସ। ଆଫ୍ରିକାରେ ଏବେସୁଦ୍ଧା ଦେଢ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୬ହଜାର…
ଭାରତରେ କରୋନା ଲଢ଼େଇ: ପ୍ରତି ୧୦ ଲକ୍ଷରେ ଘଟୁଛି ୪ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ପ୍ରତି ୧୦ ଲକ୍ଷ ଲୋକଙ୍କ ମଧ୍ୟରେ ୪ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟୁଛି। ସେହିପରି ପ୍ରତି ୧୦ ଲକ୍ଷରେ ୨,୭୮୩ ଜଣଙ୍କ ନମୁନା ପରୀକ୍ଷା…
ବାତ୍ୟା ନିସର୍ଗକୁ ନେଇ ମୁମ୍ବାଇରେ ରେଡ ଆଲର୍ଟ: ଘଣ୍ଟାପ୍ରତି ଶହେ କିଲୋମିଟର ବେଗରେ ବହିପାରେ ପବନ
ମୁମ୍ବାଇ,୨।୬: ବାତ୍ୟା‘ ନିସର୍ଗ’ ବୁଧବାର ଅର୍ଥାତ୍ ଜୁନ୍ ୩ରେ ମହାରାଷ୍ଟ୍ର ଉପକୂଳ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳକୁ ହାଇ ଆଲର୍ଟରେ ରଖାଯାଇଛି। ଏହାସହ ପାଲଘରର ଉପକୂଳ ଅଞ୍ଚଳରେ…
CORONAVIRUS UPDATE:ରାଜ୍ୟରେ ଶତକ ଛୁଇଁଲା ୭ ଜିଲା; ସର୍ବାଧିକ ଆକ୍ରାନ୍ତ ତାଲିକା ଶୀର୍ଷରେ ଗଞ୍ଜାମ
ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୧୪୧ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ରେ ପହଞ୍ଚିଛି। ସେଥିରୁ ୯୯୧ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।…
୨ ହଜାର କିମି ଚାଲି ଚାଲି ଘରେ ପହଞ୍ଚିଲେ ଶ୍ରମିକ, ଘର ପାଖରେ ସାପ କାମୁଡିବାରୁ ଜୀବନଗଲା
ଗୋଣ୍ଡା,୨।୬: ଉତ୍ତରପ୍ରଦେଶର ଗୋଣ୍ଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବେଙ୍ଗାଲୁରୁରୁ ଗୋଣ୍ଡା ପ୍ରାୟ ୨ ହଜାର କିମି ଚାଲି ଚାଲି ଆସିଥିବା ଜଣେ ଶ୍ରମିକଙ୍କ ସାପ କାମୁଡାରେ ମୃତ୍ୟୁ ଘଟିଛି। ଗୋଣ୍ଡାର ଥାନେପୁର ଗାଁରେ ରହୁଥିବା ସଲମାନ ନାମକ ଶ୍ରମିକ…
‘ନିଖୋଜ ଏମ୍ପିଙ୍କୁ ପ୍ରଶ୍ନ’ ପୋଷ୍ଟର ଭାଇରାଲ: ପ୍ରତିକ୍ରିୟା ରଖିଲେ ସ୍ମୃତି
ଆମେଠି,୨।୬: ଉତ୍ତରପ୍ରଦେଶର ଆମେଠିରେ ଲକ୍ଡାଉନ ୫.୦ ଆରମ୍ଭ ହେବା ପରେ ସାଧାରଣ ଜୀବନଯାତ୍ରା ଧିରେ ଧିରେ ସ୍ବାଭାବିକ ହେବାରେ ଲାଗିଛି। ଏହାରି ଭିତରେ ବି ରାଜନୀତି ଜୋର ଧରିଥିବା ଦେଖାଯାଇଛି। ଆମେଠିର ଜନତାଙ୍କ ପକ୍ଷରୁ ହିନ୍ଦୀରେ ‘ଲାପତା ସାଂସଦ ସେ ସଓ୍ବାଲ’…
ମହାରାଷ୍ଟ୍ରରୁ ବାଇକ୍ରେ ଆସିଲେ ପ୍ରବାସୀ: ଏରଣ୍ଡେଇ ଗାଁକୁ ୩୬ ଘଣ୍ଟା ପର୍ଯ୍ୟନ୍ତ ଶର୍ଟଡାଉନ୍ ଘୋଷଣା କଲେ ସରପଞ୍ଚ
ପାଟଣା,୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରଣ୍ଡେଇ ପଞ୍ଚାୟତର ଏରଣ୍ଡେଇ ଗ୍ରାମକୁ ସରପଞ୍ଚ ପାର୍ବତୀ ଦେହୁରୀ ଜିଲାପାଳଙ୍କ କ୍ଷମତା ଉପଯୋଗ କରି ସୋମବାରଠାରୁ ୩୬ ଘଣ୍ଟା ପର୍ଯ୍ୟନ୍ତ ଶର୍ଟଡାଉନ୍ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଶ୍ରମିକ ଭାବେ କାମ କରୁଥିବା ଜଣେ…
୬ ବର୍ଷରେ ପୋଲିସ ଗୁଳିରେ ୭,୬୬୬ କୃଷ୍ଣକାୟଙ୍କ ଯାଇଛି ଜୀବନ: କାଲିଫର୍ନିଆରେ ସର୍ବାଧିକ
ଓ୍ବାଶିଂଟନ, ୨।୬: ଆମେରିକାରେ ପୋଲିସ ନିର୍ଯାତନାରେ କୃଷ୍ଣକାୟ ଜର୍ଜ ଫ୍ଲୋୟଡ୍ଙ୍କର ମୃତ୍ୟୁ ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ ଥମିବାର ନାଁ ଧରୁନି। ମିନିଆପଲିସ ସହରରେ ପୋଲିସ ବର୍ବରତା ବିରୋଧରେ ପ୍ରଦର୍ଶନ ଆରମ୍ଭ ହୋଇଥିତ୍ଲା। ଏବେ ଏହା ଦେଶର ୪୦ଟି ସହରକୁ…
ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ରାନ୍ଧୁଛନ୍ତି ବିରେନ୍ଦ୍ର ସେହ୍ବାଗଙ୍କ ପରିବାର
କରୋନା ମହାମାରୀ ସଙ୍କଟ ବେଳେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢିବାକୁ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକ ନିଜ ରାଜ୍ୟକୁ ଫେରିବା ପାଇଁ ନାନା ଅସୁବିଧାର ସାମ୍ନା କରୁଛନ୍ତି। ଶ୍ରମିକଙ୍କ ଏଭଳି ଦୁଃଖ…
୨ ଲକ୍ଷ ଛୁଇଁବାକୁ ଯାଉଛି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨।୬: ଦେଶରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୧୭୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୨୦୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ।…
ପୁରୀରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଛୁଇଁଲା
ପୁରୀ ଅଫିସ,୨।୬: ପୁରୀ ଜିଲାରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ସୂଚନା…
Archives


