କରୋନା ଆକ୍ରାନ୍ତ ୨ ରୋଗୀଙ୍କ ମୃତ୍ୟୁ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲାର ୪୨ ବର୍ଷୀୟ ବ୍ୟକ୍ତି ରହିଥିବା ବେଳେ ଅନ୍ୟ ଜଣେ ବାଲେଶ୍ୱରର ୭୨ ବର୍ଷୀୟ ବୃଦ୍ଧ ଅଛନ୍ତି। । ତେବେ ଖୋର୍ଦ୍ଧା…
ପରଲୋକରେ ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ୍ ଯୋଗୀ
ରାୟପୁର,୨୯।୫: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ଶୁକ୍ରବାର ପରଲୋକ ଘଟିଛି। ସେ ୨୦ ଦିନ ହେବ ହୃଦଘାତରେ ପୀଡିତ ହୋଇ ରାୟପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ପୁଅ ଅମିତ ଯୋଗୀ…
ଗୋପାଳଗଞ୍ଜ ଟ୍ରିପଲ୍ ମର୍ଡର : ତେଜସ୍ବୀଙ୍କ ଘର ଆଗରେ ବିଧାୟକ, କର୍ମୀଙ୍କ ଭିଡ
ପାଟନା,୨୯।୫: ଗୋପାଳଗଞ୍ଜ ଟ୍ରିପଲ୍ ମର୍ଡରକୁ ନେଇ ବିହାର ରାଜନୀତି ସରଗରମ ହୋଇପଡିଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଅଡି ବସିଛି ବିରୋଧୀ ଦଳ ଆରଜେଡି। ବିହାରର ପାଟନା ଠାରେ ଥିବା ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ଘର ଆଗରେ…
ଦିଲ୍ଲୀର ଏଲ୍ଜି କାର୍ଯ୍ୟାଳୟରେ ୪ ଜଣଙ୍କୁ କରୋନା
ନୂଆଦିଲ୍ଲୀ,୨୯।୫: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଶୁକ୍ରବାର ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବୈଜଲଙ୍କ କାର୍ଯ୍ୟାଳୟରେ ୪ ଜଣ କର୍ମଚାରୀଙ୍କୁ କରୋନା ହୋଇଥିବାର ସୂଚନା ମିଳିଛି। ଏହି ୪ ଜଣଙ୍କ ମଧ୍ୟରେ ୩…
ଲକ୍ଡାଉନ୍ ବଢ଼ିଲେ କ’ଣ ହେବ ପରିସ୍ଥିତି, ମଜାଳିଆ ଭିଡିଓ ଶେୟାର କଲେ ଭାରତୀ
ମୁମ୍ବାଇ: ଲକ୍ଡାଉନ୍ ସମୟରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ସୋସିଆଲ ମିଡିଆରେ ଭିଡିଓ ଶେୟାର କରି ଲଗାତର ପ୍ରଶଂସକଙ୍କ ମନୋରଞ୍ଜନ କରୁଛନ୍ତି। ଭାରତୀ ଏବେ ଆଉ ଏକ ଭିଡିଓ ଶେୟାର କରିଛନ୍ତି । ଏଥିରେ ସେ ଲକ୍ଡାଉନ୍ ବଢ଼ିଲେ କ’ଣ ହେବ…
ରାଜ୍ୟରେ ପ୍ରତିଷ୍ଠା ହେବ ୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ: ୩୬ ହଜାର ପାଇବେ ନିଯୁକ୍ତି
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ପ୍ରତିଷ୍ଠା ହେବ ୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ। ସେଥିରୁ ଧାମରାରେ କୋଟିଏ ଟେକ୍ସଟାଇଲ ଓ ଢେଙ୍କାନାଳରେ ମେଡିକାଲ ପାର୍କ ହେବ। ଉଭୟ ପାର୍କ ପାଇଁ ୬ରୁ ୭ ହଜାର କୋଟି ଖର୍ଚ୍ଚ ହେବ। ଧାମରାରେ ୨୦ ହଜାର ଓ…
ପ୍ରବାସୀଙ୍କୁ ଜୀବିକା ଯୋଗାଇବେ ସରକାର: ୧୭ ହଜାର କୋଟି ବ୍ୟୟ ଅଟକଳ
ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀଙ୍କୁ ଜୀବିକା ଯୋଗାଇ ଦେବା ଲକ୍ଷ୍ୟରେ ୧୭ ହଜାର କୋଟି ବ୍ୟୟ ଅଟକଳ ରଖାଯାଇଛି। ଜୁନ୍ ୨୦୨୦ରୁ ମାର୍ଚ୍ଚ ୨୦୨୧ ମଧ୍ୟରେ ଏହି ଟଙ୍କା ଖର୍ଚ୍ଚ ହେବ। ଗ୍ରାମାଞ୍ଚଳରେ ଯୁଦ୍ଧକାଳୀନ ଭିତ୍ତିରେ ପ୍ରବାସୀଙ୍କୁ ଜୀବିକା…
ଟ୍ରମ୍ପଙ୍କ ପ୍ରସ୍ତାବକୁ ନେଇ ଚାଇନା କହିଲା ତୃତୀୟ ପକ୍ଷର ଆବଶ୍ୟକତା ନାହିଁ, ଆଲୋଚନା ମାଧ୍ୟମରେ ହେବ ସମାଧାନ
ବେଜିଂ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ମଧ୍ୟସ୍ଥତା କରିବାକୁ ଆମେରିକା ଆଗ୍ରହ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ କହିଛନ୍ତି, ଯଦି ଦୁଇ ଦେଶ ଚାହିଁବେ, ତା’ହେଲେ ମୁଁ ନିଶ୍ଚିତ ସହଯୋଗ କରିବି। ଶୁକ୍ରବାର ଚାଇନା ଐହାକୁ…
ବଢିବ କି ଲକ୍ଡାଉନ୍… ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅମିତ ଶାହ
ନୂଆଦିଲ୍ଲୀ,୨୯।୫: କରୋନା ଯୋଗୁ ଦେଶରେ ଲାଗୁ କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ମେ ୩୧ରେ ଶେଷ ହେବ। ଆଗକୁ ଏହା ବୃଦ୍ଧି କରାଯିବ କି ନାହିଁ ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଏ ବିଷୟରେ ଆଲୋଚନା କରିବା ପାଇଁ ଶୁକ୍ରବାର…
ଲକ୍ଡାଉନ୍ ୪.୦: ମାତ୍ର ୧୨ ଦିନରେ ୭୦ ହଜାର ନୂଆ କରୋନା ରୋଗୀ ଚିହ୍ନଟ, ୧୭୦୦ ମୃତ
ନୂଆଦିଲ୍ଲୀ,୨୦।୫: କରୋନା ସଙ୍କଟ ଯୋଗୁ ଦେଶରେ ଜାରି କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଦୁଇ ଦିନ ମଧ୍ୟରେ ଶେଷ ହେବ। ଲକଡାଉନ ୪.୦ର ମାତ୍ର ୧୨ ଦିନ ମଧ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ…
ଲକ୍ଡାଉନ୍ରେ ଗ୍ରାଣ୍ଡ୍ ପାର୍ଟି: ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ
ବେଳେବେଳେ ଏମିତି କିଛି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୁଏ, ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ଏବେ ଏପରି ଏକ ଭିଡିଓ ଭାଇରାଲ ହୋଇଛି। କରୋନା ଯୋଗୁ ବିଶ୍ୱର ଅଧିକାଂଶ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଯଦିଓ ଅନେକ ସ୍ଥାନରେ କୌଣସି…
ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଶୁକ୍ରବାର ପଶ୍ଚିମ ଦ୍ୱାର ପଟୁ ବିଡିଏ ଏନ୍ଫୋର୍ସମେଣ୍ଟ ଟିମ୍ ଦ୍ୱାରା ଉଚ୍ଛେଦ ଚାଲିଛି। ଲକ୍ଡାଉନ୍ ପାଇଁ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ କାମ ବନ୍ଦ ରହିଥିଲା। ଆଜିଠୁ ଉଚ୍ଛେଦ କାର୍ଯ୍ୟ…
Archives


