Home Left

କରୋନା ଯୋଦ୍ଧାଙ୍କୁ ୧ ଲକ୍ଷ ସାନିଟାଇଜର ଦାନ କଲେ ସଲମାନ

ମୁମ୍ବାଇ: କରୋନା ମହାମାରୀକୁ ନେଇ ଦେଶ ଏକ ଘଡିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଥିବା ବେଳେ ବଲିଉଡ୍‌ ଭାଇଜାନ ସଲମାନ ଖାଁ ଲୋକମାନଙ୍କୁ ସହାୟତା ଯୋଗାଇ ଦେଉଛନ୍ତି। ଏମିତିକି ସହାୟତା ପାଇଁ ଆସୁଥିବା କୌଣସି ସୁଯୋଗକୁ ଯେମିତି ସେ ହାତଛଡା କରିବାକୁ…

କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୩୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହାକୁ ନେଇ ସରକାର କେତେ ପ୍ରସ୍ତୁତ ଅଛନ୍ତି ସେକଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆଜି ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍‌ଡାଉନକୁ ଆମେ ସବୁଦିନ ପାଇଁ ରଖିପାରିବା ନାହିଁ।…

ଦିଲ୍ଲୀ-ମସ୍କୋ ଏୟାର ଇଣ୍ଡିଆ ବିମାନ ପାଇଲଟ୍‌ କରୋନା ପଜିଟିଭ୍‌: ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆର ଦିଲ୍ଲୀ-ମସ୍କୋ ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ଏହି ବିମାନର ପାଇଲଟ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଏୟାର ଇଣ୍ଡିଆ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଶନିବାର ସକାଳେ ରିପୋର୍ଟ ସମ୍ପର୍କରେ ଜଣାପଡ଼ିବା…

ଯୌତୁକ ନିର୍ଯାତନା ଅଭିଯୋଗ: ୪ଜଣଙ୍କ ନାମରେ ମାମଲା

ଭଣ୍ଡାରିପୋଖରୀ,୩୦।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ନେରଡ଼ା ପଞ୍ଚାୟତରେ ଜଣେ ବଧୂଙ୍କୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀଙ୍କ ସମେତ ୪ ଜଣଙ୍କ ନାମରେ ଶୁକ୍ରବାର ମାମଲା ରୁଜୁ କରିଛି। ପ୍ରକାଶ ଯେ, ୨୦୧୯ରେ ଭଣ୍ଡାରିପୋଖରୀ ଥାନା ସରପଦା…

ଡବ୍ଲ୍ୟୁଏଚ୍‌ଓ ସହିତ ସମସ୍ତ ସମ୍ପର୍କ ଛିନ୍ନ କଲା ଆମେରିକା

ଓ୍ବାଶିଂଟନ,୩୦।୫: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ସହିତ ଆମେରିକା ସମସ୍ତ ସମ୍ପର୍କ ଛିନ୍ନ କରିଛି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଘୋଷଣା କରିଛନ୍ତି। ଡବ୍ଲ୍ୟୁଏଚ୍‌ଓ ଚାଇନା ଦ୍ୱାରା ନିୟନ୍ତ୍ରିତ ହେଉଛି ବୋଲି ସେ ଅଭିଯୋଗ କରିଛନ୍ତି। ଏହା ସହିତ ଚାଇନା ବିରୋଧରେ…

ଆଜିପର୍ଯ୍ୟନ୍ତ ଖୋଲୁନାହିଁ ଏହି ମନ୍ଦିରର ୭ମ ଦ୍ୱାର

ଭାରତରେ ଅନେକ ଦେବଦେବୀଙ୍କ ମନ୍ଦିର ରହିଛି। ସେଥିମଧ୍ୟରୁ ଅନେକ ମନ୍ଦିର ବେଶ୍‌ ରହସ୍ୟମୟ। ସେହିପରି ଏକ ମନ୍ଦିର ହେଉଛି କେରଳର ଥିରୁବନନ୍ତପୁରମ୍‌ରେ ଅବସ୍ଥିତ ପଦ୍ମନାଭସ୍ବାମୀ ମନ୍ଦିର। ଏହି ମନ୍ଦିରକୁ ଭାରତର ସବୁଠାରୁ ଧନୀ ମନ୍ଦିର ମଧ୍ୟ କୁହାଯାଏ। ଉକ୍ତ ମନ୍ଦିରରେ ଅନେକ…

ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ହେଲା। ଏ ନେଇ ରେଲଓ୍ବେ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତେବେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ପରାମର୍ଶ କ୍ରମେ ରେଲଓ୍ବେ ବିଭାଗ ପକ୍ଷରୁ ଏପରି…

ମୋଦିଙ୍କ ନାଁର ଅର୍ଥ ବୁଝାଇଲେ ଶିବରାଜ

ଭୋପାଳ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨.୦ ସରକାରକୁ ଏକ ବର୍ଷ ପୂରଣ ହୋଇଛି। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମୋଦିଙ୍କ ନାଁର ଅର୍ଥ ବୁଝାଇଛନ୍ତି। ସେ କହିଛନ୍ତି ମୋଦି ନାମ ଏକ ମନ୍ତ୍ର। ଏଥିରେ ‘ଏମ୍‌’ର ଅର୍ଥ…

ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୮୦ ଜଣଙ୍କର ମୃତ୍ୟୁ ହେଲାଣି

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ସରକାରଙ୍କ ପାଇଁ ସବୁଠାରୁ ବଡ ଚିନ୍ତାର କାରଣ ପାଲଟିଯାଇଛି। ବିଶେଷ କରି ରୋଜଗାର ବନ୍ଦ ହୋଇ ଯିବାରୁ ଏମାନେ ଚାଲି ଚାଲି ଘରକୁ ଫେରିବା ଆରମ୍ଭ କରିଥିବା ବେଳେ ଏହି ଶ୍ରମିକଙ୍କୁ ସେମାନଙ୍କ…

ଡ୍ରେନ ସଫା ବେଳେ ଭୁଶୁଡ଼ିଲା ଘର ବାରଣ୍ଡା

କଟକ ଅଫିସ,୩୦।୫: କଟକ ସହରରେ ଡ୍ରେନ ସମସ୍ୟା ଦିନକୁ ଦିନ ଉତ୍କଟ ହେବାରେ ଲାଗିଛି। ଶନିବାର ସକାଳେ ଡ୍ରେନ ସଫା ବେଳେ ଏକ ଘରର ବାରଣ୍ଡା ଭୁଶୁଡି ପଡିଛି। ମିଳିଥିବା ସୂଚନା ଅନୁଯାୟୀ, ବଜ୍ରକବାଟି ଠାରୁ ଛତ୍ରବଜାର ପର୍ଯ୍ୟନ୍ତ ମୁଖ୍ୟ ଡ୍ରେନ…

କରୋନା ଚିକିତ୍ସା: ପିପିଇ କିଟ୍‌-ମାସ୍କ୍‌ ପାଇଁ ନିଆଯାଉଛି ମୋଟ ହସ୍ପିଟାଲ ବିଲ୍‌ର ୫୦ ପ୍ରତିଶତ

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମିତଙ୍କ ଚିକିତ୍ସା ନେଇ ନାନା ପ୍ରକାର ଅଭିଯୋଗ ଉଠିବାରେ ଲାଗିଛି। କେତେକ ଘରୋଇ ହସ୍ପିଟାଲରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ମୋଟ ବିଲ୍‌ର ୫୦ ପ୍ରତିଶତ କେବଳ ପିପିଇ କିଟ୍‌ ଏବଂ ଏନ୍‌-୯୫ ମାସ୍କ୍‌ ଲାଗି ନିଆଯାଉଥିବା ଅଭିଯୋଗ…

ଆତଙ୍କବାଦୀଙ୍କ ଶତ୍ରୁଙ୍କୁ ମାରିବାକୁ କରୋନାକୁ ଈଶ୍ୱର ପଠାଇଛନ୍ତି: ଆଇଏସ୍‌

ବାଗଦାଦ,୩୦।୫: ସାରା ବିଶ୍ୱ କରୋନା ଭାଇରସ କବଳରେ ପଡି ଛଟପଟ ହେଉଥିବା ବେଳେ ଏବେ ଏହାକୁ ନେଇ ଖୁସି ବ୍ୟକ୍ତ କରିଛି ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ ଷ୍ଟେଟ(ଆଇଏସ୍‌)। ଆଇଏସ୍‌ କହିଛି ଆତଙ୍କବାଦୀଙ୍କ ଶତ୍ରୁଙ୍କୁ ମାରିବା ପାଇଁ ଭଗବାନ ପୃଥିବୀକୁ କରୋନା ଭାଇରସକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri