ମଙ୍ଗଳବାର ମେଷ-ମିଥୁନ ରାଶିର ବ୍ୟକ୍ତିମାନଙ୍କୁ ମିଳିବ ସୁଖଦ ଫଳାଫଳ, ମିଳିପାରେ ଚାକିରି
ଆଜି ଫାଲଗୁନ ଶୁକ୍ଳ ପକ୍ଷର ଅଷ୍ଟମୀ ତିଥି ଏବଂ ମଙ୍ଗଳବାର। ଆଜି ଅଷ୍ଟମୀ ତିଥି ସାରା ଦିନ ଏବଂ ଭୋର ୪ଟା୫୨ ପର୍ଯ୍ୟନ୍ତ ରହିବ। ଏହା ଆଜି ସକାଳ ୪ଟା୨୬ ପର୍ଯ୍ୟନ୍ତ ସାରା ଦିନ ଏବଂ ରାତି ରହିବ। ବୈଦୃତି ଯୋଗ…
ଧାନ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ: ଆଜି ବିଜେଡିର ଚାଷୀ ଆନ୍ଦୋଳନ
ଭୁବନେଶ୍ୱର, ୨୪।୨(ସୁନିତ ମିଶ୍ର):ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡ଼ିଛନ୍ତି। ତେଣୁ ଚାଷୀଙ୍କ ସ୍ବାର୍ଥ ପାଇଁ ବିଜେଡି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଲୋୟର ପିଏମ୍ଜିଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜନ…
ବିଧାନସଭାର ୫୯ ମିନିଟ୍: ଜାଣନ୍ତୁ କ’ଣ ଘଟିଲା
ଭୁବନେଶ୍ୱର, ୨୪।୨(ସୁନିତ୍ ମିଶ୍ର):ବିଧାନସଭା ବଜେଟ ଅଧିବେଶନର ୬ଷ୍ଠ ଦିନରେ ମଧ୍ୟ ଗୃହକାର୍ଯ୍ୟ ସୁରୁଖୁରୁରେ ହୋଇପାରିନାହିଁ। ଚାଷୀ ପ୍ରସଙ୍ଗରେ ଗୃହ ଭିତରେ ପୂରା ଦିନ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ ଜାରି ରଖିଥିଲେ। ଏହିପରି ଭାବେ ଅପରାହ୍ନ ୪ଟାରୁ…
କପଡ଼ା ବ୍ୟବସାୟୀଙ୍କ ଘରେ ଲାଗିଲା ନିଆଁ, ଗୋଟିଏ ପରିବାରର ୫ ଶିଶୁଙ୍କ ସମେତ ୬ ମୃତ
ମେରଠ,୨୪।୨: ଉତ୍ତର ପ୍ରଦେଶର ମେରଠ ଜିଲାରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ସୋମବାର (୨୩ ଫେବୃଆରୀ) ରାତିରେ ଲିସାଡି ଗେଟ ଥାନା ଅଞ୍ଚଳ ଅନ୍ତର୍ଗତ କିଡୱାଇ ନଗରରେ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଏକ ସୁଖର ସଂସାରକୁ ସମ୍ପୂର୍ଣ୍ଣ…
ଟିମ ଇଣ୍ଡିଆର ମନୋବଳ ବଢ଼ାଇଲେ BCCI ସଚିବ ଦେବଜିତ ସାଇକିଆ, ପରବର୍ତ୍ତୀ ମ୍ୟାଚ ପୂର୍ବରୁ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୨୪।୨: ରବିବାର, ଫେବୃଆରୀ ୨୨ରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା T20 ବିଶ୍ୱକପ ୨୦୨୬ର ସୁପର ୮ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ୭୬ରନରେ ପରାସ୍ତ ହୋଇଛି। ଏହି ପରାଜୟ ଯୋଗୁ ଟିମ ଇଣ୍ଡିଆର ସେମିଫାଇନାଲ ଯିବାର…
ଓ୍ବେଷ୍ଟ ଇଣ୍ଡିଜର ବିଜୟ ବିଗାଡିଦେଲା ଟିମ ଇଣ୍ଡିଆର ସମୀକରଣ, ସେମିଫାଇନାଲ ଯିବା କେତେ କଷ୍ଟକର ଜାଣନ୍ତୁ
ନୂଆଦିଲ୍ଲୀ,୨୪।୨: ୱେଷ୍ଟଇଣ୍ଡିଜ ICC T20 ବିଶ୍ୱକପ ୨୦୨୬ର ସୁପର ୮ମ୍ୟାଚରେ ଜିମ୍ବାୱେ ବିପକ୍ଷରେ ୧୦୭ ରନର ବିଶାଳ ବିଜୟ ସହିତ ଗ୍ରୁପ ୧ ସମୀକରଣକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଦେଇଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ଭାରତୀୟ ଦଳର ଚିନ୍ତାକୁ…
ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟରେ ଅଗ୍ନିକାଣ୍ଡ, ସୋମବାର ରାତିରୁ ଜଳୁଛି…
ଭୁବନେଶ୍ୱର,୨୪।୨: ସୁପର ମାର୍ଟ ଲାଗିଛି ନିଆଁ । ସୋମବାର ରାତିରୁ ନିଆଁ ଲାଗିଥିବା ବେଳେ ମଙ୍ଗଳବାର ସକାଳ ସୁଧା ମଧ୍ୟ ନିଆଁ ଲାଗିଥିବା ନେଇ ଦେଖାଯାଇଛି । ଏବେ ବି ଜଳୁଛି ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟ । ଖବର…
ମରୀଚିକା ପାଲଟିଛି କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ: ବନ୍ଦ ପଡିଛି କେସିଙ୍ଗା ଜିନିଂ ମିଲ
ଭବାନୀପାଟଣା, ୨୪ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଟେକ୍ସଟାଇଲ ପାର୍କ ଏବେ ମରୀଚିକା ପାଲଟିଛି। ସମଗ୍ର ଓଡିଶାରେ କଳାହାଣ୍ଡି ଜିଲା କପା ଉତ୍ପାଦନରେ ପ୍ରଥମ ସ୍ଥାନରେ ରହିଥିବାବେଳେ ରାଜନେତାମାନେ ବିଭିନ୍ନ ମଞ୍ଚରେ କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ ସ୍ଥାପନ ହେବ ବୋଲି ପ୍ରତିଶ୍ରୁତି…
ପଶ୍ଚିମ ଓଡ଼ିଶାରେ ଝିପିଝିପି ବର୍ଷା ସାଙ୍ଗକୁ କୁଆପଥର ମାଡ଼, ଆଜି ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୪।୨(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ୍ ଲାଇନ୍ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଓଡ଼ିଶା ଦେଇ ଗତି କରୁଛି। ଏହା ପ୍ରଭାବରେ ସୋମବାର…
୨ ଦିନରେ ୨ କିଡ୍ନୀ ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କୁ ମିଳୁନି ସରକାରୀ ସହାୟତା
ଅମରପାଲି, ୨୪ା୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍ନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ଦୁଇଦିନ ମଧ୍ୟରେ ୨ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଗତ ୨୦ ତାରିଖ ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତ ଗୁଦୁଗୁଦା…
ମହାନଦୀ ଗର୍ଭରେ ଲୀନ ହେଉଛି ବାହାକୁଦ କାଜୁ ଜଙ୍ଗଲ
ମହାକାଳପଡ଼ା,୨୪ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ସାମୁଦ୍ରିକ ଢେଉ ଯୋଗୁ କାଜୁ ଜଙ୍ଗଲରୁ ୫ ଶହ ଗଛ ମହାନଦୀ ଗର୍ଭରେ ଲୀନ ହୋଇଗଲାଣି। ବ୍ଲକ୍ର ରାମନଗର ୩୫୪ ଏକରରେ ୧୦ ହଜାର ଗଛ, ପିତାପାଟ ୧୮୨ ଏକରରେ…
ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି: ତଳିଆ କର୍ମଚାରୀ ବହିଷ୍କୃତ, ଖସିଗଲେ ବଡ଼ବଡ଼ିଆ
ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ବିକ୍ରି ପାଇଁ ମଣ୍ଡିକୁ ଆସିଥିବା ଧାନ ମାସମାସ ଧରି ମଣ୍ଡିରେ ପଡ଼ି ରହିଛି। ଅଥଚ ମଣ୍ଡିକୁ ନ ଆସି ବେପାରୀ(ମଧ୍ୟସ୍ଥ)ଙ୍କ ଜରିଆରେ ସିଧାସଳଖ ଯାଉଥିବା ଧାନ…

