ଚିକିତ୍ସା ଅବହେଳାରୁ ନବଜାତକର ମୃତ୍ୟୁ ଅଭିଯୋଗ: ଡାକ୍ତରଖାନାରେ ଉତ୍ତେଜନା
ଝାରସୁଗୁଡ଼ା ଅଫିସ,୨୮ା୫: ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଗୁରୁବାର ଚିକିତ୍ସା ଅବହେଳା ଯୋଗୁ ଜଣେ ନବଜାତକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନାରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ଅଭିଯୋଗ ଅନୁସାରେ ଲଖନପୁର ବ୍ଲକ…
ଭୋପାଳରୁ ଦିଲ୍ଲୀ ଯାତ୍ରା କରିବାକୁ ପୂରା ବିମାନ ବୁକ୍ କଲେ ଗୋଟିଏ ପରିବାରର ୪ ସଦସ୍ୟ
ଭୋପାଳ,୨୮।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନ ବନ୍ଦରରୁ ଗତ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏହାସହ ଚାର୍ଟର ବିମାନ ଚଳାଚଳ ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଏହାପରେ କରୋନା ଭାଇରସଠାରୁ ଦୂରେଇ ରହିବାକୁ ଧନୀ ପରିବାରର…
କୋଭିଡ ସଂଗ୍ରାମରେ ପ୍ରତିଟି ଜୀବନର ସୁରକ୍ଷା ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ମାସ ଧରି ସାରା ଦୁନିଆ ଏକ କଠିନ ପରିସ୍ଥିତିର ସାମ୍ନା କରୁଛି। ବଡ଼ ବଡ଼ ଧନୀ ଦେଶ,…
ସ୍ବର୍ଗଠାରୁ କମ୍ ନୁହେଁ ବିଗ୍ ବି’ଙ୍କ ବଙ୍ଗଳା ‘ଜଲ୍ସା’
ମୁମ୍ବାଇ: ବିଗ୍ ବି ଅମିତାଭ ବଚ୍ଚନ ୫୦ ବର୍ଷ ଧରି ହିନ୍ଦୀ ଫିଲ୍ମ ଜଗତରେ ଅଛନ୍ତି। ତାଙ୍କୁ ଶତାବ୍ଦୀର ମହାନାୟକ ମଧ୍ୟ କୁହାଯାଏ। ପ୍ରଥମ ଫିଲ୍ମ ‘ସାତ୍ ହିନ୍ଦୁସ୍ତାନୀ’ଠାରୁ ଆଜିପର୍ଯ୍ୟନ୍ତ ଅମିତାଭ ଅନେକ ସୁପରହିଟ୍ ଫିଲ୍ମରେ ଅଭିନୟ କରିସାରିଛନ୍ତି। ତାଙ୍କର ଅନେକ…
୨୭ ଦିନରେ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ମାପିଲା ଚାଇନା
ବେଜିଂ,୨୮।୫: କରୋନା ମହାମାରୀ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ପକ୍ଷରୁ ଏଭରେଷ୍ଟ ଗିରିଶୃଙ୍ଗର ଉଚ୍ଚତା ୨୭ ଦିନରେ ମାପ କରାଯାଇଛି। ତେବେ ଏହା ନେପାଳ ଦ୍ୱାରା ହୋଇଥିବା ମାପ ଠାରୁ ୩.୭ ମିଟର କମ୍…
ଭାଜପା ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ: ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୨୮।୫: ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ସମ୍ବିତଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ସମ୍ବିତ ସୋସିଆଲ୍ ମିଡ଼ିଆରେ ବେଶ୍ ଆକ୍ଟିଭ୍ ରହିଥାନ୍ତି।…
ଲକ୍ଡାଉନ୍ରେ ବି ଜାରି ରହିଛି ଲକ୍ଷ୍ମୀ-ନୃସିଂହ ମନ୍ଦିର ନିର୍ମାଣ କାର୍ଯ୍ୟ: ଖର୍ଚ୍ଚ ହେବ ୧୮୦୦ କୋଟି
ହାଇଦ୍ରାବାଦ,୨୮।୫: କରୋନା ମହାମାରୀରେ ମଧ୍ୟ ତେଲଙ୍ଗାନାରେ ନିର୍ମିତ ହେଉଥିବା ଲକ୍ଷ୍ମୀ-ନୃସିଂହ ମନ୍ଦିର ନିର୍ମାଣ କାର୍ଯ୍ୟ ଅଟକି ଯାଇନାହିଁ। ଏହି ମନ୍ଦିର ସ୍ଥାନୀୟ ୟଦାଦ୍ରୀ ଭୁବନଗିରି ଜିଲାରେ ରହିଛି। ଏହି ଜିଲାରେ କୌଣସି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନ ଥିବାରୁ ଏଠାରେ…
ସଂଗରୋଧ କେନ୍ଦ୍ରରୁ ଘରକୁ ଫେରିବାର ୩ ଦିନ ପରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ
ବେତନଟୀ,୨୮।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଏସ୍ଏସ୍ ନହଣ୍ଡାଶୋଲ ପଞ୍ଚାୟତର ଭାଲୁବସା ଗ୍ରାମର ପରେଶ ଚନ୍ଦ୍ର ମହାନ୍ତ(୫୫)ଙ୍କ ବୁଧବାର ବିଳମ୍ବିତ ରାତ୍ରିରେ ନିଜ ଘରେ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲା ବେଳେ ଏହା କରୋନା…
ଲକ୍ଡାଉନ୍ ବିବାହ: ବର ଘରେ ପହଞ୍ଚିଲେ କନ୍ୟା, ଭିଡିଓ କଲ୍ରେ ମାତାପିତା ଦେଲେ ବିଦାୟ
କେରଳରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଛି। ବିଗ୍ନେଶ କେ.ଏମ ଏବଂ ଅଞ୍ଜଳି ରଞ୍ଜିଥ ପ୍ରାୟ ବର୍ଷେ ହେବ ବିବାହ ଯୋଜନା କରିଥିଲେ। କିନ୍ତୁ କରୋନା ଯୋଗୁ ତାଙ୍କ ସବୁ ଯୋଜନା ଫେଲ୍ ମାରିଥିଲା। କିନ୍ତୁ ଉଭୟ ନିର୍ଦ୍ଧାରିତ ତାରିଖରେ ବିବାହ…
କରୋନାକୁ ଦୂରେଇବା ଲାଗି ଛତାକୁ ଅସ୍ତ୍ର କରିଛନ୍ତି ଗ୍ରାମବାସୀ
କୋଚି,୨୮।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଛି। ଆମ ଦେଶରେ ମଧ୍ୟ ଗୋଟିଏ ଦିନରେ ୬ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହେବା ଚିନ୍ତାର କାରଣ ପାଲଟି ଯାଇଛି। ତେବେ କେରଳର ଉପକୂଳ ଜିଲା ଅଲପୁଝାର…
ଲୋକଙ୍କ ଧ୍ୟାନ ଆକର୍ଷଣ କରୁଛି ଏହି ପରିବା ଦୋକାନ
ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଥିବା ଏକ ପରିବା ଦୋକାନ ଲୋକଙ୍କ ଦୃଷ୍ଟି ଆକର୍ଷଣ କରୁଛି। ଏଠାରେ ଥିବା ଏକ ପରିବା ଦୋନ ଆଗରେ ଏକ ବୋର୍ଡ ରଖାଯାଇଛି। ଯେଉଁଥିଲେ ଲେଖାଯାଇଛି, ଯଦି ସମ୍ଭବ କିଣନ୍ତୁ, ନଚେତ୍ ମାଗଣାରେ ନେଇଯାନ୍ତୁ। ଏହି ପରିବା…
ମୁଣ୍ଡରେ ବିଭିନ୍ନ ସାମଗ୍ରୀ ବୋହି ଜଙ୍ଗଲରେ ବୁଲିବୁଲି ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି ବିଧାୟିକା: ସୋସିଆଲ୍ ମିଡ଼ିଆରେ ଭାଇରାଲ
ନୂଆଦିଲ୍ଲୀ,୨୮।୫: ଭାରତରେ କରୋନା ସଂକ୍ରମଣ ବଢ଼ିଚାଲିଛି। କରୋନା ସଙ୍କଟ ସମୟରେ ବହୁ ବ୍ୟକ୍ତିବିଶେଷ, ସଂସ୍ଥା ତଥା ସରକାରଙ୍କ ପକ୍ଷରୁ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା କାର୍ଯ୍ୟ ଜାରି ରଖିଛନ୍ତି। ତେଲଙ୍ଗାନାର ମୁଲୁଗୁ ବିଧାନସଭା କ୍ଷେତ୍ରର କଂଗ୍ରେସ ବିଧାୟିକା ଦାନସରି ଅନୂସୟା…
Archives


