Home Left

ଜନ୍ମଦିନରେ ଆଖି ଦାନ କରିବାକୁ ନିଷ୍ପତ୍ତି ନେଲେ ଏହି ଭାରତୀୟ କ୍ରିକେଟର୍‌ଙ୍କ ସ୍ତ୍ରୀ

ନୂଆଦିଲ୍ଲୀ, ୫।୯: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭବାଙ୍କ ଶନିବାର ୩୦ତମ ଜନ୍ମଦିନ ଥିଲା। ଏହି ଅବସରରେ ରିଭାବା ଏକ ବଡ଼ ନିଷ୍ପତ୍ତି ନେଇଛନ୍ତିି। ସେ ତାଙ୍କ ଆଖି ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା…

ଏକ ଘଣ୍ଟା ଦୌଡ଼ରେ ଫରାହଙ୍କ ବିଶ୍ୱ ରେକର୍ଡ

ବ୍ରସେଲ୍ସ, ୫।୯: ଚାରି ଥରର ଅଲିମ୍ପିକ ଚାମ୍ପିୟନ ବ୍ରିଟେନ ଧାବକ ମୋ ଫରାହ୍‌ ଓ ନେଦରଲାଣ୍ଡ୍ସର ଧାବିକା ସିଫାନ ହାସାନ ଏକ ଘଣ୍ଟା ଦୌଡ଼ରେ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। କରୋନା ମହାମାରୀ ଯୋଗୁ ବିନା ଦର୍ଶକରେ ବେଲ୍‌ଜିୟମର ରାଜଧାନୀ…

ଗଞ୍ଜାମରୁ ସୁରତ ଯାଉଥିବା ବସ୍‌ ଦୁର୍ଘଟଣା; ୮ ଶ୍ରମିକ ମୃତ

ରାୟପୁର, ୫।୯: ଛତିଶଗଡ଼ର ରାଜଧାନୀ ରାୟପୁରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ଏକ ବସ ରାଇପୁରର ଚେରି ଖେଡି ନିକଟରେ ଗୋଟିଏ ଟ୍ରକ୍‌ ସହିତ ମୁହାଁମୁହିଁ ଧକ୍କା ହେବା ଫଳରେ…

ଗୁରୁ ଦିବସରେ ଥାଳି ବଜାଅ ଅଭିଯାନ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ, ୫।୯: ଗୁରୁ ଦିବସରେ ଚାକିରି ପାଇଁ ପ୍ରବେଶିକା ପରୀକ୍ଷା ଦେଉଥିବା ଆଶାୟୀ ପ୍ରାର୍ଥୀମାନେ ଥାଳି ବଜାଅ ଅଭିଯାନ ପାଇଁ ଆହ୍ବାନ ଦେଇଛନ୍ତି। ଆର୍‌ଆର୍‌ବି ପରୀକ୍ଷା ପାଇଁ ତାରିଖ ଘୋଷଣା ହେଉ ନ ଥିବାରୁ ଆଶାୟୀ ପ୍ରାର୍ଥୀମାନେ ଏଭଳି କରିଛନ୍ତି। ଶନିବାର…

କରୋନାରେ ସଂକ୍ରମିତ ହେଲେ ନେହାଙ୍କ ପୂର୍ବତନ ପ୍ରେମିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା ହିମାଂଶ କୋହଲିଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। କିଛିଦିନ ତଳେ ଖବର ଆସିଥିଲା କି ହିମାଂଶଙ୍କ ମାତା-ପିତା ଓ ଭଉଣୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଆଉ ଏବେ ମିଳିଥିବା ସୂଚନାରୁ ଜଣାପଡିଛି ଅଭିନେତା ହିମାଂଶ…

କରୋନା ବାହାନାରେ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କ ସଂଖ୍ୟା କମାଉଛନ୍ତି ସରକାର: ରାହୁଲ

ନୂଆଦିଲ୍ଲୀ, ୫।୯: କେନ୍ଦ୍ର ସରକାରଙ୍କ ଉପରେ ପୁଣିଥରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ। ଶନିବାର ରାହୁଲ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ବାହାନାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କ ସଂଖ୍ୟା କମାଇବା ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି। ନ୍ୟୁନତମ…

ଘର କିଣିବା ସମୟରେ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ: କେବେ ହେବାକୁ ପଡ଼ିବ ନାହିଁ ଚିନ୍ତିତ

ସୁଖମୟ ଜୀବନଯାପନ ପାଇଁ ଆଚାର୍ଯ୍ୟ ଚାଣକ୍ୟ ଅନେକ କିଛି କହିଛନ୍ତି। ଜୀବନର ମୂଲ୍ୟଠାରୁ ଆରମ୍ଭ କରି ଘର କିଣିବା ପର୍ଯ୍ୟନ୍ତ ସେ ତାଙ୍କ ନୀତିଶାସ୍ତ୍ରରେ ଉଲ୍ଲେଖ କରିଛନ୍ତି। ଜଣେ ବ୍ୟକ୍ତି କେଉଁ ସ୍ଥାନରେ ଘର ନିର୍ମାଣ କରିବା ଉଚିତ୍‌ ଆଚାର୍ଯ୍ୟ ଚାଣକ୍ୟ…

ରାଗିଲେ ଅମୃତା ଫଡନବିଶ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ବିଭିନ୍ନ ସମୟରେ ଆସୁଛନ୍ତି ଚର୍ଚ୍ଚାକୁ। ଏହି ମାମଲାକୁ ନେଇ କଙ୍ଗନା କେତେବେଳେ ବଲିଉଡ୍‌ର ବଡ ବଡ ଅଭିନେତା, ନିର୍ଦ୍ଦେଶକ, ପ୍ରଯୋଜକ, ମହାରାଷ୍ଟ୍ର ସରକାର…

ଗଞ୍ଜାମରେ ପ୍ଲାଜମା ନେଇ ସୁସ୍ଥ ହେଲେଣି ୫୮ କରୋନା ରୋଗୀ

ଛତ୍ରପୁର,୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ପ୍ଲାଜମା ବ୍ୟାଙ୍କରେ କରୋନାରୁ ସୁସ୍ଥ ହୋଇଥି ଲୋକଙ୍କ ମଧ୍ୟରୁ ୨୦୧ ଜଣ ପ୍ଲାଜମା ଦାନ କରିଛନ୍ତି। ଅପରପକ୍ଷରେ କରୋନାରେ ଗୁରୁତର ୧୮୦ ଜଣଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ସେଥିରୁ ୫୮ ଜଣ ସୁସ୍ଥ ହୋଇ…

ଚାରିଦିନ ପାଇଁ ଏନ୍‌ସିବି ହେପାଜତକୁ ଗଲେ ରିଆଙ୍କ ଭାଇ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ବେଳକୁ ବେଳ ଭିନ୍ନ ମୋଡ ନେଉଛି। ଏହାକୁ ନେଇ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ନିକଟରେ ସୁଶାନ୍ତଙ୍କ ମୃତ୍ୟୁ ମାମଲାର ମୁଖ୍ୟଅଭିଯୁକ୍ତ କୁହାଯାଉଥିବା ଅଭିନେତ୍ରୀ ରିଆ ଚକ୍ରବର୍ତ୍ତି…

‘ସ୍ପାଇଡରମ୍ୟାନ୍‌ ଦମକଳକର୍ମୀ’: ୧୬ ମହଲାରେ ଫସିଥିବା ମହିଳାଙ୍କୁ ଏପରି କଲେ ଉଦ୍ଧାର, ଦେଖନ୍ତୁ ଭିଡିଓ..

କେଉଁଠିି ନିଆଁ ଲାଗିଲେ ଦମକଳ ବାହିନୀକୁ ଡକାଯାଏ। କର୍ମଚାରୀମାନେ ଆସି ନିଆଁ ଉପରେ କାବୁ କରିବାକୁ ଚେଷ୍ଟା କରି ଲୋକମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥାନ୍ତି। ଆମେରିକାର ନ୍ୟୁୟର୍କରେ ଏପରି ଏକ ଘଟଣାକ୍ରମରେ ଜଣେ ଦମକଳବାହିନୀ କର୍ମଚାରୀ ବାହାବାଃ ସାଉଟୁଁଛନ୍ତି। ତାଙ୍କୁ…

ସତ ହେଲା ଭବିଷ୍ୟବାଣୀ, ଭାରତକୁ ମିଳିଲା ନାହିଁ ଲକ୍‌ଡାଉନର ଲାଭ: ଚିଦାମ୍ବରମ

ନୂଆଦିଲ୍ଲୀ,୫।୯: କଂଗ୍ରେସର ବରିଷ୍ଠ ନେତା ପି ଚିଦାମ୍ବରମ କରୋନା ଭାଇରସ ସଂକ୍ରମଣକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି କରୋନା ଭାଇରସ ସଂକ୍ରମଣ ସମୟରେ ଭାରତ ଏକମାତ୍ର ଦେଶ ଯିଏ ଲକ୍‌ଡାଉନ ରଣନୀତିର ଲାଭ ଉଠାଇ ପାରିଲା ନାହିଁ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?