Home Left

ସୁନ୍ଦରଗଡ଼ରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଲା

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୁରୁଷ ଥିବାବେଳେ ୨ ଜଣ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଛି। ତେବେ ଚିହ୍ନଟ…

ବରଗଡ଼ରେ ପୁଣି ୬ ନୂଆ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ବରଗଡ଼ ଅଫିସ, ୩୦।୫: ବରଗଡ଼ ଜିଲାରେ ଶନିବାର ୬ ନୂଆଁ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣ ଭେଡେନ ବ୍ଲକ ଏବଂ ଅନ୍ୟ ୨ଜଣ ଭଟଲି ବ୍ଲକ ଅଞ୍ଚଳର ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର…

ରାଜଧାନୀରେ ହାଇପ୍ରୋଫାଇଲ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଗିରଫ, ୩ କାର୍‌ , ୧ ଲକ୍ଷ ୫୩ ହଜାର ଜବତ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରରେ ହାଇ ପ୍ରୋଫାଇଲ ଜୁଆ ଆଡ୍ଡା ଚାଲିଛି। ନୟାପଲ୍ଲୀ ଭିଆଇପି କଲୋନୀରେ ଏକ ହୋଟେଲରେ ଏହି ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ନୟାପଲ୍ଲୀ ପୋଲିସର ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲା।…

କରୋନା ଭାଇରସ: ବ୍ରାଜିଲରେ ୨୪ ଘଣ୍ଟାରେ ୨୫ ହଜାର ନୂଆ ସଂକ୍ରମିତ

ବ୍ରାସିଲିୟା,୩୦।୫: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଯେତେବେଳେ ବିଶ୍ୱକୁ ବ୍ୟାପିକା ଆରମ୍ଭ କରିଥିଲା ସେତେବେଳେ ବ୍ରାଜିଲରେ ହାତ ଗଣତି କେତୋଟି ଘଟଣା ଦେଖିବାକୁ ମିଳିଥିଲା। ହେଲେ ଏବେ ସେଠାରେ ସ୍ଥିତି ଅଣାୟତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ଐତିହାସିକ ସୁଧାରରେ ପରିପୂର୍ଣ୍ଣ: ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷର କାର୍ଯ୍ୟକାଳକୁ ପ୍ରଶଂସା କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଗୋଟିଏ ବର୍ଷରେ ଏହି କାର୍ଯ୍ୟକାଳ ସଫଳତା ଏବଂ ଐତିହାସିକ ସୁଧାରରେ ପରିପୂର୍ଣ୍ଣ ବୋଲି ଯୋଗୀ କହିଛନ୍ତି। ଏନଡିଏ ସରକାର ସବ୍‌କା…

ଭିଡିଓ କନଫରେନ୍ସିଂରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୩୦।୫: ଆଗକୁ ଆସୁଛି ସ୍ନାନ ଯାତ୍ରା ଓ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଶନିବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକ ଚାଲିଥିବା ବେଳେ ଭୁବନେଶ୍ୱରରେ ଗଜପତି ମହାରାଜା ଦିବ୍ୟସିଂହ…

ମହାରାଷ୍ଟ୍ରରେ ବଢିବ ଲକ୍‌ଡାଉନ ଅବଧି !

ମୁମ୍ବାଇ,୩୦।୫: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ମହାରାଷ୍ଟ୍ରର ସ୍ଥିତି ସବୁଠାରୁ ଉଦ୍‌ବେଗଜନକ ରହିଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ କରୋନାରେ ଆକ୍ରାନ୍ତ ହେଉଥିବାରୁ ଆଗକୁ ମୁମ୍ବାଇ ଓ ପୁନେ ଭଳି ହଟ୍‌ସ୍ପଟରେ ଲକ୍‌ଡାଉନ ଅବଧି ବୃଦ୍ଧି…

ଶ୍ରୀକ୍ଷେତ୍ରରେ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୩୦।୫: ରଥଖଳାରେ ତିନିରଥର ସମସ୍ତ ଚକ ଅଖ ଡେରା ସରିଛି। ବିଧି ଅନୁଯାୟୀ ଭଉଁରୀରେ ତିନିରଥର ୬ଟି ଚକ ଏବଂ ୩ଟି ଅଖ ଡେରା ହୋଇଥିଲା। ଏହାପରେ ପରମ୍ପରା ଅନୁଯାୟୀ ଶୀତଳ ଷଷ୍ଠୀ ପରଦିନ ପଞ୍ଚମହାଦେବ ରଥଖଳାରେ ପନ୍ତି…

ରାଜ୍ୟରେ ୧୮ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୧୮ ଜିଲାରୁ ୯୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା ୯୬ କରୋନା ସଂକ୍ରମିତ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ସର୍ବାଧିକ ୧୦ ଜଣ ଲେଖାଏ କେନ୍ଦ୍ରାପଡ଼ା ଓ ଗଜପତି ଜିଲାର ରହି ରହିଛନ୍ତି। ସେହିପରି ଖୋର୍ଦ୍ଧା ଜିଲାର ୯ ଜଣ ରହିଥିବା ବେଳେ…

କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

ଓ୍ବାନପୋରା,୩୦।୫: ଜମ୍ମୁ-କଶ୍ମୀର ଓ୍ବାନପୁରା ଅଞ୍ଚଳର କୁଲଗାମରେ ଶନିବାର ସୁରକ୍ଷାର୍କମୀଙ୍କୁ ବଡ ସଫଳତା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ, ସେନା ଓ ସିଆର୍‌ପିଏଫ୍‌ର ମିଳିତ ସହଯୋଗରେ ହୋଇଥିବା ଅପରେଶନରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଆତଙ୍କବାଦୀଙ୍କ ସମ୍ପର୍କରେ ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ଦ୍ୱାରା…

ଅଧିକ ସମୟ ମାସ୍କ ପିନ୍ଧିଲେ ହାଇପରକେପନିଆ ହେବାର ରହିଥାଏ ଆଶଙ୍କା

ଡେରାଡୁନ୍‌,୩୦।୫: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ତେବେ ଅଧିକ ସମୟ ଧରି ମାସ୍କ୍‌ ପିନ୍ଧିବା ଦ୍ୱାରା ହାଇପରକେପନିଆ ହେବାର ଆଶଙ୍କା ରହିଥିବା ଉତ୍ତରଖଣ୍ଡ ଡୁନ୍‌ ହସ୍ପିଟାଲରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ…

କରୋନା ସଂକ୍ରମିତଙ୍କର ଅପରେଶନ ହେଲେ ବଢ଼ିଥାଏ ମୃତ୍ୟୁ ଆଶଙ୍କା

ବର୍ମିଂହାମ୍‌,୩୦।୫: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମିତଙ୍କର ଯଦି କୌଣସି ଅପରେଶନ କରାଯାଏ ତେବେ ମୃତ୍ୟୁ ଆଶଙ୍କା ବଢ଼ିଥାଏ ବୋଲି ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଇଂଲଣ୍ଡର ବର୍ମିଂହାମ୍‌ ବିଶ୍ୱ ବିଦ୍ୟାଳୟର ନ୍ୟାଶନାଲ୍‌ ଇନଷ୍ଟିଚ୍ୟୁଟ୍‌ ଫର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri