Home Left

ଅଗଷ୍ଟରେ ବିବାହ କରିବେ ବାହୁବଳୀ ଫେମ୍‌ ରାଣା

‘ବାହୁବଳୀ’ ଫେମ୍‌ ରାଣା ଡାଗୁବତୀ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଲକ୍‌ଡାଉନ୍‌ ମଧ୍ୟରେ ଗର୍ଲଫ୍ରେଣ୍ଡ୍‌ ମିହିକା ବଜାଜଙ୍କ ସହ ତାଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ଏବେ ତାଙ୍କ ପିତା ତଥା ପ୍ରଯୋଜକ ସୁରେଶ ବାବୁ ବିବାହ ତାରିଖ ମଧ୍ୟ…

ଅନ୍‌ଲାଇନରେ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ: ୬୫ ଅଧ୍ୟାପିକା, ଅଧ୍ୟାପକ ନିଯୁକ୍ତ

କଟକ ଅଫିସ,୧।୬: ଯୁକ୍ତଦୁଇ ପରୀକ୍ଷାର ଉତ୍ତର ଖାତାଦେଖା ସୋମବାରଠାରୁ ଆରମ୍ଭ ହୋଇଛି। କେବଳ ଅନ୍‌ଲାଇନରେ ଭୁବନେଶ୍ୱର ଏବଂ କଟକରେ ଖାତା ଦେଖାଯାଉଛି। କଟକ ଲିଙ୍କ୍‌ରୋଡ଼ସ୍ଥିତ ଏକ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନରେ ଖାତାଦେଖା ପାଇଁ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ୬୪ଟି କମ୍ପ୍ୟୁଟର ଥିବାବେଳେ…

ପଙ୍ଗପାଳ ଯୋଗୁ ୩୫୦ ବର୍ଷ ତଳେ ମଦୁରାଇ ଚାଷ ଜମି ଯାଇଥିଲା ଉଜୁଡ଼ି

ମଦୁରାଇ,୧।୬: ଦେଶରେ ଏବେ ପାକିସ୍ତାନୀ ପଙ୍ଗପାଳଙ୍କ ଆତଙ୍କ ଦେଖାଦେଇଛି। ପଙ୍ଗପାଳ ଯୋଗୁ ପଞ୍ଜାବ, ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ଏହିଭଳି ପଙ୍ଗପାଳ ଆତଙ୍କ ତାମିଲନାଡୁର ମଦୁରାଇରେ ୩୫୦ ବର୍ଷ ତଳେ ଦେଖାଦେଇଥିଲା। ୧୭ ଶତାବ୍ଦୀରେ…

ପରିବାର ସଦସ୍ୟଙ୍କୁ ଘରେ ପହଞ୍ଚାଇବାକୁ ଚୋରି କରିଥିବା ବାଇକକୁ ଦୁଇ ସପ୍ତାହ ପରେ ପାର୍ସଲ କରି ଫେରାଇ ଦେଲେ

କୋଏମ୍ବାଟୁର,୧।୬: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଜାରି କରାଯାଇଥିଲା ଲକ୍‌ଡାଉନ। ଏହି ସମୟରେ ବାହାର ରାଜ୍ୟରେ ରହୁଥିବା ପ୍ରବାସୀ ଶ୍ରମିକମାନେ କାମଧନ୍ଦା ହରାଇବା ପରେ ଘରମୁହାଁ ହୋଇଥିଲେ। ହେଲେ ଯାନବାହାନ ଚଳାଚଳ ବନ୍ଦ ଥିବାରୁ ହଜାର ହଜାର କିଲୋମିଟର ଅତିକ୍ରମ…

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସତ୍ୟଜିତ ମହାନ୍ତି

କଟକ ଅଫିସ,୧।୬: ଅଗ୍ନିଶମ ଡିଜି ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ସତ୍ୟଜିତ ମହାନ୍ତି। ସ୍ବତନ୍ତ୍ର ଡିଜି(ଗୁଇନ୍ଦା) ମହାନ୍ତି ଅଗ୍ନିଶମ ବିଭାଗର ଡିଜି ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ। ପୂର୍ବତନ ଅଗ୍ନିଶମ ଡିଜି ସୁନୀଲ ରଏଙ୍କ ଅବସର ପରେ…

ସ୍ମାର୍ଟ ହେଲମେଟ୍‌

ଏଣିକି ହେଲମେଟ୍‌ ବାଟ ଦେଖାଇପାରିବ। ଏପରି ଏକ ସ୍ମାର୍ଟ ତଥା ହାଇଟେକ୍‌ ହେଲମେଟ୍‌ ପ୍ରସ୍ତୁତ କରାଯାଇଛି। ଏଭଳି ଏକ ପ୍ରୟାସ କରି ରୁଷିଆର ବିଶେଷଜ୍ଞମାନେ ସଫଳ ହୋଇଛନ୍ତି। ଉକ୍ତ ନୂଆ ହେଲମେଟ୍‌ରେ ଅତ୍ୟାଧୁନିକ ଜ୍ଞାନକୌଶଳବିଶିଷ୍ଟ ଡିଭାଇସ୍‌ ସଂଯୋଗ କରାଯାଇଛି। ଫଳରେ ଏହାକୁ…

ଧୋନୀଙ୍କ ଅବସରକୁ ନେଇ କରିଥିବା ଟୁଇଟ୍‌ କାହିଁକି ହଟାଇଥିଲେ ସାକ୍ଷୀ

ଅନେକ ଦିନ ହେବ କ୍ରିକେଟରୁ ଦୂରେଇ ରହିଥିବା ମହେନ୍ଦ୍ର ସିଂ ଧୋନୀଙ୍କ ଅବସରକୁ ନେଇ ଚର୍ଚ୍ଚା ଚାଲିଛି। କିଛିଦିନ ତଳେ ସୋସିଆଲ ମିଡିଆରେ #Dhoniretires ଟ୍ରେଣ୍ଡ୍‌ କରିଥିଲା। ଏହାପରେ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ଟୁଇଟ୍‌ ଯୋଗେ ଏହାକୁ ମିଥ୍ୟା ବୋଲି କହିଥିଲେ।…

ଭାରତରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ବିଶେଷଜ୍ଞ

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ସରକାରୀ ଭାବେ କୁହାଯାଉଛି ଯେ, ଦେଶରେ କରୋନାର ଗୋଷ୍ଠୀ ସଂକ୍ରମଣ ଏପର୍ଯ୍ୟନ୍ତ ହୋଇନାହିଁ। ତେବେ ପ୍ରିଭେଣ୍ଟିଭ୍‌ ଏବଂ ସୋସିଆଲ୍‌ ମେଡିସିନ୍‌ ବିଶେଷଜ୍ଞ ତଥା ଇପିଡେମିଓଲୋଜିଷ୍ଟ୍‌ ଓ ପବ୍ଲିକ୍‌ ହେଲଥ୍‌ ପ୍ରାକ୍ଟିଶନର ସଙ୍ଘ…

କରୋନା ସଂକ୍ରମଣ ଭୟ: ନବଜାତକକୁ ସ୍ତନ୍ୟପାନ କରାଇଲେ ହସ୍ପିଟାଲର କାର୍ଯ୍ୟରତ ନର୍ସ!

କୋଲକାତା,୧।୬: ପଶ୍ଚିମବଙ୍ଗର ଆର୍‌ଜି କର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ଜଣେ କାର୍ଯ୍ୟରତ ନର୍ସ। ନିକଟରେ ଜଣେ ମହିଳାଙ୍କର ଆର୍‌ଜି କର ମେଡିକାଲରେ ସନ୍ତାନ ପ୍ରସବ ହୋଇଥିଲା। ହେଲେ ତାଙ୍କର ସିଜରିଆନ୍‌ ସେକ୍ସନ ହୋଇଥିବାରୁ…

ହାର୍ଦ୍ଦିକଙ୍କ ପିତା ହେବା ଖବର ଶୁଣି ଏମିତି କହିଲେ କୋହଲି

ପୁଣି ଏକ ନୂଆ ବାଉନ୍ସର ଛାଡିଛନ୍ତି ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ନୂଆବର୍ଷର ଠିକ ପୂର୍ବଦିନ ଅଚାନକ ନିଜ ନିର୍ବନ୍ଧ ଖବର ଦେଇ ପ୍ରଶଂସକଙ୍କୁ ଚକିତ କରି ଦେଇଥିବା ହାର୍ଦ୍ଦିକ ଖୁବ୍‌ ଶୀଘ୍ର ପିତା ହେବା ଖବର ନିଜ…

୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୩୯୨

ନୂଆଦିଲ୍ଲୀ,୧।୬: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୮,୩୯୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୯୦,୫୩୫ରେ ପହଞ୍ଚିଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦେଇଥିବା ରିପୋର୍ଟ…

ଝାରସୁଗୁଡ଼ାରୁ ଭୁବନେଶ୍ୱର, କୋଲକାତାକୁ ବିମାନ ସେବା ଆରମ୍ଭ

ଝାରସୁଗୁଡା ଅଫିସ,୧।୬: ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର ଠାରୁ ଭୁବନେଶ୍ୱର ଓ କୋଲକାତାକୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ଗତ ମେ’ ୨୫ରୁ ଏଠାରେ ବିମାନ ସେବା ଆରମ୍ଭ ହୋଇଥିଲେ ସୁଦ୍ଧା କେବଳ ଦିଲ୍ଲୀ ଓ ହାଇଦ୍ରାବାଦକୁ ସ୍ପାଇସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri