ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଗଛ କଟା ନେଇ ଅସନ୍ତୋଷ
ଖଇରା, ୨ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ରେଞ୍ଜ ଅଧୀନ ଖଇରା ବ୍ଲକର ଦେଉଳି ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଆକାଶିଆ ଗଛ କାଟିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅମ୍ପନ ବାତ୍ୟାରେ କିଛି ଗଛ ଭାଙ୍ଗି ପଡିବା ପରେ ଏହି ଆଳରେ ସୋର…
କମ୍ପାନୀଗୁଡ଼ିକର ଗାଡ଼ି ବିକ୍ରିରେ ରେକର୍ଡ ହ୍ରାସ
ନୂଆଦିଲ୍ଲୀ,୨।୬: କରୋନା କବଳିତ ବଜାରରେ ବର୍ତ୍ତମାନ ଚାହିଦା କ୍ଷତିଗ୍ରସ୍ତ ହୋଇଥିବା ବେଳେ ମେ ମାସରେ ଦେଶର ଅଟୋମୋବାଇଲ କମ୍ପାନୀଗୁଡ଼ିକର ବିକ୍ରି ସମ୍ପୂର୍ଣ୍ଣ ଖସି ଯାଇଛି। ପ୍ରମୁଖ ଯାନ ନିର୍ମାତା କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍ର ବିକ୍ରି ୮୬% ଖସିଛି। ଏହି…
ଭିମ୍ ଆପରୁ ୭ମିଲିୟନ ଡାଟା ଚୋରି ଅଭିଯୋଗ
ମୁମ୍ବାଇ,୨।୬ : ଦିନକୁ ଦିନ ସାଇବର ଅପରାଧ ମାମଲା ବଢୁଥିବା ବେଳେ ଆଉ ଏକ ମାମଲା ସାମ୍ନାକୁ ଆସିଛି। ମୋବାଇଲ ପେମେଣ୍ଟ ଆପ୍ଲିକେଶନ ଭିମ୍ ଆପ୍ରୁ ପ୍ରାୟ ୭୦ ଲକ୍ଷ ଡାଟା ଚୋରି ହୋଇଥିବା ଇସ୍ରାଏଲ ସାରବର ସିକ୍ୟୁରିଟି ଫାର୍ମ ଭିପିଏନ…
ନୂଆ ଥାଇ ବି ପୁରୁଣା ସାହା
ଛେଣ୍ଡିପଦା, ୨।୬(ସ୍ବ.ପ୍ର.) – ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ୩ ବର୍ଷ ତଳୁ ନିର୍ମାଣ ସରିଛି ପୋଲ। ହେଲେ ଆପ୍ରୋଚ ରୋଡ୍ ସମ୍ପୂର୍ଣ୍ଣ ହୋଇପାରି ନ ଥିବାରୁ ତାହା ବ୍ୟବହାରରେ ଲାଗି ପାରୁନାହିଁ। ଫଳରେ ପୂର୍ବରୁ ଯେଉଁ ପୁରୁଣା ବିପଦସଙ୍କୁଳ…
ବିପଦକୁ ଡାକୁଛି ଜାଇକାର ବେପରୁଆ କାମ: ଜିଲାପାଳଙ୍କୁ ଜଣାଇବ ଭାଜପା
କଟକ ଅଫିସ,୧ା୬: ଡ୍ରେନ୍ରୁ ପଙ୍କୋଦ୍ଧାର ବେଳେ ଛତ୍ରବଜାର ନିକଟସ୍ଥ ଜଣଙ୍କ ଘରଆଗ କାନ୍ଥ ଧସିଯିବା ପରେ ରବିବାର ଭାଜପାର ଏକ ପ୍ରତିନିଧି ଦଳ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଦୀର୍ଘଦିନ ଧରି ଜାଇକାର ଯନ୍ତ୍ରଣାରେ ସହରବାସୀ ଅତିଷ୍ଠ। ଏହାର ମନମୁଖୀ ଓ ବେପରୁଆ…
କ୍ୱାରାଣ୍ଟାଇନ୍ରେ ସ୍ବାବ୍ ଟେଷ୍ଟ ହେଲାନି: ଘରକୁ ନ ଯାଇ ପୋଖରୀ ହୁଡ଼ାରେ କୁଡ଼ିଆ କରି ରହିଲେ ପ୍ରବାସୀ
ନୂଆପଡ଼ା ଅଫିସ,୧ା୬: ସରକାରୀ କ୍ୱାରାଣ୍ଟାଇନ୍ର ସାତଦିନ ଅବଧି ପୂର୍ଣ୍ଣ ପରେ ପ୍ରବାସୀ ଘରକୁ ଯାଇ ହୋମ କ୍ୱାରାଣ୍ଟାଇନରେ ରହିବାକୁ ସରକାରୀ ନିର୍ଦ୍ଦେଶ ରହିଛି । ହେଲେ ଶ୍ରମିକମାନଙ୍କୁ ବିନା ସ୍ବାବ୍ ପରୀକ୍ଷଣରେ ଘରକୁ ଛାଡି ଦିଆଯାଉଥିବାରୁ ପରବର୍ତ୍ତୀ ସମୟରେ ସେମାନେ କରୋନା…
୨ ସ୍ପେଶାଲ ଟ୍ରେନ୍ରେ ପହଞ୍ଚିଲେ ପ୍ରବାସୀ
ବଲାଙ୍ଗୀର ଅଫିସ, ୧ା୬: ବଲାଙ୍ଗୀର ରେଳଷ୍ଟେଶନ୍ରେ ରବିବାର ରାତିରେ ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍ ପହଞ୍ଚିଥିଲା। ତାମିଲନାଡୁର ତିରପୁରରୁ ରାଉରକେଲା ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ ରାତି ୯ଟାରେ ଏଠାରେ ପହଞ୍ଚିଥିଲେ। ଏଥିରେ ବଲାଙ୍ଗୀର ଜିଲାର ୨୭୧, ବରଗଡର ୧୩୨, ସୁବର୍ଣ୍ଣପୁରର…
ହାର୍ଦ୍ଦିକଙ୍କ ପୂର୍ବରୁ ୪ କ୍ରିକେଟର୍ ବିନା ବିବାହରେ ହୋଇଥିଲେ ପିତା
ଭାରତୀୟ କ୍ରିକେଟ ଦଳର ଷ୍ଟାର୍ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ଏହି ଖୁସିଖବର ନିଜ ଫ୍ୟାନ୍ଙ୍କୁ ଜଣାଇଛନ୍ତି ହାର୍ଦ୍ଦିକ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ନତାଶା ଷ୍ଟାନକୋଭିକ୍। ଉଭୟ ନୂଆବର୍ଷରେ ନିର୍ବନ୍ଧ କରିଥିବା…
କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍ସ୍ପଟ୍: ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା
କେନ୍ଦ୍ରାପଡ଼ା ଅଫିସ, ୧ା୬: କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍ସ୍ପଟ୍ ପାଲଟିଛି । ଏପ୍ରିଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଇତିମଧ୍ୟରେ ଏହା ୧୦୦ ଟପିଛି। ସୋମବାର ଘୋଷଣା ହୋଇଥିବା ରାଜ୍ୟର ୧୫୬ ନୂତନ ଆକ୍ରାନ୍ତଙ୍କ…
ବଡ ପରଦାକୁ ଫେରିବେ ରାହୁଲ !
ମୁମ୍ବାଇ: ଦିନେ ବଲିଉଡ୍ରେ ହ୍ୟାଣ୍ଡସମ ହିରୋ ଭାବେ ପରିଚିତ ଥିବା ରାହୁଲ ରଏ କିଛିଦିନ ହେବ ଆଉ ବଡ ପରଦାରେ ନଜର ଆସୁ ନାହାନ୍ତି। ଏବେ କିନ୍ତୁ ପୁଣିଥରେ ସେ ବଡ ପରଦାକୁ ଫେରିବେ ବୋଲି ଜଣାପଡିଛି। ଲକ୍ଡାଉନ ସମୟରେ ବିଭିନ୍ନ…
କ୍ୟାବିନେଟ ବୈଠକ: କୃଷକ, ବ୍ୟବସାୟୀଙ୍କୁ ମୋଦି ସରକାରଙ୍କ ବଡ ଉପହାର
ନୂଆଦିଲ୍ଲୀ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକର, ନୀତିନ ଗଡକରି ଓ ନରେନ୍ଦ୍ର ସିଂ ତୋମାର କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। କ୍ୟାବିନେଟରେ କ୍ଷୁଦ୍ର,…
ବିମାନର ମଝି ସିଟ୍ରେ ବସି ଯାତ୍ରା କରିବା ମନା
ନୂଆଦିଲ୍ଲୀ,୧।୬: ଏଥର ବିମାନର ମଝି ସିଟ୍ରେ ବସି ଯାତ୍ରା କରିବାକୁ ବାରଣ କରାଯାଇଛି। ସୋମବାର ଡିଜିସିଏ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ବିଭିନ୍ନ ଏୟାର ଲାଇନ୍ସ କମ୍ପାନୀ ସହ କଥା ହେବା ପରେ ଡିଜିସିଏ ଏହା କହିଛି। ଯଦି କେହି ଯାତ୍ରୀ…
Archives


