Home Left

ଡେକାନ୍‌ କୁଇନ୍‌ ୯୧ ବର୍ଷରେ ପାଦ ଦେଲା

ପୁଣେ,୧।୬: ମହାରାଷ୍ଟ୍ରର ପୁଣେଠାରୁ ମୁମ୍ବାଇ ଯାଉଥିବା ଡେକାନ୍‌ କୁଇନ୍‌ ରେଳଗାଡ଼ି ସୋମବାର ୯୧ ବର୍ଷରେ ପାଦଦେଇଛି। ୧୯୩୦ ଜୁନ୍‌ ୧ରେ ଏହା ଯାତ୍ରା ଆରମ୍ଭ କରିଥିଲା। ୯୦ ବର୍ଷର ଐତିହାସକ ଯାତ୍ରା ସମ୍ପନ୍ନ କରି ଏବେ ଏହା ୯୧ ବର୍ଷ ଛୁଇଁଛି।…

ପ୍ରବାସୀ ଶ୍ରମିକଙ୍କୁ ନିଯୁକ୍ତି ଦେବାକୁ ବ୍ୟାବସାୟିକ ପ୍ରତିଷ୍ଠାନ, ଶିଳ୍ପସଂସ୍ଥାକୁ ଜିଲା ପ୍ରଶାସନର ନିବେଦନ

କଟକ ଅଫିସ,୧ା୬: କଟକ ଜିଲାକୁ ଫେରିବା ପାଇଁ ପ୍ରାୟ ୬୦ ହଜାର ପ୍ରବାସୀ ନିଜ ନାମ ସରକାରଙ୍କ ପାଖରେ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୧୬ ହଜାର ଫେରିଲେଣି। ଅନେକଙ୍କ ସଙ୍ଗରୋଧ ଶେଷ ହୋଇଛି। କିନ୍ତୁ ସେମାନେ ନିଜ ଜୀବିକାକୁ…

୩ରେ ମହାରାଷ୍ଟ୍ର, ଗୁଜରାଟରେ ବାତ୍ୟା

ମୁମ୍ବାଇ,୧ା୬(ପି.ଟି.): ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସାମୁଦ୍ରିକ ବାତ୍ୟାର ରୂପ ନେବାକୁ ଯାଉଛି। ଏହା ଜୁନ୍‌ ୩ରେ ମହାରାଷ୍ଟ୍ର ଓ ଗୁଜରାଟ ଉପକୂଳ ଅତିିକ୍ରମ କରିପାରେ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣପୂର୍ବ ଏବଂ ପୂର୍ବକେନ୍ଦ୍ରୀୟ…

ଆର୍‌ପିଆଇ ନେତାଙ୍କ ଫାର୍ମହାଉସରେ ଗୁଳିକାଣ୍ଡ

ନୂଆଦିଲ୍ଲୀ,୧ା୬(ପି.ଟି.): ରିପବ୍ଲିକ ପାର୍ଟି ଅଫ୍‌ ଇଣ୍ଡିଆ (ଆର୍‌ପିଆଇ) ନେତା ସମିମ୍‌ ସୈଫ୍‌ଙ୍କ ଦିଲ୍ଲୀ ଫାର୍ମହାଉସ୍‌ରେ ରବିବାର ସକାଳେ ଜଣେ ଅଜ୍ଞାତ ବ୍ୟକ୍ତି ତାଙ୍କ ସୁରକ୍ଷା କର୍ମୀଙ୍କୁ ଗୁଳି କରିଛନ୍ତି। ଗୁରୁତର ଅବସ୍ଥାରେ ସୁରକ୍ଷା କର୍ମୀ ହରିନାଥଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜ୍ଞାତ…

ପୂର୍ବାଞ୍ଚଳର ବିକାଶରେ ଦେଶ ଆଗେଇବ

ନୂଆଦିଲ୍ଲୀ,୧ା୬(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୬୫ତମ ସଂସ୍କରଣରେ ଦେଶବାସୀଙ୍କୁ ନିଜ ମନର କଥା କହିଛନ୍ତି। କରୋନା ମହାମାରୀକୁ ନିୟନ୍ତ୍ରଣରେ ରଖିବା ଲାଗି ଘୋଷଣା ହୋଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନର ଶେଷ…

କରୋନା : ଥିଲା ଓ ରହିବ

କରୋନା ଗୋଟିଏ ନିର୍ଜୀବ ଅଣୁ। ଏହାର ବିନାଶ ନାହିଁ। ପରିବେଶରେ ଏହା ତିଷ୍ଠି ରହେ। ବାଦୁଡି, ବଜ୍ରକାପ୍ତା, ସାପ ଓ ସରୀସୃପ ଏହାର ବାହକ। ଉଚ୍ଚ ଉତ୍ତାପରେ ପଶୁ ମାଂସ ରାନ୍ଧି ନ ଖାଇଲେ ଏହା ସଂକ୍ରମିତ ହୋଇଥାଏ। ୨୦୦୩ରେ କରୋନାର…

କ୍ରୋଧର ନିଆଁରେ ଆମେରିକା

ଓ୍ବାଶିଂଟନ,୧ା୬: କୃଷ୍ଣକାୟ ଆମେରିକୀୟ ଜର୍ଜ ଫ୍ଲୋୟଡ୍‌ଙ୍କୁ ଜଣେ ପୋଲିସ ଅଧିକାରୀ ଆଣ୍ଠୁରେ ଚପାଇରଖି ମାରିଦେବା ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ପ୍ରଦର୍ଶନ ତେଜିବାରେ ଲାଗିଛି। ପୋଲିସ ବର୍ବରତା ବିରୋଧରେ ଆମେରିକାର ମିନିଆପଲିସ ସହରରେ ଆରମ୍ଭ ହୋଇଥିତ୍ବା ବିକ୍ଷୋଭ ପ୍ରଥମେ ହିଂସା ଓ…

ନର୍ଗିସ୍‌ଙ୍କୁ ବିବାହ ପୂର୍ବରୁ ସୁନୀଲ ଦତ୍ତଙ୍କୁ ମିଳିଥିଲା ଧମକ

ବଲିଉଡ୍‌ରେ ଅନେକ ଭେଟେରାନ ଅଭିନେତ୍ରୀ ଅଛନ୍ତି। କିନ୍ତୁ ବହୁତ କମ ଅଭିନେତ୍ରୀ ଅଛନ୍ତି, ଯାହାଙ୍କ ଅବଦାନ ବର୍ଷ ବର୍ଷ ପରେ ମଧ୍ୟ ସ୍ମରଣୀୟ ହୋଇ ରହିଛି। ଆଜି ଏପରି ଜଣେ ଅଭିନେତ୍ରୀଙ୍କ ଜନ୍ମଦିନ, ଯାହାଙ୍କ ଅବଦାନ ଚିରସ୍ମରଣୀୟ। ସେହି ଅଭିନେତ୍ରୀ ଜଣଙ୍କ…

ଦାରିଦ୍ର୍ୟ ମଧ୍ୟକୁ ଠେଲି ହୋଇଯିବେ ୮.୬ କୋଟି ପିଲା

ନୂଆଦିଲ୍ଲୀ,୧ା୬:ମହାମାରୀ କରୋନା ଯୋଗୁ ସାରା ବିଶ୍ୱରେ ଘୋର ଆର୍ଥିକ ଅବନତି ଘଟିଛି। ଏହାର ପ୍ରଭାବରେ ୨୦୨୦ ଶେଷ ସୁଦ୍ଧା ସ୍ବଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶଗୁଡ଼ିକର ଗରିବ ପରିବାରରେ ରହୁଥିବା ପିଲାଙ୍କ ସଂଖ୍ୟା ୮.୬ କୋଟି (୧୫%) ବୃଦ୍ଧି ହୋଇ ୬୭.୨…

ପଙ୍ଗପାଳ ଦମନରେ ଧର୍ମବିଶ୍ୱାସ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧ା୬: ମଧ୍ୟପ୍ରଦେଶର ପାନ୍ନା ଅଞ୍ଚଳରେ ଗତ ସପ୍ତାହରେ ବାଜିିଥିଲା ପୋଲିସ ସାଇରନ। ହେଲେ ତାହା ଚୋରଙ୍କୁ ଗୋଡ଼ାଇବା ଲାଗି ନୁହେଁ ବରଂ ମାରାତ୍ମକ କୀଟ ପଙ୍ଗପାଳ ଦଳଠାରୁ ରକ୍ଷା ପାଇଁ। ଏହି ବିଧ୍ୱଂସକ ବିଦେଶାଗତ କୀଟ ପ୍ରତିଦିନ ତା’ ଓଜନର ତାଜା…

ମହାକାଶଚାରୀଙ୍କୁ ଅନ୍ତରୀକ୍ଷରେ ପହଞ୍ଚାଇଲା ସ୍ପେସ୍‌ଏକ୍ସ

ଓ୍ବାଶିଂଟନ,୧ା୬: ଆମେରିକା ଏହାର ଦୁଇଜଣ ମହାକାଶଚାରୀଙ୍କୁ ଅନ୍ତରୀକ୍ଷକୁ ପଠାଇ ଇତିହାସ ରଚିଛି। ଶନିବାର ରାତିରେ ଫ୍ଲୋରିଡାର କେନେଡି ମହାକାଶ କେନ୍ଦ୍ରରୁ ଘରୋଇ ବ୍ୟବସାୟିକ ସଂସ୍ଥା ସ୍ପେସ୍‌ଏକ୍ସର କ୍ରିଉ ଡ୍ରାଗନ ମହାକାଶଯାନ ସଫଳତାର ସହ ନାସାର ଦୁଇ ମହାକାଶଚାରୀଙ୍କୁ ନେଇ ଅନ୍ତର୍ଜାତୀୟ ମହାକାଶ…

ଜି ୧୧ରେ ସାମିଲ ହେବ ଭାରତ

ଓ୍ବାଶିଂଟନ, ୧।୬(ପି.ଟି/ଆଇଏଏନ୍‌ ଏସ୍‌): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜି ୭ ସମ୍ମିଳନୀକୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଘୁଞ୍ଚାଇଦେଇଛନ୍ତି। ଏହାସହ ସେ ଏହି ପୁରୁଣା ବ୍ଲକ୍‌କୁ ଜି ୧୦ କିମ୍ବା ଜି ୧୧ ଯାଏ ବିସ୍ତାର କରି ଭାରତ ସମେତ ଆଉ ୩ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri