Home Left

ଆରମ୍ଭ ହେଲା ଶ୍ରୀକ୍ଷେତ୍ରର ବିକାଶ କାର୍ଯ୍ୟ: ଉତ୍ତର ଦ୍ୱାର ପାର୍ଶ୍ୱ ଲକ୍ଷ୍ମୀବଜାର ଉଚ୍ଛେଦ

ପୁରୀ ଅଫିସ,୨୯ା୫: ପ୍ରାୟ ଅଢ଼େଇ ମାସ ପରେ ଶ୍ରୀକ୍ଷେତ୍ରର ବିକାଶ କାମ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସକାଳୁ ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଛି ପ୍ରଶାସନ। ଶ୍ରୀମନ୍ଦିର ଉତ୍ତର ଦ୍ବାରପଟେ ଥିବା ଲକ୍ଷ୍ମୀବଜାରରେ ଉଚ୍ଛେଦ…

ଦେଶରେ କରୋନା ସ୍ଥିତି ଜଟିଳ: ୨୪ ଘଣ୍ଟାରେ ୭ ହଜାର ୪୬୬ ଜଣ ସଂକ୍ରମିତ, ୧୭୫ ମୃତ

ନୂଆଦିଲ୍ଲୀ,୨୯।୫:ଭାରତରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତ ୭ ହଜାର ୪୬୬ଟି ମାମଲା ସାମ୍ନାକୁ ଆସିଛି। ଏହାସହ ୧୭୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ହଜାର ରୋଗୀ ସୁସ୍ଥ ହୋଇଛନ୍ତି।…

ଏସିରୁ ଲାଗିଲା ନିଆଁ: ଶ୍ୱାସରୁଦ୍ଧ ହୋଇ ବିଜେଡି ନେତାଙ୍କ ସହ ଚାଲିଗଲା ଆଉ ଦୁଇ ଜୀବନ

ବ୍ରହ୍ମପୁର ଅଫିସ,୨୯ା୫: ବ୍ରହ୍ମପୁର ଗୋଷାଣୀ ନୂଆଗାଁ ପାଣିଗ୍ରାହୀ ପେଣ୍ଠସାହିରେ ଗୁରୁବାର ବିଳମ୍ବିତ ରାତିରେ ନିଆଁ ଲାଗି ୩ ଜଣଙ୍କ ଜୀବନ ଚାଲିଯାଇଛି। ଘରେ ଲାଗିଥିବା ଏସିରେ ନିଆଁ ଲାଗିଯିବାରୁ ଶ୍ୱାସରୁଦ୍ଧ ହୋଇ ଏପରି ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବ୍ରହ୍ମପୁର…

ଭାରତ-ଚାଇନା ସୀମା ବିବାଦ ନେଇ ଭଲ ମୁଡ୍‌ରେ ନାହାନ୍ତି ମୋଦି: ଟ୍ରମ୍ପ୍‌

ୱାଶିଂଟନ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦକୁ ନେଇ ମୋଦିଙ୍କ ମୁଡ ଆଦୌ ଭଲ ନାହିଁ…

ଜୁନ୍‌ ପହିଲାରୁ ସମୁଦ୍ରରେ ମାଛଧରା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର ସୁପରିଚାଳନା ସହ…

ଟିକା ଆସିଲେ ବି ଯିବନି କରୋନା

ନୂଆଦିଲ୍ଲୀ,୨୯ା୫: କୋଭିଡ୍‌-୧୯ ମହାମାରୀର ପ୍ରତିକାର ଲାଗି ଟିକା ପ୍ରସ୍ତୁତିରେ ଲାଗିଛନ୍ତି ବିଭିନ୍ନ ଦେଶର ଅନେକ ସଂସ୍ଥା। ତେବେ ଟିକା ଆବିଷ୍କାର ହୋଇ ଏହାକୁ ପ୍ରୟୋଗ କରାଗଲେ ମଧ୍ୟ କରୋନା ଭୂତାଣୁ ଏତେଶୀଘ୍ର ଚାଲିଯିବାର ସମ୍ଭାବନା ନାହିଁ। ଏହା ଦୀର୍ଘ ଦଶନ୍ଧି ଧରି…

‘କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ…

ଲୋକଙ୍କ ସରକାର

ଭୁବନେଶ୍ୱର,୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିନ୍ଦ୍ୱନ୍ଦୀ ନେତା । ଦୀର୍ଘ ୨୧ବର୍ଷ ଶାସନ ପରେ ମଧ୍ୟ ତାଙ୍କର ନିର୍ମଳ ଭାବମୂର୍ତ୍ତୀ ଏବେ ବି ଅମଳୀନ ରହିଛି। ବହୁ ବାଧା ବିଘ୍ନ ସତ୍ତ୍ୱେ ନବୀନ ଓ ବିଜୁ ଜନତା ଦଳ ରାଜ୍ୟବାସୀଙ୍କ ହୃଦୟ…

ନବମ ସ୍ଥାନକୁ ଉଠିଲା ଭାରତ

ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିବା ସହ ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବଢ଼ିଚାଲିଛି। ବିଶ୍ୱରେ ଏବେ…

କ୍ୱାରାଣ୍ଟାଇନରେ ୨୩ ଲକ୍ଷ

ନୂଆଦିଲ୍ଲୀ,୨୯ା୫(ପି.ଟି.): କୋଭିଡ୍‌-୧୯ ଯୋଗୁ ସାରା ଦେଶ ଲକ୍‌ଡାଉନରେ ଥିବାବେଳେ ବିଭିନ୍ନ ସ୍ଥାନକୁ ଗସ୍ତ କରିଥିବା କିମ୍ବା ବିଦେଶରୁ ଫେରିଥିବା ପାଖାପାଖି ୨୩ ଲକ୍ଷ ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଅନ୍ୟ ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଅଧିକାଂଶ ରାଜ୍ୟ ସରକାର ଓ କେନ୍ଦ୍ରଶାସିତ…

୧୬ ବିମାନ ଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୯ା୫: ଦୁଇ ମାସ ବନ୍ଦ ରହିବା ପରେ ଗତ ସୋମବାରଠାରୁ ଦେଶ ଭିତରେ ବିମାନ ସେବା ଆରମ୍ଭ ହୋଇଛି। ଇତିମଧ୍ୟରେ ୩ ଏୟାରଲାଇନ୍ସରେ ଯାତ୍ରା କରିଥିବା ୧୬ ଜଣ ଯାତ୍ରୀଙ୍କଠାରେ କରୋନା ପଜିଟିଭ୍‌ ଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ଇଣ୍ଡିଗୋର ସର୍ବାଧିକ…

୭୦% ସଂକ୍ରମିତ ୧୩ ସହରରେ

ନୂଆଦିଲ୍ଲୀ,୨୯ା୫(ପି.ଟି.): ଲକ୍‌ଡାଉନ ୪.୦ ଅବଧି ଶେଷ ହେବାକୁ ଆଉ ୩ ଦିନ ବାକି ଥିବାବେଳେ କ୍ୟାବିନେଟ ସଚିବ ରାଜୀବ ଗୌବା ଗୁରୁବାର ଦେଶର ସର୍ବାଧିକ ସଂକ୍ରମିତ ୧୩ ସହରର ମ୍ୟୁନିସିପାଲ କମିଶନ ଏବଂ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଦେଶର ପାଖାପାଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri