Home Left

ହଜାରେ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇଲେ ସ୍ବରା

ମୁମ୍ବାଇ: କରୋନା ମହାମାରୀ ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ଯୋଗୁ ପ୍ରବାସୀ ଶ୍ରମିକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି। ଗୋଟିଏ ପଟେ ରୋଜଗାର ନ ଥାଇ ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଶ୍ରମିକ ଏହି ସମୟରେ ନିଜ…

ଏମ୍ସର ୨୦୬ କରୋନା ଯୋଦ୍ଧାଙ୍କ ରିପୋର୍ଟ ଆସିଛି ପଜିଟିଭ

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଥିବା ବେଳେ ଦେଶରେ ମଧ୍ୟ ଏହାର ସ୍ଥିତି ବେଳକୁ ବେଳ ଅଣାୟତ ହେବାକୁ ଯାଉଛି। ବିଶେଷକରି ଆଗଧାଡିର କରୋନା ଯୋଦ୍ଧାମାନେ ଏଥିରେ ସଂକ୍ରମିତ ହେବା ଫଳରେ ଚିନ୍ତା ବଢିବାରେ ଲାଗିଛି। ଦିଲ୍ଲୀସ୍ଥିତି…

ଜୁନ୍‌ ପହିଲାରୁ ଖୋଲିବ ମନ୍ଦିର, ମସ୍‌ଜିଦ, ଗୁରୁଦ୍ୱାର: ମମତା

କୋଲକାତା,୨୯।୫: ଦେଶରେ କରୋନା ସଂକ୍ରମଣକୁ ଦେଖି ମାର୍ଚ୍ଚ ମାସଠାରୁ ଲାଗୁ କରାଯାଇଥିଲା ଲକ୍‌ଡାଉନ ନିୟମ। ଏହି ସମୟରେ ସମସ୍ତ ଧର୍ମୀୟ ଅନୁଷ୍ଠାନକୁ ମଧ୍ୟ ଯିବାକୁ ବାରଣ କରାଯାଇଥିଲା। ତେବେ ଲକ୍‌ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଥିବା ବେଳେ ଏବେ…

CORONAVIRUS UPDATE: ରାଜ୍ୟରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କଠାରୁ ସୁସ୍ଥ ସଂଖ୍ୟା ଅଧିକ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଦୃତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ଶୁକ୍ରବାର ସକାଳେ ୬୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସନ୍ଧ୍ୟାରେ ୯୦ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

୩,୮୪୦ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌: ଯାତ୍ରା କରିଛନ୍ତି ୫୨ ଲକ୍ଷରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ,୨୯।୫: ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ବିନୋଦ କୁମାର ଯାଦବ ଶୁକ୍ରବାର ସୂଚନା ଦେଇଛନ୍ତି, ଗତ ପ୍ରାୟ ୧ ସପ୍ତାହ ହେବ ପ୍ରତିଦିନ ପାଖାପାଖି ୩ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇଛି ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌। ଏହା ବ୍ୟତୀତ…

ଅଲିମ୍ପିକ୍‌ ଚାମ୍ପିୟନ ରୁଡିଶା ୧୬ ସପ୍ତାହ ବାଦ୍‌ ପଡ଼ିିଲେ

ଲଣ୍ଡନ,୨୯।୫(ଏଏଫ୍‌ପି): ଦୁଇଥର ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ହାସଲ କରିଥିବା କେନିଆ ତାରକା ଧାବକ ଡେଭିଡ୍‌ ରୁଡିଶା ଇଞ୍ଜୁରିର ସମ୍ମୁଖୀନ ହୋଇ କ୍ରୀଡ଼ାରୁ ୧୬ ସପ୍ତାହ ବାଦ୍‌ ପଡିଛନ୍ତି। ବାମ ଗୋଡ଼ର ଗୋଇଠିରେ ସେ ଆଘାତ ପାଇଛନ୍ତି। ୮୦୦ ମିଟର ଦୌଡ଼ରେ ବିଶ୍ୱ…

ଆଡିଲେଡ୍‌ ଓଭାଲରେ ଭାରତ ଦିବାରାତ୍ର ଟେଷ୍ଟ ଖେଳିବ

ନୂଆଦିଲ୍ଲୀ,୨୯।୫: ଆଗାମୀ ଅଷ୍ଟ୍ରେଲିଆ ଗସ୍ତରେ ଭାରତ ଆଡିଲେଡ୍‌ ଓଭାଲ ଗ୍ରାଉଣ୍ଡରେ ଦିବାରାତ୍ର ତଥା ପିଙ୍କ୍‌ବଲ୍‌ ଟେଷ୍ଟ ଖେଳିବା ନିଶ୍ଚିତ ହୋଇଛି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଉଭୟ ପୁରୁଷ ଓ ମହିଳା ଦଳ ପାଇଁ ୨୦୨୦-୨୧ ବର୍ଷର ଅନ୍ତର୍ଜାତୀୟ କାର୍ଯ୍ୟସୂଚୀ ଘୋଷଣା କରିଛି।…

ଜୁନ୍‌ ୧୭ରୁ ପୁଣି ଆରମ୍ଭ ହେବ ପ୍ରିମିୟର ଲିଗ୍‌

ଲଣ୍ଡନ, ୨୯।୫(ଏଏଫ୍‌ପି): ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟବଲ ପ୍ରତିଯୋଗିତା ପ୍ରିମିୟର ଲିଗ୍‌ ଜୁନ୍‌ ୧୭ ତାରିଖରୁ ପୁଣି ଆରମ୍ଭ ହେବ। ଇଂଲିଶ୍‌ ପ୍ରିମିୟର ଲିଗ୍‌ (ଇପିଏଲ୍‌) ଭାବେ ଜଣାଶୁଣା ଥିବା ଏହି ଫୁଟବଲ ପ୍ରତିଯୋଗିତା କରୋନା ଭାଇରସ୍‌ ମହାମାରୀ କାରଣରୁ ସ୍ଥଗିତ…

ଚାପର ମୁକାବିଲା କରିବାରେ ରୋହିତ ସିଦ୍ଧହସ୍ତ: ଲକ୍ଷ୍ମଣ

ନୂଆଦିଲ୍ଲୀ,୨୯।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭାରତୀୟ ଓପନର ରୋହିତ ଶର୍ମା ନିଜକୁ ଜଣେ ସଫଳ ଅଧିନାୟକ ଭାବେ ଗଢି ତୋଳିଛନ୍ତି। ଚାପକୁ ମୁକାବିଲା କରିବାରରେ ରୋହିତ ବେଶ୍‌ ସଫଳ। ଏଥିପାଇଁ ସେ ଆଇପିଏଲ୍‌ର ସଫଳତମ ଅଧିନାୟକ ହୋଇପାରିଛନ୍ତି ବୋଲି ପୂର୍ବତନ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ ଜାନୁୟାରୀକୁ ଘୁଞ୍ଚିଲା

ନୂଆଦିଲ୍ଲୀ,୨୯।୫(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ର କାର୍ଯ୍ୟସୂଚୀ ମଧ୍ୟ ପ୍ରଭାବିତ ହୋଇଛି। ନ୍ୟୁଜିଲାଣ୍ଡର ଅକ୍‌ଲାଣ୍ଡରେ ଆଗାମୀ ସେପ୍ଟେମ୍ବରରେ ଏହି ମେଗା ଇଭେଣ୍ଟ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଶୁକ୍ରବାର ଏହାର କାର୍ଯ୍ୟକ୍ରମ ପୁନଃ ନିର୍ଦ୍ଧାରିତ ହୋଇଛି।…

କ୍ୱାରାଣ୍ଟାଇନରେ ୧୪ ଦିନ ପୂରଣ କରିଥିବା ପ୍ରବାସୀଙ୍କୁ ଟଙ୍କା ବାଣ୍ଟିଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକକୁ ପରିଦର୍ଶନରେ ଯାଇ ଖମାର କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଥିଲେ। ଉକ୍ତ କେନ୍ଦ୍ରରେଥେିବା ପ୍ରବାସୀଙ୍କର ଶୁକ୍ରବାର ୧୪ଦିନ ପୂରଣ ହେଉଥିବାରୁ ଜିଲାପାଲ ସେମାନଙ୍କୁ ୧୦୦୦ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ…

କରୋନା କଟକଣାକୁ ମାନି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକୁ ପାଳନ କରନ୍ତୁ, ‘ବନ୍ଦେ ଉତ୍କଳ ଜନନୀ’ ଗାନ କରନ୍ତୁ: ଦାସବର୍ମା

ଭୁବନେଶ୍ୱର,୨୯।୫(ବ୍ୟୁରୋ): ସାରା ବିଶ୍ୱ ବର୍ତ୍ତମାନ କରୋନା ମହାମାରୀର ମୁକାବିଲା କରିବାରେ ଲାଗିଛି। ସେହି କ୍ରମରେ ଭାରତ ମଧ୍ୟ କରୋନା ସହ ବଡ ଧରଣର ଲଢେଇ ଲଢୁଛି। ଏହି ଲଢେଇରେ ପ୍ରମୁଖ ଭୂମିକା ତୁଲାଉଥିବା ତଥା ଯୋଦ୍ଧା ରୂପେ ନିଜର କର୍ତ୍ତବ୍ୟ ତୁଲାଉଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri