କ୍ୱାରାଣ୍ଟାଇନ ସେଣ୍ଟରରୁ ସୁରଟ ଫେରନ୍ତାଙ୍କ ୩୦ ହଜାର ଚୋରି: ଛତ୍ରପୁର ପୋଲିସର ତଦନ୍ତ ଆରମ୍ଭ
ଛତ୍ରପୁର, ୨୯।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଭିକାରୀପଲି ଶ୍ରୀହରିହରେଶ୍ୱର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଗୁରୁବାର ରାତିରେ ଜଣେ ଅନ୍ତେବାସୀଙ୍କ ବ୍ୟାଗ ଚୋରି ହୋଇଛି। ଚୋରିର ଶିକାର ବ୍ୟକ୍ତିଜଣଙ୍କ ହେଲେ ଛତ୍ରପୁର ବ୍ଲକ ନୂଆପଲ୍ଲୀ ଗାଁର ଝଡ଼ିଆ…
ପଶ୍ଚିମବଙ୍ଗ କ୍ୟାବିନେଟ୍ ମନ୍ତ୍ରୀ, ସ୍ତ୍ରୀଙ୍କୁ କରୋନା
କୋଲକତା,୨୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ପଶ୍ଚିମବଙ୍ଗରେ କରୋନା ସ୍ଥିତ ଜଟିଳ ହୋଇପଡିଛି। ପଶ୍ଚିମବଙ୍ଗ ସରକାରର କ୍ୟାବିନେଟ୍ ମନ୍ତ୍ରୀ ସୁଜିତ୍ ବୋଷ ଏବଂ ତାଙ୍କ ସ୍ତ୍ରୀଙ୍କ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…
‘ବାହୁବଳୀ’ର ଗୀତ ଗାଇ ଚର୍ଚ୍ଚାରେ ଯୁବକ: କମ୍ ସମୟ ମଧ୍ୟରେ ଦେଖିଲେଣି ୫୦ ଲକ୍ଷରୁ ଅଧିକ ଲୋକ
ରେଳ ଷ୍ଟେଶନରେ ବସି ରାନୁ ମଣ୍ଡଳ ଲତା ମଙ୍ଗେସକରଙ୍କ ଗୀତକୁ ଏତି ସୁନ୍ଦରଭାବେ ଗାଇଥିଲେ। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେବା ପରେ ସେ ଚର୍ଚ୍ଚାକୁ ଆସିଥିଲେ। ପରେ ସଂଗୀତକାର ହିମେଶ ରେଶମିୟା ତାଙ୍କୁ ଏକ ଗୀତରେ ସୁଯୋଗ ଦେଲେ।…
୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୧୬ ପୋଲିସକର୍ମୀ କରୋନା ପଜିଟିଭ୍
ମୁମ୍ବାଇ, ୨୭।୫: ଦେଶରେ ଲଗାତାର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୭ ହଜାର ୪୬୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୭୫ଜଣଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ସ୍ଥିତି ଅଣାୟତ ହୋଇଛି। ସର୍ବାଧିକ କରୋନା ସଂକ୍ରମିତ ରାଜ୍ୟ…
ସଂସଦର ଜଣେ ଅଧିକାରୀ କରୋନା ପଜିଟିଭ୍: ଆନେକ୍ସି ଭବନର ଦ୍ୱିତୀୟ ମହଲା ସିଲ୍
ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ସ୍ଥିତ ସଂସଦରେ ରାଜ୍ୟସଭା ସଚିବାଳୟର ଜଣେ ଅଧିକାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନିର୍ଦ୍ଦେଶକ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ ତାଙ୍କ ପୁରା ପରିବାର ମେ ୨୮ରେ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଛନ୍ତି। ଏହାପରେ ସଂସଦର…
କ୍ୱାରାଣ୍ଟାଇନ୍ ସେଣ୍ଟରକୁ ନେଇ ରାଜନୀତି
ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଙ୍କଟ ବଢି ଚାଲିଥିବାବେଳେ ବିଭିନ୍ନ ରାଜନୈତିକ ଦଳଗୁଡିକ ପକ୍ଷରୁ ପରସ୍ପର ବିରୋଧରେ କାଦୁଅଫିଙ୍ଗା ଜାରି ରଖିଛନ୍ତି। ରାଜ୍ୟରେ କ୍ୱାରାଣ୍ଟାଇନ୍ ସେଣ୍ଟରଗୁଡିକରେ ବ୍ୟାପକ ଅବ୍ୟବସ୍ଥା ଅଭିଯୋଗ ଆଣି ଉଭୟ କଂଗ୍ରେସ ଏବଂ ଭାଜପା ଗୁରୁବାର ସରକାରଙ୍କ ଉପରେ ବର୍ଷିଛନ୍ତି।…
ବିମାନ କ୍ରିଉ ମେମ୍ବରଙ୍କ ପାଇଁ ଭୁବନେଶ୍ୱରରେ ହୋଟେଲ ଖୋଲିବାକୁ ଅନୁମତି
ଭୁବନେଶ୍ୱର,୨୯।୫(ବ୍ୟୁରୋ): ଏୟାରଲାଇନ୍ସ କ୍ରିଉ ମେମ୍ବରଙ୍କ ରହଣି ପାଇଁ ରାଜଧାନୀରେ ଖୋଲିପାରିବ ହୋଟେଲ। ଏନେଇ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅନୁମତି ଦେଇଛନ୍ତି। ଏମାନଙ୍କ ବ୍ୟତୀତ ଅନ୍ୟ କେହି ହୋଟେଲ୍ରେ ରହିପାରିବେ ନାହିଁ ବୋଲି ସେ କହିଛନ୍ତି।…
ରାଜ୍ୟରେ ୧୭ ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ୧୫ ଜିଲାରୁ ୬୩ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୬୩ କରୋନା ସଂକ୍ରମିତ ୧୫ ଜିଲାର। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨ ରହିଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୧୧, ଗଞ୍ଜାମରୁ ୪, ବାଲେଶ୍ୱର-କଟକରୁ ୩, ଢେଙ୍କାନାଳରୁ ୯, ନୟାଗଡ଼ରୁ ୭, ବଲାଙ୍ଗିରରୁ ୬, ସୁନ୍ଦରଗଡ଼ରୁ…
ଗ୍ରାମାଞ୍ଚଳରେ କରୋନା ରୋଗୀଙ୍କ ପ୍ରତି ଘୃଣା ବଢୁଛି
ଭୁବନେଶ୍ୱର,୨୯। ୫ (ବ୍ୟୁରୋ): ବର୍ତ୍ତମାନ ଗ୍ରାମାଞ୍ଚଳ ତଥା ଗ୍ରାମପଞ୍ଚାୟତ ସ୍ତରରେ କରୋନା ରୋଗୀଙ୍କ ପ୍ରତି ଘୃଣା ଭାବ ବୃଦ୍ଧି ପାଉଛି। ଭବିଷ୍ୟତରେ ସ୍ବାଭାବିକ ଅବସ୍ଥା ବଜାୟ ରଖିବାକୁ ହେଲେ ଏଥିପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ସରକାରୀ ସ୍ତରରେ ଗ୍ରାମ୍ୟ କମିଟି ସହ…
ବାଂଲାଦେଶ ଆତଙ୍କବାଦୀ ଅବ୍ଦୁଲ କରିମ ଗିରଫ
କୋଲକତା,୨୯।୫: ବାଂଲାଦେଶ ଆତଙ୍କବାଦୀ ସଂଗଠନ ଜମାତ୍-ଉଲ-ମୁଜାହିଦୀନର ସଦସ୍ୟ ଅବ୍ଦୁଲ କରିମଙ୍କୁ କୋଲକତା ପୋଲିସର ସ୍ପେସାଲ ଟାସ୍କ ଫୋର୍ସ ଗିରଫ କରିଛି। ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରୁ କରିମଙ୍କୁ ଗିରଫ କରାଯାଇଛି। ଆତଙ୍କବାଦୀ ସଂଗଠନ ଜମାତ୍-ଉଲ-ମୁଜାହିଦୀନ ବିହାର ଗୟା ଓ ପଶ୍ଚିମବଙ୍ଗର ବର୍ଦ୍ଧୱାନ ସମେତ…
ପାଇକା ନଦୀପଠାରୁ ୪ ମଣିଷ ଖପୁରୀ ଜବତ: ତନ୍ତ୍ର ସାଧନା ସନ୍ଦେହ, ପୋଲିସର ତଦନ୍ତ ଆରମ୍ଭ
ତିର୍ତ୍ତୋଲ,୨୯ା୫(ଡି.ଏନ୍.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଧୀନ ପାଇକା ନଦୀପଠାରେ କୃଷ୍ଣାନନ୍ଦପୁର ଫାଣ୍ଡିର ଅନତି ଦୂରରୁ ପୋଲିସ ୪ଟି ମଣିଷ ଖପୁରୀ ଜବତ କରିଛି। ଏଥି ସହ ସିନ୍ଦୁର ଲଗାଥିବା କଳସ ଓ ପଇଡ଼ ସେଠାରୁ ପୋଲିସ ପାଇଛି। ଏହାକୁ ନେଇ…
ଅମୃତସରରେ ସ୍ବତନ୍ତ୍ର ଟ୍ରେନ୍ ବାତିଲ୍: ବିକ୍ଷୋଭ ପ୍ରଦର୍ଶନ କଲେ ଉତ୍ତ୍ୟକ୍ତ ପ୍ରବାସୀ
ଚଣ୍ଡିଗଡ଼,୨୯।୫: ଦେଶରେ କରୋନା ଭାଇରସ୍ ସଙ୍କଟ ଯୋଗୁ ଲକ୍ଡାଉନ ଜାରି ରହିଛି। ଏଥିଯୋଗୁ ସବୁଠାରୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ପ୍ରବାସୀ ଶ୍ରମିକମାନେ। ଦେଶବ୍ୟାପି ଲକ୍ଡାଉନ ହେବାର ୨ମାସରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ ପ୍ରବାସୀମାନେ ନିଜ ଘରକୁ ଫେରି ପାରିନାହାନ୍ତି। ଇତିମଧ୍ୟରେ ପଞ୍ଜାବ…
Archives


