Home Left

ଜୁନ୍‌ ୧ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୯ା୫: ଜୁନ୍‌ ପହିଲାରେ କେରଳକୁ ମୌସୁମୀ ବାୟୁ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦର୍ଶାଯାଇଛି। ଖୁବ୍‌ଶୀଘ୍ର ଅନୁକୂଳ ପରିବେଶ ସୃଷ୍ଟି ହେବ ଓ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆସିବ ବୋଲି ଭୂ ବିଜ୍ଞାନୀମାନେ ମତବ୍ୟକ୍ତ କରିଛନ୍ତି। ଏହି…

ହଂକଂ ସୁରକ୍ଷା ବିଲ୍‌କୁ ଚାଇନାର ମଞ୍ଜୁରୀ

ବେଜିଂ/ହଂକଂ,୨୯ା୫: ଚାଇନା ପାର୍ଲାମେଣ୍ଟ ଗୁରୁବାର ହଂକଂ ସୁରକ୍ଷା ବିଲ୍‌କୁ ମଞ୍ଜୁରୀ ଦେଇଛି। ବେଜିଂର କ୍ଷମତାକୁ ଦୁର୍ବଳ କରିବା ଏହି ବିବାଦୀୟ ଆଇନ ଅନୁସାରେ ଅପରାଧ ବିବେଚିତ ହେବ। ତେବେ ଅର୍ଦ୍ଧ ସ୍ବୟଂଶାସିତ ଭୂଖଣ୍ଡ ତଥା ବିଶ୍ୱ ସ୍ତରୀୟ ବ୍ୟବସାୟିକ କେନ୍ଦ୍ର ହଂକଂର…

ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇଥାଏ ତୁଳସୀପତ୍ରର କାଢ଼ା

ନ୍ୟାଶନାଲ ସେଣ୍ଟର ଫର୍‌ ବାୟୋଟେକ୍ନୋଲୋଜି ଇନ୍‌ଫର୍‌ମେଶନ ଅନୁସାରେ, ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ତୁଳସୀପତ୍ର ବେଶ୍‌ ଲାଭଦାୟକ। ପ୍ରତି ସଂକ୍ରାମକ ରୋଗରୁ ଏହି ପତ୍ର ମୁକ୍ତି ଦେଇଥାଏ। ବିଶେଷକରି ତୁଳସୀ ପତ୍ରର କାଢ଼ା ଦେହ ପାଇଁ ଆହୁରି ଭଲ। ତେବେ…

ଦାନ୍ତ ବିନ୍ଧା କମ୍‌ କରେ ଏହି ପତ୍ର

ଓସ୍ତ ପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି। ଓସ୍ତ ପତ୍ରରେ ଭିଟାମିନ୍‌ ଏବଂ ଅନେକ ଆଣ୍ଟିଅକ୍ସିଡେଣ୍ଟ ତତ୍ତ୍ୱ ରହିଛି। ଯାହା ଶରୀର ବିଭିନ୍ନ ଗମ୍ଭୀର ରୋଗ ଦୂର କରିବାର କ୍ଷମତା ରଖିଛି। ଓସ୍ତ ପତ୍ରକୁ ବ୍ୟବହାର କରି ହାର୍ଟ ଆଟାକ ପରି…

ଏହି କ୍ରିକେଟରଙ୍କୁ ‘ତୁମେ ମୋ ପତ୍ନୀ ଭଳି’ କହିଲେ ଶିଖର ଧାଓ୍ବନ

ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଶିଖର ଧାଓ୍ବନ ଏବେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଅଛନ୍ତି। ବେଳେ ମଜାଦାର ଭିଡିଓ ନିଜ ଫ୍ୟାନ୍ସମାନଙ୍କୁ ଭେଟି ଦେଉଛନ୍ତି। ଏକଦା ମୁରଲୀ ବିଜୟ ଓ ଶିଖର ଧାୱନ ଭାରତ ପାଇଁ ଅନେକଥର ଓପନିଂ…

ଘାଈରୁ ମାଟି ଉଠାଉଥିବା ଜେସିବିକୁ ୭୫ ହଜାର ଜରିମାନା

ବୁଗୁଡା,୨୮ା୫(ଡି.ଏନ୍‌.ଏ.)- ବୁଗୁଡା ତହସିଲ ଅନ୍ତର୍ଗତ ପଙ୍କଳବାଡି ଠାରୁ ଟିକରପଡା ମଧ୍ୟରେ ଥିବା ବଣଘାଈରୁ ଗୁରୁବାର ଅପରାହ୍ନରେ ଜେସିବି ସାହାଯ୍ୟରେ ବେଆଇନ ଭାବେ ମାଟି ଖୋଳି ଚାଲାଣ ଉଦ୍ୟମବେଳେ ତହସିଲଦାର ସଂଗ୍ରାମ କେଶରୀ ଜେନା ଓ କର୍ମଚାରୀ ଚଢାଉ କରିଥିଲେ। ମାଟି ଖୋଳା…

ଚୌଧୁରୀଟିକରପଡାକୁ ଶଟ୍‌ଡାଉନ୍‌ କଲା ପ୍ରଶାସନ

ଦିଗପହଣ୍ଡି,୨୮ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଚୌଧୁରୀଟିକରପଡ଼ା ସରପଞ୍ଚ ସଞ୍ଜୁକ୍ତା ଚଣ୍ଡଙ୍କ ଅନୁରୋଧକ୍ରମେ ସମଗ୍ର ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମର ସଙ୍ଗରୋଧ କେନ୍ଦ୍ରରେ ଥିବା କେତେଜଣ ମହାରାଷ୍ଟ୍ର ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ କରୋନା…

୩ ବ୍ୟବସାୟୀଙ୍କ ଠାରୁ ୧୬ ଲକ୍ଷ ୮୦ ହଜାର ଲୁଟ୍‌: * ବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ

ଧରାକୋଟ,୨୮ା୫(ଡି.ଏନ.ଏ.)- ଧରାକୋଟ ଥାନା ବାଦଗଡ଼ ଗ୍ରାମ ଛକ ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ବଡ ଧରଣର ଲୁଟ୍‌ ହୋଇଛି। ୩ ବ୍ୟବସାୟୀଙ୍କ ଠାରୁ ଖଣ୍ଡା ଓ ମାଉଜର ଦେଖାଇ ନଗଦ ୧୬ ଲକ୍ଷ ୮୦ ହଜାର ଟଙ୍କା ଲୁଟି ନେଇଛନ୍ତି…

କାହିଁକି ପାକିସ୍ତାନ କ୍ରିକେଟର୍‌ଙ୍କୁ ବିବାହ କରିଥିଲେ ସାନିଆ ମିର୍ଜା

ଭାରତୀୟ ଟେନିସ୍‌ କୁଇନ୍‌ ସାନିଆ ମିର୍ଜା ପାକିସ୍ତାନ କ୍ରିକେଟର ସୋଏବ୍‌ ମଲିକଙ୍କୁ ବିବାହ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ସେତେବେଳେ ଏହାକୁ ନେଇ ବେଶ୍‌ ଚର୍ଚ୍ଚା ମଧ୍ୟ ଉଠିଥିଲା। ସାନିଆଙ୍କୁ ପ୍ରେମ ସମ୍ପର୍କ ଅନେକ ଭାରତୀୟ ଅଭିନେତା ଏବଂ କ୍ରିକେଟର୍‌ଙ୍କ ସହ…

ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ଆଗକୁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ପଞ୍ଚମଥର ରାଜ୍ୟ ଶାସନର ଡୋରି ଧରିଥିଲେ । ଶୁକ୍ରବାର ବିଜେଡି ସରକାରର ପଞ୍ଚମ ପାଳିକୁ ବର୍ଷେ ପୂରଣ ହେବ। ଚଳିତ ବର୍ଷ ବିଜେଡି ପାଇଁ ସଂଘର୍ଷର ବର୍ଷ।…

କରୋନା ବୁଡ଼ାଇଲା କୌଳିକ ବୃତ୍ତି : ସଙ୍କଟରେ ବାଉଁଶ କାରିଗର

କେନ୍ଦୁଝର, ୨୮ା୫(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଚାଲିଛି। କଟକଣା ଯୋଗୁ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସାଧାରଣ ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଦେଖାଦେଇଥିବା ବେଳେ ଅନେକ ପରିବାର ଜୀବିକା ହରାଇ ଘରେ…

କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନୱାଡି କର୍ମୀ, ଶିକ୍ଷକ, ସ୍ବାସ୍ଥ୍ୟକର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): କରୋନା ଆକ୍ରାନ୍ତ ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୂର୍ବାହ୍ନରେ ଟେଲିଫୋନ ଯୋଗେ କଥା ହୋଇଥିବା ବେଳେ ଅପରାହ୍ନରେ ଶିକ୍ଷକ ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହୋଇଛନ୍ତି। କରୋନା ମୁକାବିଲା ଦିଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri