Home Left

ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ ବିଜୟ

ମୁମ୍ବାଇ,୨୩ା୨: ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ ଓ ପରେ ଗୁଦାକେଶ ମୋତିଙ୍କ ଜବରଦସ୍ତ ବୋଲିଂ ବଳରେ ଏଠାରେ ସୋମବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୧୦୭ ରନର ବଡ଼ ବ୍ୟବଧାନରେ ଜିମ୍ବାଓ୍ବେକୁ ପରାସ୍ତ…

ଝାଡ଼ଖଣ୍ଡରେ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଯାଉଥିଲେ ୭ଜଣ

ରାଞ୍ଚି,୨୩।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ବିର୍ସାମୁଣ୍ଡା ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ଏକ ଏୟାର ଆମ୍ବୁଲାନ୍ସ ବିମାନ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର କିଛି ସମୟ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସରେ ୭ ଜଣ ବ୍ୟକ୍ତି ଥିଲେ। ଦୁର୍ଘଟଣାରେ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା ଦାନହୁଣ୍ଡିକୁ କଡ଼ା ସୁରକ୍ଷା ମଧ୍ୟରେ ଦେବୋତ୍ତର ବିଭାଗ ତଥା ମନ୍ଦିର ପ୍ରଶାସନ ତରଫରୁ…

ବ୍ରାହ୍ମଣୀଗାଁ ଶ୍ରୀ ଶ୍ରୀ ମୁକ୍ତେଶର ମହାରୁଦ୍ରଙ୍କ ପ୍ରତିଷ୍ଠା ମହାସମାରୋହ ଉଦ୍‌ଯାପିତ : ମନ୍ଦିର ପ୍ରବେଶ, ରତ୍ନମୁଦ କାର୍ଯ୍ୟ ସମ୍ପନ୍ନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୩ ।୨(ଅରୁଣ ସାହୁ/ମନୋରଞ୍ଜନ ରଣା ):ନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଦିବସରେ ଦହିହାଣ୍ଡି ଭାଙ୍ଗିବା ଦୃଶ୍ୟ ସବୁଠାରୁ…

କୋକସରା-ଚିଲିଗୁଡା ରାସ୍ତାରେ ଟ୍ରକ୍‌ ପିଟିଲା ବାଇକ୍‌କୁ

କୋକସରା,୨୩।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥରେ କୋକସରା-ଚିଲିଗୁଡା ରାସ୍ତାରେ ସାମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ପାଇପ ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ୨ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଛିଲିପାମଲା ଗ୍ରାମର ଚିନୁ…

ହେଟମେୟର, ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ: ଜିମ୍ବାଓ୍ବେ ଆଗରେ ୨୫୫ ରନ୍‌ର ବିଶାଳ ଟାର୍ଗେଟ୍‌

ମୁମ୍ବାଇ,୨୩ା୨- ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଜିମ୍ବାଓ୍ବେ ଓ ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ୨୦ ଓଭରରେ ୬ ଉଇକେଟ…

ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ ଥିଲା। ବର୍ତ୍ତମାନ ଏହା ଉପରୁ ପରଦା ଉଠିଥିବା ନେଇ ରାୟଗଡ଼ା ପୌର ପରିଷଦର…

ଆମ୍ବୁଲାନ୍ସ ନେଲା ଆରଏମ୍‌ସି କର୍ମଚାରୀଙ୍କ ଜୀବନ

ବିଷମକଟକ/ଗୁଣପୁର ୨୩।୨(ପ୍ରସନ୍ନ କୁମାର ପଣ୍ଡା/ ସଂକେତ ପାତ୍ର): ରାୟଗଡ଼ା ଜିଲା ବିଷମକଟକ ବ୍ଲକ କୁମାର ଢାମୁଣୀ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ଆରଏମ୍‌ସି କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୁଣା ଗୁଣପୁର ବ୍ରାହ୍ମଣ ସାହିର ପିତବାସ ରାଜୁ…

ନର୍ଦ୍ଦମା ପାଲଟିଛି ଓଡ୍ରି ସାପ୍ତାହିକ ବଜାର: ପିଣ୍ଡି ଥାଇ ବି କାଦୁଅରେ ବ୍ୟବସାୟ

ଥୁଆମୂଳରାମପୁର, ୨୩।୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡ୍ରି ଗ୍ରାମପଞ୍ଚାୟତ ସଦର ମହକୁମାରେ ପ୍ରତି ଶୁକ୍ରବାର ବସୁଥିବା ସାପ୍ତାହିକ ବଜାର ଏବେ ସଂପୂର୍ଣ୍ଣ ଅବ୍ୟବସ୍ଥା ଘେରରେ। ଲକ୍ଷ ଲକ୍ଷ ଟଙ୍କାର ସରକାରୀ ପିଣ୍ଡି ଅଦରକାରୀ ହୋଇ…

ଜଙ୍ଗଲ ସୁରକ୍ଷା ହିଁ ଜୀବନ ରକ୍ଷା: ବନାଗ୍ନି ରୋକିବା ପାଇଁ ବନ ବିଭାଗ ଓ ଅଗ୍ନିଶମ ବାହିନୀର ମିଳିତ ଅଭିଯାନ

ଥୁଆମୂଳ ରାମପୁର,୨୩।୨ (ଦୁର୍ଗା କୀର୍ତ୍ତି): ଜଙ୍ଗଲ ହେଉଛି ପ୍ରକୃତିର ଅମୂଲ୍ୟ ବରଦାନ ଏବଂ ଏହାର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ। ବିଶେଷକରି ଶୁଷ୍କ ଋତୁରେ ବନାଗ୍ନି ବା ଜଙ୍ଗଲ ନିଆଁ ପରିବେଶ ପାଇଁ ସବୁଠାରୁ ବଡ଼ ଶତ୍ରୁ ପାଲଟିଥାଏ। ଏହି…

ଟ୍ରେନ୍‌ ଧକ୍କାରେ ସଂସ୍କୃତ ଶିକ୍ଷକଙ୍କ ମୃତ୍ୟୁ, ବଢ଼ିଲା ଆତ୍ମହତ୍ୟା ସନ୍ଦେହ

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସଦର ବ୍ଲକ୍‌ ଜେମାଦେଈପେଣ୍ଠସ୍ଥିତ କଳିଙ୍ଗା ଉଚ୍ଚ ବିଦ୍ୟାଳୟ ସଂସ୍କୃତ ଶିକ୍ଷକ ପଞ୍ଚାନନ ଚୌଧୁରୀ(୫୫)ଙ୍କ ସୋମବାର ଏକ ମାଲବାହୀ ଟ୍ରେନ୍‌ ଧକ୍କାରେ ମୃତ୍ୟୁ ହୋଇଛି । ବିଦ୍ୟାଳୟ ନିକଟସ୍ଥ ଜାଙ୍ଗିଡି ଯିବା ରେଳ ଫାଟକରେ ଏକ…

ସ୍କୁଟି ଉପରକୁ ଚଢ଼ି ଗଲା କାର୍‌

ବଲାଙ୍ଗୀର,୨୩।୨(ସୁନିଲ କୁମାର ମହାନ୍ତି ):ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ଗେଟ ସମ୍ମୁଖରେ ରାସ୍ତା କଡରେ ଥିବା ଏକ ମଟର ସାଇକେଲ ଗ୍ୟାରେଜ ଦୋକାନ ଭିତରକୁ ଜଣେ କାର ଚାଳକ ଭାରସାମ୍ୟ ହରାଇ ଏକ ସ୍କୁଟି ଉପରକୁ ଚଢ଼ାଇ ଦେଇଛନ୍ତି। ଗ୍ୟାରେଜରେ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?