କ୍ୱାରାଣ୍ଟାଇନ୍ରେ ସରିଯାଉଛି କର୍ତ୍ତବ୍ୟ
ଛେଣ୍ଡିପଦା,୩୦।୫(ସ୍ବ.ପ୍ର.) ମଜୁରି ନ ଦେଇ ଖାଲି ହାତରେ ମାଲିକ ବିଦା କରିଦେବା ପରେ ଓଡ଼ିଶା ସରକାରଙ୍କ ଭରସାରେ ସେମାନେ ତେଲଙ୍ଗାନାରୁ ଚାଲିବା ଆରମ୍ଭ କରିଥିଲେ। ବହୁ କଷ୍ଟରେ ଶହ ଶହ କିଲୋମିଟର ଅତିକ୍ରମ କରି ବୌଦ୍ଧ ଓ ଆଠମଲ୍ଲିକ କ୍ୱାରାଣ୍ଟାଇନ୍ ସେଣ୍ଟରରେ…
ଛତୁଆ ବିଲ୍ ପାସ୍ କରିବା ନେଇ ମହିଳାଙ୍କୁ ଅସଦାଚରଣ : ଯୋଡା ବିଡିଓଙ୍କ ନାମରେ ଏତଲ।
ଯୋଡା, ୨୯ା୫(ଡି.ଏନ୍.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବିଡିଓ ଛତୁଆ ବିଲ୍ ପାସ୍ କରିବା ଆଳରେ ମହିଳାଙ୍କୁ ଅସଦାଚରଣ କରିଥିବା ନେଇ ଶୁକ୍ରବାର ଯୋଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ବ୍ଲକରେ ବିଭିନ୍ନ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛତୁଆ ଯୋଗାଣ କରୁଥିବା ଗାୟତ୍ରୀ…
ଜ୍ୟୋତିର୍ବିଦ୍ ବେଜାନ ଦାରୁଓ୍ବାଲାଙ୍କ ପରଲୋକ
ନୂଆଦିଲ୍ଲୀ,୨୯ା୫- ଖ୍ୟାତନାମା ଜ୍ୟୋତିର୍ବିଦ୍ ବେଜାନ ଦାରୁଓ୍ବାଲାଙ୍କର ଶୁକ୍ରବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ଗତ ସପ୍ତାହରେ ତାଙ୍କୁ ଅହମଦାବାଦର ଏକ ଘରୋଇ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇଥିଲା। ତାଙ୍କଠାରେ କରୋନା ପଜିଟିଭ୍ ଥିବା ପରୀକ୍ଷାରୁ…
ଆଉ ୧୫ ଦିନ ବଢିବ ଲକ୍ଡାଉନ ଅବଧି !
ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀକୁ ରୋକିବାକୁ ଦେଶରେ ଚାଲିଥିବା ଲକ୍ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହାକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ୍ କରିଥିଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ହେଲେ ଲକ୍ଡାଉନ ବୃଦ୍ଧିକୁ ନେଇ ଏପର୍ଯ୍ୟନ୍ତ କୌଣସି ଚିତ୍ର…
ଫଙ୍ଗପାଳ କେବଳ ଫସଲ ନୁହେଁ ମଣିଷ ପାଇଁ ମଧ୍ୟ କ୍ଷତିକାରକ !
ନୂଆଦିଲ୍ଲୀ,୨୯।୫: ପାକିସ୍ତାନରେ ଏକର ଏକର ଫସଲ ନଷ୍ଟ କରୁଥିବା ପଙ୍ଗପାଳ ଦଳ ଏବେ ଭାରତରେ କାୟା ବିସ୍ତାର କରିବାକୁ ଯାଉଛନ୍ତି। ଏବେସୁଦ୍ଧା ଏହା ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର, ପଞ୍ଜାବ ଓ ଉତ୍ତର ପ୍ରଦେଶରେ ଶହ ଶହ ହେକ୍ଟର ଚାଷ ଜମିରେ ଫସଲ…
ଜୁନ୍ ପହିଲାରୁ ପୂର୍ବଭଳି କାର୍ଯ୍ୟ କରିବ ସମସ୍ତ ସରକାରୀ କାର୍ଯ୍ୟାଳୟ
ଡେରାଡୁନ,୨୯।୫: ଦେଶରେ କରୋନା ମହାମାରୀ ପାଇଁ ଚାଲିଥିବା ଲକ୍ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହି ଅବଧି ଆଗକୁ ବଢିବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଉତ୍ତରାଖଣ୍ଡରେ ଜୁନ୍ ପହିଲାରୁ ସମସ୍ତ…
୬ ଫୁଟ ନୁହେଁ ୨୦ ଫୁଟ ପର୍ଯ୍ୟନ୍ତ ବ୍ୟାପିପାରେ କରୋନା
ଲସ୍ ଆଞ୍ଜେଲସ୍,୨୯।୫: କରୋନା ଭାଇରସ ସଂକ୍ରମଣ ପାଇଁ ଯେଉଁ ସାମାଜିକ ଦୂରତ୍ୱ ୬ ଫୁଟ ରଖାଯାଇଥିଲା ତାହା ପର୍ଯ୍ୟାପ୍ତ ନୁହେଁ। କାରଣ ଛିଙ୍କିଲେ ବା କାଶିଲେ ଏହି ଭୂତାଣୁ ୨୦ ଫୁଟ ପର୍ଯ୍ୟନ୍ତ ବ୍ୟାପିପାରେ ବୋଲି ଏକ ଗବେଷଣା ତଥ୍ୟରୁ ଜାଣିବାକୁ…
କରୋନାକୁ ପତ୍ନୀ ସହ ତୁଳନା କଲେ ଇଣ୍ଡୋନେସିଆ ମନ୍ତ୍ରୀ !
ଜାକର୍ତ୍ତା,୨୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଚିନ୍ତା ବଢାଇ ଚାଲିଥିବା ବେଳେ ଏବେ ଏଥିରୁ ମୁକ୍ତି ପାଇବାକୁ ସମସ୍ତେ ଚେଷ୍ଟା ଜାରି ରଖିଛନ୍ତି। ନିକଟରେ କରୋନା ଭାଇରସକୁ ନେଇ ଦେଇଥିବା ମନ୍ତବ୍ୟକୁ ନେଇ ଇଣ୍ଡୋସେନିଆର ସିକ୍ୟୁରିଟି ମନ୍ତ୍ରୀ ମହମ୍ମଦ ମହଫୁଦ…
ୟୁନିସେଫ ସହ ହାତ ମିଳାଇଲେ ମାନୁଶି
ମୁମ୍ବାଇ: ପୂର୍ବତନ ମିସ୍ ଓ୍ବାର୍ଲଡ ମାନୁଶି ଚ୍ଛିଲର ଏବେ ୟୁନିସେଫ ସହ ହାତ ମିଳାଇଛନ୍ତି। ମାସିକ ଋତୁସ୍ରାବକୁ ନେଇ ସଚେତନତା ସୃଷ୍ଟି କରିବାକୁ ମାନୁଶି ୟୁନିସେଫ ସହ ଯୋଡି ହୋଇଥିବା ସୂଚନା ମିଳିଛି। ମାନୁଶିଙ୍କ ଟିମ୍ ପକ୍ଷରୁ ଜାରି କରାଯାଇଥିବା ଏକ…
ହଜାରେ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇଲେ ସ୍ବରା
ମୁମ୍ବାଇ: କରୋନା ମହାମାରୀ ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍ଡାଉନ ଯୋଗୁ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି। ଗୋଟିଏ ପଟେ ରୋଜଗାର ନ ଥାଇ ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଶ୍ରମିକ ଏହି ସମୟରେ ନିଜ…
ଏମ୍ସର ୨୦୬ କରୋନା ଯୋଦ୍ଧାଙ୍କ ରିପୋର୍ଟ ଆସିଛି ପଜିଟିଭ
ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଥିବା ବେଳେ ଦେଶରେ ମଧ୍ୟ ଏହାର ସ୍ଥିତି ବେଳକୁ ବେଳ ଅଣାୟତ ହେବାକୁ ଯାଉଛି। ବିଶେଷକରି ଆଗଧାଡିର କରୋନା ଯୋଦ୍ଧାମାନେ ଏଥିରେ ସଂକ୍ରମିତ ହେବା ଫଳରେ ଚିନ୍ତା ବଢିବାରେ ଲାଗିଛି। ଦିଲ୍ଲୀସ୍ଥିତି…
ଜୁନ୍ ପହିଲାରୁ ଖୋଲିବ ମନ୍ଦିର, ମସ୍ଜିଦ, ଗୁରୁଦ୍ୱାର: ମମତା
କୋଲକାତା,୨୯।୫: ଦେଶରେ କରୋନା ସଂକ୍ରମଣକୁ ଦେଖି ମାର୍ଚ୍ଚ ମାସଠାରୁ ଲାଗୁ କରାଯାଇଥିଲା ଲକ୍ଡାଉନ ନିୟମ। ଏହି ସମୟରେ ସମସ୍ତ ଧର୍ମୀୟ ଅନୁଷ୍ଠାନକୁ ମଧ୍ୟ ଯିବାକୁ ବାରଣ କରାଯାଇଥିଲା। ତେବେ ଲକ୍ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଥିବା ବେଳେ ଏବେ…
Archives


